Browsing Category

ଓଡିଶା

ରାଉରକେଲାରେ ସୁନା ଭର୍ତ୍ତି ବ୍ୟାଗ୍‌ ଲୁଟ୍‌ ଘଟଣା: ବନ୍ଧା ହେଲେ ୨ ଅଭିଯୁକ୍ତ, ୫୧୨ ଗ୍ରାମ୍‌ ଅଳଙ୍କାର ଜବତ

ରାଉରକେଲା: ଗତ ୧୫ ତାରିଖରେ ଉଦିତନଗର ଥାନା ବାସନ୍ତୀ କଲୋନିର ମାଲଗୋଦାମ କାଳୀମନ୍ଦିର ନିକଟରେ ଲୁଟ୍‌ କରିଥିବା ଲୁଟେରାମାନେ ପୁଲିସ ହାତରେ ଧରା ପଡ଼ିଛନ୍ତି। ଅଭିଯୁକ୍ତମାନେ ହେଲେ ଉଦିତନଗର ଥାନା ବାସନ୍ତୀ କଲୋନିର ଏଫ୍‌ସିଇ/୧୩୨ ନିବାସୀ ଉମାନାଥ ପ୍ରସାଦଙ୍କ ଦୁଇ ପୁଅ…

ବାପା ରଚିଥିଲା ପୁଅ ଅପହରଣ ନାଟକ…

ଭୁବନେଶ୍ୱର : ବାପାକୁ ଭଲ ଲାଗୁନଥିଲା ସ୍ତ୍ରୀ । ନିଜ ଠୁ ଦୂରେଇ ଦେବାକୁ ଚାହୁଁଥିଲା । ସେଇଥିପାଇଁ ସ୍ତ୍ରୀ ରାଗ ସୁଝାଇଲା ପୁଅ ଉପରେ । ଏ କେମିତିକା ବାପା । ସ୍ତ୍ରୀକୁ ରାସ୍ତାରୁ ହଟାଇବା ପାଇଁ ନିଜେ ନିଜ ପୁଅକୁ କଲା ଅପହରଣ । ବାପା ରଚିଥିଲା ପୁଅ…

ଭୁବନେଶ୍ୱରର ମଠ, ମନ୍ଦିର ଓ ସଂଖ୍ୟାଲଘୁ ପୂଜାସ୍ଥଳୀର ହେବ ରୂପାନ୍ତରଣ: ୧୫ କୋଟି ୨୦ଲକ୍ଷ ଟଙ୍କା ମଞ୍ଜୁର କଲେ…

ଭୁବନେଶ୍ୱର : ଭୁବନେଶ୍ୱରର ମଠ, ମନ୍ଦିର ଓ ସଂଖ୍ୟାଲଘୁ ପୂଜାସ୍ଥଳୀର ହେବ ରୂପାନ୍ତର। ମନ୍ଦିର ମାଳିନୀ ଭୁବନେଶ୍ବରର ୫୦୭ଟି ଧାର୍ମିକ ଓ ଗୋଷ୍ଠୀ ପ୍ରକଳ୍ପ ପାଇଁ ୧୫କୋଟି ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅର୍ଥରେ ଭୁବନେଶ୍ୱର…

ପୂର୍ବତନ ବିଧାୟକ ସନ୍ତୋଷ କୁମାର ପ୍ରଧାନଙ୍କ ପରଲୋକ…

ଅନୁଗୁଳ: ଅନୁଗୁଳ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ସନ୍ତୋଷ କୁମାର ପ୍ରଧାନଙ୍କ ପରଲୋକ । ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ଵରସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା । ସେ ଦୀର୍ଘଦିନ ଧରି ଫୁସ୍‌ଫୁସ…

ମୃତ୍ୟୁ ସଂଖ୍ୟା ୧୦ ଛୁଇଁଲା, ହଜାରେରୁ ଅଧିକ ଆକ୍ରାନ୍ତ…

ରାଉରକେଲା: ରାଉରକେଲାରେ ଝାଡାବାନ୍ତି ଉପର ମୁହାଁ । କମିବାର ନାଁ ଧରୁନି । ଆରଜିଏଚରେ ଝାଡାବାନ୍ତି ଆକ୍ରାନ୍ତ ରୋଗୀଙ୍କ ମଳ ନମୂନା ପରୀକ୍ଷା ରିପୋର୍ଟରେ ହଇଜା ଭୂତାଣୁ ଚିହ୍ନଟ ହୋଇଛି । ବର୍ତ୍ତମାନ ସୁଦ୍ଧା ଝାଡାବାନ୍ତିରେ ୧୦ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏକ…

ରାଜ୍ୟସ୍ତରୀୟ ଜଙ୍ଗଲ ଅଧିକାର ସମ୍ମିଳନୀ ଅନୁଷ୍ଠିତ

ଭୁବନେଶ୍ୱର : ଓଡିଶା ଜଙ୍ଗଲ ଅଧିକାର ମଞ୍ଚ ପକ୍ଷରୁ ଜଙ୍ଗଲ ଅଧିକାର ଆଇନ-୨୦୦୬ ଏବଂ ରାଜ୍ୟସରକାରଙ୍କ ଦ୍ଵାରା ଘୋଷଣା କରାଯାଇଥିବା ମୋ ଜଙ୍ଗଲ ଜମି ଯୋଜନାର ସଠିକ କାର୍ଯ୍ୟକାରିତା ପାଇଁ ରାଜ୍ୟସ୍ତରୀୟ ଜଙ୍ଗଲ ଅଧିକାର ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ…

ବିଜେଡ଼ି ଏବେ ହାଇଜାକ.. !ପ୍ରଶାସକ ରୁ ନେତା ବନିଥିବା ବାବୁଙ୍କ ବିନା ଇଙ୍ଗତରେ ଦଳର ପତ୍ର ହଲୁନି…!

ବ୍ରହ୍ମପୁର: ୨0-୧୨ ପ୍ରଶାସନିକ ଅଧିକାରୀ ରୁ ସ୍ଵେଚ୍ଛାକୃତ ଭାବେ ଅବସର ନେବା ପରେ ବିଧିବଦ୍ଧ ଭାବେ ବିଜେଡ଼ି ରେ ଯୋଗ ଦେଲେ। ତା ପରେ ଭିକେ ପାଣ୍ଡିଆନ ଙ୍କୁ ଫାଇବ-ଟି ଓ ନବୀନ ଓଡ଼ିଶାର ଅଧକ୍ଷ ଭାବେ ନିଯୁକ୍ତି ଦିଆଗଲା। ଗତ ୧୫ ତାରିଖ ଦିନ ପାଣ୍ଡିଆନ ନିଜେ ମୁଁ ଆଗାମୀ ସାଧାରଣ ନିର୍ବାଚନ

ଓଷ୍ଟାର ଛତ୍ରପୁରର ବ୍ଳକସ୍ତରୀୟ ଶିଶୁ ମେଳା…

ଛତ୍ରପୁର : ଓଷ୍ଟାର ଛତ୍ରପୁର ବ୍ଳକ ସ୍ତରୀୟ ଶିଶୁ ମେଳା ଟାଙ୍ଗଣାପଲ୍ଲୀସ୍ଥିତ ହରଗୌରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷୟିତ୍ରୀ ନର୍ମଦା ଦେବୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ବ୍ଳକ ର ବିଭିନ୍ନ ଉଚ୍ଚ ବିଦ୍ୟାଳୟର ଛାତ୍ର,ଛାତ୍ରୀ ମାନେ କବିତା ରଚନା, ଗଳ୍ପ ଲିଖନ,ଏକକ

ଏସଡିଏର ୨ ଗିରଫ କର୍ମଚାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ…

ସମ୍ବଲପୁର: ବିଗତ ୩ ବର୍ଷରୁ ଅଧିକ ହେବ ନୁତନ କୋଠା ନିର୍ମାଣ ପାଇଁ ପ୍ଲାନ ଅନୁମତି ପ୍ରଦାନ ନିମନ୍ତେ ଆବେଦନକାରୀ ମାନଙ୍କ ଠାରୁ ଲକ୍ଷ ଲକ୍ଷ ଟଙ୍କା ଠକିବା ଏବଂ ନକଲି ଅନୁମତି ପତ୍ର ପ୍ରଦାନ ମାମଲାରେ ସମ୍ବଲପୁର ଉନ୍ନୟନ କତ୍ତୃପକ୍ଷ (ଏସଡିଏ) ର ଅଭିଯୁକ୍ତ କର୍ମଚାରୀ…

ବୌଦ୍ଧରେ ପ୍ରଥମ ନେଚର ପାର୍କର ମଜା ନେଉଛନ୍ତି ପର୍ଯ୍ୟଟକ; ହେଲେ ରାସ୍ତା କରିଛି ନିରାଶ…

ବୌଦ୍ଧ : ବୌଦ୍ଧ ଜିଲା ପ୍ରାକୃତିକ ଶୋଭାରାଜିରେ ଭରପୁର। ଜିଲାରେ ପର୍ଯ୍ୟଟନ ଶିଳ୍ପର ଅନେକ ସମ୍ଭାବନା ରହିଥିବାବେଳେ ଜିଲା ପ୍ରଶାସନ ପକ୍ଷରୁ ଏଥିପାଇଁ ମଧ୍ୟ ଗୁରୁତ୍ୱ ଦିଆଯାଇଛି। ବିଶେଷ ଭାବରେ ଜିଲା ବନ ବିଭାଗ ପକ୍ଷରୁ ପର୍ଯ୍ୟଟନକୁ ଗୁରୁତ୍ୱ ଦିଆଯାଇ ଐତିହାସିକ…