Browsing Category

ଓଡିଶା

ବାଲିଯାତ୍ରା ଦୁର୍ନୀତି ପ୍ରସଙ୍ଗରେ CMC ବୈଠକରେ ହୋହଲ୍ଲା…

କଟକ : କଟକ ମହାନଗର ନିଗମ ବୈଠକରେ ହୋହଲ୍ଲା । କମ୍ପିଲା ସିଏମସି ସମ୍ମିଳନୀ କକ୍ଷ। କଟକ ମହାନଗର ନିଗମର ୨୦ତମ ସାଧାରଣ ପରିଷଦ ବୈଠକ ଆରମ୍ଭରୁ ହୋ ହାଲ୍ଲା ଓ ପାଟିତୁଣ୍ଡ । ଶାସକ ଓ ବିରୋଧୀ ଦଳ କର୍ପୋରେଟର ମୁହାଁମୁହିଁ। ବୈଠକ ଅଧାରୁ ବାତିଲ କରି ଉଠି ଚାଲି ଗଲେ ମେୟର, ଡେପୁଟୀ ମେୟର ଓ…

ମା ବିରଜା ଓ ବରାହଙ୍କୁ ନିମନ୍ତ୍ରଣ…

ଯାଜପୁର: ଆସନ୍ତା ୧୭ ତାରିଖ ଦିନ ପୁରୀ ଶ୍ରୀମନ୍ଦିର ଜଗନ୍ନାଥ ପରିକ୍ରମା ପ୍ରକଳ୍ପର ଶୁଭ ଉଦଘାଟନ ହେବାକୁ ଥିବା ବେଳେ ଦେଶର ବିଭିନ୍ନ ମନ୍ଦିର ମାନଙ୍କୁ ନିମନ୍ତ୍ରଣ ପତ୍ର ପ୍ରଦାନ କରାଯାଉଛି । ଆଜି ଯାଜପୁର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା ବିରଜା ମନ୍ଦିର ପରିସରରେ…

ଆଖଣ୍ଡଳମଣି ପୀଠରେ 5ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ…

ଭଦ୍ରକ : ଭଦ୍ରକ ଜିଲ୍ଲା ଆରଡ଼ି ଆଖଣ୍ଡଳମଣି ପୀଠରେ 5ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ହେଲିକପ୍ଟର ଯୋଗେ ଆରଡ଼ିରେ ପହଂଚିବା ପରେ ଜିଲ୍ଲା ପ୍ରଶାସନ ତରଫରୁ ସ୍ୱାଗତ କରାଯାଇଛି । ମନ୍ଦିର ନିକଟରେ ସେବାୟତ ମାନେ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ଦେଇଥିଲେ । ପରେ 5ଟି…

ଖୋଲିଲା ଶିମିଳିପାଳ ଅଭୟାରଣ୍ୟ…

ମୟୂରଭଞ୍ଜ: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ମାସେ ପରେ ଆଜି ଖୋଲିଲା ଶିମିଳିପାଳ ଅଭୟାରଣ୍ୟ । ବିଭିନ୍ନ ସମସ୍ୟାକୁ ନେଇ ଦୀର୍ଘ ଏକ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା ଶିମିଳିପାଳ ଜାତୀୟ ଉଦ୍ୟାନ । ଜିଲ୍ଲା ପ୍ରଶାସନ ଏବଂ ବନବିଭାଗର ପ୍ରତିଶୃତି ପରେ…

ଘନ କୁହୁଡ଼ି ପାଇଁ ୧୭ରୁ ଅଧିକ ସ୍ଥାନରେ ୟେଲୋ ଆଲର୍ଟ ଜାରି…

ଭୁବନେଶ୍ୱର : କମୁଛି ଶୀତ, ବଢୁଛି କୁହୁଡ଼ି । ଉପାନ୍ତରୁ ଉପକୂଳ ସବୁଠି ଘନ କୁହୁଡ଼ିର ଆସ୍ତରଣ । ଫଳରେ ଯାତାୟାତରେ ବାଧା ସୃଷ୍ଟି ହେଉଛି। ଲୋକମାନେ ଗାଡ଼ି ଲାଇଟ ଜଳାଇ ଯିବାଆସିବା କରୁଛନ୍ତି । ଘନ କୁହୁଡି ସମୟରେ ଭିଜିବିଲିଟି ୫୦ ମିଟରରୁ କମ ରହୁଛି । ଘନ କୁହୁଡ଼ି…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦଘାଟନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ…

ଭୁବନେଶ୍ବର: ଆସନ୍ତା ଜାନୁଆରୀ ୧୭ ତାରିଖରେ ଓଡ଼ିଶା ସହ ଶ୍ରୀକ୍ଷେତ୍ର ଓ ଶ୍ରୀମନ୍ଦିର ଇତିହାସରେ ଯୋଡ଼ିହେବ ସ୍ୱର୍ଣ୍ଣିମ ଫର୍ଦ୍ଦ। ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ। ଏଥିପାଇଁ ଭବ୍ୟ ଆୟୋଜନ ଆରମ୍ଭ କରିଛି ଶ୍ରୀମନ୍ଦିର ପ୍ରଶାସନ। ଏହି…

ରାଉରକେଲାରୁ କୋଲାକତା ଉଡ଼ିବ ବିମାନ

ଭୁବନେଶ୍ବର: ଏଣିକି ରାଉରକେଲାବାସୀଙ୍କ ପାଇଁ ସହଜ ହେବ କୋଲକତା ଯାତ୍ରା । କାରଣ ପ୍ରଥମଥର ପାଇଁ ରାଉରକେଲାରୁ କୋଲକତା ବିମାନ ସେବା ଆଜିଠାରୁ ଆରମ୍ଭ ହୋଇଛି । ଏଥିପାଇଁ ରାଜ୍ୟ ସରକାର ୩୫ଟି ଆସନ ପାଇଁ VGF ବ୍ୟବସ୍ଥା କରିଛନ୍ତି। ଏହା ଦ୍ୱାରା ଯାତ୍ରୀମାନେ ମାତ୍ର ୧…

ବରଗଡ଼ରେ ରାଜ୍ୟପାଳ ରଘୁବର ଦାସ, ଚାଷୀ, ଗ୍ରାମବାସୀ ଓ ବିଦ୍ୟାର୍ଥୀଙ୍କ ସମସ୍ୟା ବିଷୟରେ ପଚାରି ବୁଝିଲେ

ବରଗଡ଼: ବରଗଡ଼ ଜିଲ୍ଲା ଅତାବିରାରେ ଚାଷୀଙ୍କୁ ଭେଟିଛନ୍ତି ରାଜ୍ୟପାଳ ରଘୁବର ଦାସ। ଅତାବିରା ଆରଏମସି ଗେଟ ନିକଟରେ ରାଜ୍ୟପାଳଙ୍କୁ ଭେଟିବା ପାଇଁ କିଛି ଚାଷୀ ପ୍ରଶାସନକୁ ଅନୁରୋଧ କରିଥିଲେ। ହେଲେ ପ୍ରଶାସନ ମନା କରିଦେଇଥିଲା। ତେବେ ରାଜ୍ୟପାଳ ଚାଷୀମାନଙ୍କୁ ଦେଖି ଗାଡ଼ି…

ଭାଇରାଲ ହେଉଛି ସରପଞ୍ଚ ଓ ଇଞ୍ଜିନିୟରଙ୍କ ମଧ୍ୟରେ ଲଢ଼େଇ…

ବଲାଙ୍ଗୀର : ଭାଇରାଲ ହେଉଛି ସରପଞ୍ଚ ଓ ଇଞ୍ଜିନିୟରଙ୍କ ମଧ୍ୟରେ ଲଢ଼େଇ । ଆଜି ଏହି ଖବର ରହିଛି ସବୁଠି ଭାରି ଚର୍ଚ୍ଚାରେ । ପ୍ରଥମେ ଯୁକ୍ତି ତର୍କ ଆଉ ପରେ ଧସ୍ତାଧସ୍ତି । ଯାହାକୁ ଦେଖି ସେଠାରେ ଉପସ୍ଥିତ ଥିବା ଲୋକମାନେ ତୁରନ୍ତ ପକେଟରୁ ନିଜ ମୋବାଇଲ ବାହାର…

୨୮ ବର୍ଷ ପରେ ଧରାପଡ଼ିଲା ହତ୍ୟାକାରୀ

ବ୍ରହ୍ମପୁର : ୨୮ ବର୍ଷ ପରେ ଧରାପଡ଼ିଲା ହତ୍ୟାକାରୀ । ବ୍ରହ୍ମପୁରର ଅଭିଯୁକ୍ତ ହରିହର ପାଟ୍ଟଯୋଶୀକୁ ଗୋଷାଣୀ ନୂଆଗାଁ ଥାନା ପୋଲିସ ସହାୟତାରେ ଗିରଫ କଲା ଚେନ୍ନାଇ ପୋଲିସ । ଅଭିଯୋଗ ଅନୁଯାୟୀ, ବ୍ରହ୍ମପୁରର ହରିହର ପାଟ୍ଟଯୋଶୀ ୧୯୯୫ ମସିହାରେ ଚେନ୍ନାଇରେ ରହୁଥିବା…