Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ତ୍ରୁଟି ମାନିଲେ ପରୀକ୍ଷା ନିୟନ୍ତ୍ରକ; ଯୁକ୍ତ ୨ ଫିଜିକ୍ସ ପିଲା ପାଇବେ ଗ୍ରେସମାର୍କ
ଭୁବନେଶ୍ୱର: ଯୁକ୍ତ ଦୁଇ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ହୋଇଥିବା ସ୍ୱୀକାର କଲା ସିଏଚଏସଇ । ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ପରୀକ୍ଷା ନିୟନ୍ତ୍ରକ ଆଶୋକ ନାୟକ କହିଛନ୍ତି, ଆଉଟ ଅଫ୍ ସିଲାବସ୍ ନୁହେଁ, ଚଏସ୍ ଡେଫିସିଟ୍ ରହିଛି । ରେଗୁଲାର ଓ ଏକ୍ସ ରେଗୁଲାର ସିଲାବସକୁ ନେଇ ପ୍ରଶ୍ନ ପ୍ରସ୍ତୁତ!-->…
ରାଜଧାନୀର ଲୋୟର ପିଏମଜିରେ ଗର୍ଜିଲେ ମତ୍ସ୍ୟଜୀବୀ
ଭୁବନେଶ୍ବର: ୬ ଦଫା ଦାବି ନେଇ ରାଜଧାନୀରେ ଗର୍ଜିଲେ ମତ୍ସ୍ୟଜୀବୀ । ଭୁବନେଶ୍ୱର ଲୋୟର ପିଏମଜିରେ ଏକାଠି ହୋଇଛନ୍ତି ହଜାର ହଜାର ମତ୍ସ୍ୟଜୀବୀ । ରାଜ୍ୟ ମତ୍ସ୍ୟଜୀବୀ ମହାସଂଘ ପକ୍ଷରୁ ଏହି ଆନ୍ଦୋଳନ କରାଯାଉଛି । ବାଲେଶ୍ୱର, ଭଦ୍ରକ, ପାରଦୀପ ସହ ରାଜ୍ୟର ବିଭିନ୍ନ ସ୍ଥାନରୁ ମତ୍ସ୍ୟଜୀବୀ ଆସି!-->…
‘ମେ’ ୧୫ ଭିତରେ ପ୍ରକାଶ ପାଇପାରେ ଯୁକ୍ତ ଦୁଇ ପରୀକ୍ଷା ଫଳ’
କଟକ: ମେ’ ୧୫ ଭିତରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ ବାହାରିବ । ଚଳିତ ବର୍ଷ ଗୋଟିଏ ଦିନରେ ସବୁ ରେଜଲ୍ଟ ପ୍ରକାଶ ପାଇବ । ଏନେଇ ସୂଚନା ଦେଇଛନ୍ତି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ । ନିର୍ବାଚନ ସମୟ!-->…
ବରପଦା ଇଂଜିନିୟରିଂ କଲେଜରୁ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପରିବାରକୁ ହଟେଇବା ଦାବିରେ ୧୨ ଘଣ୍ଟିଆ ବରପଦା ବନ୍ଦ
ଭଦ୍ରକ: ଆଜି ୧୨ ଘଣ୍ଟିଆ ବରପଦା ବନ୍ଦ ଡାକରା । ବରପଦା ଇଂଜିନିୟରିଂ କଲେଜରୁ ପ୍ରଫୁଲ୍ଲ ସାମଲ ପରିବାରଙ୍କୁ ବହିଷ୍କାର ଏବଂ ସରକାର ଏହାର ଦାୟିତ୍ତ୍ବ ନେବାକୁ ଦାବିକରି ୧୨ ଘଣ୍ଟିଆ ବରପଦା ଡାକରା ଦେଇଛନ୍ତି କଲେଜର କର୍ମଚାରୀ ଓ ବରପଦା ବିକାଶ ମଞ୍ଚ ।
ଏହି ବନ୍ଦ ଫଳରେ ଭଦ୍ରକ-ଆନନ୍ଦପୁର ଓ!-->!-->!-->…
ବୁଢ଼ା ବରଗଛ ସବୁ ଉପୁଡିଲା…
କୋଳି ଖାଇ ମଞ୍ଜି ପୋତି ଥିବା ବାବୁ ମାନେ ଗଞ୍ଜାମ ଜିଲ୍ଲା ଛାଡିଲେ…….!
ଗଞ୍ଜାମ ବିଜେଡ଼ି ଗୋଷ୍ଟି କନ୍ଦଳର ଫାଇଦା ନେବେକି ପ୍ରଦୀପ..? : ନା କମଳା ରଙ୍ଗ ଓ ଲେଖା ଛିଣ୍ଡାଇ ଦେବା ଫମ୍ପା ବାଣ…
ବ୍ରହ୍ମପୁର: ଆଗାମୀ ସାଧରଣ ନିର୍ବାଚନ ଯେତିକି ନିକଟତର ହେଉଛି ଗଞ୍ଜାମ ରାଜନୀତି ରେ ସେତିକି ବାତାବରଣ ସରଗରମ ହେବାରେ ଲାଗିଛି। ଗଞ୍ଜାମ ଜିଲ୍ଲାରେ ଦୀର୍ଘ ବର୍ଷ ହେଲା ଶାସକ ଦଳ ର ଦବଦେବା ରହିଛି। କେବଳ ସାନଖେମୁଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀ କୁ ବାଦ ଦେଲେ ଅନ୍ୟ ବିଧାନସଭା ନିର୍ବାଚନ!-->…
ଆମ ହସ୍ପିଟାଲ ଯୋଜନାରେ ୬୭ ରୂପାନ୍ତରିତ ସରକାରୀ ଚିକିତ୍ସାଳୟର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ…
ଭୁବନେଶ୍ବର: ୧୫ ଜିଲ୍ଲାର ୬୭ଟି ରୂପାନ୍ତରିତ ସରକାରୀ ଡାକ୍ତରଖାନାର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକଙ୍କୁ ଗୁଣାତ୍ମକ ସ୍ୱାସ୍ଥ୍ୟ ସେବା ପ୍ରଦାନ ସହ ସ୍ୱାସ୍ଥ୍ୟ କ୍ଷେତ୍ରକୁ ମଜବୁତ କରିବା ପାଇଁ କାର୍ଯ୍ୟକାରୀ ହୋଇଥିବା ରାଜ୍ୟ ସରକାରଙ୍କ ‘ଆମ ହସ୍ପିଟାଲ’ ଯୋଜନାରେ ଏହି!-->…
ରାଜଧାନୀରେ କଂଗ୍ରେସର ଶକ୍ତି ପ୍ରଦର୍ଶନ
ଭୁବନେଶ୍ୱର: ସୋମବାର ଲୋୟର ପିଏମଜିରେ ନାଟକୀୟ ଦୃଶ୍ୟ ଦେଖିବାକୁ ମିଳିଛି। ବହୁ କଂଗ୍ରେସ କର୍ମୀ ଲୋକସେବା ଭବନ ଘେରାଉ କରିବାକୁ ଉଦ୍ୟମ କରିଥିଲେ। ୨୦୨୪ ନିର୍ବାଚନ ପୂର୍ବରୁ ଓଡ଼ିଶା ସରକାରଙ୍କ ବିରୋଧରେ ବିଭିନ୍ନ ଅଭିଯୋଗ ଆଣି ଓଡ଼ିଶା ସରକାରଙ୍କୁ ଚ୍ୟାଲେଞ୍ଜ କରିବାକୁ ଯାଇ କଂଗ୍ରେସ ଏହି!-->…
ଆସନ୍ତାକାଲି ବାରବାଟୀ ଷ୍ଟାଡିୟମ ରୂପାନ୍ତରିକରଣ-ନବୀକରଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ
କଟକ : ଆସନ୍ତାକାଲି ଐତିହାସିକ ବାରବାଟୀ ଷ୍ଟାଡିୟମର ରୂପାନ୍ତରିକରଣ-ନବୀକରଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ । ଭର୍ଚୁଆଲରେ ଏହାର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୨୦ ହଜାର ଦର୍ଶକ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ। ବାଲିଯାତ୍ରା ତଳ ପଡ଼ିଆରେ ପାର୍କିଂ ବ୍ୟବସ୍ଥା!-->…
ବିଜେପି ସରକାରକୁ ଆସିଲେ ଚାଷୀ ପାଇବେ ପ୍ରତି କ୍ୱିଂଟାଲ ଧାନ ପିଛା ୩୧ଶହ ଟଙ୍କା
ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାରକୁ ଆସିଲେ ଚାଷୀ ପାଇବେ ପ୍ରତି କ୍ୱିଂଟାଲ ଧାନ ପିଛା ୩୧ଶହ ଟଙ୍କା । ଭାରତ ବର୍ଷର ଯଶସ୍ୱୀ ଲୋକପ୍ରିୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚାଷୀମାନଙ୍କର ଆୟକୁ ଦୁଇଗୁଣା କରିବା ପାଇଁ ଆରମ୍ଭ କରିଥିଲେ କୃଷକ କଲ୍ୟାଣକାରୀ ଯୋଜନା । ଏହି ଯୋଜନା ଅଧିନରେ ଦେଶର!-->…