Browsing Category

ଓଡିଶା

କୋଭିଡ ଲକ୍ଷଣ ଦେଖାଦେଲେ ତୁରନ୍ତ ପରୀକ୍ଷା କରନ୍ତୁ; ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ଦେଶରେ ପୁଣିଥରେ କରୋନା ସଂକ୍ରମଣ ବଢିଛି । ଦେଶରେ ଏବେ ନିୟମିତ କେସ୍ ବଢିବାରେ ଲାଗିଛି । ବିଭିନ୍ନ ସ୍ଥାନରେ ରୋଗୀ ବି ଚିହ୍ନଟ ହେଲେଣି । ଏହାରି ଭିତରେ ରାଜ୍ୟ ସରକାର ବି ତପ୍ତରତା ପ୍ରକାଶ କଲେଣି । ସ୍ୱାସ୍ଥ୍ୟ ବିଭାଗକୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ…

ଭୁବନେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତ ଗିରଫ…

ଭୁବନେଶ୍ୱର : ଗିରଫ ହେଲେ କୁବେର ଯୋଗାଣ ଅଧିକାରୀ । ଭୁବନେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତଙ୍କୁ ଗିରଫ କରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଛନ୍ତି । ଗତକାଲି ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତଙ୍କ ସରକାରୀ…

ଭିବ୍ରିଓ କଲେରା ଓ ଇ-କୋଲାଇ ବ୍ୟାକ୍ଟେରିଆ ଯୋଗୁଁ ବ୍ୟାପିଛି ଝାଡ଼ାବାନ୍ତି: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ…

ଭୁବନେଶ୍ବର: ରାଉରକେଲାରେ ଝାଡ଼ାବାନ୍ତି ବ୍ୟାପିବା ଘଟଣା। ଉଭୟ ଭିବ୍ରିଓ କଲେରା ଓ ଇ-କୋଲାଇ ବ୍ୟାକ୍ଟେରିଆ ଯୋଗୁଁ ବ୍ୟାପିଛି ଝାଡ଼ାବାନ୍ତି । ଏନେଇ ସୂଚନା ଦେଇଛନ୍ତି ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ପ୍ରାୟ ୧୪ ଶହ ଲୋକ ଏଥିରେ ଆକ୍ରାନ୍ତ ହୋଇଛନ୍ତି ।…

ଡକାୟତି ଯୋଜନା ଚାଲିଥିବାବେଳେ କାବୁ କଲା ପୋଲିସ, ୫ ଗିରଫ…

ଭୁବନେଶ୍ବର: ଡକାୟତି ଯୋଜନା ଚାଲିଥିବାବେଳେ ଏହାକୁ ପଣ୍ଡ କଲା ପୋଲିସ । ଘଟଣାରେ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ମଞ୍ଚେଶ୍ଵର ଥାନା ପୋଲିସ । ଗିରଫ ଅଭିଯୁକ୍ତ ମାନଙ୍କ ଭିତରୁ ୪ ଜଣ ହେଲେ ଅମରନାଥ ସଫେରା(୨୪), ଗୋବିନ୍ଦା ସଫେରା(୨୧),…

ବିଜେଡିରେ ମିଶିଲେ ପୁରୀ ଜିଲ୍ଲାର ବିଜେପି ନେତା ଓ ଶତାଧିକ କର୍ମୀ…

ଭୁବନେଶ୍ବର: ଶଙ୍ଖ ଭବନରେ ଆଜି ବିଜୁ ଜନତା ଦଳର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ଏହି ମିଶ୍ରଣ ପର୍ବ ହୋଇଥିଲା। ବ୍ରହ୍ମଗିରି ବିଜେପି ଯୁବମୋର୍ଚ୍ଚା ସଭାପତି ଜୟନ୍ତ କୁମାର ମହାନ୍ତିଙ୍କ…

ଶ୍ରୀମନ୍ଦିରରେ ପାଣ୍ଡିଆନ ଓ କାମିଆ ଜାନିଙ୍କ ପ୍ରବେଶ ପ୍ରସଙ୍ଗ, ଉଭୟଙ୍କ ଗିରଫଦାରୀ ଦାବି କଲା ବିଜେପି

ଭୁବନେଶ୍ୱର: 5-T ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଓ ସୋସିଆଲ ମିଡ଼ିଆ ଇନଫ୍ଲୁଏନ୍ସର କାମିଆ ଜାନିଙ୍କ ଶ୍ରୀମନ୍ଦିର ଭିତରେ ପ୍ରବେଶ କୁ ନେଇ ଏବେ ବିବାଦ ବଢିବାରେ ଲାଗିଛି । ଯାହାକୁ ନେଇ ଉଭୟଙ୍କୁ ତୁରନ୍ତ ଗିରଫ କରାଯାଉ ବୋଲି ଦାବି କରିଛି ରାଜ୍ୟ ବିଜେପି । ଗୋମାଂସ ଭକ୍ଷଣ…

ମିଳିଲା ପିହୁର ଅପହରଣକାରୀଙ୍କ ସିସିଟିଭି ଫୁଟେଜ, କ୍ୟାମେରାରେ ସବୁ ଦୃଶ୍ୟ କଏଦ…

ମିଳିଲା ପିହୁର ଅପହରଣକାରୀଙ୍କ ସିସିଟିଭି ଫୁଟେଜ । ୧୮ ତାରିଖରେ ଦେବଗଡ଼ର ଶିଶୁକନ୍ୟା ପିହୁକୁ ଅପହରଣ କରି ଦୁର୍ବୃତ୍ତମାନେ ସୁନ୍ଦରଗଡ଼ ନେଇ ଆସିଥିଲେ। ଏକ ଧଳା ରଙ୍ଗାର କାରରେ ଆସି ସହରର ମିସନ ରୋଡସ୍ଥିତ ହୋଟେଲ ପାର୍ବତୀ ରେସିଡେନ୍ସି ନିକଟରେ ଅଟକିଥିଲେ। ରାତି ୧୦ଟା…

ନିଆଁ ପୁଇଁବା ବେଳେ ଜଳିଗଲେ ମହିଳା: ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି…

ଢେଙ୍କାନାଳ: ପ୍ରବଳ ଶୀତରେ ଥରୁଛି ସାରା ଓଡିଶା । ଜାଡରୁ ରକ୍ଷା ପାଇବା ପାଇଁ ବିଭିନ୍ନ ସ୍ଥାନରେ ଲୋକ ନିଆଁ ପୁଇଁ ହେଉଥିବା ଦୃଶ୍ୟ ଦେଖିବାକୁ ମିଳୁଛି । ଏହାରି ଭିତରେ ଏକ ଅଘଟଣ ସାମ୍ନାକୁ ଆସିଛି । ଢେଙ୍କାନାଳ ଜିଲ୍ଲା ମହାବିରୋଡ଼ ଥାନା ଚାଉଳିଆଝରଣ…