Browsing Category

ଓଡିଶା

ମାଛ କିଣିଲା ବେଳେ ଡିକି ଭାଙ୍ଗି ଲୁଟ୍: ପ୍ରାକ୍ତନ ଯବାନଙ୍କର ନେଇଗଲେ ୧.୬୦ଲକ୍ଷ ଟଙ୍କା

ଖୋର୍ଦ୍ଧା: ଖୋର୍ଦ୍ଧା ସହରରେ କେବଳ ଯେ, ବାଇକ୍‌ ଲୁଟେରା ମାତିଛନ୍ତି ତାହା ନୁହେଁ, ଏଠି ଟେକି ଭଙ୍ଗା ଚୋର ବି ମୁଣ୍ଡ ଟେକିଲେଣି। ଆଖି ପିଛୁଳାକେ ଗାଡି ଡିକି ଭାଙ୍ଗି ଟଙ୍କା ବି ଲୁଟିବା ଆରମ୍ଭ କଲେଣି। ବୁଧବାର ମଧ୍ୟାହ୍ନରେ ଖୋର୍ଦ୍ଧା ସହରରେ ଘଟିଥିବା ଏ ଘଟଣା ଏହା ସୂଚାଇ ଦେଉଛି। ଜଣେ…

ରାୟଗଡ଼ା ଜଗନ୍ନାଥ ମନ୍ଦିରର ମୁଖ୍ୟ ପୂଜକଙ୍କୁ ‘ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ’ ଲୋକାର୍ପଣ ପାଇଁ ନିମନ୍ତ୍ରଣ

ରାୟଗଡ଼ା: ଶ୍ରୀମନ୍ଦିରର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଲୋକାର୍ପଣ ପାଇଁ ଆଜି ରାୟଗଡ଼ାରେ ପହଞ୍ଚିଥିଲା ଏକ ପ୍ରତିନିଧି ଦଳ।ତିନି ଜଣିଆ ପ୍ରତିନିଧି ଦଳ ଆଜି ସକାଳେ ପହଞ୍ଚିବା ପରେ ରାୟଗଡ଼ା ଜଗନ୍ନାଥ ମନ୍ଦିର ନିକଟରେ ଆଦିବାସୀ ନୃତ୍ୟ, ଓଡ଼ିଶୀ ନୃତ୍ୟୁ ଏବଂ ଢେମସା ନାଚର…

କମିଛି ଶୀତ,ବଢିଛି କୁହୁଡ଼ି; ୧୦ ଡିଗ୍ରୀ ତଳେ ୪ ସହର…

ଭୁବନେଶ୍ବର : ରାଜ୍ୟରେ କମିଛି ଶୀତ କିନ୍ତୁ ବଢିଛି କୁହୁଡ଼ି। ୧୦ ଡିଗ୍ରୀ ତଳେ ରହିଛି ୪ ସହର। ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ସାମାନ୍ୟ ବଢିଥିଲେ ମଧ୍ୟ ଜାରି ରହିଛି ଶୀତ ଲହରୀ। ୭.୧ ଡିଗ୍ରୀ ସହ କୋରାପୁଟ ପାଲଟିଛି ରାଜ୍ୟର ସବୁଠୁ ଥଣ୍ଡା ସହର। କୁହୁଡି ସହ ଥଣ୍ଡା…

ତେଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ

ଭୁବନେଶ୍ବର : ଖୋର୍ଦ୍ଧାସ୍ଥିତ ଏକ ରିଫାଇନ୍ ତେଲ ଫ୍ୟାକ୍ଟ୍ରିରେ ଆଜି ଭୟାବହ ଅଗ୍ନିକାଣ୍ଡ ଘଟି ଯାଇଛି। ସର୍ଟସର୍କିଟରୁ ଏହି ଅଗ୍ନିକାଣ୍ଡ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ବେଳେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇ ଯାଇଛି। ରିଫାଇନ୍ ତେଲ ଫ୍ୟାକ୍ଟ୍ରିଟି…

ଓଡ଼ିଶାରେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ୮କୁ ବଢ଼ିଲା

ଭୁବନେଶ୍ବର : ଓଡ଼ିଶାରେ ଗୁରୁବାର ସୁଦ୍ଧା କୋଭିଡ୍‌-୧୯ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୮ରେ ପହଂଚିଛି । ୨୪ଘଣ୍ଟା ମଧ୍ୟରେ ଆଉ ୩ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । କୋଭିଡର ନୂଆ ଭାରିଏଂଟ ‘ଜେଏନ ୧’ ସଂକ୍ରମଣ ମାମଲାରେ ଦିନକୁ ଦିନ ବଢ଼ିବାରେ ଲାଗିଛି। କେନ୍ଦ୍ର…

ଭୀମଭୋଇ ମେଡିକାଲ କଲେଜରେ ଉତ୍ତେଜନା, ହାଉସ ସର୍ଜନଙ୍କୁ ଆକ୍ରମଣ

ବଲାଙ୍ଗୀର : ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଉତ୍ତେଜନା ପ୍ରକାଶ ପାଇଛି। ହାଉସ ସର୍ଜନ ଛାତ୍ରଙ୍କୁ ଜଣେ ଦୁର୍ବୃତ୍ତର ଆକ୍ରମଣ ପରେ ଉତ୍ତେଜନା ପ୍ରକାଶ ପାଇଛି। କଲେଜ ନିକଟରେ କେହି ଜଣେ ଦୁର୍ବୃତ୍ତ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଆକ୍ରମଣ…

ଓଡ଼ିଶା-ଆନ୍ଧ୍ରପ୍ରଦେଶ ସୀମାନ୍ତ ଜଙ୍ଗଲରୁ ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ…

କୋରାପୁଟ: ସୁରକ୍ଷାବାହିନୀକୁ ବଡ଼ଧରଣର ସଫଳତା ମିଳିଛି। କୋରାପୁଟ-ମାଲକାନଗିରି-ଆନ୍ଧ୍ରପ୍ରଦେଶ ସୀମାନ୍ତ ଜଙ୍ଗଲରେ ଏସ୍‌ଓଜି ଯବାନମାନେ ମାଟି ତଳୁ ବିପୁଳ ପରିମାଣରେ ମାଓ ସାମଗ୍ରୀ ଉଦ୍ଧାର କରିଛନ୍ତି। କୋରାପୁଟ ଜିଲ୍ଲା ମାଛକୁଣ୍ଡ ଥାନା ଅଧୀନ କୋଡ଼ାପୁଟ ଓ…

ରାଜ୍ୟ ବାହାରେ ପ୍ରସିଦ୍ଧ ମନ୍ଦିରକୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ନିମନ୍ତ୍ରଣପତ୍ର…

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ନିମନ୍ତ୍ରଣ ପତ୍ର ବିଭିନ୍ନ ମନ୍ଦିରମାନଙ୍କୁ ପ୍ରେରଣ କରାଯାଉଛି। ଆଜି ତ୍ରିଚିନ୍ନାପଲ୍ଲୀର ଶ୍ରୀରଙ୍ଗନାଥ ସ୍ବାମୀ ମନ୍ଦିର, ବିଶାଖାପାଟଣା ସୀମାଞ୍ଚଳମ ମନ୍ଦିର, ଜଗନ୍ନାଥ ମନ୍ଦିର, ଦିଲ୍ଲୀର ଜଗନ୍ନାଥ ମନ୍ଦିର,…

ଜାନୁଆରି ୬ରେ ଓଡ଼ିଶା ଆସିବେ ନବନିଯୁକ୍ତ କଂଗ୍ରେସ ପ୍ରଭାରୀ ଡ. ଅଜୟ କୁମାର…

ଭୁବନେଶ୍ଵର: ଆଜି ଅଖିଳ ଭାରତ କଂଗ୍ରେସ କମିଟି ପକ୍ଷରୁ ନାଗପୁର ଠାରେ ଅନୁଷ୍ଠିତ ହେଉଥ‌ିବା ୧୩୯ ତମ କଂଗ୍ରେସ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମ କ୍ରମରେ ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ ଯୋଗ ଦେଇଛନ୍ତି। ଏହି ଅବସରରେ ଶ୍ରୀ ପଟ୍ଟନାୟକ ଅଖିଳ ଭାରତ…

୧୭ ଦଫା ଦାବି ନେଇ ଜାନୁଆରି ପହିଲାରୁ ରାଜ୍ୟବ୍ୟାପି ରାସନ୍ ବନ୍ଦ ଆନ୍ଦୋଳନ ଘୋଷଣା

ଜଳେଶ୍ଵର: ଅଲ ଇଣ୍ଡିଆ ଫେୟାର ପ୍ରାଇସ ସପ୍ ଡିଲର୍ସ ଫେଡରେସନ୍ ଓଡ଼ିଶା ଶାଖା ତରଫରୁ ଗୁରୁବାର ଦିନ ନୂଆବଜାରସ୍ଥିତ ଶୋଭା କଲ୍ୟାଣ ମଣ୍ଡପରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସାମ୍ବାଦିକ ସମ୍ମିଳନୀରେ ଫେଡରେସନ୍‌ର ରାଜ୍ୟ ସଭାପତି ନଗେନ୍ଦ୍ର ଜେନା…