Browsing Category

ଓଡିଶା

ଲୋଭ ଦେଖାଇ ଫସାଇଲେ ସାଇବର ଠକ; ୨୫ ଲକ୍ଷ ଠକେଇର ଶିକାର ହେଲେ ଓଡ଼ିଆ ଯୁବକ

ଅନୁଗୁଳ: ଟ୍ରେଡିଂ କରି ଅଧିକ ଟଙ୍କା ରୋଜଗାର କରିବା ଆଶାରେ ଜଣେ ଯୁବକ ୨୫ ଲକ୍ଷ ଟଙ୍କା ହରାଇଛନ୍ତି। ସାଇବର ଠକମାନେ ଅତି ଚତୁରତାର ସହ ତାଙ୍କୁ ଏହି ଚୂନ ଲଗାଇଛନ୍ତି। ଏଥିନେଇ ଅନୁଗୁଳ ସାଇବର ଥାନାରେ ଅଭିଯୋଗ ହେବା ପରେ ପୁଲିସ ଏକ ମାମଲା ରୁଜୁ କରି ଘଟଣାର ଛାନଭିନ ଆରମ୍ଭ କରିଛି।ସୂଚନା…

ଇଡିରେ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି; ଚାଲିଛି ଜେରା

ଭୁବନେଶ୍ବର : ଇଡିରେ ଆଜି ହାଜର ହୋଇଛନ୍ତି ପୂର୍ବତନ ମନ୍ତ୍ରୀ ତଥା ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି। ବରପଦା ଇଂଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ସେ ଇଡିରେ ହାଜର ହୋଇଥିବା ଜଣାଯାଇଛି। ପ୍ରୟାସକାନ୍ତିଙ୍କୁ ଇଡି ଜେରା କରୁଥିବା ସୂଚନା ରହିଛି।କିଛି…

ଓଡ଼ିଶାରେ ବିକାଶର ନୂଆ ଧାରା ଆରମ୍ଭ ହୋଇଛି: ପ୍ରଧାନମନ୍ତ୍ରୀ

ଭୁବନେଶ୍ବର/ଚଣ୍ଡିଖୋଲ: ଓଡ଼ିଶାର ବିକାଶ ପାଇଁ କେନ୍ଦ୍ର ସରକାର ଗୁରତ୍ବ ଦେଉଛନ୍ତି। ଓଡ଼ିଶା ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଏହା କହିଛନ୍ତି। ଯାଜପୁର ଜିଲ୍ଲା ଚଣ୍ଡିଖୋଲରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଆମ ସରକାର ଯେଉଁ ପ୍ରକଳ୍ପ ପାଇଁ…

ଜେ ଏନ୍ ଟାଟାଙ୍କ ୧୮୫ତମ ଜୟନ୍ତୀରେ ଟାଟା ଷ୍ଟିଲ ଫାଉଣ୍ଡେସନ ପକ୍ଷରୁ ବିଚ୍ ସଫେଇ କାର୍ଯ୍ୟକ୍ରମ

ଗୋପାଳପୁର : ଟାଟା ଷ୍ଟିଲ ଫାଉଣ୍ଡେସନ ପକ୍ଷରୁ ଟାଟା ଗ୍ରୁପର ପ୍ରତିଷ୍ଠାତା ଜେ ଏନ୍ ଟାଟାଙ୍କ ୧୮୫ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ଫାଉଣ୍ଡେସନ ପକ୍ଷରୁ ସ୍ଥାନୀୟ ଗୋଷ୍ଠୀ ସମ୍ପ୍ରଦାୟଙ୍କ ସହଭାଗିତାରେ ବଟେଶ୍ୱର ଠାରେ ଏକ ବିଚ୍ ସଫେଇ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। …

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପର କରିବେ ଉଦଘାଟନ

ଯାଜପୁର  : ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଯାଜପୁର ଜିଲ୍ଲାର ଚଣ୍ଡିଖୋଲ ଗସ୍ତ କରିବେ । ୧୯ ହଜାର ୬ ଶହ କୋଟି ଟଙ୍କା ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସରେ କରିବେ ପ୍ରଧାନମନ୍ତ୍ରୀ । ଏହା ଭିତରେ ରହିଛି ତୈଳ, ଗ୍ୟାସ, ରେଳବାଇ, ସଡ଼କ ପରିବହନ, ଜାତୀୟ ରାଜପଥ ଓ ଆଣବିକ…

ଆଜି ୮ଟି ସହରର ତାପମାତ୍ରା ୩୬ ଡିଗ୍ରୀ ସେଲ୍‌ସିୟସ

ରାଜ୍ୟରେ ଆଜି ୮ଟି ସହରର ଦିନର ସର୍ବାଧିକ ତାପମାତ୍ରା ୩୬ ଡିଗ୍ରୀ ସେଲ୍‌ସିୟସ ବା ତା’ ଉପରେ ରେକର୍ଡ କରାଯାଇଛି। ନୟାଗଡ଼ାରେ ସବୁଠୁ ଅଧିକ ଖରା ହୋଇଛି। ସେଠାରେ ଦିନର ସର୍ବାଧିକ ତାପମାତ୍ରା ୩୭ ଡିଗ୍ରୀ ରେକର୍ଡ କରାଯାଇଛି। ଭବାନୀପାଟଣାରେ ଦିନର ସର୍ବାଧିକ ତାପମାତ୍ରା ୩୬.୨…

ଉର୍ଦ୍ଦୁ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ୭,୪୦୦ ରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟର ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଉର୍ଦ୍ଦୁ ସମ୍ବଳ ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ୭,୪୦୦ ଟଙ୍କାରୁ ୧୫,୦୦୦…

ଶ୍ରୀମନ୍ଦିରରେ ଅଣହିନ୍ଦୁ ପ୍ରବେଶ କରିବା ଘଟଣା: ବଢ଼ିଲା ସୁରକ୍ଷା

ପୁରୀ: ଶ୍ରୀମନ୍ଦିରରେ ଅଣହିନ୍ଦୁ ପ୍ରବେଶ କରିବା ପରେ ବଢ଼ିଛି ସୁରକ୍ଷା ବ୍ୟବସ୍ଥା। ଆଜି ସିଂହଦ୍ୱାରରେ ଅଧିକ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ଏହାସହ ଯାଞ୍ଚକୁ କଡ଼ାକଡ଼ି କରାଯାଇଛି। ଗତକାଲି ଜଣେ ହିନ୍ଦୁ ସହ ୩ ଜଣ ଅଣହିନ୍ଦୁ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଥିବା ଅଭିଯୋଗ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମଝି ରାସ୍ତାରେ ମରଣାନ୍ତକ ଆକ୍ରମଣ, ଦୁଇ ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମଝି ରାସ୍ତାରେ ମରଣାନ୍ତକ ଆକ୍ରମଣ। ଏପରି ଘଟଣା ଘଟିଛି ଜାଗମରା ନୂଆ ରାସ୍ତାରେ। ସୂଚନା ଅନୁସାରେ ବିଶ୍ୱବିଜୟ ସିଂହ ଏବଂ ତାଙ୍କର ବନ୍ଧୁମାନେ ମିଶି ଆଇଟିଆର ଫୁଡ଼ କୋର୍ଟରୁ ଘରକୁ ଫେରୁଥିବା ବେଳେ କିଛି ଯୁବକ ସେମାନଙ୍କ ଉପରେ ଆକ୍ରମଣ…

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ: ଏୟାରପୋର୍ଟରୁ ଗଭର୍ଣ୍ଣର ହାଉସ ଯାଏ ୪୩ ସେକ୍ସନ୍ ଫୋର୍ସ ମୁତୟନ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ନେଇ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ କମିଶନର ସଂଜୀବ ପଣ୍ଡା । ଏୟାରପୋର୍ଟରୁ ଗଭର୍ଣ୍ଣର ହାଉସ ପର୍ଯ୍ୟନ୍ତ ୪୩ ସେକସନ ଫୋର୍ସ ମୁତୟନ ହେବେ । ୬ ଜଣ ଡିସିପି ଓ ଅତିରିକ୍ତ ଡିସିପି ସୁରକ୍ଷା ଦାୟିତ୍ଵରେ ରହିବେ । ୧୦…