Browsing Category

ଓଡିଶା

ମୁଖ୍ୟ ଯୋଗାଣ ଅଧିକାରୀଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ଜଳକା

ଭୁବନେଶ୍ଵର: ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ କୁମାର ଗନ୍ତାୟତଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ଜଳକା । ବର୍ତ୍ତମାନ ସୁଦ୍ଧା ୨ଟି ବହୁତଳ ପ୍ରାସାଦ, ୫ଟି ପ୍ଲଟ୍, ୧ କୋଟି ୨୧ ଲକ୍ଷ ଟଙ୍କାର ଡିପୋଜିଟ, ୫୩୬ ଗ୍ରାମ୍ ସୁନା, ୧ ଲକ୍ଷ ୨୧ ହଜାର ନଗଦ ଟଙ୍କା, ଗୋଟିଏ ଚାରି…

ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାହ ବିଚ୍ଛେଦକୁ ଖାରଜ କଲେ ହାଇକୋର୍ଟ…

କଟକ : ସାଂସଦ ଅନୁଭବ ମହାନ୍ତି-ବର୍ଷାଙ୍କ ବିବାହ ବିଚ୍ଛେଦ ମାମଲାରେ ଆସିଛି ବଡ଼ ଖବର । ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀ ବିବାହ ବିଚ୍ଛେଦ ନେଇ ପରିବାର ଅଦାଲତଙ୍କ ରାୟ ଖାରଜ । କଟକ ପରିବାର ଅଦାଲତଙ୍କ ରାୟକୁ ଖାରଜ କଲେ ହାଇକୋର୍ଟ । ପରିବାର ଅଦାଲତ ରାୟ…

ଡିସକାଉଣ୍ଟରେ ଗାଡି ଦେବା ନାଁରେ ୪୦କୋଟି ଠକେଇ : ଦମ୍ପତ୍ତି ଅଟକ

ଭୁବନେଶ୍ବର : ଡିସକାଉଣ୍ଟରେ ଗାଡି ଦେବା ନାଁରେ ୪୦ କୋଟି ଠକେଇ । ଗଞ୍ଜାମ ଆସିକାର ଦମ୍ପତ୍ତିଙ୍କୁ ଅଟକ ରଖିଛି କମିଶନରେଟ୍ ପୋଲିସ । ନୟାପଲ୍ଲୀ ଥାନାରେ ଅକ୍ଷୟ ଗୌଡ ଓ ତାଙ୍କ ପତ୍ନୀଙ୍କୁ ପଚରାଉଚରା କରାଯାଉଛି । ଭୁବନେଶ୍ବରରେ ସମ୍ପୃକ୍ତ ଦମ୍ପତ୍ତିଙ୍କ ନାଁରେ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କାର୍ଯ୍ୟକ୍ରମ : ଆଜି ମହାପ୍ରଭୂଙ୍କୁ ନିମନ୍ତ୍ରଣ

ପୁରୀ : ଓଡିଆ ଜାତିର ଆରାଧ୍ୟ ଦେବତା ହେଉଛନ୍ତି ପ୍ରଭୂ ଜଗନ୍ନାଥ । ଆମର ବିବାହ ହେଉ , ଘର ପ୍ରତିଷ୍ଠା ହେଉ , ବ୍ରତଘର ହେଉ କିମ୍ବା କାନ ଫୋଡା ହେଉ , ପ୍ରତିଟି ଶୁଭ କାର୍ଯ୍ୟରେ ଶ୍ରୀ ଜଗନ୍ନାଥଙ୍କୁ ନିମନ୍ତ୍ରଣ ଦିଆଯାଏ । ଏବଂ ଶ୍ରୀ ଜଗନ୍ନାଥଙ୍କ…

ରାଜ୍ୟ ସରକାରଙ୍କ ଅଭିନବ ପ୍ରୟାସ, ଟ୍ରକ୍‌ ଡ୍ରାଇଭରଙ୍କୁ ମିଳିବ ମାଗଣା ଚା’…

ଭୁବନେଶ୍ୱର : ରାଜ୍ୟରେ ବଢ଼ୁଛି ସଡ଼କ ଦୁର୍ଘଟଣା । ଗତ ୫ ବର୍ଷରେ ସବୁ ରେକର୍ଡ଼ ଭାଙ୍ଗିଛି ଓଡ଼ିଶା। ଏହି ସଡ଼କ ଦୁର୍ଘଟଣା କେତେ ପରିବାର ଉଚ୍ଛନ କରିଦେଉଥିବା ବେଳେ ଅନେକଙ୍କ ଆଖିରୁ ଆଜିବି ଶୁଖୁନି ଲୁହ । ତେବେ ଏହି ସଡ଼କ ଦୁର୍ଘଟଣା ବଢ଼ୁଥିବାରୁ ଏହାକୁ ରୋକିବା ପାଇଁ…

୪ ଡିଗ୍ରୀରେ ଥରୁଛି ଜି.ଉଦୟଗିରି : ୧୦ଡିଗ୍ରୀ ତଳେ ୧୬ ସହର…

ଭୁବନେଶ୍ବର : ରାଜ୍ୟରେ ଜାରି ରହିଛି ଅସହ୍ୟ ଶୀତ । ପ୍ରବଳ ଶୀତ ପ୍ରକୋପରୁ ରକ୍ଷା ପାଇବା ପାଇଁ କିଏ ସକାଳୁ ବ୍ୟାୟାମ କରୁଛି ତ କିଏ ନିଆଁ ପୁଇଁ ହେଉଛି । ଚା ଖଟିରେ ମଧ୍ୟ ପ୍ରବଳ ଭିଡ ଦେଖିବାକୁ ମିଳୁଛି । ଆଜି ୧୦ ଡିଗ୍ରୀ ତଳେ ରହିଛି ୧୬…

ବୟସ୍କ ମାନଙ୍କୁ ମାସ୍କ ବ୍ୟବହାର ପାଇଁ ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକଙ୍କ ପରାମର୍ଶ…

ଭୁବନେଶ୍ୱର: ପୁଣି ଦେଶରେ ବଢିଲା କରୋନା କେସ୍‌ । ଗତ ୧୫ ଦିନ ଭିତରେ କୋଭିଡ ସଂଖ୍ୟା ସାରା ଦେଶରେ ଉପରମୁହାଁ ହୋଇଛି । ୫ ଟି ରାଜ୍ୟରୁ ୯୮% ରୋଗୀ ଅଧିକ ରହିଛି । ୮୮ ପ୍ରତିଶତ କେବଳ କେରଳରୁ । ନୂଆ ଭାରିଏଣ୍ଟ JN.1 ଯଦିଓ ବ୍ୟାପିଛି କିନ୍ତୁ ସାଙ୍ଘାତିକ ହେଉନାହିଁ…

ବ୍ୟାପୁଛି ହଇଜା, ରାଉରକେଲାରେ ପହଞ୍ଚିଲେ ଏସ୍‌ସିବିର ଡାକ୍ତରୀ ଟିମ୍…

ରାଉରକେଲା : ଷ୍ଟିଲସିଟିରେ ହଇଜା ନିୟନ୍ତ୍ରଣ ପାଇଁ ଆକ୍ସନ ପ୍ଲାନ। ଗତକାଲି ସ୍ବାସ୍ଥ୍ୟ ସଚିବ ସାଲିନୀ ପଣ୍ଡିତ ରାଉରକେଲା ଗସ୍ତରେ ଯାଇ ସମୀକ୍ଷା କରିଥିବା ବେଳେ କଟକ ଏସ୍‌ସିବିର ୪ ଜଣ ଡାକ୍ତର ପହଞ୍ଚିଛନ୍ତି । ଆଜି ଆଉ ଜଣେ ଡ଼ାକ୍ତର ଏସ୍‌ସିବିରୁ ଆସି ରାଉରକେଲାରେ…

ଭିଜିଲାନ୍‌ସ ଜାଲରେ ବିଦ୍ୟୁତ୍ ବିଭାଗର କନିଷ୍ଠଯନ୍ତ୍ରୀ, ୩୦ ହଜାର ଟଙ୍କା ଜବତ…

ସୁନ୍ଦରଗଡ଼: ଜଣେ ଅସ୍ଥାୟୀ କର୍ମଚାରୀଙ୍କୁ ସ୍ଥାୟୀ କରାଇଦେବା ପାଇଁ ଲାଞ୍ଚ ନେଉଥିବାବେଳେ ସୁନ୍ଦରଗଡ଼ ଭିଜିଲାନ୍ସ ବିଭାଗ ଟାଟାପାୱାର ବଡ଼ଗାଁ ସେକ୍ସନରେ କାର୍ଯ୍ୟରତ ଜଣେ କନିଷ୍ଠଯନ୍ତ୍ରୀଙ୍କୁ କାବୁ କରିଛି । ତାଙ୍କ ନିକଟରୁ ରାସାୟନିକ ପ୍ରଲେପବୋଳା ଟଙ୍କା ଜବତ କରାଯାଇଛି ।…

୪୧୬୬ ମାଧ୍ୟମିକ ଶିକ୍ଷକଙ୍କୁ ମିଳିଲା ନିଯୁକ୍ତି, ନବନିଯୁକ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ…

ଭୁବନେଶ୍ବର: ଆଜି ରାଜ୍ୟ ସରକାରଙ୍କ ବିଭିନ୍ନ ବିଦ୍ୟାଳୟଗୁଡିକରେ ୪୧୬୬ ଜଣ ମାଧ୍ୟମିକ ଶିକ୍ଷକ ଶିକ୍ଷୟତ୍ରୀ ଯୋଗ ଦେଇଛନ୍ତି। ଏଥିପାଇଁ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଏକ ନିଯୁକ୍ତି ପର୍ବ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ…