Browsing Category

ଓଡିଶା

ସେକ୍ସଟର୍ସନ ଶିକାର ହେଲେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ, ୮୮ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ୫ ଗିରଫ

କଟକ : ସେକ୍ସଟର୍ସନ ଅଭିଯୋଗ, ୫ ଗିରଫ । କଟକରେ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କୁ ସେକ୍ସଟର୍ସନର ଶିକାର କରି ୮୮ ଲକ୍ଷ ଟଙ୍କା ଠକେଇ ଅଭିଯୋଗ । ଏକ ଆନ୍ତଃଜିଲ୍ଲା ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି କଟକ ସାଇବର ଥାନା ପୋଲିସ । ଏହି ମାମଲାରେ ୫ ଜଣଙ୍କୁ ଗିରଫ

ଜେଲରେ ଲାଗିଲା AI କ୍ୟାମେରା, ଢେଙ୍କାନାଳ ଜେଲରେ ସଫଳ ହେଲା ପରୀକ୍ଷଣ

ଭୁବନେଶ୍ୱର : ଜେଲ ଭିତରକୁ ଫିଙ୍ଗିଲେ ଡିଟେକ୍ଟ ହେବ ଜିନିଷ । ନିଶା ଦ୍ରବ୍ୟ କିମ୍ବା କୌଣସି ସନ୍ଦେହ ଜିନିକ ପଦାର୍ଥ ଫିଙ୍ଗିଲେ ହେବ ଡିକ୍ଟେକ୍ଟ । ରାଜ୍ୟରେ ପ୍ରଥମ ଥର ପାଇ ଜେଲରେ ଲାଗିଲା AI କ୍ୟାମେରା । ଢେଙ୍କାନାଳ ଜେଲରେ ସଫଳ ହେଲା ପରୀକ୍ଷଣ । ପ୍ରଥମ ପର୍ଯ୍ୟାୟରେ ୧୮ଟି ଜେଲରେ

ଏପ୍ରିଲ ୧୬ ରୁ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଜନଗଣନା

ଭୁବନେଶ୍ୱର : ଏପ୍ରିଲରୁ ୧୬ ରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା । ଏପ୍ରିଲ ୧୬ରୁ ମେ ୧୫ ଯାଏଁ ଚାଲିବ ଜନଗଣନା । 30 ଦିନ ଧରି ପ୍ରଥମ ପର୍ଯ୍ୟାୟରେ ଘର ଗଣନା କରାଯିବ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ । ପ୍ରଥମ ପର୍ଯ୍ୟାୟରେ ଘର ଏବଂ

ଯୁବକଙ୍କୁ ଗୁଳି କରି ହତ୍ୟା

ଖୋର୍ଦ୍ଧା: ପୂର୍ବ ଶତ୍ରୁତାରୁ ଗୁଳିମାଡ଼ । ଯୁବକ ମୃତ । ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକ ଦଲକ ରାସ୍ତାରେ ଗୁଳିମାଡ଼ ହୋଇଛି । ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜାମୁସାହିର ବାସୁଦେବ ପରିଡା । ଗୁଳିମାଡ଼ ପରେ ଘଟଣାସ୍ଥଳରୁ ୪ ଯୁବକ

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୬ ହାର୍ଡକୋର ମାଓବାଦୀ, ଅତ୍ୟାଧୁନିକ ବନ୍ଧୁକ ଜବତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରେ ଏନକାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୬ ଜଣ ହାର୍ଡକୋର ମାଓବାଦୀ । ନିହତ ମାଓବାଦୀଙ୍କ ମଧ୍ୟରେ ଚାରି ଜଣ ମହିଳା ଓ ଦୁଇ ଜଣ ପୁରୁଷ ଥିବା ଜଣାପଡିଛି । ସେମାନଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର

ଅନ୍ତର୍ଜାତୀୟ ନିଶା କାରବାରରେ ଓଡ଼ିଶା ଲିଙ୍କ୍‌, ୭ ରାଜ୍ୟର ୨୬ ସ୍ଥାନରେ ଇଡିର ଚଢ଼ଉ

ଭୁବନେଶ୍ବର: ଅନ୍ତର୍ଜାତୀୟ ନିଶା କାରବାରରେ ଓଡ଼ିଶା ଲିଙ୍କ୍‌ । ଓଡ଼ିଶା ସମେତ ୭ ରାଜ୍ୟର ୨୬ଟି ସ୍ଥାନରେ ଚଢ଼ଉ କରିଛି ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡ଼ି) । ଗୋଆରୁ ଓଡ଼ିଶାକୁ ଲମ୍ବିଥିବା ନିଶା କାରବାର ଚେର ଖୋଜିବା ସହ ମନି ଲଣ୍ଡରିଂ ମାମଲାର ତଦନ୍ତରୁ ବଡ଼ଧରଣ ରାକେଟ୍‌ ସାମ୍ନାକୁ ଆସିଛି ।

ତହସିଲଦାରଙ୍କ ପାଇଁ ଆସିବ ର଼୍ୟାଙ୍କିଙ୍ଗ ବ୍ୟବସ୍ଥା, ରାଜସ୍ବ ବିଭାଗରେ ଲାଗୁ କରାଯିବ ନୂଆ ନିୟମ

ଭୁବନେଶ୍ୱର: ଆଗାମୀ ଦିନରେ ଲୋକେ ଯେପରି ରାଜସ୍ବ ସେବା ପାଇବାରେ କୌଣସି ସମସ୍ୟା ନ ଉପୁଜିବ ତାକୁ ନେଇ ରାଜସ୍ବ ବିଭାଗ ପକ୍ଷରୁ ନୂତନ ନିୟମ ଲାଗୁ କରାଯିବ। ଲୋକସେବା ଭବନରେ ସୋମବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏନେଇ ଏକ

ଚାଲିଛି ଡଲଫିନ ଗଣନା, ଚିଲିକାରେ ଡଙ୍ଗା ଓ ଭସାପୋଲ ଚଳାଚଳ ବନ୍ଦ

ଚିଲିକା: ଆଜିଠାରୁ ଚିଲିକାରେ ଡଲ୍‌ଫିନ୍ ଗଣନା ଆରମ୍ଭ। ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ବାଲୁଙ୍ଗା ଏବଂ ସିଡିଏର ମିଳିତ ଆନୁକୂଲ୍ୟରେ ଆଜି ସକାଳ ୬ ଟାରୁ ଗଣନା କାର୍ଯ୍ୟ ଆରମ୍ଭ ହୋଇଛି। ଡଲଫିନ ଗଣନା ନିମିତ୍ତ ସମୁଦାୟ

୧ ନମ୍ବର ହାଟରେ ଅଗ୍ନିକାଣ୍ଡ, ଜଳିଗଲା ୪୦ରୁ ଅଧିକ ଦୋକାନ

ଭୁବନେଶ୍ବର: ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ। ବିଳମ୍ବିତ ରାତିରେ ହୁତୁହୁତୁ ହୋଇ ଜଳିଗଲା ହାଟ। ପ୍ରାୟ ରାତି ଗୋଟାଏରେ ଏହି ଅଗ୍ନିକାଣ୍ଡ ହୋଇଥିବା ବେଳେ ଏହା କିପରି ଘଟିଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ

ଡାକ୍ତରଖାନା ବାଥରୁମ୍‌ରେ ନବଜାତ ଶିଶୁକନ୍ୟାକୁ ଫିଙ୍ଗିଦେଲା ମାଆ

ଭଦ୍ରକ: ପୁଣି ଅଲୋଡ଼ା ହେଲା ନବଜାତ ଶିଶୁକନ୍ୟା । ମେଡିକାଲ ବାଥରୁମ୍‌ରେ ନବଜାତ ଶିଶୁ କନ୍ୟାକୁ ଛାଡ଼ି ମା’ ଚମ୍ପଟ ମାରିଛି । ଭଦ୍ରକ ଜିଲା ମୁଖ୍ୟ ଡାକ୍ତରଖାନାରେ ଏମିତି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ନବଜାତ ଶିଶୁର ମୃତ୍ୟୁ ହୋଇଥିବା ବେଳେ ମା’କୁ ଠାବ କରାଯାଇନାହିଁ ।