Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ବିଜୟ ମହାପାତ୍ର
ଭୁବନେଶ୍ୱର: ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ଗତକାଲି ବିଜେଡିରେ ଯୋଗ ଦେଇଥିଲେ । ଆଜି ବିଜୟ ମହାପାତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି ।
ସେ କହିଛନ୍ତି,‘‘ମୁଖ୍ୟମନ୍ତ୍ରୀ ପୁଅକୁ ଆଶୀର୍ବାଦ ଦେଲେ, ଭଲ ହେଲା । ମୁଁ!-->!-->!-->…
ବିଜେଡି-ବିଜେପି ମେଣ୍ଟ: ଛିଣ୍ଡୁନି ଅଙ୍କ, ଏକାକୀ ଲଢ଼ିବା ନେଇ ଚର୍ଚ୍ଚା
ଭୁବନେଶ୍ବର: ରାଜ୍ୟ ରାଜନୀତି ବେଶ କିଛି ଦିନ ହେବ ସରଗରମ ଥିଲା । ଶୁଣିବାକୁ ମିଳୁଥିଲା ଉଭୟ କେନ୍ଦ୍ର ରାଜ୍ୟ ମିଶି ଚଳିତ ନିର୍ବାଚନ ଲଢ଼ିବେ । ଅର୍ଥାତ ବିଜେଡି-ବିଜେପି ମେଣ୍ଟ କରିବେ । ଭୁବନେଶ୍ବରରୁ ଆରମ୍ଭ କରି ଦିଲ୍ଲୀ ପର୍ଯ୍ୟନ୍ତ ଘନ ଘନ ବୈଠକ ମଧ୍ୟ ବସିଥିଲା । ଗତକାଲି ବିଜେଡି ନେତା!-->…
ଲଘୁ ଖଣିଜ ପରିବହନକାରୀ ଟ୍ରକ ଧର୍ମଘଟ ପ୍ରତ୍ୟାହୃତ
ଭୁବନେଶ୍ୱର: ପାଞ୍ଚ ଦିନ ପରେ ଲଘୁ ଖଣିଜ ଦ୍ରବ୍ୟ ପରିବହନକାରୀ ଟ୍ରକ ଧର୍ମଘଟ ପ୍ରତ୍ୟାହାର ହୋଇଛି । ବିଭିନ୍ନ ଦାବି ନେଇ ସରକାରଙ୍କ ସହ ଆଲୋଚନା ସଫଳ ହେବା ପରେ ଆଜି ମଧ୍ୟାହ୍ନରୁ ଧର୍ମଘଟ ପ୍ରତ୍ୟାହାର ହୋଇଛି ।
ଏନେଇ ଖୋର୍ଦ୍ଧା ଟ୍ରକ ମାଲିକ ସଂଘ,!-->!-->!-->…
ବ୍ରାହ୍ମଣୀ ନଦୀରେ ଶୌଚ ହେବା ବେଳେ ଝାମ୍ପିନେଲା କୁମ୍ଭୀର
କେନ୍ଦ୍ରାପଡ଼ା: ଶୌଚ ପାଇଁ ଯିବା ହେଲା କାଳ । ବ୍ୟକ୍ତିଙ୍କୁ ଟାଣିନେଲା କୁମ୍ଭୀର । କିଛି ସମୟ ଭିତରେ ଘଟିଗଲା ବଡ଼ ଅଘଟଣ । କେନ୍ଦ୍ରାପଡ଼ା ରାଜନଗର ଥାନା ଦକ୍ଷିଣଭେଡ଼ା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି । ହଂସୁଆ ନଦୀରେ ବାଇଧର ମଲ୍ଲିକ ଶୌଚ ହେବାକୁ ଯାଇଥିବା ବେଳେ କୁମ୍ଭୀର ଟାଣି!-->…
କପିଳାସରେ ରାତି ୩ଟା ୫୫ରେ ଉଠିବ ମହାଦୀପ
ଢେଙ୍କାନାଳ: ଚଳଚଞ୍ଚଳ ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସ । ଶିବରାତ୍ରି ପାଇଁ କପିଳାସଙ୍କ ଦର୍ଶନ ପାଇଁ ଭକ୍ତଙ୍କ ଗହଳି ଲାଗିଛି । ମହା ଶିବରାତ୍ରି ଉପଲକ୍ଷେ ପ୍ରସିଦ୍ଧ ଜାଗର ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। କପିଳାସ ପୀଠର ମହାପ୍ରଭୁ ଶ୍ରୀଶ୍ରୀ!-->…
ଓଁ ନମଃ ଶିବାୟ ଧ୍ୱନିରେ କମ୍ପୁଛି ଶିବାଳୟ
ଭୁବନେଶ୍ବର: ଆଜି ଜାଗର,ଚଳଚଞ୍ଚଳ ପ୍ରମୁଖ ଶୈବପୀଠ । ରାଜ୍ୟର ତିନି ପ୍ରମୁଖ ଶୈବପୀଠ ଶ୍ରୀଲିଙ୍ଗରାଜ ମନ୍ଦିର, ଧବଳେଶ୍ୱର, ଲୋକନାଥ ମନ୍ଦିରରେ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଗହଳି ଦେଖିବାକୁ ମିଳିଛି । ଧାଡିରେ ଛିଡ଼ା ହୋଇ ଓମ୍ ନମଃ ଶିବାୟ କହୁଛନ୍ତି ଭକ୍ତ । ଓଁ ନମଃ ଶିବାୟ ଧ୍ୱନିରେ!-->…
ମହାଶିବରାତ୍ରୀ: ବାଲୁକା କଳାରେ ୫୦୦ ଶିବଲିଙ୍ଗ ତିଆରି କଲେ ସୁଦର୍ଶନ ପଟ୍ଟନାୟକ
ପୁରୀ: ଆଜି ହେଉଛି ମହାଶିବରାତ୍ରୀ । ଏହି ଅବସରରେ ବାଲୁକା କଳାରେ ଶିବରାତ୍ରୀର ଶୁଭେଚ୍ଛା ଜଣାଇଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ପୁରୀ ନିଳାଦ୍ରୀ ବିଚରେ ବାଲିରେ ତିଆରି କରିଛନ୍ତି ଦେବ ଦେବ ମହାଦେବଙ୍କ ଏକ ବିରାଟ ପ୍ରତିମା । ଏହାସହ ୫୦୦ ଶିବଲିଙ୍ଗ ମଧ୍ୟ ତିଆରି କରିଛନ୍ତି ।
ଏହି!-->!-->!-->…
ସମସାମୟିକ ପରିପ୍ରେକ୍ଷୀରେ ପ୍ରଯୁକ୍ତିବିଦ୍ୟାକୁ ଆଧ୍ୟାତ୍ମିକତା ସହିତ ଯୋଡ଼ିବାର ଆବଶ୍ୟକତା ରହିଛି: କୁଳପତି
କୋରାପୁଟ: ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, କୋରାପୁଟର ଇଂରାଜୀ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ଆୟୋଜିତ ‘ବିୟଣ୍ଡ ହୋରିଜିନ୍ସ: ବିଶ୍ୱ ସାହିତ୍ୟରେ ବିଶ୍ୱର ଅନୁସନ୍ଧାନ’ ଶୀର୍ଷକ ସମ୍ମାନଜନକ ଅନ୍ତର୍ଜାତୀୟ ସମ୍ମିଳନୀ ଗୁରୁବାର ବିଶ୍ୱବିଦ୍ୟାଳୟ ପରିସରରେ ଉଦ୍ଘାଟିତ ହୋଇଯାଇଛି।!-->…
ପ୍ରସାଦଙ୍କୁ ନୂଆ ଦାୟିତ୍ୱ…
ଭୁବନେଶ୍ବର : ୨୦୨୪ ଲୋକସଭା ଓ ବିଧାନସଭା ନିର୍ବାଚନ ପୂର୍ବରୁ ପୂର୍ବତନ ମନ୍ତ୍ରୀ ତଥା ପିସିସି ସଭାପତି ପ୍ରସାଦ ହରିଚନ୍ଦନଙ୍କୁ ନୂଆ ଦାୟିତ୍ୱ ଦେଇଛି ଏଆଇସିସି। ତାଙ୍କୁ ରାଜ୍ୟ କଂଗ୍ରେସୀ ନିର୍ବାଚନ ପରିଚାଳନା ଆବାହକ ଭାବେ ନିଯୁକ୍ତି ଦିଆଯାଇଛି। ପ୍ରସାଦ ହରିଚନ୍ଦନ ମିଡିଆ ସହିତ ସମନ୍ୱୟ ଓ!-->…
ରାଜଧାନୀରେ ହାଲୁକା ବର୍ଷା; ତାତିରୁ ମିଳିଲା ସାମାନ୍ୟ ଆଶ୍ୱସ୍ତି
ଭୁବନେଶ୍ବର: ରାଜ୍ୟରେ ବଢୁଥିବା ତାତି ଭିତରେ ଗୁରୁବାର ଅଦିନିଆ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଦେଇଛି। ଭୁବନେଶ୍ୱରର କେତେକ ସ୍ଥାନରେ ଆଜି ସନ୍ଧ୍ୟାରେ ହାଲୁକା ବର୍ଷା ହୋଇଛି। ବିଜୁଳି ଓ ଘଡ଼ଘଡ଼ି ସହିତ ବର୍ଷା ହୋଇଛି। ଆଉ କେତେକ ସ୍ଥାନରେ ବର୍ଷା ହୋଇନଥିଲେ ବି କଳାବାଦଲ ଘୋଡ଼େଇ ହୋଇଛି। ଆକାଶ!-->…