Browsing Category

ଓଡିଶା

ଖରାଦିନ ପାଇଁ ପ୍ରସ୍ତୁତ ରହିବାକୁ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଲା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ

ଭୁବନେଶ୍ବର: ଭୀଷଣ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଛି । ଖରାଦିନ ପାଇଁ ଶିକ୍ଷାନୁଷ୍ଠାନରେ ଉପଯୁକ୍ତ ବ୍ୟବସ୍ଥା କରାଇବାକୁ ଚିଠି ଲେଖିଛି ବିଭାଗ । ଏହା ସହ ସମସ୍ତ ସମସ୍ତ ସ୍କୁଲ, କଲେଜ ଓ ଅନ୍ୟାନ୍ୟ…

ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାମାନ ଦାସୁଡୁ ଗୋଷ୍ଠୀଙ୍କ ଦ୍ଵାରା ପ୍ରଚାର

ଛତ୍ରପୁର : ରାଜ୍ୟ ସରକାର ଙ୍କ ବିଭିନ୍ନ ଯୋଜନା ଗୁଡିକୁ ପାରମ୍ପରୀକ ଲୋକକଳା ମାଧ୍ୟମରେ ପ୍ରଚାର ପ୍ରୟାସ କରାଯିବା ନେଇ ଛତ୍ରପୁର ବ୍ଲକ ର ୩୧ ଗୋଟି ବ୍ଲକ ସାଂସ୍କୃତିକ ଦଳ ପଞ୍ଜୀକୃତ ହୋଇଥିଲେ । ସେମାନେ ଛତ୍ରପୁର ବ୍ଲକ୍ ର ୧୮ ଗୋଟି ପଞ୍ଚାୟତ ବୁଲି ବୁଲି ରାଜ୍ୟ ସରକାର ଙ୍କ ବିଭିନ୍ନ…

ରାଜଧାନୀରେ ଯୁବ କଂଗ୍ରେସ ବିକ୍ଷୋଭ: ପୋଲିସ ଉପରକୁ ଅଣ୍ଡାମାଡ଼

ଭୁବନେଶ୍ବର: ସରକାରଙ୍କ ବିରୋଧରେ ତାତିଲା ଯୁବ କଂଗ୍ରେସ । ସରକାରଙ୍କ ବିଫଳତାକୁ ମୁଦ୍ଦା କରି ଯୁବ କଂଗ୍ରେସର ପ୍ରତିବାଦ । ରଣହୁଙ୍କାର ଦେଇ ନବୀନ ନିବାସ ଅଭିମୁଖେ ମାଷ୍ଟରକ୍ୟାଣ୍ଟିନରୁ ବାହାରିଥିଲା ଯୁବ କଂଗ୍ରେସ ରାଲି । ରାଲିରେ ସାମିଲ ହୋଇଥିଲେ ଶତାଧିକ କଂଗ୍ରେସ କର୍ମୀ । ରାଲିକୁ…

ବଢ଼ିଲା ଗଣଶିକ୍ଷକଙ୍କ ଦରମା, ମାସିକ ଦରମା ୭ ହଜାରରୁ ୧୦ ହଜାରକୁ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଗଣଶିକ୍ଷକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି। ବଢ଼ିଲା ଗଣଶିକ୍ଷକଙ୍କ ଦରମା । ମାସିକ ଦରମା ୭ ହଜାରରୁ ୧୦ ହଜାରକୁ ବଢ଼ାଯାଇଛି । ଖାଲି ଏତିକି ନୁହେଁ OTET ପାସ୍ କରିଥିବା ଗଣଶିକ୍ଷକ ହେବେ ଏକ୍ସ କ୍ୟାଡର ସହକାରୀ ଶିକ୍ଷକ। OTET ପାସ୍ କରିନ ଥିବା…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସାମିଲ ହେଲେ ରାଷ୍ଟ୍ରପତି

ବ୍ରହ୍ମପୁର: ଓଡିଶା ଗସ୍ତର ତୃତୀୟ ଦିନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି । ବିଜୁ ପଟ୍ଟନାୟକ ଅଡିଟୋରିୟମରେ ଆୟୋଜିତ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ସାମିଲ ହେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିରେ ସ୍ୱର୍ଣ୍ଣ ପଦକ ପାଇବାକୁ ଥିବା ୧୦ ଜଣଙ୍କୁ ପଦକ…

କଂଗ୍ରେସ ଛାଡ଼ିଲେ ପିସିସି ଉପସଭାପତି ରଜତ ଚୌଧୁରୀ

ଭୁବନେଶ୍ୱର: ଆଗକୁ ଆସୁଛି ନିର୍ବାଚନ । ଏହି ସମୟରେ ନେତା କର୍ମୀଙ୍କ ଚାଲିଛି ଦଳ ଅଦଳ ବଦଳ । ଏବେ କଂଗ୍ରେସରୁ ମୁହଁ ଫେରାଇ ନେଇଛନ୍ତି ରଜତ ଚୌଧୁରୀ । କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ପିସିସି ଉପସଭାପତି ରଜତ ଚୌଧୁରୀ । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ପାଖକୁ ରଜତ ପଠାଇଛନ୍ତି ତାଙ୍କ…

ଏଣିକି ଆଗୁଆ ମିଳିବ ସୂଚନା: କଟକ, ଭୁବନେଶ୍ୱରରେ ଲାଗିବ ଅତ୍ୟାଧୁନିକ ରାଡାର

ଭୁବନେଶ୍ୱର : ଆଗୁଆ ମିଳିବ ବନ୍ୟା ସୂଚନା । କଟକ-ଭୁବନେଶ୍ୱର ପାଇଁ ଲାଗିବ ଅତ୍ୟାଧୁନିକ ସୂଚନା ପ୍ରଦାନ ରାଡାର । ୨୦୨୫ ସୁଦ୍ଧା କାର୍ଯ୍ୟକାରୀ ହେବ ଆଡଭାନ୍ସ ଫ୍ଲଡ୍‌ ଓ୍ବାର୍ଣ୍ଣିଂ ସିଷ୍ଟମ । ଏହି ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । …

ଲ’ ଅଫିସରଙ୍କ ଫି’ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ବର: ଲ’ ଅଫିସରଙ୍କ ଫି’ ବୃଦ୍ଧି କଲେ ରାଜ୍ୟ ସରକାର । ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଦାଲତରେ ମୋକଦ୍ଦମା ପରିଚାଳନା କରୁଥିବା ଅଣ କ୍ୟାଡର ଲ’ ଅଫିସର ମାନଙ୍କର ଦୈନିକ ଓ ରିଟେନର୍ ଫି’ ରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହା ଦ୍ୱାରା ବିଭିନ୍ନ ଅଦାଲତରେ କାର୍ଯ୍ୟରତ ୧୨୧୫ ଜଣ…

ରାଉରକେଲାରେ ବ୍ୟବସାୟୀଙ୍କ ଘରେ ଇଡି ଚଢ଼ଉ

ରାଉରକେଲା: ରାଉରକେଲାରେ ଜଣେ ବ୍ୟବସାୟୀଙ୍କ ଘରେ ଇଡି ପକ୍ଷରୁ ଚଢ଼ଉ ଚାଲିଛି। ଭୁବନେଶ୍ୱର ଇଡି କାର୍ଯ୍ୟାଳୟର ତିନିଟି ଟିମ ଏକ କାଳୀନ ଉଦିତନଗର କଚେରୀରୋଡ ସ୍ଥିତ କଦମୱାଲା ଆଣ୍ଡ କୋ ଓ କଦମୱାଲା ଇନସଲଭାନସି ପ୍ରଫେସନାଲ ପ୍ରାଇଭେଟ ଲିମିଟେଡ଼ରେ ସକାଳୁ ଚଢ଼ଉ ଆରମ୍ଭ କରିଛନ୍ତି। ବ୍ୟବସାୟୀ…