Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ହଇଜାସ୍ଥିତି ସମୀକ୍ଷା କଲେ କେନ୍ଦ୍ରୀୟ ଟିମ୍; ସଂଗ୍ରହ ହେଲାଣି ୭ ହଜାର ପାଣି ନମୁନା…
ରାଉରକେଲା: ଆଜି ଦ୍ବିତୀୟ ଦିନରେ ରାଉରକେଲାରେ ହଇଜା ସ୍ଥିତିର ସମୀକ୍ଷା କରିଛନ୍ତି ୫ ଜଣିଆ କେନ୍ଦ୍ରୀୟ ଟିମ୍। ନୂଆଦିଲ୍ଲିସ୍ଥ ଏନ୍ସିଡିସିର ଡା. ଇରମ ତବସୁମ୍, ସ୍ବାସ୍ଥ୍ୟ ବିଭାଗର ଆଞ୍ଚଳିକ ନିର୍ଦ୍ଦେଶକ ଡା. ଏନ.ଏମ. ସୋମାଲକର, ଏମ୍ସ(ଭୁବନେଶ୍ବର)ର ମେଡିସିନ…
ସ୍ୱଦେଶ ଦର୍ଶନ ଯୋଜନାରେ ସାମିଲ ହେଲା ଦେବ୍ରିଗଡ଼, ଖିଣ୍ଡା…
ଭୁବନେଶ୍ୱର: ବରଗଡ଼ ଜିଲ୍ଲାରେ ଅବସ୍ଥିତ ଦେବ୍ରିଗଡ଼ ଅଭୟାରଣ୍ୟ ସମେତ ମହାନ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମମାଟି ସମ୍ବଲପୁର ଜିଲ୍ଲାର ଖିଣ୍ଡା ଗ୍ରାମାଞ୍ଚଳର ବିକାଶ ହେବ। ଏହି ଦୁଇଟି ସ୍ଥାନକୁ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରଣାଳୟ…
ଗାଁ ଦାଣ୍ଡରେ ଯୁବକଙ୍କୁ ପିଟି ପିଟି ମାରିଦେଲେ ୬ ସାଙ୍ଗ…
ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ଲଇକେରା ଥାନା ଅନ୍ତର୍ଗତ ପତ୍ରାପାଲି ବଜାର ପଡ଼ାରେ ଗତକାଲି ବିଳମ୍ବିତ ରାତିରେ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଛି। ମୃତକ ହେଲେ ସେହି ଗାଁର ବିପିନ ଭୋଇ (୨୫)। ସୂଚନା ପାଇ ଲଇକେରା ପୁଲିସ୍ ଏକ ହତ୍ୟା…
ନର୍ସିଂ, ଫାର୍ମାସି ଓ ଆଲାଏଡ ମେଡିକାଲ ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡ ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ…
ଭୁବନେଶ୍ୱର: ନର୍ସିଂ, ଫାର୍ମାସି ଓ ଆଲାଏଡ ମେଡିକାଲ ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡ ରାଶି ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏମକେସିଜି ଗସ୍ତ ବେଳେ ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନଙ୍କୁ ଛାତ୍ରଛାତ୍ରୀମାନେ ସେମାନଙ୍କ ଷ୍ଟାଇପେଣ୍ଡର ବୃଦ୍ଧି…
ବୋରୱେଲରୁ ଉଦ୍ଧାର ଶିଶୁକନ୍ୟାଙ୍କୁ ତାଙ୍କ ମା’ଙ୍କୁ ହସ୍ତାନ୍ତର କରାଯିବ ନାହିଁ
ସମ୍ବଲପୁର : ସମ୍ବଲପୁର ଜିଲ୍ଲା ରେଙ୍ଗାଲି ନିକଟ ଲରିପାଲି ଜଙ୍ଗଲରୁ ଏକ ପରିତ୍ୟକ୍ତ ବୋରୱେଲରୁ ଗତ ଡିସେମ୍ବର ୧୨ ତାରିଖରେ ଉଦ୍ଧାର ହୋଇଥିବା ଶିଶୁ କନ୍ୟାର ମା’ଙ୍କ ପରିଚୟ ମିଳିସାରିଛି। ତେବେ ଶିଶୁକନ୍ୟାକୁ ଏବେ ତାଙ୍କୁ ହସ୍ତାନ୍ତର କରାଯିବ ନାହିଁ। ସମ୍ବଲପୁର…
ଅର୍ଥତତ୍ତ୍ୱର ସମ୍ପତ୍ତି ବାଜ୍ୟାପ୍ତ କରିବାକୁ କଟକ ସ୍ୱତନ୍ତ୍ର ଚିଟଫଣ୍ଡ ଅଦାଲତଙ୍କ ନିର୍ଦ୍ଦେଶ
ଭୁବନେଶ୍ବର : ଚିଟଫଣ୍ଡ ସଂସ୍ଥା ଅର୍ଥତତ୍ତ୍ୱର ସ୍ଥାବର ଅସ୍ଥାବର ସମ୍ପତ୍ତି ବାଜ୍ୟାପ୍ତ କରିବାକୁ କଟକ ସ୍ୱତନ୍ତ୍ର ଚିଟଫଣ୍ଡ ଅଦାଲତ ଦେଇଛନ୍ତି ନିର୍ଦ୍ଦେଶ। ସଂସ୍ଥାର ଭୁବନେଶ୍ୱର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଅନୁଗୋଳ ଆଦି ସ୍ଥାନରେ ଥିବା ପ୍ରାୟ ୧୧୦ ଏକରରୁ ଅଧିକ…
ଟ୍ରେନିଂ ବେଳେ ଚାଲିଗଲା ହୋମଗାର୍ଡଙ୍କ ଜୀବନ…
ଭୁବନେଶ୍ବର: ଭୁବନେଶ୍ୱର ରିଜର୍ଭ ଅଫିସରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଟ୍ରେନିଂ ବେଳେ ଜଣେ ହୋମଗାର୍ଡଙ୍କ ଜୀବନ ଯାଇଛି। ମୃତ ହୋମଗାର୍ଡ ହେଲେ ବାସୁଦେବ ମାନସିଂ।
ରିଫ୍ରେସର କୋର୍ସ ପାଇଁ ଟ୍ରେନିଂ ଦିଆଯାଉଥିବା ବେଳେ ହୋମଗାର୍ଡ ବାସୁଦେବ ମାନସିଂଙ୍କ…
ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଲୋକାର୍ପିତ: ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲାର ଜୀବନରେଖା କୁହାଯାଉଥିବା ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରିଛନ୍ତି। ୨୭୨୩ କୋଟି ଟଙ୍କା ବ୍ୟରେ ନିର୍ମିତ ହୋଇଛି ଏହି ପ୍ରକଳ୍ପ। ଏତଦବ୍ୟତୀତ ୩୦୫ କୋଟିର ୬୯ଟି ପ୍ରକଳ୍ପର ଶିଳାନ୍ୟାସ…
ରାତିରେ ଗାଁରେ ପଶୁଛନ୍ତି ହାତୀ, ଘରେ ଶୁଣ୍ଢ ପୂରାଇ ଖାଇଯାଉଛନ୍ତି
କେନ୍ଦୁଝର : ରାତିରେ ଗାଁକୁ ଆସିଛି ହାତୀ। ଶୁଣ୍ଢ ପୂରାଇ ଘର ଭିତରେ ଥିବା ଧାନ, ଚାଉଳ ଖାଇଯାଉଛି। ମଙ୍ଗଳବାର ରାତିସାରା ହାତୀ ପଲ ଏମିତି ଉତ୍ପାତ କରିଛନ୍ତି କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜରେ। ପନି ପରିବାର ଚାଷ ମଧ୍ୟ ହାତୀ ପଲ ନଷ୍ଟ କରିଥିବା ଦେଖିବାକୁ ମିଳିଛି।…
ଶିଆଳ କାମୁଡ଼ାରେ ୮ ଜଣ ଲୋକ ଆହତ
ଭଦ୍ରକ: ଭଦ୍ରକ ଜିଲା ତିହିଡି ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ତଳଦୁମୁକା ଗ୍ରାମରେ ପାଗଳ ଶିଆଳ କାମୁଡ଼ାରେ ୮ ଜଣ ଲୋକ ଆହତ ହୋଇଛନ୍ତି। ସମସ୍ତ ଆହତ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଆହତମାନଙ୍କ ମଧ୍ୟରେ ୨ମହିଳା, ୩ ମହିଳା ଓ ଜଣେ ନାବାଳିକା…