Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସମ୍ବଲପୁରରୁ ଅଯୋଧ୍ୟା ଗଲା ଆସ୍ଥା ସ୍ୱତନ୍ତ୍ର ଟ୍ରେନ, ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ସମ୍ବଲପୁର: ସମ୍ବଲପୁର ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସମ୍ବଲପୁର ଖେତରାଜପୁର ରେଳ ଷ୍ଟେସନ ଯାଇ ସମ୍ବଲପୁର-ଦର୍ଶନନଗର-ସମ୍ବଲପୁର ଆସ୍ଥା ସ୍ପେଶାଲ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଏହି ଆସ୍ଥା ସ୍ପେଶାଲ ଟ୍ରେନ ଯୋଗେ ପଶ୍ଚିମ ଓଡିଶାର ରାମଭକ୍ତ ଅଯୋଧ୍ୟା ଯାଇ!-->…
ଆସନ୍ତା ୨୨ରୁ ଢେଙ୍କାନାଳର ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା
ଢେଙ୍କାନାଳ: ଆସନ୍ତା ୨୨ ତାରିଖରୁ ଢେଙ୍କାନାଳର ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା । ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ ମେଳା। ହଜାର ହଜାର ସାଧୁସନ୍ଥଙ୍କ ସହ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ହେବ ମାଘ ମେଳାରେ । ବିଶ୍ଵର ମଙ୍ଗଳ!-->…
ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ, ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ
ବଲାଙ୍ଗିର: କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂହ ସାଲୁଜାଙ୍କୁ ହତ୍ୟା ଧମକ ଦିଆଯିବା ପ୍ରତିବାଦରେ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ । ସକାଳ ୬ଟାରୁ ସନ୍ଧ୍ୟା ୬ ଯାଏଁ ୧୨ ଘଣ୍ଟିଆ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ବନ୍ଦ ଡାକରାରୁ ଶିକ୍ଷାନୁଷ୍ଠାନ ଓ ଜରୁରୀସେବାକୁ ବାଦ୍ ଦିଆଯାଇଛି । ତେବେ!-->…
ଭୁବନେଶ୍ବରରେ ତାପମାତ୍ରା ୩୫.୬ ଡିଗ୍ରି ରେକର୍ଡ
ଭୁବନେଶ୍ବର: ବସନ୍ତ ଋତୁରେ ଗ୍ରୀଷ୍ମଋତୁର ଅନୁଭୂତି। ବସନ୍ତ ଋତୁର ପବନ ପ୍ରବାହିତ ହେବା ବଦଳରେ ଟାଣଖରାର ପ୍ରଭାବ ରହୁଛି। ଆଜି ରାଜଧାନୀ ଭୁବନେଶ୍ୱରରେ ଗ୍ରୀଷ୍ମଋତୁର ଖରା ଅନୁଭୂତ ହୋଇଛି। ଦିନ ୨ଟା ୩୦ ସୁଦ୍ଧା ଦିନ ତାପମାତ୍ରା ୩୫.୬ ଡ଼ିଗ୍ରି ରେକର୍ଡ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ!-->…
ମ୍ୟାଟ୍ରିକ ପରୀକ୍ଷା ପୂର୍ବରୁ ଜୀବନ ହାରିଲେ ଦଶମ ଶ୍ରେଣୀ ଛାତ୍ର
ବଲାଙ୍ଗିର : ପରୀକ୍ଷା ପୂର୍ବରୁ ଆତ୍ମହତ୍ୟା କଲେ ଦଶମ ଶ୍ରେଣୀର ପରୀକ୍ଷାର୍ଥୀ । ସ୍କୁଲ ହଷ୍ଟେଲର ଗାଧୁଆ ଘରେ ଝୁଲି ପଡିଲେ ଦଶମ ଶ୍ରେଣୀର ପରୀକ୍ଷାର୍ଥୀ । ଆଜି ମ୍ୟାଟ୍ରିକ ପରୀକ୍ଷା ଥିଲା । ମୃତକ ହେଲେ ତଳି ଉଡାର ଗାଁ ର ବିନାୟକ ପ୍ରଧାନ ।
ବଲାଙ୍ଗିର ବିଶ୍ୱାତ୍ମା!-->!-->!-->…
ନିର୍ବାଚନ ପୂର୍ବରୁ ଓଏଏସ୍ ସ୍ତରରେ ବଦଳି କଲେ ସରକାର
ଭୁବନେଶ୍ୱର:ଓଡ଼ିଶାରେ ଦେଖିବାକୁ ମିଳୁଛି ବଦଳିର ରୂପ। ରାଜ୍ୟସରକାର କରୁଛନ୍ତି ବିଭିନ୍ନ ପରିବର୍ତ୍ତନ। ସାଧାରଣ ନିର୍ବାଚନ ପାଇଁ ହାତରେ ଦିନ କେଇଟା ରହିଥିବା ବେଳେ ଏହାର ଠିକ୍ ପୂର୍ବରୁ ୨୫ଜଣ ଓଏଏସ୍ ଅଫିସରଙ୍କ ବଦଳି ହୋଇଛି। ଏହି ସମସ୍ତ ଅଫିସରଙ୍କୁ ବିଭିନ୍ନ ସ୍ଥାନରେ ବିଡିଓ ଓ ତହସିଲଦାର!-->…
ଭାଇ ରୁ ନେତା ହୋଇ ଟିକେଟ ଲବିରେ ଥିବା ଭାଇ ମାନଙ୍କୁ ଜାତୀୟ ସୁରକ୍ଷା ଆଇନ ଭୟ ଘାରିଛି….!
ଦୁର୍ଦ୍ଧାନ୍ତ ଅପରାଧୀ ସୁଲତାନ କୁ ଜାତୀୟ ସୁରକ୍ଷା ଆଇନ ଲାଗିବାପରେ,…..
ଵ୍ରହ୍ମପୁର: ୨୦-୨ ଗଞ୍ଜାମ ଜିଲ୍ଲାର ଅନେକ ବିଧାନସଭା ନିର୍ବାଚନ ମଣ୍ଡଳୀ ରେ ଭାଇ ରୁ ନେତା ହୋଇଛନ୍ତି। ଏବେ ଆଗାମୀ ସାଧରଣ ନିର୍ବାଚନ ରେ ବିଭିନ୍ନ ରାଜନୈତିକ ଦଳରେ ସମ୍ପୃକ୍ତ ରହିବା ପରେ ଟିକେଟ ଲବି କରି ଗୋଦି!-->!-->!-->…
‘‘ଭବିଷ୍ୟତ ଲାଗି ଯୁବପିଢ଼ିଙ୍କୁ ପ୍ରସ୍ତୁତ କରିବାକୁ ହେବ’’: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ‘ନୂଆ ଓଡ଼ିଶା’ କାର୍ଯ୍ୟକ୍ରମ ଅଧୀନରେ ଭୁବନେଶ୍ୱରଠାରେ ଆୟୋଜିତ ହୋଇଛି ଦୁଇଦିନିଆ ‘ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ’। ସୋମବାର ଦିନ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ଏଭଳି ପଦକ୍ଷେପ ରାଜ୍ୟର!-->…
ଚାକିରି ଦେବା ନାଁରେ ଠକେଇ, ୩ ଅଭିଯୁକ୍ତ ଗିରଫ
ବ୍ରହ୍ମପୁର : ଚାକିରି ଦେବା ନାଁରେ ଠକେଇ, ୩ ଗିରଫ । ବିଶାଖାପାଟଣାରୁ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ବ୍ରହ୍ମପୁର ଗୋଷାଣୀନୂଆଗାଁ ପୋଲିସ । ଅଭିଯୁକ୍ତଙ୍କୁ ଠାରୁ ୯୨ଟି ପାସପୋର୍ଟ, ୨୦ଟି ଟୁରିଷ୍ଟ ଭିସା ଜବତ ହୋଇଛି । କେନିଆରେ ଚାକିରି କରାଇଦେବାକୁ କହି ଖଲ୍ଲିକୋଟ ସହ ବିଭିନ୍ନ!-->…
ଫେବୃଆରୀ ୨୧ ରେ ନବୀନ ନିବାସ ଘେରିବ ମହିଳା କଂଗ୍ରେସ
ଭୁବନେଶ୍ୱର: ବିଜେଡ଼ି ଶାସନରେ ରାଜ୍ୟରେ ମହିଳାମାନେ ଅସୁରକ୍ଷିତ ଓ ମହିଳାଙ୍କ ପ୍ରତି ହିଂସା ଓ ଅତ୍ୟାଚାର ଦିନକୁ ଦିନ ବଢ଼ିବାରେ ଲାଗିଛି ଏବଂ ଆଜିର ଦିନରେ ସାରା ଦେଶରେ ମହିଳାଙ୍କ ଉପରେ ହେଉଥିବା ହିଂସାତ୍ମକ ଆଚରଣରେ ଓଡ଼ିଶା ପ୍ରଥମ ସ୍ଥାନ ଅଧିକାର କରିଛି । ନବୀନ ସରକାରରେ ରାଜ୍ୟର!-->…