Browsing Category

ଓଡିଶା

କ୍ଷମତାକୁ ଆସିବାର ୨୪ ଘଣ୍ଟା ଭିତରେ ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କୁ ଟଙ୍କା ଫେରାଇବାକୁ ଆଣିବୁ ଆଇନ…

ଭୁବନେଶ୍ୱର: ସାଧାରଣ ନିର୍ବାଚନ ବିଗୁଲ୍ ନବାଜିବା ପୂର୍ବରୁ ବିଜେପି ଦେଇଛି ଗ୍ୟାରେଣ୍ଟି । ଓଡ଼ିଶାରେ ବିଜେପି କ୍ଷମତାକୁ ଆସିବାର ୨୪ଘଣ୍ଟା ମଧ୍ୟରେ ଅର୍ଡିନାନ୍ସ(ଅଧ୍ୟାଦେଶ) ଆଣି ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କୁ ଟଙ୍କା ଫେରାଇବାର ନିର୍ଭର ପ୍ରତିଶ୍ରୁତି ଦେଇଛି । କେବଳ…

ପଦାଧିକାରୀ ବୈଠକ ପରେ ଅପରାଜିତାଙ୍କ ଦମ୍ଭୋକ୍ତି, ବିଜେଡି ସହ ଜୋରଦାର ହେବ ଲଢେଇ…

ଭୁବନେଶ୍ୱର: ୨୦୨୪ରେ ବିଜେଡି ବିରୋଧରେ ଜୋରଦାର ଲଢେଇ ହେବ । ରାଜ୍ୟ ବିଜେପି ପଦାଧିକାରୀ ବୈଠକରେ ବିଜେପି ନେତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ରୀୟ ନେତୃତ୍ୱ । ବୈଠକ ପରେ ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ କହିଛନ୍ତି, ବିଜେଡି ସହ କୌଣସି ମେଣ୍ଟ ନାହିଁ । ଯାହା…

ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନୂତନ ନିର୍ଦ୍ଦେଶକ ହେଲେ ଡ଼. ମନୋରମା ମହାନ୍ତି

ଭୁବନେଶ୍ୱର: ଡକ୍ଟର ମନୋରମା ମହାନ୍ତି ହେଲେ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନୂଆ ନିର୍ଦ୍ଦେଶକ । ଗୁଜରାଟ ଅହମ୍ମଦାବାଦର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିବା ମନୋରମା ମହାନ୍ତିଙ୍କୁ ପଦୋନ୍ନତି ସହ ଏହି ନୂଆ…

ନୂଆବର୍ଷରେ ନୂତନ ବ୍ୟବସ୍ଥା ସହ ଭକ୍ତ ହେବେ ପରିଚିତ, ଶ୍ରୀମନ୍ଦିର ଦର୍ଶନ ପାଇଁ ହୋଇଛି ଅନେକ ପରିବର୍ତ୍ତନ

ପୁରୀ: ଇଂରାଜୀ ନୂଆବର୍ଷ-୨୦୨୪ ପାଇଁ ବିଶ୍ବ ପ୍ରସିଦ୍ଧ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ଦେଖାଯାଇଛି। ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବ୍ୟବସ୍ଥାରେ ଅନେକ ପରିବର୍ତ୍ତନ କରାଯାଉଛି। ନୂଆବର୍ଷରେ ନୂତନ ବ୍ୟବସ୍ଥା ସହ ଭକ୍ତମାନେ ପରିଚିତ ହେବେ।…

୧୧ଟି ପାର୍ବତୀଗିରି ବୃହତ ଉଠାଜଳସେଚନ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖିଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୨ ହଜାର…

ଭୁବନେଶ୍ବର/ନବରଂଗପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନବରଙ୍ଗପୁର ଜିଲ୍ଲା ପାଇଁ ୨ଟି ଗୁରୁତ୍ୱପୂର୍ଣ୍ଣ ଜଳସେଚନ ପ୍ରକଳ୍ପର ଭିତ୍ତି ରଖିଛନ୍ତି। ପାର୍ବତୀଗିରି ବୃହତ ଉଠାଜଳସେଚନ ପ୍ରକଳ୍ପ ଅଧିନରେ ୧୧ଟି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ଏଥିପାଇଁ ୧୨୭୨ କୋଟି…

ବିଜେଡି ସହ ହେବ ମୁହାଁମୁହିଁ ଲଢେଇ, ବୈଠକ ପରେ କହିଲେ ଜୟନାରାୟଣ

ଭୁବନେଶ୍ୱର: ବିଜେପି ପଦାଧିକାରୀ ବୈଠକ ଶେଷ ହେବା ପରେ ବଡ ବୟାନ ଦେଇଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ୨୦୨୪ ନିର୍ବାଚନ ପାଇଁ ବିଜେପିର ରଣନୀତିକୁ ନେଇ ଜୟନାରାୟଣ କହିଛନ୍ତି, ଜାନୁଆରୀ ୫ ପରେ ସଂଘର୍ଷ ଆରମ୍ଭ ହେବ । କାର୍ଯ୍ୟକର୍ତାଙ୍କ ମଧ୍ୟରେ ଘର ବଂଟନ…

ଜାନୁଆରି ୫ରେ ରାୟଗଡ଼ା ବନ୍ଦ ଡ଼ାକରା…

ରାୟଗଡ଼ା: ଚଳିତ ମାସ ଡିସେମ୍ବର ୨୧ତାରିଖରେ ଚନ୍ଦ୍ରପୁରରେ ଆଦିବାସୀ ଯୁବତୀ ଲକ୍ଷ୍ମୀ ମାଝିଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ବେଳେ ଆଜକୁ ଦଶଦିନ ବିତିଯାଇଥିଲେ ମଧ୍ୟ ଘଟଣାରେ ସଂପୃକ୍ତ ହତ୍ୟାକାରୀଙ୍କୁ ପୁଲିସ ଗିରଫ କରି ପାରୁନାହିଁ। ଫଳରେ ପୀଡିତ ପରିବାରମାନଙ୍କୁ…

ଅରୁଣ କୁମାର ଷଡ଼ଙ୍ଗୀଙ୍କୁ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ…

ଭୁବନେଶ୍ବର: ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ ଡିସେମ୍ବର ୩୧ରେ ଅବସର ନେବେ। ଏହା ପୂର୍ବରୁ ଆଜି ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଏ ସଂକ୍ରାନ୍ତୀୟ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ସରକାର ୧୯୯୦ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ଅରୁଣ କୁମାର…

ରାଜ୍ୟ କ୍ୟାବିନେଟ୍‌ରେ ୧୩ଟି ପ୍ରସ୍ତାବକୁ ମଂଜୁରୀ; ଓଡ଼ିଶା ସିଭିଲ ପରୀକ୍ଷା ପାଇଁ ବୟସ ସୀମା ୩୮କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଶନିବାର ୧୩ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ଗୁରୁତ୍ବପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବୈଠକ ପରେ ମୁଖ୍ୟ ଶାସନ ସଚିବ ପ୍ରଦୀପ…

ଦୁଇ କୋଟି ଟଙ୍କାର ଗଞ୍ଜେଇ ଗଛ ଜାଳିଦେଲା ପୁଲିସ..!

କନ୍ଧମାଳ : ଗଞ୍ଜେଇ ଚାଷ ଓ ଚାଲାଣର ଭୂସ୍ୱର୍ଗ ପାଲଟିଛି କନ୍ଧମାଳ ଜିଲ୍ଲା। ଆଉ ସେହି ବେଆଇନ୍‌ ଗଞ୍ଜେଇ ଚାଷକୁ ରୋକିବା ଲାଗି କନ୍ଧମାଳ ପୁଲିସ ତରଫରୁ ଏବେ ବିଭିନ୍ନ ଥାନା ଅଞ୍ଚଳରେ ଗଞ୍ଜେଇ ଗଛ କଟା ଅଭିଯାନ ଜାରି ରହିଛି। ଆଜି ଦାରିଙ୍ଗବାଡି ଥାନା ପୁଲିସ୍‌ ଦୁଇ କୋଟି…