Browsing Category

ଓଡିଶା

ଖଲିପତ୍ର, କପଡ଼ାରେ ପ୍ରସ୍ତୁତ ପରିବେଶ ଅନୁକୂଳ ଜିନିଷ ବ୍ୟବହାର କରିବାକୁ ପରାମର୍ଶ

ଭୁବନେଶ୍ୱର: ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ୍‌ ଓ ପଲିଥିନର ବହୁଳ ବ୍ୟବହାର ଆଜି ସାରା ବିଶ୍ୱରେ ବଡ଼ ଆହ୍ୱାନ ସୃଷ୍ଟି କରିଛି। ତେଣୁ ଏହାର ବ୍ୟବହାରକୁ ରୋକିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ବିଶେଷ…

ଠାକୁର ଦେଖାଯିବା କଥା କହି ମହିଳାଙ୍କ ଠୁ ଲୁଟିଲେ ଲକ୍ଷାଧିକ ଟଙ୍କାର ସୁନା…

ଢେଙ୍କାନାଳ : ଦୁଇ ଜଣ ଭଣ୍ଡବାବାଙ୍କ ଭାଣ୍ଡାମୀର ପର୍ଦ୍ଦାଫାସ ହୋଇଛି। ଠାକୁର ଦେଖାଯିବେ ଓ ସବୁ ପ୍ରକାରର ବିପଦରୁ ମୁକ୍ତି ମିଳିବ ବୋଲି କହି ଦୁଇ ଜଣ ଭଣ୍ଡାବାବା ଜଣେ ମହିଳା ଓ ତାଙ୍କ ଝିଅଙ୍କ ଠାରୁ ଲୁଟି ନେଇଛନ୍ତି ୩ ଲକ୍ଷରୁ ଅଧିକ ଟଙ୍କା। ଦୁଇ ଲୁଟେରା ବାବା…

ସହିଦ ସ୍ୱାଧୀନତା ସଂଗ୍ରାମୀଙ୍କ ସମ୍ପର୍କରେ ଗବେଷଣା ହୋଇ ପୁସ୍ତକ ହେବ

ସମ୍ବଲପୁର : ତୋଷାମଦକାରୀ ନ ହୋଇ ମାଆ ମାଟି ଓ ମଣିଷ ପାଇଁ ଲଢେଇ କରିବାକୁ ଓଡ଼ିଶାର ଲୋକମାନଙ୍କୁ ଆହ୍ୱାନ ଦେଇଛନ୍ତି ଛତିଶଗଡ଼ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ। ସେ କହିଛନ୍ତି, ଓଡ଼ିଆ ଏକ ଗର୍ବୋତ୍ ଫୁଲ୍ଲ ଜାତି। ଏହାର ସାମରିକ ପରମ୍ପରା ରହିଛି। ଏ ଜାତି କାହା ପାଖରେ…

ଥାନା ଅଧିକାରୀଙ୍କ ନାଁରେ ଜାମିନ ବିହୀନ ଗିରଫ ପରୱାନା…

ଯାଜପୁର : ଥାନା ଗାଡ଼ି ଡ୍ରାଇଭରଙ୍କୁ ମାଡ଼ ମାରିବା ମହଙ୍ଗା ପଡ଼ିଲା। ଥାନା ଅଧିକାରୀଙ୍କ ନାଁରେ ଜାରି ହେଲା ଜାମିନ ବିହୀନ ଗିରଫ ପରୱାନା(NBW)। ଯାଜପୁର ସୁକିନ୍ଦା ଗ୍ରାମ୍ୟ ନ୍ୟାୟାଳୟ ଗତ ୨୬ ତାରିଖରେ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏହା ପରେ ଥାନା…

୬ ମାସ ବଢ଼ିଲା ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ…

ଭୁବନେଶ୍ବର : ବଢ଼ିଲା ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ। ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳକୁ ୬ ମାସ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ବୃଦ୍ଧି ନେଇ ରାଜ୍ୟ ସରକାର କରିଥିବା ସୁପାରିଶକୁ କେନ୍ଦ୍ର…

ହାଇଟେକ୍‌ ମେଡ଼ିକାଲରେ ବିସ୍ଫୋରଣ : ଫାଟିଲା ଅକ୍ସିଜେନ ସିଲିଣ୍ଡର, ୪ ଆହତ…

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରର ପାଣ୍ଡରା ସ୍ଥିତ ହାଇଟେକ୍‌ ହସ୍ପିଟାଲରେ ବିସ୍ଫୋରଣ। ହସ୍ପିଟାଲ ପରିସରରେ ଥିବା ଅକ୍ସିଜେନ ସିଲିଣ୍ଡର ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ବିସ୍ଫୋରଣରେ ୪ ଜଣ ଆହତ ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ମୁତାବକ ହସ୍ପିଟାଲ…

ଆଇପିଏସ ସ୍ତରରେ ପଦୋନ୍ନତି, ଡିଆଇଜି ହେଲେ ୬ ଆଇପିଏସ…

ଭୁବନେଶ୍ବର: IPSଙ୍କ ପଦୋନ୍ନତି ହୋଇଛି। ୫ IPSଙ୍କୁ IG ପାହ୍ୟାକୁ ପଦୋନ୍ନତି ମିଳିଥିବା ବେଳେ ୬ IPSଙ୍କ DIG ଭାବେ ପଦୋନ୍ନତି ହୋଇଛି। ଆଇଜି ପାହ୍ୟାକୁ ପଦୋନ୍ନତି ହୋଇଥିବା ୫ IPS ଅଫିସର ୨୦୦୬ ବ୍ୟାଚ୍‌ର। DIG ଅନୁପ ସାହୁ ଆଇଜି ପାହ୍ୟାକୁ ପଦୋନ୍ନତି ପାଇଥିବା…

ଲକ୍ଷ୍ମୀ ମାଝୀ ହତ୍ୟାକାଣ୍ଡର ସିବିଆଇ ତଦନ୍ତ କରାଯାଉ: ବିଜେପି…

ଭୁବନେଶ୍ୱର: ଓଡ଼ିଶାରେ ମହିଳା ଅସୁରକ୍ଷିତ । ଓଡ଼ିଶାରେ ମା’ମାନେ ଯଦି ସୁରକ୍ଷିତ ନାହାନ୍ତି, ତାହାଲେ ସରକାରଙ୍କ ମାଙ୍କୁ ‘ସମ୍ମାନ’ ସ୍ଲୋଗାନ ଏକ ଧୂଆଁବାଣ । ଭାରତୀୟ ଜନତା ପାର୍ଟି ସର୍ବଦା ମହିଳାଙ୍କ ସୁରକ୍ଷା ଉପରେ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରୁଥିଲେ ମଧ୍ୟ ରାଜ୍ୟ…

ଆୟୁର୍ବେଦ ମେଡ଼ିକାଲ ଅଫିସର କ୍ୟାଡର୍ ପୁର୍ନଗଠନକୁ ଛାତ୍ରସଂସଦର ବିରୋଧ…

ପୁରୀ: ଆୟୁର୍ବେଦ ମେଡ଼ିକାଲ ଅଫିସର କ୍ୟାଡର୍ ପୁର୍ନଗଠନକୁ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଗ୍ରହଣ କରିଥିବା ନିଷ୍ପତ୍ତିକୁ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ଛାତ୍ରସଂସଦ ବିରୋଧ କରିଛି । ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛି ଛାତ୍ର ସଂସଦ ।…

ବିଜେପି ଦଳରେ ଯୋଗ ଦେଲେ ପୁଲିନ ପ୍ରକାଶ ପୁହାଣ

ଯାଜପୁର : ବିଜେପି ଦଳରେ ସାମିଲ ହେଲେ ପୁଲିନ ପ୍ରକାଶ ପୁହାଣ। ନୂଆ ଦିଲ୍ଲୀ ଠାରେ ସେ ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଥିଲେ । ଯାଜପୁର ନିର୍ବାଚନ ମଣ୍ଡଳୀର ଯୁବ ନେତା ଭାବେ ପରିଚିତ ପୁଲିନ ପୂର୍ବରୁ କଂଗ୍ରେସ ସଂଗଠନ ପାଇଁ କାମ କରୁଥିଲେ। ଏପରିକି ସେ…