Browsing Category

ଓଡିଶା

କବି ଆଶୁତୋଷ ପରିଡ଼ା ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର…

ବିଶିଷ୍ଟ କବି ଆଶୁତୋଷ ପରିଡ଼ା ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର। ତାଙ୍କ କବିତା ସଙ୍କଳନ ‘ଅପ୍ରସ୍ତୁତ ମୃତ୍ୟୁ’ ପାଇଁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ। କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ‍ବୁଧବାର ଏହି ଘୋଷଣା କରାଯାଇଛି। କେନ୍ଦ୍ର…

ଦିଲ୍ଲୀ ସ୍ଥିତ ନୂଆ ଝାଟିମାଟି ବାଉଁଶ ବାସଭବନରେ ଗୃହପ୍ରବେଶ କଲେ ବାଲେଶ୍ଵର ସାଂସଦ ପ୍ରତାପ ଷଡ଼ଙ୍ଗୀ

ନୂଆଦିଲ୍ଲୀ : ଦିଲ୍ଲୀ ବାସଭବନର ଗୃହପ୍ରବେଶ କଲେ ବାଲେଶ୍ଵର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ। ସେ C 1/4, Humayun Road, Near Khan Market Metro Station, Gate no. 1, New Delhi – 110003 ସ୍ଥିତ ଝାଟିମାଟି ବାଉଁଶରେ ଏକ ନିଆରା ବାସଭବନ ତିଆରି…

ରାଉରକେଲାରେ ଡାଇରିଆ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ…

ଭୁବନେଶ୍ଵର; ରାଉରକେଲାରେ ଚିନ୍ତା ବଢାଇଲାଣି ହଇଜା । ରାଉରକେଲା ସମେତ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଡାଇରିଆ ସଂକ୍ରମଣ ନେଇ ଗଭୀର ଚିନ୍ତାପ୍ରକଟ କରିବା ସହ ସଂକ୍ରମଣକୁ ନିୟନ୍ତ୍ରଣ କରିବା ସହ ରୋକିବା ପାଇଁ ଏହି ସବୁ ଅଞ୍ଚଳକୁ ଅବିଳମ୍ବେ କେନ୍ଦ୍ରୀୟ ସହାୟତା ଯୋଗାଇ ଦେବା…

ନାବାଳିକା ଦୁଷ୍କର୍ମୀକୁ ୨୦ ବର୍ଷ ଜେଲ୍‌ ଦଣ୍ଡାଦେଶ, ପୀଡିତାକୁ ୪ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଦେବାକୁ…

କଟକ : ଜନୈକା ନାବାଳିକାକୁ ଦୁଷ୍କର୍ମ ଘଟଣାରେ ଦୁଷ୍କର୍ମକାରୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ନିର୍ଦ୍ଦେଶ ଦେଇଛନ୍ତି କଟକ ସ୍ୱତନ୍ତ୍ର ଆଡ଼ହକ ପୋକସୋ କୋର୍ଟ। ଏହି କୋର୍ଟରେ ଦୁଷ୍କର୍ମକାରୀ ପାକୂଲ ସମତ ଦୋଷୀ ସାବ୍ୟସ୍ତ ହୋଇଛି। ଦୋଷୀକୁ ୨୦ ବର୍ଷର ସଶ୍ରମ କାରାଦଣ୍ଡ ସହିତ ୧୦ ହଜାର…

ଧାର୍ମିକ ପ୍ରକଳ୍ପ ପାଇଁ ୧୫.୨୦କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର: ସ୍ଥାନୀୟ ମଠ, ମନ୍ଦିର ଓ ସଂଖ୍ୟାଲଘୁ ପୂଜାସ୍ଥଳୀର ହେବ ରୂପାନ୍ତର । ୫୦୭ଟି ଧାର୍ମିକ ଓ ଗୋଷ୍ଠୀ ପ୍ରକଳ୍ପ ପାଇଁ ୧୫.୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅର୍ଥରେ ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର…

ଏସ୍‌ସିବିର ପ୍ରଫେସର ଡାକ୍ତର ପୂର୍ଣ୍ଣଚନ୍ଦ୍ର ଦାସଙ୍କୁ ଫେଲୋସିପ ପ୍ରଦାନ…

କଟକ : କଟକ ଏସ୍‌ସିବି ମେଡିକାଲ ମେଡିସିନ ବିଭାଗ ପ୍ରଫେସର ଡାକ୍ତର ପୂର୍ଣ୍ଣଚନ୍ଦ୍ର ଦାସଙ୍କୁ ଫେଲୋସିପ ପ୍ରଦାନ କରାଯାଇଛି। କର୍ଣ୍ଣାଟକ ମାଙ୍ଗାଲୋର ଠାରେ ଜେରିଆଟ୍ରିକ ସୋସାଇଟି ଅଫ ଇଣ୍ଡିଆର ୩୬ତମ ଜାତୀୟ ସମ୍ମିଳନୀରେ ତାଙ୍କୁ ସମ୍ମାନିତ କରାଯାଇଛି ।…

୫ ଡିଗ୍ରୀ କୁ ଖସିଲା ପାରଦ, ଜାଡରେ ଥରହର ରାଜ୍ୟବାସୀ…

ଭୁବନେଶ୍ବର: ସାରା ରାଜ୍ୟରେ ଜାରି ରହିଛି ଅସହ୍ୟ ଜାଡ । ୫ ଡିଗ୍ରୀ କୁ ଖସିଛି ପାରଦ । ଶୀତରେ ଥରହର ସମଗ୍ର ରାଜ୍ୟବାସୀ । ଗତକାଲି ରାତିରେ ରାଜ୍ୟର ୧୩ ଟି ସହରର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ ତଳେ ରେକର୍ଡ କରାଯାଇଥିବାବେଳେ, ଜି. ଉଦୟଗିରି ସବୁଠୁ…

କିଡନୀ ଦେବା ନାମରେ ୯.୫ଲକ୍ଷ ଟଙ୍କା ଠକେଇ ଅଭିଯୋଗ…

କଟକ: କିଡନୀ ଦେବା ନାମରେ ଟଙ୍କା ଠକିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଲେ ସ୍ଥାନୀୟ ବାସିନ୍ଦା। ଏମିତି ଏକ ଅଭାବନୀୟ ଘଟଣା ଘଟିଛି କଟକ ରାଣୀହାଟ ଅଞ୍ଚଳରେ। କେନ୍ଦୁଝର ଅଞ୍ଚଳର ଜଣେ ରୋଗୀଙ୍କ ଠାରୁ ୯, ୫୦,୦୦୦ ଟଙ୍କା ଠକିଥିବା ଅଭିଯୋଗରେ ମାର୍କଣ୍ଡ ନାଥ…

କେନ୍ଦ୍ରାପଡା କେରେଡାଗଡରେ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ୨୦ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ…

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା କେରେଡାଗଡରେ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ କେରେଡାଗଡ ପ୍ରାଥମିକ ବିଦ୍ୟାଳୟ ଏବଂ କେରେଡାଗଡ ଗ୍ରାମ ପଞ୍ଚାୟତରେ ୨ଟି ପାଣି ଟାଙ୍କି ସ୍ଥାପନ…

ମନ୍ଦିର ପାହାଚରୁ ଶିଶୁକନ୍ୟା ଉଦ୍ଧାର…

ସମ୍ବଲପୁର : ସମ୍ବଲପୁରରେ ପୁଣି ଅଲୋଡା ହେଲା ଶିଶୁ କନ୍ୟା । ନବଜାତ ଶିଶୁକୁ ମନ୍ଦିର ପାହାଡରେ ଛାଡି ଫେରାର ହୋଇଗଲା ନୃଶଂସ ମାଆ । ଏହିଭଳି ଅଭାବନୀୟ ଖବର ଦେଖିବାକୁ ମିଳିଛି ଗୋଡଭଗା ଅଞ୍ଚଳର ଶିବ ମନ୍ଦିରରେ । ତେବେ ଶିଶୁକନ୍ୟାର ନାଭି ରହିଥିବା ବେଳେ କପଡା…