Browsing Category

ଓଡିଶା

ଗ୍ୟାଙ୍ଗଷ୍ଟର ଗୋଲ୍ଡି ବ୍ରାରକୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ଗ୍ୟାଙ୍ଗଷ୍ଟର ଗୋଲ୍ଡି ବ୍ରାରକୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର। ୟୁଏପିଏ (ବେଆଇନ କାର୍ଯ୍ୟକଳାପ ନିବାରଣ ଆଇନ ୧୯୬୭) ଅନୁଯାୟୀ ସରକାର ତାକୁ ଆତଙ୍କବାଦୀ ଘୋଷଣା କରିଥିବା ଜଣାପଡ଼ିଛି। ଗୃହ ମନ୍ତ୍ରାଳୟ ଦ୍ବାରା ଜାରି ବିଜ୍ଞପ୍ତିରେ କୁହାଯାଇଛି…

ସୁନାମୀ ଯୋଗୁଁ ଜାପାନର ପରମାଣୁ କେନ୍ଦ୍ରକୁ ନେଇ ଚିନ୍ତା…

ନୂଆଦିଲ୍ଲୀ: ଜାପାନରେ ଭୂକମ୍ପର ଝଟକା ଅନୁଭୂତ ହୋଇଛି । ଭୂମିକମ୍ପର ତୁରନ୍ତ ପରେ ସୁନାମି ଆସିଥିଲା, ଯାହା ଫଳରେ ସହର ଭିତରକୁ ପାଣି ପଶିଯାଇଛି। ଏହି ଘଟଣା ପରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଲହରର ଉଚ୍ଚତା ୧.୩ ଫୁଟ ପର୍ଯ୍ୟନ୍ତ ରହିଛି। ଆଗାମୀ କିଛି ଘଣ୍ଟା ମଧ୍ୟରେ…

ପରମାଣୁ ପ୍ରତିଷ୍ଠାନର ତାଲିକା ବିନିମୟ କଲେ ଭାରତ-ପାକିସ୍ତାନ…

ନୂଆଦିଲ୍ଲୀ: ତିନି ଦଶନ୍ଧିରୁ ଅଧିକ ସମୟ ଧରି ଚାଲି ଆସିଥିବା ଏକ ଦ୍ୱିପାକ୍ଷିକ ଚୁକ୍ତି ଅନୁଯାୟୀ ଭାରତ ଏବଂ ପାକିସ୍ତାନ ସୋମବାର ସେମାନଙ୍କର ପରମାଣୁ ପ୍ରତିଷ୍ଠାନର ଏକ ତାଲିକା ଆଦାନ ପ୍ରଦାନ କରିଛନ୍ତି; ଯେଉଁଥିରେ ଉଭୟ ପକ୍ଷ ପରସ୍ପରର ପରମାଣୁ ପ୍ରତିଷ୍ଠାନ ଉପରେ…

ନୂଆବର୍ଷ ପାର୍ଟି ସାରି ଫେରୁଥିବା ବେଳେ ଅଘଟଣ, ୬ ମୃତ…

ରାଞ୍ଚି : ନୂଆବର୍ଷରେ ଘଟିଲା ଅଘଟଣ। ନ୍ୟୁ-ଇୟର୍‌ ପାଟ ସାରି ଫେରୁଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହେଲା କାର୍‌। ଡିଭାଇଡର୍‌ରେ ପିଟି ହୋଇ ଚାଲିଗଲା ୬ ଜଣଙ୍କ ଜୀବନ। ଝାଡ଼ଖଣ୍ଡର ଜାମଶେଦପୁରରେ ଘଟିଛି ଏଭଳି କିଛି ଦୁର୍ଘଟଣା। ସୂଚନା ମୁତାବକ, ଜାମଶେଦପୁରର ବିଷ୍ଣୁପୁର…

କେନାଲ ନିକଟରୁ ମିଳିଲା ଅର୍ଜୁନ ପୁରଷ୍କାର ପ୍ରାପ୍ତ ଓ୍ୱେଟ୍‌ଲିଫ୍ଟରଙ୍କ ମୃତଦେହ

ନୂଆଦିଲ୍ଲୀ : କେନାଲ ନିକଟରୁ ମିଳିଲା ଜଣେ ବରିଷ୍ଠ ପୁଲିସ ଅଧିକାରୀଙ୍କ ମୃତଦେହ। ସନ୍ଦିଗ୍ଧ ଅବସ୍ଥାରେ ୫୪ ବର୍ଷୀୟ ଡେପୁଟି ସୁପରିଟେଣ୍ତେଣ୍ଟ ଅଫ୍ ପୁଲିସ ଦଲବୀର ସିଂହ ଦେଓଲଙ୍କ ମୃତଦେହ ମିଳିଛି। ଦଳବୀର ସିଂହ ଜଣେ ଜଣାଶୁଣା ଓ୍ୱେଟ୍‌ଲିଫ୍ଟର୍‌ ମଧ୍ୟ ଥିଲେ। ତାଙ୍କୁ…

ପ୍ରଭୁ ଶ୍ରୀ ରାମଙ୍କ ନାମରେ ବିଜେପି ନିର୍ବାଚନ ଲଢୁଛି ବୋଲି କହିବା ସମ୍ପୂର୍ଣ୍ଣ ଭୁଲ : ରାମ ମନ୍ଦିର ମୁଖ୍ୟ ପୂଜକ

ଅଯୋଧ୍ୟା : ଆସନ୍ତା ଜାନୁଆରୀ ୨୨ ତାରିଖରେ ଅଯୋଧ୍ୟାରେ ହେବ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ। ଏହି କାର୍ଯ୍ୟକ୍ରମ ପାଇଁ ଏବେ ଲୋକଙ୍କୁ ନିମନ୍ତ୍ରଣ ପଠାଯାଉଛି। ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ, ବଡ ବଡ ନେତା, ତଥା ଅଭିନେତାଙ୍କୁ ଆମନ୍ତ୍ରିତ କରାଯାଇଛି। ଏହାରି…

ବିଚ୍‌ ରାସ୍ତାରେ ଦଳିତ ମହିଳାଙ୍କୁ ପିଟିଲା ପୁଲିସ, ଭିଡିଓ ଭାଇରାଲ

ପାଟନା : ରକ୍ଷକ ସାଜିଲା ଆକ୍ରମଣକାରୀ। ଦାଦାଗିରି ଦେଖାଇଲା ପୁଲିସ। ବର୍ବରତାର ସବୁ ସୀମା ଟପିଲା। ବିଚ୍‌ ରାସ୍ତାରେ ଦଳିତ ମହିଳାଙ୍କୁ ପିଟିଲା। ବିହାରର ସୀତାମଢ଼ି ଅଞ୍ଚଳରେ ସର୍ବସମ୍ମୁଖରେ ଜଣେ ଦଳିତ ମହିଳାଙ୍କୁ ଜଣେ ପୁଲିସ କର୍ମଚାରୀ ମାଡ଼ ମାରିଛନ୍ତି। ଏହି ପୂରା…

ଶକ୍ତିଶାଳୀ ଭୂକମ୍ପ ପରେ ସୁନାମି, ଲୋକେ ଭୟଭୀତ

ଟୋକିଓ : ନୂଆବର୍ଷରେ ଭୟଙ୍କର ଭୂମିକମ୍ପ ଝଟ୍‌କାରେ ଦୋହଲିଲା ଜାପାନ। ୭.୫ ତିବ୍ରତାର ଭୂମିକମ୍ପ ପରେ ସୁନାମୀ ଆଲର୍ଟ ଜାରି କରାଯାଇଛି। ଏହାରି ଭିତରେ ଜାପାନର ଉପକୂଳ ଅଞ୍ଚଳରେ ୫ ଫୁଟ ଉଚ୍ଛତାର ସୁନାମି ଲହଡି ମାଡ଼ ହୋଇଛି। ଏହାକୁ ନେଇ ଲୋକେ ଭୟଭୀତ ହୋଇପଡିଛନ୍ତି।…

ଚଳନ୍ତା ଗାଡ଼ିର ଡ୍ରାଇଭରଙ୍କ ଉପରେ ଗୁଳିମାଡ଼…

ସୁନ୍ଦରଗଡ଼ : ଚଳନ୍ତା ଗାଡ଼ିର ଡ୍ରାଇଭରଙ୍କ ଉପରେ ଗୁଳିମାଡ଼। ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଡ୍ରାଇଭର ଭର୍ତ୍ତି। ସୁନ୍ଦରଗଡ଼ କୁତ୍ରା ଥାନା କିରିଙ୍ଗସିରାରେ ହୋଇଛି ଗୁଳିମାଡ଼। ପିକଅପ ଭ୍ୟାନ ଚଳାଇ ସୁବାସ ନାୟକ ନାମକ ଯୁବକ ଯାଉଥିବା ବେଳେ ତାଙ୍କ ଉପରେ ଫାୟାରିଂ…

ଦୁର୍ନୀତି, ଭ୍ରଷ୍ଟାଚାର, ବ୍ୟଭିଚାର ମୁକ୍ତ ଓ ସମୃଦ୍ଧଶୀଳ ଓଡ଼ିଶା ଗଠନ ହେଉଛି ନୂତନ ବର୍ଷର ଆହ୍ୱାନ: ବିଜେପି

ଭୁବନେଶ୍ୱର: ସରିଲା ବର୍ଷ ୨୦୨୩ । ରାତି ପାହିଲେ ଇଂରାଜୀ ନୂଆବର୍ଷ-୨୦୨୪ । ଏନେଇ ସମଗ୍ର ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏବଂ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ଏହି ଅବସରରେ ମନମୋହନ ସାମଲ…