Browsing Category

ଓଡିଶା

ଆଲୋଚନା ସଫଳ, ଆନ୍ଦୋଳନ ପ୍ରତ୍ୟାହାର କରିବ ଡ୍ରାଇଭର ସଂଘ…

ନୂଆଦିଲ୍ଲୀ : କେନ୍ଦ୍ର ସରକାର ଓ ଆନ୍ଦୋଳନକାରୀ ଡ୍ରାଇଭରଙ୍କ ମଧ୍ୟରେ ଚାଲିଥିବା ଆଲୋଚନା ସଫଳ ହୋଇଛି। ନୂଆ ହିଟ୍‌ ଆଣ୍ଡ ରନ ଆଇନକୁ ବିରୋଧ କରି ଡ୍ରାଇଭରମାନେ ଦେଶବ୍ୟାପୀ କରୁଥିବା ଆନ୍ଦୋଳନ ପ୍ରତ୍ୟାହାର କରିବେ। ଏ ସମ୍ପର୍କରେ ସର୍ବଭାରତୀୟ ମୋଟର ପରିବହନ…

ଖୋଲିଲା ରହସ୍ୟ; ଝିଅ ଜାଣି ବୋରୱେଲ୍‌ରେ ପକାଇ ଦେଇଥିଲା ମାଆ…!

କଟକ : ଏମିତି କ’ଣ ଜଣେ ମାଆ ହୋଇପାରେ? ଜନ୍ମ ପରେ ଝିଅ ହୋଇଥିବା ଜାଣି ବୋରୱେଲ୍‌ରେ ପକାଇଦେବ? ହଁ ଆଜ୍ଞା ସମ୍ୱଲପୁରରେ ବୋରୱେଲ୍‌ରୁ ଉଦ୍ଧାର ହୋଇଥିବା ଶିଶୁକନ୍ୟା ଘଟଣାରେ ଏପରି ଚାଞ୍ଚଲ୍ୟକର ଚଥ୍ୟ ସାମ୍ନାକୁ ଆସିଛି। ସେପଟେ କଟକ ବଡ଼ ମେଡିକାଲ୍‌ରେ ଚିକିତ୍ସିତ…

ଭୁବନେଶ୍ୱରରେ ଦୋକାନୀଙ୍କ ତଣ୍ଟି କାଟି ୬ ହଜାର ଟଙ୍କା ନେଇଗଲେ ଦୁର୍ବୃତ୍ତ

ଭୁବନେଶ୍ବର : ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ଥାନା ଡମଣା ଗାଁରେ ଆଜି ଭୋରରେ ଜଣେ ଦୋକାନୀଙ୍କ ତଣ୍ଟିକାଟି ୬ ହଜାର ଟଙ୍କା ନେଇ ଯାଇଛନ୍ତି ଲୁଟେରା। ଲୁଟ୍‌ର ଶିକାର ହୋଇଥିବା ଦୋକାନୀଙ୍କ ନାଁ ଶିବାନନ୍ଦ…

ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ପାଇଁ ସଜବାଜ ହେଲେଣି କଳାକାର…

ବରଗଡ଼ : ଜାନୁୟାରୀ ୧୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି ୭୬ ତମ ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା। ଏଥିପାଇଁ ଏବେଠାରୁ ବରଗଡ଼ ସହର ଚଳଚଞ୍ଚଳ ହୋଇପଡ଼ିଛି। ଧନୁଯାତ୍ର ପାଇଁ କଳାକାର ମାନେ ଏବେଠାରୁ ଅଭ୍ୟାସ ଆରମ୍ଭ କରିଦେଲେଣି। ଚଳିତ ବର୍ଷ ଯାତ୍ରା କିପରି ଅଧିକ…

ଗାଁକୁ ରାସ୍ତା ନାହିଁ, ଚାଙ୍ଗୁ ବଜାଇ ପ୍ରତିବାଦ କଲେ ଲୋକେ…

କେନ୍ଦୁଝର : ରତ୍ନଗର୍ଭା କେନ୍ଦୁଝର ଜିଲ୍ଲା! ଖଣି ଖାଦାନରେ ଭରପୂର ଥିବାରୁ ଧନୀ ଜିଲ୍ଲା ଭାବେ ପରିଚୟ ପାଇଛି! ହେଲେ ଦୁଃଖର ବିଷୟ ଏହି ଧନୀ ଜିଲ୍ଲାରେ ଦେଖିବାକୁ ମିଳିଛି ବିକଳ ଚିତ୍ର। ଆଜି ପର୍ଯ୍ୟନ୍ତ ଗାଁକୁ ଯିବା ପାଇଁ ରାସ୍ତା ଖଣ୍ଡିଏ ଯାଇନି। ବିଜୁଳି କଥା…

କଳିଙ୍ଗନଗର ଆଦିବାସୀ ଗଣହତ୍ୟାକୁ ୧୮ବର୍ଷ ପୂରିଲା, ମହମବତୀ ଶୋଭାଯାତ୍ରା କରି ବର୍ଷିଲା କଂଗ୍ରେସ…

କଳିଙ୍ଗନଗର : କଳିଙ୍ଗ ନଗର ଆଦିବାସୀ ଗଣହତ୍ୟାର ୧୮ ତମ ଶ୍ରାଦ୍ଧବାର୍ଷିକୀରେ ମହମବତୀ ଶୋଭାଯାତ୍ରାର ଆୟୋଜନ କରିଥିଲା ରାଜ୍ୟ କଂଗ୍ରେସ। ନିରୀହ ଆଦିବାସୀଙ୍କୁ ନିର୍ମମ ହତ୍ୟା କରିଥିବା ରାଜ୍ୟର କ୍ଷମତାସୀନ ବିଜେଡି ସରକାର ଏପର୍ଯ୍ୟନ୍ତ ଆଦିବାସୀଙ୍କୁ ନ୍ୟାୟ ଦେବାରେ…

ଉଜୁଡ଼ିଲା ଜୀବିକା, ୪ ହଜାର ମତ୍ସ୍ୟଜୀବୀ ଏବେ ଦାଦନ…

ଚିକିଟି: ଗଞ୍ଜାମ ଜିଲ୍ଲାର ଚିକିଟି ବ୍ଲକ୍‌ ବଙ୍ଗୋପସାଗର ଉପକୂଳବର୍ତ୍ତୀ ଇଲାକା ସୋରଳ, ସୋନପୁର, କତୁରୁ ଓ ଏକସିଙ୍ଗି ପଞ୍ଚାୟତ। ଆବହମାନ କାଳରୁ ଏଠାକାର ଅଧିବାସୀ ସମୁଦ୍ରରୁ ମାଛ ମାରି ଜୀବିକା ନିର୍ବାହ କରିଆସୁଛନ୍ତି। ଏଥିପାଇଁ ଏହି ଇଲାକା ଗୁଡ଼ିକ…

ବୁଧବାର ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ…

ପୁରୀ: ଆସନ୍ତାକାଲି ବୁଧବାର ପୌଷ କୃଷ୍ଣ ସପ୍ତମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ଣ ୪ଟାରୁ ରାତ୍ର ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ…

ମୃତକଙ୍କ ପରିବାରକୁ ୩ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନିଶ୍ଚିନ୍ତକୋଇଲି/ ଭୁବନେଶ୍ବର: କଟକ-ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ କଟରପଡ଼ା କଳା ପୋଲ ନିକଟରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଶୋକସନ୍ତପ୍ତ…

ରାଜ୍ୟ ସରକାରଙ୍କୁ ସ୍ପଷ୍ଟୀକରଣ ମାଗିଲେ ହାଇକୋର୍ଟ…

କଟକ: ଓଡ଼ିଶା ହାଇକୋର୍ଟରେ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀ ହତ୍ୟାକାଣ୍ଡ ମାମଲା ଏକ ନୂଆ ମୋଡ଼ ନେଇଛି। ଲକ୍ଷ୍ମଣାନନ୍ଦ ସରସ୍ଵତୀ ହତ୍ୟାକାଣ୍ଡ ଘଟଣାର ସିବିଆଇ ତଦନ୍ତ ନେଇ ହାଇକୋର୍ଟରେ ହୋଇଥିବା ମାମଲାର ଶୁଣାଣି କରି କାହିଁକି ସିବିଆଇ ତଦନ୍ତ ହେବ ନାହିଁ ବୋଲି ରାଜ୍ୟ…