Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବିଜେଡି ସରକାରର କଳାକାରନାମାକୁ ଲୋକଙ୍କ ସାମ୍ନାକୁ ଆଣିବୁ: ବିଜୟ ପଟ୍ଟନାୟକ
ଭୁବନେଶ୍ବର: କଂଗ୍ରେସ ରାଜ୍ୟସଭା ସାଂସଦ ଧୀରଜ ସାହୁଙ୍କ ଘରୋଇ ସମ୍ପତ୍ତି ଜବତ ହେବା ଘଟଣା ଉପରେ କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ବିଭିନ୍ନ ଲୋକ…
ପଶ୍ଚିମ ଓଡ଼ିଶା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ପଶ୍ଚିମ ଓଡ଼ିଶା ପାଇଁ ବିଜେଡି ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିଛି। ଦୁଇଦିନ ଧରି ପଶ୍ଚିମ ଓଡ଼ିଶାକୁ ନେଇ ମାରାଥନ ବୈଠକ ହୋଇଛି। ଗତକାଲି ନବୀନ ନିବାସରେ ପଶ୍ଚିମ…
ବିଜେଡି ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ: ଲଗାତାର ସଫଳତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଶ୍ରେୟ ଦେଲେ ନେତା
ଭୁବନେଶ୍ୱର: ରାଜ୍ୟ ବିଜୁ ଜନତା ଦଳର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆଜି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶଙ୍ଖ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ବିଜୁ ବାବୁଙ୍କର ଫଟୋଚିତ୍ରରେ ପ୍ରଥମେ ଶ୍ରଦ୍ଧା ସୁମନ ଅର୍ପଣ ଓ ବନ୍ଦେ ଉତ୍କଳ…
ଜାନୁଆରୀ ପହିଲାରୁ ଗାଡ଼ିରେ ଲାଗିବ VLTD
ଭୁବନେଶ୍ବର : ୨୦୨୪ ଜାନୁଆରୀ ପହିଲାରୁ ପଞ୍ଜିକୃତ ହେବାକୁ ଥିବା ସମସ୍ତ ନୂଆ ଯାତ୍ରୀବାହୀ ଗାଡ଼ିରେ ଭେହିକିଲ୍ ଲୋକେସନ୍ ଟ୍ରାକିଂ ଡିଭାଇସ୍ (VLTD) ଲାଗିବ। ଏନେଇ ଆଜି ରାଜ୍ୟ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ…
ଟ୍ଵିନସିଟିରେ ଆରମ୍ଭ ହେଲା ବିକଶିତ ଭାରତ ସଂକଳ୍ପ ଯାତ୍ରା…
ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଆଜି ଠାରୁ ଆରମ୍ଭ ହୋଇଛି ବିକଶିତ ଭାରତ ସଂକଳ୍ପ ଯାତ୍ରା । ପ୍ରଥମ ଦିନରେ ବଡ଼ଗଡ଼ ଠାରେ ସଂକଳ୍ପ ଯାତ୍ରା ସଚେତନତା ବାହନ ପହଞ୍ଚିଥିଲା । ଭୁବନେଶ୍ୱର ମହାନଗର ନିଗମ ଡେପୁଟି ମେୟର ମଞ୍ଜୁଲତା କହଁର ଯାତ୍ରାକୁ ଶୁଭାରମ୍ଭ କରିଥିଲେ।
ବଡ଼ଗଡ଼…
ହତ୍ୟା ଧମକ ପରେ ବିରୋଧୀଙ୍କୁ ଚାଲେଞ୍ଜ ଦେଲେ ଅର୍ଚ୍ଚନା ନାଗ…
ଭୁବନେଶ୍ୱର : ମୁଁ ମରିବି ପଛେ ଡରିବିନି । ମୁଁ ଧର୍ମକୁ ବିଶ୍ୱାସ କରେ । ମୁଁ ଧର୍ମରେ ରହିଛି । ମୋର ଅଧର୍ମ କେବେ କିଛି କ୍ଷତି କରିପାରିବ ନାହିଁ । ସତ୍ୟ ମୋର ଶକ୍ତି ଏବଂ ଶକ୍ତି ମୋର ଅସ୍ତ୍ର । ସାହାସ ଅଛି ତ ସାମ୍ନାକୁ ଆସ, ମୋତେ ମୁକାବିଲା କର । ମୁଁ…
ଆସନ୍ତାକାଲିଠାରୁ ଶ୍ରୀଲିଙ୍ଗରାଜ ମନ୍ଦିରରେ ସକାଳୁ ମିଳିବ ଅବଢ଼ା…
ଭୁବନେଶ୍ୱର: ଶନିବାରଠାରୁ ଶ୍ରୀଲିଙ୍ଗରାଜ ମନ୍ଦିରରେ ସକାଳୁ ମିଳିବ ଅବଢ଼ା । ଶ୍ରଦ୍ଧାଳୁମାନେ ସକାଳ ୯ଟାରେ ଆନନ୍ଦବଜାରରୁ ଅବଢ଼଼ା କିଣିପାରିବେ। ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପୌଷ ମାସ ଉପଲକ୍ଷେ ସର୍ବସାଧାରଣ ଏହି ଭୋଗ ପାଇପାରିବେ।…
ମାଛ ଓ ମାଂସ ଦୋକାନରେ ସିଏମସିର ଚଢ଼ାଉ…
କଟକର ରାସ୍ତାକଡ଼ରେ ଥିବା ମାଛ ଓ ମାଂସ ଦୋକାନରେ ସିଏମସି ପକ୍ଷରୁ ଚଢ଼ାଉ କରାଯାଇଛି। ବିଜୁପଟ୍ଟନାୟକ ଛକ ସହ ବିଭିନ୍ନ ଛକରେ ସିଏମସି ଏନଫୋର୍ସମେଣ୍ଟ ଟିମ୍ ଏହି ଚଢ଼ାଉ କରିଛି। ସିଏମସି ଡେପୁଟି କମିଶନରଙ୍କ ନେତୃତ୍ୱରେ ଏହି ଚଢ଼ାଉ କରଯାଇଛି।
ଚଢ଼ାଉ ବେଳେ ମାଂସ ସହ ମାଂସ…
ରାଜଧାନୀରେ ଗର୍ଜିଲେ ବେକାର ଯୁବକ-ଯୁବତୀ…
ଭୁବନେଶ୍ବର : ରାଜଧାନୀରେ ଗର୍ଜିଲେ ବେକାର ଯୁବକ-ଯୁବତୀ । ସମସ୍ତଙ୍କ ମୁହଁରେ ଗୋଟିଏ ପ୍ରଶ୍ନ ଥିଲା କେବେ ମିଳିବ ସ୍ଥାୟୀ ନିଯୁକ୍ତି । ଦୀର୍ଘ ଦିନ ହେବ ବେକାର ଯୁବକ-ଯୁବତୀ ମାନେ ସ୍ଥାୟୀ ନିଯୁକ୍ତି ଲାଗି ଦାବି କରିଆସୁଛନ୍ତି । ହେଲେ ସରକାର ନିଦା…
ବି ରାଧିକା ନିଯୁକ୍ତି ବୋର୍ଡର ଅଧ୍ୟକ୍ଷ ନିଯୁକ୍ତ…
ଭୁବନେଶ୍ୱର: ଭାରତୀୟ ପୋଲିସ ସେବା (ଆଇପିଏସ) କ୍ୟାଡରର ଏକ ସାମାନ୍ୟ ପରିବର୍ତ୍ତନ ହୋଇଛି। ରାଜ୍ୟ ସରକାର ଶୁକ୍ରବାର ଦିନ ବି. ରାଧିକାଙ୍କୁ ପୋଲିସ ନିଯୁକ୍ତି ବୋର୍ଡର ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଛନ୍ତି। ବର୍ତ୍ତମାନର ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ସୁନୀଲ କୁମାର…