Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଜାନୁୟାରୀ ୧୭ରେ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ
ପୁରୀ : ଜାନୁୟାରୀ ୧୭ରେ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ। ଏଥିପାଇଁ ଗତକାଲି ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ନିମନ୍ତ୍ରଣ ଦିଆଯାଇଛି। ଆଜି ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜଙ୍କୁ ନିମନ୍ତ୍ରଣ ପାଇଁ…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଯଜ୍ଞ ନେଇ ଆଲୋଚନା…
ପୁରୀ: ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ଯଜ୍ଞ ନେଇ ଗତକାଲି ସନ୍ଧ୍ୟାରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଯଜ୍ଞ, ସଂକୀର୍ତ୍ତନ ଓ ବେଦପାଠ ପାଇଁ ଗଠିତ ତିନୋଟି ସବକମିଟିର କାର୍ଯ୍ୟ ସମ୍ପର୍କରେ ଆଲୋଚନା…
ଲୋକାର୍ପିତ ହୋଇଛି ବାଲୁକାଶିଳ୍ପୀ ମାନସ କୁମାର ସାହୁଙ୍କ ବାଲୁକା ପାର୍କ…
ପୁରୀ: ଚାଲିଛି ପର୍ଯ୍ୟଟନ ଋତୁ । ପୁରୀ ବେଳାଭୂମିରେ ଲାଗି ରହୁଛି ପର୍ଯ୍ୟଟକଙ୍କ ଭିଡ଼ । ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ବାଲୁକା ଶିଳ୍ପୀ ମାନସ ସାହୁଙ୍କ ନିଆରା ପ୍ରୟାସ । ସବୁବର୍ଷ ଭଳି ଚଳିତବର୍ଷ ମଧ୍ୟ ଖ୍ରୀଷ୍ଟମାସ ଉପଲକ୍ଷେ ପୁରୀ ଲାଇଟ୍ ହାଉସ ନିକଟସ୍ଥ ମାନସ…
ପଦ୍ମପୁୁରକୁ ଜିଲ୍ଲା ମାନ୍ୟତା ଦେବାକୁ ପ୍ରସ୍ତୁତି ବେଳେ ରାଜ୍ୟ ସରକାରକୁ ହାଇକୋର୍ଟଙ୍କ ଝଟକା
କଟକ: ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦେବାକୁ ରାଜ୍ୟ ସରକାର ପ୍ରସ୍ତୁତି ଚଳାଇଥିବା ବେଳେ ହାଇକୋର୍ଟ ଏହି ମାମଲାରେ ଦାୟର ଆବେଦନର ଶୁଣାଣି କରି ଏକ ଗୁରୁତ୍ବପୂର୍ଣ୍ଣ ରାୟ ଦେଇଛନ୍ତି। ଯେଉଁଥିରେ ହାଇକୋର୍ଟଙ୍କ ବିନା ନିର୍ଦ୍ଦେଶରେ ନୂଆ ଜିଲ୍ଲା ଗଠନ…
ASO ଚୟନ: ମେରିଟ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ
କଟକ: ASO ଚୟନ ମେରିଟ ଲିଷ୍ଟ କାଏମ୍ ରଖିଛନ୍ତି ହାଇକୋର୍ଟ । OPSC ଚୟନ ପ୍ରକ୍ରିୟାରେ କୌଣସି ତ୍ରୁଟି ହୋଇନି ବୋଲି କହିବା ସହ ୧୧୦୪ ଜଣଙ୍କ OPSC ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ। ତେବେ ଯେଉଁଠୁ ପ୍ରକ୍ରିୟା ବନ୍ଦ ରହିଥିଲା ସେଠାରୁ ହିଁ ଚାଲୁ…
କୋଭିଡ ଲକ୍ଷଣ ଦେଖାଦେଲେ ତୁରନ୍ତ ପରୀକ୍ଷା କରନ୍ତୁ; ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର: ଦେଶରେ ପୁଣିଥରେ କରୋନା ସଂକ୍ରମଣ ବଢିଛି । ଦେଶରେ ଏବେ ନିୟମିତ କେସ୍ ବଢିବାରେ ଲାଗିଛି । ବିଭିନ୍ନ ସ୍ଥାନରେ ରୋଗୀ ବି ଚିହ୍ନଟ ହେଲେଣି । ଏହାରି ଭିତରେ ରାଜ୍ୟ ସରକାର ବି ତପ୍ତରତା ପ୍ରକାଶ କଲେଣି । ସ୍ୱାସ୍ଥ୍ୟ ବିଭାଗକୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ…
ଭୁବନେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତ ଗିରଫ…
ଭୁବନେଶ୍ୱର : ଗିରଫ ହେଲେ କୁବେର ଯୋଗାଣ ଅଧିକାରୀ । ଭୁବନେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତଙ୍କୁ ଗିରଫ କରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଛନ୍ତି । ଗତକାଲି ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତଙ୍କ ସରକାରୀ…
ଗଞ୍ଜାମ ଜିଲ୍ଲାରେ କୋଳି ଖାଇ ମଞ୍ଜି ପୋତିଛନ୍ତି କି ପୋଲିସ ବାବୁ ମାନେ…!
ଏହା ସାଧାରଣ ଜନତାଙ୍କ ପ୍ରଶ୍ନ...?
ସରକାରୀ-ଗୋଚର- ଦେବଦତ୍ତ-ଜମି ଏବେ ଜମି ମାଫିଆ ଙ୍କ କବ୍ଜା ରେ…!
ଜମି ମାଫିଆ ଙ୍କୁ ସମ୍ପୂର୍ଣ୍ଣ ସହଯୋଗ ରେ ଜିଲ୍ଲା ପ୍ରଶାସନ...!
ଭିବ୍ରିଓ କଲେରା ଓ ଇ-କୋଲାଇ ବ୍ୟାକ୍ଟେରିଆ ଯୋଗୁଁ ବ୍ୟାପିଛି ଝାଡ଼ାବାନ୍ତି: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ…
ଭୁବନେଶ୍ବର: ରାଉରକେଲାରେ ଝାଡ଼ାବାନ୍ତି ବ୍ୟାପିବା ଘଟଣା। ଉଭୟ ଭିବ୍ରିଓ କଲେରା ଓ ଇ-କୋଲାଇ ବ୍ୟାକ୍ଟେରିଆ ଯୋଗୁଁ ବ୍ୟାପିଛି ଝାଡ଼ାବାନ୍ତି । ଏନେଇ ସୂଚନା ଦେଇଛନ୍ତି ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର।
ପ୍ରାୟ ୧୪ ଶହ ଲୋକ ଏଥିରେ ଆକ୍ରାନ୍ତ ହୋଇଛନ୍ତି ।…