Browsing Category

ଓଡିଶା

ଏଣିକି ପ୍ରତିବର୍ଷ ହେବ ବାଘ ଗଣନା: ପିସିସିଏଫ୍

ଭୁବନେଶ୍ଵର; ଏଣିକି ରାଜ୍ୟରେ ପ୍ରତିବର୍ଷ ହେବ ବାଘ ଗଣନା । କ୍ୟାମେରା ଟ୍ରାପ ଜରିଆରେ ମହାବଳ ବାଘଙ୍କ ସ୍ଥିତି ଉପରେ ରହିବ ନଜର । ଏନେଇ ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ । ସୂଚନା ଅନୁସାରେ, ସର୍ବଭାରତୀୟ ବାଘ ଆକଳନ-୨୦୨୨ରେ ରାଜ୍ୟରେ ମୋଟ୍ ବାଘ ସଂଖ୍ୟା ୧୭…

ବାପାକୁ ପିଟିପିଟି ହତ୍ୟା କଲା ପୁଅ

ସମ୍ବଲପୁର: ସମ୍ବଲପୁର ସଦର ଥାନା ଅନ୍ତର୍ଗତ ଘେନୁୁପାଲି ଗାଁରେ ଅଭାବନୀୟ ଘଟଣା ଘଟିଛି।  ବାପକୁ ହତ୍ୟା କରିଛି  ପୁଅ। ବାପକୁ ପିଟିପିଟି ହତ୍ୟା କରିବା ପରେ ଅଭିଯୁକ୍ତ ପୁଅ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ମୃତକଙ୍କ ନାଁ ଲିଙ୍ଗରାଜ କୁମୁରା ହୋଇଥିବାବେଳେ ଅଭିଯୁକ୍ତ ପୁଅ ହେଉଛନ୍ତି ଅମୂଲ୍ୟ…

କାଲିଠୁ ପୁଣି ବର୍ଷା, ୯ଟି ଜିଲ୍ଲାକୁ ବର୍ଷା ଚେତାବନୀ

ଭୁବନେଶ୍ୱର : କାଲିଠୁ ପୁଣି ବର୍ଷା । ଭିଜିବ ପଶ୍ଚିମ ଓଡ଼ିଶା । ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲ୍ଲା ସହ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା । କେତେକ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ ୯ଟି ଜିଲ୍ଲାକୁ ବର୍ଷା ଚେତାବନୀ ଦିଆଯାଇଛି ।…

୮୫୧୧ ମାଧ୍ୟମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ମିଳିବ ମୌଳିକ ଆଇଟି ଦକ୍ଷତା

ହିଞ୍ଜିଳିକାଟୁ : ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିକାଶ, ସଂଖ୍ୟାଲଘୁ ଏବଂ ପଛୁଆ ଶ୍ରେଣୀ କଲ୍ୟାଣ ବିଭାଗ ଅଧୀନରେ ଥୂବା ରାଜ୍ୟର ୮୫୧୧ଟି ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଓକାକ୍ ମାଧ୍ୟମରେ ଆଉଟସୋସିଂରେ କମ୍ପ୍ୟୁଟର ଆସିଷ୍ଟାଣ୍ଟଙ୍କ ଦ୍ୱାରା…

ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରେ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ୱର : ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରେ ସାମାନ୍ୟ ପରିବର୍ତ୍ତନ । କାଲି ମୟୁରଭଞ୍ଜ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା କିଚକେଶ୍ୱରୀଙ୍କୁ ଦର୍ଶନ କରିବା ସହିତ ପ୍ରସାଦ ସେବନ କରିବେ । ଅପରାହ୍ନ ୨:୩୦ ସମୟରେ ପାଣ୍ଡରଶିଳ ଗାଁରେ ବାୟୁସେନାର ସ୍ୱତନ୍ତ୍ର ହେଲିକ୍ୟାପ୍ଟର ରେ ପହଁଚିବେ…

ଆସନ୍ତା ୫ ବର୍ଷରେ ଖୋଲିବ ୫ ହଜାର ମିଶନ ଶକ୍ତି ବଜାର

ଭୁବନେଶ୍ଵର: ନିର୍ବାଚନ ପୂର୍ବରୁ ମିଶନ ଶକ୍ତି ମାଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର । ମିଶନ ଶକ୍ତି ମହିଳା ମାନଙ୍କୁ ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏଁ ଋଣ। ଯେଉଁମାନେ ପୂର୍ବରୁ ଋଣ ବାବଦ ସୁଧ ଭରିଥିବେ, ସେମାନଙ୍କ ସୁଧ ଟଙ୍କା ପେରସ୍ତ ହେବ । ମୋଟ ୧୪୫କୋଟି ଟଙ୍କା…

ନାଲକୋ ସମ୍ପ୍ରସାରଣ କାମ ବେଳେ ଅଘଟଣ, ଲୁହା ରଡ୍ ପଡ଼ି ୨ ଶ୍ରମିକ ମୃତ

କୋରାପୁଟ: ନାଲ୍‌କୋ ସମ୍ପ୍ରସାରଣ କାମ ବେଳେ ଅଘଟଣ । ରଡ୍‌ ବାଇଣ୍ଡିଂ ଚାଲିଥିବା ବେଳେ ରଡ୍‌ ପଡ଼ି ୨ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି । ତିନି ଜଣ ଠିକା ଶ୍ରମିକ ଝାଡଖଣ୍ଡର ବୋଲି ସୂଚନା ମିଳିଛି । ମୃତକ ମଧ୍ୟରୁ ଜଣଙ୍କର ପରିଚୟ ମିଳିଥିବା ବେଳେ ଅନ୍ୟ ଜଣେ ମୃତକ ଓ ଗୁରତରଙ୍କ ପରିଚୟ…

ରାଜ୍ୟରେ ମିଳିତ ସରକାର ନେଇ କେନ୍ଦ୍ର ନିଷ୍ପତ୍ତି ନେବ: ବିଜୟପାଲ ସିଂହ ତୋମାର

ଖୁବଶୀଘ୍ର ବିଜେପି ଘୋଷଣା କରିପାରେ ୧୦୦ ଲୋକସଭା ପ୍ରାର୍ଥୀଙ୍କ ନାମ। ଏହି ପ୍ରାର୍ଥୀ ତାଲିକାରେ ଓଡ଼ିଶାରୁ ୨ରୁ ୩ ଜଣଙ୍କ ନାଁ ରହିପାରେ। ଏହା କହିଛନ୍ତି ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂହ ତୋମାର। ଆଜିଠୁ ୨ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ…

ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ନକ୍ସଲ ନିହତ

ଟଳିଲେ ୪ ମାଓବାଦୀ । ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ନକ୍ସଲ ନିହତ । ଛତିଶଗଡ଼ର ବିଜାପୁର ଜିଲ୍ଲାର ତୁଙ୍ଗାଲି ଜଙ୍ଗଲରେ ଗୁଳିବିନିମୟ ହୋଇଛି । ଜବତ ହୋଇଛି ବନ୍ଧୁକ ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ। ଏହି ଘଟଣା ପରେ ସଂପୃକ୍ତ ଜଙ୍ଗଲରେ ଚାଲିଛି ସର୍ଚ୍ଚ ଅପରେସନ୍ ।

ନବୀନ ନିବାସରେ ଟିକେଟ ଆଶାୟୀ ଓ ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତାଙ୍କ ଭିଡ଼

ଭୁବନେଶ୍ୱର : ନବୀନ ନିବାସରେ ଗହଳି। ଟିକେଟ ଆଶାୟୀ ଓ ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତାଙ୍କ ଭିଡ଼। ନବୀନ ଓଡ଼ିଶା ଓ ଫାଇଭ ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। କିଛିଦିନ ଭିତରେ ରାଜ୍ୟ ସରକାର ବିଭିନ୍ନ କର୍ମଚାରୀ ଓ ବିଭିନ୍ନ ସଂଗଠନ…