Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ମାଟି ତଳୁ ଖପୁରୀ ବାହାର କରି କିଏ କରୁଛି ମନ୍ତ୍ରତନ୍ତ୍ର !
ଢେଙ୍କାନାଳ : ୭ ମାସ ତଳେ ମହିଳାଙ୍କ ମୃତ୍ୟୁ ଘଟିଥିଲା। ହେଲେ ବୁଧବାର ବିଳମ୍ୱିତ ରାତିରେ ଗାତ ଖୋଳାଯାଇ ମାଟି ତଳୁ ମହିଳାଙ୍କ ଖପୁରୀ ବାହାର କରାଯାଇ ପୂଜାର୍ଚ୍ଚନା କରାଯାଉଛି। ତେବେ କିଏ ଓ କାହିଁକି ଏପରି କାର୍ଯ୍ୟ କରୁଛନ୍ତି? ତାହା ଜଣାପଡ଼ି ନାହିଁ। ମନ୍ତ୍ରତନ୍ତ୍ର…
କାଲିଠୁ ଭିତରକନିକା ବନ୍ଦ, ଆରମ୍ଭ ହେବ ବଉଳା କୁମ୍ଭୀର ଓ ପକ୍ଷୀ ଗଣନା…
କେନ୍ଦ୍ରାପଡ଼ା : ବଉଳା କୁମ୍ଭୀର ଓ ପକ୍ଷୀ ଗଣନା ପାଇଁ ଆସନ୍ତାକାଲିଠୁ ଭିତରକନିକା ବନ୍ଦ । ଆସନ୍ତାକାଲିଠାରୁ ୧୩ ତାରିଖ ଯାଏଁ ୯ ଦିନ ଧରି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା।
୫ଟି ରେଞ୍ଜରେ ଗଣନା ଚାଲିବା ନେଇ ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ ।…
ନୂଆଦିଲ୍ଲୀ ଗଣତନ୍ତ୍ର ଦିବସରେ ଏଥର ଗଡ଼ିବ ଓଡ଼ିଶା ପ୍ରଜ୍ଞାପନ ମେଢ଼, କର୍ତ୍ତବ୍ୟପଥରେ ଓଡ଼ିଶାର କଳା ଦେଖିବେ…
ନୂଆଦିଲ୍ଲୀ/ଭୁବନେଶ୍ବର: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ଗଣତନ୍ତ୍ର (ସାଧାରଣତନ୍ତ୍ର) ଦିବସ ପରେଡ୍ରେ ଏଥର ଓଡ଼ିଶାର ପ୍ରଜ୍ଞାପନ ମେଢ଼ ସ୍ଥାନ ପାଇବ। ଓଡ଼ିଶାର ପ୍ରଜ୍ଞାପନ ମେଢ଼ ମାଧ୍ୟମରେ କର୍ତ୍ତବ୍ୟପଥରେ ଦର୍ଶକମାନେ ଓଡ଼ିଶାର କଳାକୁ ଆଖି ଆଗରେ ଦେଖିବାର…
ରାମ ମନ୍ଦିର ପ୍ରାଣପ୍ରତିଷ୍ଠା ଉତ୍ସବକୁ ଯିବାକୁ ମନାକଲେ ପୁରୀ ଶଙ୍କରାଚାର୍ଯ୍ୟ…
ନୂଆଦିଲ୍ଲୀ: ଅଯୋଧ୍ୟାରେ ଜାନୁଆରି ୨୨ ତାରିଖରେ ରାମଲଲାଙ୍କ ପ୍ରାଣପ୍ରତିଷ୍ଠା ହେବ। ଏଥିପାଇଁ ଜୋରସୋରରେ ପ୍ରସ୍ତୁତି ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ରାମଲଲାଙ୍କ ପ୍ରାଣପ୍ରତିଷ୍ଠା…
ଭିଜିଲାନ୍ସ ଜାଲରେ ବନରକ୍ଷୀ; ଦେଢ଼ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କା ନେଇ ବାଇକ୍ରେ ଯିବାବେଳେ ଧରାପଡ଼ିଲେ
ନବରଙ୍ଗପୁର: ଭିଜିଲାନ୍ସ ଜାଲରେ ନବରଂଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ବିଟ୍ର ବନରକ୍ଷୀ ବିନାୟକ ଚନ୍ଦ୍ର ସୋରି। ସେ ନିଜ ବାଇକରେ ଏକ ଲକ୍ଷ ତେପନ ହଜାର ଟଙ୍କା ନେଇ ଯାଉଥିବା ବେଳେ ନବରଙ୍ଗପୁର ଭିଜିଲାନ୍ସ ଜାଲରେ ପଡିଛନ୍ତି। ବନରକ୍ଷୀ ବିନାୟକ…
୨୩ବର୍ଷ ସୁଶାସନର ବିକାଶର ନଗ୍ନ ଚିତ୍ର :ରାସ୍ତା ଅଭାବରୁ ନଦୀ ପାର ହୋଇ ଶବକୁ ଶ୍ମଶାନକୁ ନେବାକୁ ଚାରିଟା ହାଣ୍ଡି ଓ…
ମାଲକାନଗିରି ,୩/୦୧ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡା ଗ୍ରାମ ପଞ୍ଚାୟତ କିରତଙ୍ଗ ଗୁଡା ଗ୍ରାମରୁ ଆଜି ଏଭଳି ଏକ ଦୃଶ୍ୟ ସାମନାକୁ ଆସିଛି ଯାହାକି ବହୁ ବର୍ଷ ପୂର୍ବେ ଦେଖିବାକୁ ମିଳୁଥିଲା । ଗ୍ରାମ ବାସୀଙ୍କ କହିବା ଅନୁଯାୟି କିରତଙ୍ଗ ଗୁଡା ଗ୍ରାମରେ କୌଣସି ଶ୍ମଶାନ!-->!-->!-->…
୯ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ପୁଲିସ…
ଫୁଲବାଣୀ : ରାଜ୍ୟର ଦୁଇଟି ଜିଲ୍ଲାରେ ପୁଲିସ୍ ୯ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କରିଛି। କନ୍ଧମାଳ ଜିଲ୍ଲା ପୁଲିସ ପକ୍ଷରୁ ଗଞ୍ଜେଇ ଚାଷ ବନ୍ଦ କରିବାକୁ ପ୍ରୟାସ ଜାରି ରହିଥିବା ବେଳେ ଗତକାଲି ଫିରିଙ୍ଗିଆ ଥାନା ପୁଲିସ୍ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୮…
କମିଶନରେଟ୍ ପୁଲିସ ହାତରେ ପାହାଡ଼ି ଗ୍ୟାଙ୍ଗ…
ଭୁବନେଶ୍ବର : କମିଶନରେଟ ପୁଲିସ ହାତରେ ଧରାପଡ଼ିଛି ପାହାଡ଼ି ଗ୍ୟାଙ୍ଗ। ଏହି ଗ୍ୟାଙ୍ଗର ୮ ଜଣ ସଦସ୍ୟଙ୍କୁ ବାନ୍ଧିଛି କମିଶନରେଟ ପୁଲିସ। ଏମାନେ ସମସ୍ତେ ଝାଡ଼ଖଣ୍ଡର।
ସୂଚନା ଅନୁସାରେ ପାହଡ଼ି ଗ୍ୟାଙ୍ଗର ଡ଼କାୟତ ମାନେ ରାଜଧାନୀର ବିଭିନ୍ନ ଅଞ୍ଚଳରେ ରହୁଥିଲେ। ସମୟ ସୁବିଧା…
ଧାମନଗରରେ ଭାରତ ସଂକଳ୍ପ ରଥକୁ ଭଙ୍ଗାରୁଜା, ବିଜେଡି ଉପରକୁ ଅଙ୍ଗୁଳି ଉଠାଇଲେ ବିଧାୟକ
ଭଦ୍ରକ : ଭଦ୍ରକ ଧାମନଗରରେ ଆଜି କିଛି ଲୋକ ବିକଶିତ ଭାରତ ସଂକଳ୍ପ ରଥକୁ ଭଙ୍ଗାରୁଜା କରିଛନ୍ତି। ଧାମନଗର ଥାନା ଚୂଡ଼ାକୁଟି ପଞ୍ଚାୟତରେ ରାଲି ବେଳେ ଏହି ଘଟଣା ଘଟିଛି। ପୁଲିସ୍ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଅନ୍ୟପକ୍ଷରେ ଏହି ଘଟଣା ପାଇଁ ବିଜୁ ଜନତା ଦଳ ଉପରକୁ…
ଲୋୟର ସୁକତେଲ ପ୍ରକଳ୍ପ ଲୋକାର୍ପଣ ଅବସରରେ କଂଗ୍ରେସ ବିଧାୟକ ନରସିଂହ ମିଶ୍ରଙ୍କ ତୀର୍ଯ୍ୟକ ବାଣ…
ବଲାଙ୍ଗୀର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସମାଲୋଚନା କଲେ ବରିଷ୍ଠ କଂଗ୍ରେସ ବିଧାୟକ ନରସିଂହ ମିଶ୍ର । ବଲାଙ୍ଗିର ବିଜେଡିର ଗୋଟିଏ ଶକ୍ତିଶାଳୀ ଗୋଷ୍ଠୀଙ୍କୁ ତେରଛା ବାଣ ମାରିଛନ୍ତି। ଆଉ ସୁଧୁରି ଯିବା ପାଇଁ ପରାମର୍ଶ ଦେଇଛନ୍ତି। ତା’ସହିତ…