Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଓଡ଼ିଶାରେ କରୋନାର ନୂଆ ଭାରିଆଣ୍ଟ
ଭୁବନେଶ୍ୱର,୪ା୧: ରାଜ୍ୟରେ ଗୁରୁବାର କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ ହୋଇଛି। ଜେଏନ୍.୧ ନାମକ ଏକ ଭାରିଆଣ୍ଟ ୨ ରୋଗୀଙ୍କଠାରେ ଚିହ୍ନଟ ହୋଇଛି। ସୁନ୍ଦରଗଡ଼ର ଜଣେ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଆଉ ଜଣେ ଭୁବନେଶ୍ୱରର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିବା…
ଚିଲିକାରେ ପକ୍ଷୀ ଗଣନା ଆରମ୍ଭ…
ଖୋର୍ଦ୍ଧା : ଚିଲିକାରେ ପକ୍ଷୀ ଗଣନା ଆରମ୍ଭ ହୋଇଛି। ଗଣନା ପାଇଁ ପାଞ୍ଚଟି ରେଞ୍ଜରେ ୨୧ ଟିମ୍ ନିୟୋଜିତ ହୋଇଛନ୍ତି। ୧୯ଟି ଟିମ୍ ଜଳ ଭାଗରେ, ୨ଟି ଟିମ୍ ସ୍ଥଳଭାଗରେ ପକ୍ଷୀ ଗଣନା କରୁଛନ୍ତି। ଟାଗିଂ ରେଞ୍ଜରେ ୮ଟି ଟିମ୍,ବାଲୁଗାଁରେ ୫ଟି ଟିମ୍,ସାତପଡ଼ାରେ ୩ଟି…
ଏନ୍ଫୋର୍ସମେଣ୍ଟ ପାଇଁ ୬୭ ନୂଆ ପଦବୀକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ…
ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଭୁବନେଶ୍ୱରକୁ ଅତ୍ୟାଧୁନିକ ସୁବିଧା ସୁଯୋଗ ସହିତ ନୂତନ ରୂପରେଖ ଦେବାର ଗୁରୁଦାୟିତ୍ୱ ବହନ କରିଛି। କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସହରର ସୌନ୍ଦର୍ଯ୍ୟକରଣ ଓ ବିଭିନ୍ନ ଭିତ୍ତିଭୂମି ନିର୍ମାଣ…
ଯୁକ୍ତ ଦୁଇ କଲେଜରେ NEET ଓ JEE ପାଇଁ କୋଚିଂ ଆରମ୍ଭ…
ଭୁବନେଶ୍ବର : ଗୁରୁବାରଠାରୁ ଯୁକ୍ତ ଦୁଇ କଲେଜରେ ଆରମ୍ଭ ହୋଇଛି NEET ଓ JEE ପାଇଁ କୋଚିଂ। ଭର୍ଚ୍ଚୁଆଲ ମୋଡରେ ଯୁକ୍ତ ଦୁଇ ଛାତ୍ରଛାତ୍ରୀ ପାଇବେ କୋଚିଂ। ସବୁ ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜରେ ଏହି କୋଟିଂ ଦିଆଯିବ। ଏଥିଲାଗି କଲେଜରେ ସ୍ମାର୍ଟ TV ଓ…
ପୁଲିସ୍ ଏଏସ୍ଆଇଙ୍କୁ ସଂଘବଦ୍ଧ ଆକ୍ରମଣ, ଅବସ୍ଥା ଗୁରୁତର
ବୌଦ୍ଧ : ଅପହରଣ ମାମଲାର ତଦନ୍ତ କରିବାକୁ ଯାଇ ମରଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି ପୁଲିସ୍ ଏଏସ୍ଆଇ। ଗୁରୁତର ଅବସ୍ଥାରେ ସେ ଏବ ହସ୍ପିଟାଲ ବେଡରେ ପଡ଼ି ରହିଛନ୍ତି। ଏପରି ଏକ ଅଭାବନୀୟ ଘଟଣା ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅଞ୍ଚଳରେ ଘଟିଛି। ଗୁରୁତର ପୁଲିସ୍…
ଯୁବକଙ୍କ ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର, ଜଣେ ଅଟକ…
କାଲିମେଳା: ମାଲକାନଗିରି ଜିଲ୍ଲା ମୋଟୁ ଥାନା ଅନ୍ତର୍ଗତ ଏମଭି ୧୨୬ ଜଙ୍ଗଲରେ ଜଘନ୍ୟ ହତ୍ୟାକାଣ୍ଡ ହୋଇଛି। ନୂଆବର୍ଷ ଦିନ ବଣଭୋଜି କରିବା ପାଇଁ ଜଙ୍ଗଲକୁ ଯାଇଥିବା ଜଣେ ଯୁବକଙ୍କର ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ହେଲେ ବଜା ମିଛୁ।
ସୂଚନା…
ବିଜେପି ପକ୍ଷରୁ କଳାହାଣ୍ଡି ବନ୍ଦ ପାଳନ…
ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ଚାଷୀଙ୍କ ଧାନ ଓ କପାର କଟ୍ନି ଛଟ୍ନି ଓ ଅନ୍ୟାନ୍ୟ ସମସ୍ୟାକୁ ନେଇ କଳାହାଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଓ ପ୍ରତିବାଦ କରାଯାଇଥିଲା। କିନ୍ତୁ ଜିଲ୍ଲା ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇ ନ ଥିଲା।…
କୁଳପତିଙ୍କ ମନମୁଖି କାର୍ଯ୍ୟ ବିରୋଧରେ କର୍ମଚାରୀଙ୍କ ଆନ୍ଦୋଳନ…
ସମ୍ବଲପୁର: ଛଟେଇ ପ୍ରତିବାଦରେ ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ବବିଦ୍ୟାଳୟର କର୍ମଚାରୀମାନେ କାର୍ଯ୍ୟ ବନ୍ଦ ଡାକରା ଦେଇଥିଲେ । ମନଇଛା କାର୍ଯ୍ୟରୁ ଛଟେଇ କରିବା, ଛୁଟିଦିନ ଅଫିସ ନଆସିଲେ ଦରମା କାଟିବା, କର୍ମଚାରୀଙ୍କୁ ଗାଳିଗୁଲଜ, କର୍ମଚାରୀଙ୍କ ମଧ୍ୟରେ ପକ୍ଷପାତିତା, ଦରମା…
ନୂଆଗାଁ ଓ କୁଆଁରମୁଣ୍ଡାରେ ୨ ନୂଆ ଡ଼ିଗ୍ରି କଲେଜକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ…
ରାଉରକେଲା: ସୁନ୍ଦଗରଡ଼ ଜିଲ୍ଲା କୁଆଁରମୁଣ୍ଡା ଓ ନୂଆଗାଁ ପଞ୍ଚାୟତ ସମିତିରେ ୨ଟି ନୂତନ ଡ଼ିଗ୍ରି ମହାବିଦ୍ୟାଳୟ ପାଇଁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଦୁଇ ଦିନିଆ ସୁନ୍ଦରଗଡ଼ ଗସ୍ତ ଅବସରରେ ଗୁରୁବାର ୫ଟି ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନ ଏହା କହିଛନ୍ତି।
ଗତ…
ପୁଣି ଆନ୍ଦୋଳନକୁ ଓହ୍ଲାଇଲା ଡ୍ରାଇଭର ମହାସଂଘ; ଅନିର୍ଦ୍ଦିଷ୍ଟ କାଳ ଯାଏଁ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ…
ଭୁବନେଶ୍ବର : ଆଜିଠୁ ପୁଣି ଥରେ ଆରମ୍ଭ ହୋଇଛି ଡ୍ରାଇଭରଙ୍କ ଦେଶବ୍ୟାପୀ ଆନ୍ଦୋଳନ । ନୂଆ ହିଟ୍ ଆଣ୍ଡ ରନ ଆଇନକୁ ବିରୋଧ କରି ଦୁଇ ଦିନ ତଳେ ପ୍ରତ୍ୟାହୃତ ହୋଇଥିବା ଆନ୍ଦୋଳନ ଆଜିଠୁ ପୁଣି ଥରେ ସମଗ୍ର ଦେଶରେ ଆରମ୍ଭ ହୋଇଛି। ଏଥିରେ ଓଡିଶାର ସମସ୍ତ ଡ୍ରାଇଭର ମଧ୍ୟ ସାମିଲ…