Browsing Category

ଓଡିଶା

କଟକରେ ୨୬ ଲକ୍ଷ ଟଙ୍କାର ବ୍ରାଉନ୍ ସୁଗର ଜବତ, ୨ ଗିରଫ

କଟକ: କଟକ କମିଶନରେଟ ପୁଲିସ ହାତରେ ପଡ଼ିଛନ୍ତି ୨ ଆନ୍ତଃରାଜ୍ୟ ବ୍ରାଉନ ସୁଗର ବେପାରୀ। ପଶ୍ଚିମବଙ୍ଗର ଏହି ଦୁଇ ବ୍ୟବସାୟୀଙ୍କୁ ଗିରଫ କରିଛି ଚାଉଳିଆଗଞ୍ଜ ଥାନା ପୁଲିସ। ସେମାନଙ୍କଠାରୁ ୨୫୭ ଗ୍ରାମ ବ୍ରାଉନ ସୁଗର ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୨୬ ଲକ୍ଷ ଟଙ୍କା ହେବ। ଗିରଫ…

ଭାଗବତ ଟୁଙ୍ଗୀକୁ ମିଳିବ ୫୦ ହଜାର ଟଙ୍କା ଲେଖାଏଁ ସହାୟତା

ଭୁବନେଶ୍ବର: ଭାଗବତ ଟୁଙ୍ଗୀ ଆମ ଗ୍ରାମ୍ୟ ଜୀବନର ଆଧ୍ୟାତ୍ମିକ, ସାଂସ୍କୃତିକ ଓ ସାମାଜିକ ପ୍ରାଣ କେନ୍ଦ୍ର। ସାରା ଗାଁକୁ ଏକତାର ସୂତ୍ରରେ ବାନ୍ଧି ରଖିଥାଏ ଭାଗବତ ଟୁଙ୍ଗୀ। ଆମ ସଂସ୍କୃତି ଓ ପରମ୍ପରାର ଏହି ମହାନ ପ୍ରତୀକ ଭାଗବତ ଟୁଙ୍ଗୀ ହେଉଛି ଓଡିଆ ଜାତିର ସାଂସ୍କୃତିକ ଅସ୍ମିତାର ଏକ…

ଜଳିଗଲା ସେବାସମବାୟ ସମିତି, ଲକ୍ଷାଧିକ ଟଙ୍କାର ଜିନିଷପତ୍ର ପୋଡ଼ି ନଷ୍ଟ

ଜଳେଶ୍ୱର: ଅଗ୍ନିକାଣ୍ଡରେ ଜଳିଗଲା ସେବାସମବାୟ ସମିତି । ଲକ୍ଷାଧିକ ଟଙ୍କାର ଜିନିଷପତ୍ର ପୋଡ଼ି ନଷ୍ଟ । ବାଲେଶ୍ଵର ଜିଲ୍ଲା ଭୋଗରାଇ ବ୍ଲକର ସେବାସମବାୟ ସମିତିରେ ନିଆଁ ଲାଗିବାରୁ ଚାଷୀଙ୍କ ବହୁ ଗୁରୁତ୍ବପୂର୍ଣ୍ଣ କାଗଜ ସହ କଂପ୍ୟୁଟର ହାର୍ଡଡିକ୍ସ, ଆଲମିରା ଜଳିପୋଡି ନଷ୍ଟ…

ଟିଟିଲାଗଡ଼ କାରାଗାରରୁ ୨ କଏଦୀ ଫେରାର ମାମଲା: ୱାଡେନ୍‌ ନିଲମ୍ବିତ

ଟିଟିଲାଗଡ଼: ବଲାଙ୍ଗୀର ଜିଲା ଟିଟିଲାଗଡ଼ ଉପକାରାଗାରରୁ ଗତ ୯ ତାରିଖ (ଶନିବାର) ରାତିରେ ୨ ଜଣ ହତ୍ୟା ଅଭିଯୁକ୍ତ ବିଚାରାଧୀନ କଏଦୀ ଫେରାର ମାରିବା ଘଟଣାରେ କାର୍ଯ୍ୟରତ ୱାଡେନ୍‌ ନିଲମ୍ବିତ ହୋଇଛନ୍ତି। ପଶ୍ଚିମାଞ୍ଚଳ ଜେଲ୍‌ ଡ଼ିଆଇଜି କୁଳମଣି ବେହେରା ସଂପୃକ୍ତ ୱେଡେନ୍‌ ଦାନୀ ଦୋରାଙ୍କୁ…

ସିଏଏ ମୂଳ ଭାରତୀୟ ସଂପ୍ରଦାୟର ଶରଣାର୍ଥୀଙ୍କୁ ଆଶ୍ୱସ୍ଥି ଦେଇଛି: ପୂର୍ବତନ ବିଧାୟକ

ଭୁବନେଶ୍ବର: ୭୦ ବର୍ଷରେ ହୋଇନଥିବା କାର୍ଯ୍ୟକୁ ମୋଦି ସରକାର ଗତ ୧୦ ବର୍ଷରେ କରି ଦେଖାଇଛନ୍ତି । ପଡୋଶୀ ଦେଶରେ ନିର୍ଯାତୀତ ଧାର୍ମିକ ସଂଖ୍ୟାଲଘୁଙ୍କ ସୁରକ୍ଷା ପାଇଁ ନାଗରିକତ୍ୱ ସଂଶୋଧନ ବିଲ୍ ବା ସିଏଏ କାର୍ଯ୍ୟକାରୀ ହୋଇଛି । ନାଗରିକତା ସଂଶୋଧନ ଆଇନ ନାଗରିକତା ନେବା ପାଇଁ ନୁହେଁ ବରଂ…

ସରକାରୀ ସ୍କୁଲରେ ପୂରଣ ହେବ ୨୬୨୯ଟି ଶିକ୍ଷକ ପଦ

ଭୁବନେଶ୍ବର:ଏପ୍ରିଲ ୧ ତାରିଖରୁ ସମସ୍ତ ସରକାରୀ ସ୍କୁଲରେ ଶିକ୍ଷକ ପଦବୀ ପାଇଁ ଆରମ୍ଭ ହେବ ଆବେଦନ। ସରକାରୀ ସ୍କୁଲରେ ପୂରଣ ହେବ ୨୬୨୯ଟି ଶିକ୍ଷକ ପଦ। ଏପ୍ରିଲ ୧ ତାରିଖରୁ ଅନ୍‌ଲାଇନ୍‌ ଆବେଦନ ଆରମ୍ଭ ହୋଇ ଏପ୍ରିଲ ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି…

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି: ୩ ଘଣ୍ଟା ପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଫାଲଗୁନ ଶୁକ୍ଳ ଚତୁର୍ଥୀ ତିଥିରେ ବୁଧବାର ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ୩ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ…

ସମ୍ବଲପୁରରେ ଜାତୀୟ ରାଜପଥ ପ୍ରକଳ୍ପ ପାଇଁ ୩୭୪ କୋଟି ୧୭ ଲକ୍ଷ ଟଙ୍କା ମଞ୍ଜୁର

ସମ୍ବଲପୁର: ସମ୍ବଲପୁର ଜିଲ୍ଲାରେ ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପ ପାଇଁ ୩୭୪ କୋଟି ୧୭ ଲକ୍ଷ ଟଙ୍କା ମଞ୍ଜୁର କଲେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନିତୀନ ଗଡ଼କରୀ । ଅଇଁଠାପାଲି ଜଙ୍କସନ୍‌ ଠାରେ ୬ ଲେନ୍‌ ବିଶିଷ୍ଟ ୩.୫ କିଲୋମିଟର ଲମ୍ବା ଫ୍ଲାଏଓଭର ଏବଂ ୫୩ ନମ୍ବର ଜାତୀୟ ରାଜପଥ ଉପରେ ଦୁଇ…

ବଢ଼ିଲା ପଞ୍ଚାୟତିରାଜ ପ୍ରତିନିଧିଙ୍କ ପାରିତୋଷିକ, ସରପଞ୍ଚ ପାଇବେ ୧୦ ହଜାର

ଭୁବନେଶ୍ୱର : ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି। ନିଷ୍ପତ୍ତି ଅନୁଯାୟୀ ଜିଲ୍ଲା ପରିଷଦ ସଭାପତିମାନେ ୯,୩୮୦ ଟଙ୍କା ପରିବର୍ତ୍ତେ ୩୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ। ସେମାନଙ୍କ ଦୈନିକ ଭତ୍ତା…

କିମ୍ସ ଗ୍ରାମୀଣ ଡାକ୍ତରଖାନା ଓ କଲରାବାଙ୍କ ସ୍ମାର୍ଟ ଭିଲେଜର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଲୋକାର୍ପଣ ହେଲା କିମ୍ସ ଗ୍ରାମୀଣ ଡାକ୍ତରଖାନା । କଟକ ଜିଲ୍ଲା କଲରାବାଙ୍କଠାରେ କିମ୍ସ ଗ୍ରାମୀଣ ଡାକ୍ତରଖାନା ଏବଂ କଲରାବାଙ୍କ ସ୍ମାର୍ଟ ଭିଲେଜକୁ ଆଭାଷୀ ମାଧ୍ୟମରେ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହିତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୯ଟି କିମ୍ସ…