Browsing Category

ଓଡିଶା

ଆସିଲେନି ମ୍ୟାଡାମ୍‌, ରାଗରେ ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଲେ ଲୋକେ

ଚାନ୍ଦବାଲି : ଲୋକେ ଅପେକ୍ଷା କରିଛନ୍ତି ମିଟିଙ୍ଗ ହେବ । କିନ୍ତୁ ଆସିଲେନି ମ୍ୟାଡାମ୍‌ । ଶନିବାର ହେଲାନି ତେଣୁ ସୋମବାର ହେବ କହିଥିିଲେ । ସେଥିପାଇଁ ସମସ୍ତଙ୍କୁ ନୋଟିସ ବି ହେଇଥିଲା, କିନ୍ତୁ ଠିକ୍‌ ସମୟରେ ମ୍ୟାଡାମ୍‌ ମନା କରିଦେଲେ। ଫୋନ୍‌ କଲେ ଫୋନ୍‌…

୧୦ ଡିଗ୍ରୀ ତଳେ ରାଜ୍ୟର ୧୦ ସହର…

ଶୀତରେ ଥରୁଛି ସାରା ରାଜ୍ୟ। ଧୀରେ ଧୀରେ ବଢ଼ୁଛି ଜାଡ଼ । ଗତକାଲି ରାତିରେ ୧୦ ସହରର ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସି ଆସିଥିଲା। ଗତ କିଛି ଦିନ ହେବ ରାଜ୍ୟର ଅଧିକାଂଶ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହୁଛି। ଫଳରେ ଶୀତରେ ଥରହର ହେଉଛନ୍ତି ଲୋକେ। ଗତ ରାତିରେ…

ଶିମିଳିପାଳରେ ଦୁଇ ମହାବଳ ବାଘଙ୍କ ମଧ୍ୟରେ ବଡ଼ ଲଢ଼େଇ…

ବାରିପଦା: ଲାଗିଛି ଦୁଇ ମହାବଳଙ୍କ ମଧ୍ୟରେ ଲଢେଇ । ଛକାପଞ୍ଝାରେ ରହିଛନ୍ତି ଦୁହେଁ । କିଏ ଜିତିବ ବାଜି । ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳରେ । ଶିମିଳିପାଳରେ ଦୁଇ ମହାବଳ ବାଘଙ୍କ ମଧ୍ୟରେ ହୋଇଛି ଏହି ଲଢେଇ । ଲଢେଇର ଏହି…

କୋଭିଡର ନୂଆ ସବ୍-ଭାରିଆଣ୍ଟକୁ ନେଇ ଓଡ଼ିଶାରେ ସ୍ୱାସ୍ଥ୍ୟ ବିଭାଗ ଆଲର୍ଟ…

ଭୁବନେଶ୍ୱର: ଭୟ ବଢ଼ାଇଲାଣି କୋଭିଡର ନୂଆ ସବ୍-ଭାରିଆଣ୍ଟ JN. 1 । କେରଳ ପରେ ଏବେ ଉତ୍ତର ପ୍ରଦେଶରେ ବ୍ୟାପିଲାଣି । ଗତକାଲି ଗୋଟିଏ ଦିନରେ ଦେଶରେ ମୋଟ ୩୩୫ ଜଣ ସଂକ୍ରମିତ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । କୋଭିଡରେ ୫…

ସନ୍ଦେହ ଘେରରେ ପୋଲିସ ଏଫଓଙ୍କ ମୃତ୍ୟୁ…

ରାୟଗଡା: ରାୟଗଡା ଏସପି ଙ୍କ ବାସଭବନରେ କାର୍ଯ୍ୟରତ କୁକ୍ ବା ଏଫ୍ଓ ବି. ହରିଶଙ୍କର ରାଓ ଙ୍କ ସନ୍ଦେହ ଜନକ ଭାବେ ଷ୍ଟେସନ ନିକଟରୁ ମୃତଦେହ ଉଦ୍ଧାର କରାଯାଇଛି । ତେବେ ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କିଏ ହତ୍ୟା କରିଛି ତାହା ଏଯାଏଁ ସ୍ପଷ୍ଟ ହୋଇନି । ବର୍ତ୍ତମାନ…

ଭୁବନେଶ୍ୱର ସିଆରପିଏଫ ଫ୍ଲାଏ ଓଭର ନିକଟରୁ ୬୬୦ ଗ୍ରାମ ବ୍ରାଉନସୁଗର ଜବତ, ଦୁଇ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର : ଭୁବନେଶ୍ୱର ସିଆରପିଏଫ ଫ୍ଲାଏ ଓଭର ନିକଟରୁ ୬୬୦ ଗ୍ରାମ ବ୍ରାଉନସୁଗର ଜବତ । ଦୁଇ ଅଭିଯୁକ୍ତ ଗିରଫ । ଏକ ପିକଅପ ବୋଲେରୋରେ ଅଭିଯୁକ୍ତ ଆଜମେର ଖାଁ ଓ ଶେଖ ସାଦିରୁଦ୍ଦିନ ବ୍ରାଉନସୁଗର ଚାଲାଣ କରୁଥିଲେ । ମୁଖ୍ୟତଃ ଏମାନେ ମାଛ ବେପାର ଜରିଆରେ ପାଉଡର…

ବୁଖାରୀଙ୍କୁ ରିମାଣ୍ଡରେ ନେଇ ତଦନ୍ତ କରିବ STF , ସେପଟେ ଚାକିରିରୁ ନିଲମ୍ବିତ ହେଲେ ସ୍ତ୍ରୀ…

ଯାଜପୁର: ନେଉଳପୁରରୁ ସନ୍ଦିଗ୍ଧ କାଶ୍ମୀର ଆତଙ୍କି ସୟଦ ଇଶାନ ବୁଖାରୀ ଗିରଫ ଘଟଣା, ବୁଖାରୀର ପତ୍ନୀ ସାଇନାଜ ପରବିନଙ୍କୁ ନିଲମ୍ବିତ କଲେ ଘରୋଇ ସ୍କୁଲ ଅଧ୍ୟକ୍ଷ, ସାଇନାଜ ନେଉଳପୁର ସ୍ଥିତ ମିଲତନଗର ସେଣ୍ଟ ଜାଭିୟର ସ୍କୁଲର ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟ କରୁଥିଲେ।…

ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଫେସବୁକ ଆକାଉଣ୍ଟ ହ୍ୟାକ୍

ଜୟପୁର: ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଫେସ୍‌ବୁକ୍‌ ପେଜ୍‌କୁ ହ୍ୟାକର୍ ହ୍ୟାକ୍ କରିଦେଇଛନ୍ତି। ଏନେଇ ଥାନାରେ ଏତଲା ଦେଇଥିବା ନେଇ ଫେସବୁକ୍ ରେ ସୂଚନା ଦେଇଛନ୍ତି ନିଜେ ବିଧାୟକ। Post navigation

ଗୋଟିଏ ରାତିରେ ଦୁଇ ଦୁଇଟି ମନ୍ଦିରରୁ ଚୋରୀ…

ଭଦ୍ରକ: ଗୋଟିଏ ରାତିରେ ଦୁଇ ଦୁଇଟି ମନ୍ଦିରରେ କଳାକନା ବୁଲାଇଲେ ଲୁଟେରା । ଠାକୁରଙ୍କ ଅଳଙ୍କାର ସମେତ ହୁଣ୍ଡୀ ବାକ୍ସକୁ ନେଇ ଚାଲିଗଲେ ଦୁର୍ବୃତ । ଘଟଣା ଘଟିଛି ଭଦ୍ରକ ପୁରୁଣା ବଜ଼ାର ଥାନା ନିକଟ ସନ୍ଥିଆରେ ଥିବା ସର୍ବ ପୂରାତନ ମଦନ ମୋହନ ଓ ଗୋବିନ୍ଦ ଜୀଉ ମନ୍ଦିରରେ…

ରାଉରକେଲାରେ ଡାଇରିଆରେ ଆକ୍ରାନ୍ତ ୨୦ ଜଣଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର: ଜନ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର: ରାଉରକେଲାରେ ବ୍ୟାପିଥିବା ଡାଇରିଆ ସଂପର୍କରେ ସୂଚନା ଦେଇଛନ୍ତି ଜନ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ସେ କହିଛନ୍ତି, ରାଉରକେଲାରେ ଝାଡ଼ାବାନ୍ତି ବ୍ୟାପିବା ଯୋଗୁ ବର୍ତ୍ତମାନ ସୁଦ୍ଧା ୬ ଜଣଙ୍କ ମୃତ୍ୟୁ ହୋଇଛି। ୫୯୫ ଜଣ ଆକ୍ରାନ୍ତ ହୋଇଛନ୍ତି।…