Browsing Category

ଓଡିଶା

ନୂଆ ବର୍ଷରେ ରାଜଧାନୀରେ ରାତି ସାଢେ ୧୨ଟା ଯାଏ ହୋଟେଲ,ବାର୍ ଖୋଲା ରହିବ…

ବାର୍ ଓ ହୋଟେଲ ଗୁଡ଼ିକ ପାଇଁ ନ୍ୟୁ ଇୟର୍ ଗାଇଡ୍‌ଲାଇନ୍ ଜାରି। ରାତି ୧୨.୩୦ ଯାଏ ହୋଟେଲ୍ ଓ ବାର୍ ଖୋଲିପାରିବେ। ଆଉ ଅଧିକ ସମୟ ପାଇଁ ଖୋଲିବାକୁ ହେଲେ ସ୍ୱତନ୍ତ୍ର ଅନୁମତି ଦରକାର। ଅତ୍ୟଧିକ ମଦ୍ୟପାନ ରୋକିବାକୁ ନଜର ରଖାଯିବ। ଏଥର ନୂଆ ବର୍ଷରେ ରାଜଧାନିରେ ଅଧିକ…

ଜାନୁଆରୀ ୨ରେ କଂଗ୍ରେସ ପାଳିବ ଶ୍ରଦ୍ଧାଞ୍ଜଳି ଦିବସ…

ଭୁବନେଶ୍ବର : ଜାନୁଆରୀ ୨ ତାରିଖରେ ଶ୍ରଦ୍ଧାଞ୍ଜଳି ଦିବସ ପାଳନ କରିବ କଂଗ୍ରେସ । କଳିଙ୍ଗନଗର ଗୁଳିକାଣ୍ଡକୁ ମନେ ପକାଇ ଶ୍ରଦ୍ଧାଞ୍ଜଳି ଦିବସ । ସମସ୍ତ ଜିଲ୍ଲା ଓ ସହରରେ କ୍ୟାଣ୍ଡେଲ ଜାଳି ଦୁଇ ମିନିଟ୍ ପ୍ରାର୍ଥନା କରାଯିବ । ସରକାରଙ୍କ ଆଦିବାସୀ…

କାର୍ଡ ବାଣ୍ଟିବା ପାଇଁ ବାହାରିଲେ ୩୦ଟି ଦଳ…

ପୁରୀ: ଆସନ୍ତା ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ନିମନ୍ତ୍ରଣ ପତ୍ର ଦେବାକୁ ୩୦ ପ୍ରତିନିଧି ଦଳ ବାହାରିଛନ୍ତି। ରାଜ୍ୟ ଭିତରେ କାର୍ଡ ବାଣ୍ଟିବା ପାଇଁ ୧୩ଟି ଦଳ ଓ ରାଜ୍ୟ ବାହାରକୁ ନିମନ୍ତ୍ରଣ କାର୍ଡ ବାଣ୍ଟିବା ୧୭ଟି…

ଆଜି ୧୦ ଡିଗ୍ରୀ ତଳେ ୩ ସହର…

ଭୁବନେଶ୍ବର : କମୁଛି ପାରଦ ଆଉ ବଢୁଛି ଶୀତ । ରାଜ୍ୟରେ ଶୀତର କୋପ ଏବେ ତଳମୁହାଁ ହେବାରେ ଲାଗିଛି। ଆଜି୧୦ ଡିଗ୍ରୀ ତଳେ ରହିଛି ୩ଟି ସହର । ୭ ଡିଗ୍ରୀ ତାପମାତ୍ରା ସହ କୋରାପୁଟ ପାଲଟିଛି ସବୁଠୁ ଥଣ୍ଡା ସହର । ସେହିପରି ଦାରିଙ୍ଗବାଡ଼ି…

ତହସିଲଦାରଙ୍କ ବିରୋଧରେ ଆମରଣ ଅନଶନ

ବୋଲଗଡ : ବୋଲଗଡ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ତହସିଲଦାରଙ୍କ ମନମୂଖୀ କାର୍ଯ୍ୟକଳାପ ବିରୋଧ କରି ଆମରଣ ଅନଶନରେ ବସିଛନ୍ତି ବୋଲଗଡର ନରେନ୍ଦ୍ର କୁମାର ସାହୁ। ନରେନ୍ଦ୍ରଙ୍କ ଅଭିଯୋଗ ଅନୁଯାୟୀ, ତାଙ୍କର ପୂର୍ବପୁରୁଷ ଯାଗାରେ ସେ ଘର କରି ରହି ଆସୁଥିବା ବେଳେ…

ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ; ସଂଖ୍ୟା ୩କୁ ବୃଦ୍ଧି…

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହେବା ପରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩କୁ ବୃଦ୍ଧି ପାଇଛି। ସୂଚନାଯୋଗ୍ୟ, ଗତ ୭ ଦିନ ମଧ୍ୟରେ ୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୬୨୮ ନୂଆ କୋଭିଡ୍-୧୯ ସଂକ୍ରମଣ…

ଭିଜିଲାନ୍ସ ଜାଲରେ ଇଡକୋ ଚିଫ୍ ଜେନେରାଲ ମ୍ୟାନେଜର, ଏକକାଳୀନ ୭ଟି ସ୍ଥାନରେ ଚାଲିଛି ଚଢାଉ

ଭିଜିଲାନ୍ସ ଜାଲରେ ଇଡକୋ ଚିଫ୍ ଜେନେରାଲ ମ୍ୟାନେଜର । ଭୁବନେଶ୍ବର ଇଡକୋ ଚିଫ୍ ମ୍ୟାନେଜର ସରୋଜ କାନ୍ତ ମହାନ୍ତିଙ୍କ ଘରେ ରେଡ୍ । ଏକକାଳୀନ ୭ଟି ସ୍ଥାନରେ ଚାଲିଛି ଚଢାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ କରାଯାଉଛି । ଭୁବନେଶ୍ବର ଶୈଳଶ୍ରୀ ବିହାରରେ ଥିବା…

ବୁଦ୍ଧେଶ୍ୱରୀ କଲୋନୀରେ ବିରୋଧ ଘଟଣା; କ୍ଷୋଭର ସହ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା…

ଭୁବନେଶ୍ୱର: ରାଜଧାନୀର ବୁଦ୍ଧେଶ୍ୱରୀ କଲୋନୀ ଦେଇ ସାଂସଦ ଅପରାଜିତା ଷଡ଼ଙ୍ଗୀ ଯାଉଥିବା ବେଳେ କିଛି ଲୋକ ଆସି ତାଙ୍କ କାର ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ରାସ୍ତା ଅବରୋଧ କରିବା ପରେ ଅପରାଜିତା ଷଡ଼ଙ୍ଗୀ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିର ସମ୍ମୁଖୀନ…

ଗର୍ଭବତୀଙ୍କୁ ୩ କିମି କାନ୍ଧରେ ବୋହିଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ…

ରାୟଗଡା : ରାୟଗଡାରେ ପୁଣି ଜନନୀ ଯନ୍ତ୍ରଣା । ୩ କିମି ଖାଲ ଖମା, ନଈ ନାଳରେ କାନ୍ଧରେ ବୁହା ହୋଇ ମେଡ଼ିକାଲ ଗଲେ ଗର୍ଭବତୀ । ରାୟଗଡା ଜିଲ୍ଲା ସୀମାନ୍ତ ଲକ୍ଷ୍ମୀପୁର ବ୍ଲକ ପିପଲ ପଦର ପଞ୍ଚାୟତ ଅନ୍ତର୍ଗତ ବାଘମାରି ଗ୍ରାମର ଘଟଣା । ଗର୍ଭବତୀ ମହିଳା ଅଭି…

ଜାନୁଆରୀରେ ମାଲକାନଗିରି ବିମାନବନ୍ଦରର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆସନ୍ତାମାସ ଜାନୁଆରୀରେ ମାଲକାନଗିରି ବିମାନବନ୍ଦରର ଉଦଘାଟନ କରିବାକୁ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଉଲ୍ଲେଖନୀୟ ଭିତ୍ତିଭୂମି ପ୍ରକଳ୍ପ ଏହି ଅଞ୍ଚଳରେ ପରିବର୍ତ୍ତନ ଆଣିବ, ଅର୍ଥନୈତିକ ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବ ଏବଂ ଓଡ଼ିଶାର…