Browsing Category

ଓଡିଶା

ଡାଲଚିନି ନାଁରେ ମାର୍କେଟରେ ବିକ୍ରି ହେଉଛି କାସିଆ!; ଯାଞ୍ଚ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର : ଡାଲଚିନି ନାଁରେ ମାର୍କେଟରେ ବିକ୍ରି କାସିଆ ହେଉଥିବା ଅଭିଯୋଗ ହୋଇଛି। ଅଧିକ ଲାଭ ଆଶାରେ ଦୋକାନୀମାନେ ଡାଲ ଚିନି ବଦଳରେ ଖାଉଟିଙ୍କୁ କାସିଆ ଦେଉଛନ୍ତି। କାରଣ କାସିଆ ହେଉଛି ଡାଲ ଚିନି ଅପେକ୍ଷା ବହୁତ ଶସ୍ତା। ଏହି ଅଭିଯୋଗ ପରେ ମାର୍କେଟର ଡାଲଚିନି…

ଥରୁଛି ଓଡିଶା ; ଜି.ଉଦୟଗିରି ସବୁଠାରୁ ଥଣ୍ଡା ସହର

ଭୁବନେଶ୍ୱର : ଶୀତରେ ଥରୁଛି ସାରା ଓଡିଶା। କିଛି ଦିନ ହେବ ସାରା ରାଜ୍ୟରେ ପ୍ରବଳରୁ ଅତି ଥଣ୍ଡା ଅନୁଭୂତ ହେଉଛି। ସୋମବାର ରାତି ସୁଦ୍ଧା ୧୦ ସହରର ରାତି ତାପମାତ୍ରା ୧୦ ଡିଗ୍ରୀ ରେକର୍ଡ କରାଯାଇଛି। କନ୍ଧମାଳ ଜି.ଉଦୟଗିରି ସବୁଠାରୁ ଥଣ୍ଡା ସହର। ଜି.ଉଦୟଗିରି ୬.୫,…

ବୁଧବାର ୪ ଘଣ୍ଟା ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ…

ପୁରୀ,୧୯।୧୨: ମାର୍ଗଶୀର-ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେବ । ଏ ନେଇ ପ୍ରାୟ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୫ଟାରୁ ରାତି ୯ଟା ଯାଏ ସାଧାରଣ ଦର୍ଶନ ବନ୍ଦ। ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ମହାପ୍ରଭୁଙ୍କ…

‘ରାଜ୍ୟରେ ଚିହ୍ନଟ ହୋଇନି ନୂଆ ଭାରିଏଣ୍ଟ, କିନ୍ତୁ ଆମେ ପ୍ରସ୍ତୁତ’…

ଭୁବନେଶ୍ବର : ପୁଣି ଥରେ ଡରାଇବା ଆରମ୍ଭ କଲାଣି ମହାମାରୀ କରୋନା। କରୋନାର ସବଭ୍ୟାରିଏଣ୍ଟ ଜେଏନ ୧ କର୍ଣ୍ଣାଟକା ଓ କେରଳରେ ଠାବ ହେବା ପରେ ସମସ୍ତଙ୍କ ମନରେ ଛନକା ପଶିଛି। ଏହାକୁ ଦୃଷ୍ଟିରେ ରଖି ସବୁ ରାଜ୍ୟ ପାଇଁ ସତର୍କ ସୂଚନା ଜାରି କରିଛନ୍ତି କେନ୍ଦ୍ର ସରକାର।…

ଲୋକଙ୍କ ସମସ୍ୟା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟପାଳ

ଭୁବନେଶ୍ବର : ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାର ବିଭିନ୍ନ ସମସ୍ୟା ସମ୍ପର୍କରେ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ରାଜ୍ୟପାଳ ରଘୁବର ଦାସ। ଗତ ଡିସେମ୍ବର ୫ରୁ ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟପାଳ ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲା ଗସ୍ତରେ…

ମେଡ଼ିକାଲ ପଛପଟୁ ଯୁବକଙ୍କ ମୃତଦେହ ଉଦ୍ଧାର

ନୂଆପଡ଼ା : ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଜଣକ ହେଉଛନ୍ତି ଲଖନା ଗାଁର କରନ ରାଉତ ବୟସ ୩୨। ଏବେ ମୃତଦେହକୁ ପୁଲିସ ଜବତ କରି ତଦନ୍ତ ଆରମ୍ଭ କରିଛି। ଦୁଇ ଦିନ ତଳେ କରନଙ୍କ ଦେହ ଅସୁସ୍ଥ ହେବାରୁ ପରିବାର…

ଏକ କୋଟି ଠକେଇ ମାମଲାରେ ବନ୍ଧାହେଲେ IDBI ବ୍ୟାଙ୍କ ମ୍ୟାନେଜର

ନବରଙ୍ଗପୁର : ନବରଙ୍ଗପୁର ଆଇଡ଼ିବିଆଇ ବ୍ୟାଙ୍କରୁ ୧ କୋଟି ଠକେଇ ଘଟଣା। ଆଜି ବ୍ରାଞ୍ଚ ମ୍ୟାନେଜର ଅଞ୍ଜନ ଶତପଥୀଙ୍କୁ ଗିରଫ କରିଛି ପୁଲିସ। ଅଞ୍ଜନ ୮ ଜଣ ପରିଚିତ ବ୍ୟକ୍ତିଙ୍କ ଖାତାକୁ ୬୩ ଲକ୍ଷ ପଠାଇଥିଲେ। ଏମିତିକି ବ୍ୟାଙ୍କ ଲକରରୁ ମଧ୍ୟ ୩୭ ଲକ୍ଷ ନେଇ ଆଉ ଜମା…

ବଢ଼ିଲା ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ଅବଧି…

କଟକ: ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ଅବଧିକୁ ଆସନ୍ତା ଜାନୁଆରି ୧୭ ତାରିଖ ଯାଏଁ ବୃଦ୍ଧି କରିଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ। ପୂର୍ବରୁ ୧୯ ଡିସେମ୍ବର ଯାଏଁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଥିଲେ ହାଇକୋର୍ଟ। ଆସନ୍ତା ଜାନୁଆରି ୧୭ ତାରିଖରେ…

୨୦୨୪ ମେ’ ମାସ ସୁଦ୍ଧା ସୁବର୍ଣ୍ଣରେଖା ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ ସଂପୂର୍ଣ୍ଣ ହେବ: ୫ଟି ଅଧ୍ୟକ୍ଷ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଆଜି ମୟୂରଭଂଜ ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିବା ସହିତ ସ୍ଥାନୀୟ ଲୋକ ଏବଂ ଛାତ୍ରଛାତ୍ରୀ ମାନଙ୍କ ସହିତ ମତବିନିମୟ…

ମହାପ୍ରଭୁଙ୍କୁ ସ୍ୱର୍ଣ୍ଣାଳଙ୍କାର ଅର୍ପଣ କଲେ ଗୁଜୁରାଟର ଭକ୍ତ…

ପୁରୀ : ମହାପ୍ରଭୁଙ୍କୁ ସ୍ୱର୍ଣ୍ଣାଳଙ୍କାର ଅର୍ପଣ କରିଛନ୍ତି ଗୁଜୁରାଟର ଜଣେ ଭକ୍ତ। ଦୈନନ୍ଦିନ ବେଶରେ ଲାଗୁଥିବା ସୁବର୍ଣ୍ଣ ଚିତା ବା ତିଲକ ଦୁଇଟି ଆଜି ଶ୍ରୀମନ୍ଦିର ପ୍ରଶାସନକୁ ଅର୍ପଣ କରିଛନ୍ତି। ପ୍ରାୟ ଏକ କିଲୋ ୭୫ଗ୍ରାମ ଓଜନ ସୁନାର ମୂଲ୍ୟ ୭୫ଲକ୍ଷ ଟଙ୍କା ହେବ।…