Browsing Category

ଓଡିଶା

ବିଭିନ୍ନ ରାଜନୈତିକ ଦଳ ନେତାଙ୍କ ସହ ଆଲୋଚନା କଲେ ମୁଖ୍ୟ ନିର୍ବାଚନ କମିଶନର

ଭୁବନେଶ୍ବର: ଭୁବନେଶ୍ୱରରେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର । ତିନି ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ମୁଖ୍ୟ ନିର୍ବାଚନ କମିସନରଙ୍କ ସହ ୮ ଜଣିଆ ପ୍ରତିନିଧି ଦଳ । ଗସ୍ତ ସମୟରେ ବିଭିନ୍ନ ରାଜନୈତିକ ଦଳକୁ ଭେଟିଲେ ନିର୍ବାଚନ କମିଶନ । ଚାଲିଛି ନିର୍ବାଚନ ପ୍ରସ୍ତୁତି ସମୀକ୍ଷା । …

ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ

ମାଲକାନଗିରି : ପୋଲିସ-ମାଓବାଦୀ ଗୁଳି ବିନିମୟ । ଛତିଶଗଡ଼ର ଦାନ୍ତେୱାଡା ଓ ବିଜାପୁର ସୀମାନ୍ତରେ ଗୁଳି ବିନିମୟ ଜାରି ରହିଛି। DRG ଓ CRPF ଯବାନ କମ୍ବିଂ ଅପରେସନ ଚଳାଇଥିବା ବେଳେ ଗମପୁର ଜଙ୍ଗଲରେ ବଡ଼ ଧରଣର ମାଓ କ୍ୟାମ୍ପ ଠାବ କରିଥିଲେ। ଚଢାଉ ବେଳେ ପୋଲିସ ଉପରକୁ ଫାୟାରିଂ…

ଗିରଫ ହେଲେ କୋଟିପତି ଆରଟିଓ ବସନ୍ତ ମହାପାତ୍ର

ବୌଦ୍ଧ: ବୌଦ୍ଧର କୋଟିପତି ଆରଟିଓ ବସନ୍ତ ମହାପାତ୍ର ଗିରଫ । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବସନ୍ତଙ୍କୁ ଗିରଫ କରିଛି ଭିଜିଲାନ୍ସ । ଗତକାଲି ଆରଟିଓ ବସନ୍ତଙ୍କ ପୈତୃକ ଘର ଗଞ୍ଜାମ, ବୌଦ୍ଧ ଆରଟିଓ ଅଫିସ୍ ଓ ଭୁବନେଶ୍ୱରର ଅନେକ ସ୍ଥାନରେ ଚଢାଉ କରିଥିଲା ଭିଜିଲାନ୍ସ । ଚଢାଉ ବେଳେ…

ଗ୍ୟାସ ସିଲିଣ୍ଡର ଫାଟି ବିସ୍ଫୋରଣ ଘଟଣା, ମୃତ୍ୟୁ ସଂଖ୍ୟା ୪ ଛୁଇଁଲା

ବଲାଙ୍ଗିର ଜିଲ୍ଲା ବେଲପଡ଼ା ଥାନା କାନୁଟ ଗାଁ ଉପରପଡ଼ାରେ ଗତ ୧୦ ତାରିଖରେ ଗ୍ୟାସ ସିଲିଣ୍ଡର ଫାଟିବା ଘଟଣାରେ ମୃତ୍ୟୁ ସଂଖ୍ୟା ୪ ଛୁଇଁଲାଣି। ଏହି ବିସ୍ଫୋରଣରେ ସମୁଦାୟ ୬ ଜଣ ଗୁରୁତର ହୋଇଥିଲେ। ମୃତକଙ୍କ ମଧ୍ୟରେ ମା’, ପୁଅ, ଖୁଡ଼ି ଓ ଜଣେ ପଡ଼ୋଶୀ ଥିବା ଜଣାଯାଇଛି। …

୭ ବର୍ଷର ନାବାଳିକାକୁ ୩ ଦୁର୍ବୃତ୍ତ ଗଣଦୁଷ୍କର୍ମ କରିଥିବା ଅଭିଯୋଗ

କଟକ : ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ । ୭ ବର୍ଷର ନାବାଳିକାକୁ ୩ ଦୁର୍ବୃତ୍ତ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏନେଇ କଟକ ମଧୁପାଟଣା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ନାବାଳିକାଙ୍କ ମାଆ । ସରସ୍ୱତୀ ପୂଜା ଦିନ ଏହି ଅମାନୁଷିକ ଘଟଣା ଘଟିଛି । SCBରେ…

ଦୁଇ ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା ଅଜଣାଗାଡ଼ି

ଦୁଇ ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା ଅଜଣାଗାଡ଼ି। ଘଟଣାସ୍ଥଳରେ ଉଭୟଙ୍କର ମୃତ୍ୟୁ ଘଟିଛି। ବଲାଙ୍ଗିର-ସୋନପୁର ରାଜରାସ୍ତାର ମଳମୁଣ୍ଡା ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତକ ହେଲେ ଖଗେଶ୍ୱର ଦୀପ ଓ ତାଲପାଲି ଗାଁର ସଚିକାନ୍ତ ନାଗ। ଗତକାଲି ରାତିରେ ଖଗେଶ୍ୱର ଓ ସଚିକାନ୍ତ ଏକ ବାଇକରେ…

ମାର୍ଚ୍ଚ ୧ରେ କଟକ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

କଟକ  : କଟକ ଆସିବେ ମହାମହିମ । ମାର୍ଚ୍ଚ ୧ରେ କଟକ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗଦେବେ । ମାର୍ଚ୍ଚ ୧ର ଇଣ୍ଡୋର ଷ୍ଟାଡିୟମରେ ଆୟୋଜିତ ହେବ କାର୍ଯ୍ୟକ୍ରମ । ଅପରାହ୍ନ ସାଢ଼େ ୪ଟାରୁ ୫ଟା ୩୦…

ଆଜି ମାଘ ସପ୍ତମୀ; ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ

ପୁରୀ: ଆଜି ପବିତ୍ର ମାଘ ସପ୍ତମୀ। ବଡି ଭୋରୁ ହଜାର ହଜାର ଶ୍ରଦ୍ଧାଳୁ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ବୁଡ଼ ପକାଇଛନ୍ତି। ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ମାଘ ସପ୍ତମୀ ବୁଡ଼ ପକାଇବା ପାଇଁ ଗତକାଲି ଅପରାହ୍ନରୁ ମେଳା ପଡ଼ିଆରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲେ।…

ନୟାଗଡ଼ ଜିଲ୍ଲାରେ ଜାଲ ଭୋଟର ତାଲିକା ନେଇ ବଢୁଛି ବିବାଦ…

ନୟାଗଡ : ନୟାଗଡ଼ ଜିଲ୍ଲାରେ ଜାଲ ଭୋଟର ସଂକ୍ରାନ୍ତରେ ଖବର ପ୍ରକାଶନ ପରେ ଏହାକୁ ନେଇ ଏବେ ରାଜନୀତି ସରଗରମ ହୋଇ ଉଠିଛି । ବିଜେପି ନେତ୍ରୀ ପ୍ରତ୍ୟୁଷା ରଜେଶ୍ଵରୀ ସିଂହ ଜିଲ୍ଲାପାଳଙ୍କୁ ସାକ୍ଷାତ୍ କରି ତଦନ୍ତ ଦାବି କରିଛନ୍ତି । ନୟାଗଡ଼ ଜିଲ୍ଲାରେ ତିନି ବର୍ଷରୁ ଉର୍ଦ୍ଧ୍ବ ସମୟ ଧରି…

କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତିଙ୍କ ପିତାଙ୍କ ଦେହାନ୍ତ

କଟକ : ବିଶିଷ୍ଟ ଶିକ୍ଷାବିତ୍ ତଥା କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତିଙ୍କ ବାପା ଅଭୟ ମହାନ୍ତିଙ୍କ ଦେହାନ୍ତ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ଦୀର୍ଘ ଦିନ ଧରି ସେ କିଡନୀ…