Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
୨୯ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ
ଭୁବନେଶ୍ୱର: ଆସନ୍ତା ୨୯ ତାରିଖରେ ଓଡ଼ିଶା ଆସିପାରନ୍ତି ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ମୟୂରଭଞ୍ଜ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ କିଚକେଶ୍ୱରୀଙ୍କୁ ଦର୍ଶନ କରିବେ । ଦିନ ୧୦ଟା ୧୦ରୁ ୧୦ଟା ୪୦ ମଧ୍ୟରେ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ଏନେଇ!-->…
କଳାକାରମାନଙ୍କ ସହାୟତା ରାଶି ୨୦୦୦ ଟଙ୍କାକୁ ବୃଦ୍ଧି କଲେ ରାଜ୍ୟ ସରକାର
ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ପୁଣି ଏକ ବଡ଼ ଘୋଷଣା କରିଛନ୍ତି। ଗତକାଲି ‘ମମତା ଯୋଜନା’ରେ ପରେ ଆଜି କଳାକାର ସହାୟତା ରାଶି ବୃଦ୍ଧି କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ କଳାକାର ସହାୟତା ରାଶି ମାସିକ ୧୨୦୦ରୁ ୨୦୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି।!-->…
ବିଶ୍ୱର ବଡ଼ବଡ଼ ଆଇଟି କମ୍ପାନି ଓଡ଼ିଶାରେ ସେମାନଙ୍କର କମ୍ପାନି ପ୍ରତିଷ୍ଠା କରୁଛନ୍ତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ବିଶ୍ୱର ବଡ଼ବଡ଼ ଆଇଟି କମ୍ପାନି ଓଡ଼ିଶାରେ ସେମାନଙ୍କର କମ୍ପାନି ପ୍ରତିଷ୍ଠା କରୁଛନ୍ତି। କ୍ରୀଡ଼ା ଓ ବିପର୍ୟ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶା ସୁନାମ ଅର୍ଜନ ଆଣୁଛି। ଆମର ୫-ଟି ଉପକ୍ରମ ଶିକ୍ଷା-ସ୍ୱାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ବ୍ୟାପକ ରୂପାନ୍ତର ଆଣିଛି। ଶ୍ରୀମନ୍ଦିର!-->…
ଓଲଟିଲା ଯାତ୍ରୀବାହୀ ବସ୍, ୧୦ରୁ ଉର୍ଦ୍ଧ୍ବ ଆହତ
ଭୁବନେଶ୍ବର : ଗୋପାଳପୁରରେ ଓଲଟିଲା ଯାତ୍ରୀବାହୀ ବସ୍ । ୧୦ରୁ ଉର୍ଦ୍ଧ୍ବ ଆହତ । ପେଟ୍ରୋଲ ପମ୍ପ ନିକଟରେ ଯାତ୍ରୀବାହୀ ବସ୍ ଓଲଟିଲା । ଭୁବନେଶ୍ବରରୁ କଟକ ଯାଉଥିଲା ଯାତ୍ରୀବାହୀ ବସ୍ । ବର୍ତ୍ତମାନ ସୁଦ୍ଧା ମୋଟ ୧୧ ଜଣ ଏସ ସି ବି ରେ ଭର୍ତ୍ତି ହୋଇଛନ୍ତି। ଏହା ଭିତରେ ଜଣେ ବ୍ୟକ୍ତିଙ୍କର!-->…
ବାଘ ଛାଲ ଜବତ ଘଟଣା, ୭ ଗିରଫ, ଏବେବି ୬ ଅଭିଯୁକ୍ତ ଫେରାର
କଟକ: କଟକ ନେତାଜୀ ବ୍ରିଜ୍ ପାଖରୁ ବାଘ ଛାଲ ଜବତ ଘଟଣାରେ ୭ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ । ଗଜପତି ଜିଲ୍ଲାରୁ ୫ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଗଂଜାମ ଜିଲ୍ଲାରୁ ୨ ଜଣ ଗିରଫ ହୋଇଛନ୍ତି । ଏବେବି ୬ଜଣ ଅଭିଯୁକ୍ତ ଫେରାର ରହିଛନ୍ତି । ସେମାନଙ୍କୁ ଧରିବା ପାଇଁ ଯୋଜନା କରୁଛି ପୋଲିସ ।
!-->!-->…
ରାଜ୍ୟସଭା ନିର୍ବାଚନ: ଆସନ୍ତାକାଲି ନାମାଙ୍କନ ଦାଖଲ କରିବେ ଅଶ୍ୱିନୀ ବୈଷ୍ଣବ
ଭୁବନେଶ୍ବର: କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁଣି ଓଡ଼ିଶାରୁ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି। ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ରେଳମନ୍ତ୍ରୀ ନାଁରେ ମୋହର ମାରିଛି। ଭାରତୀୟ ଜନତା ପାର୍ଟି ଏନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛି। ଅଶ୍ୱିନୀ ବୈଷ୍ଣବ ଆସନ୍ତାକାଲି!-->…
ଶ୍ରୀଜିଉଙ୍କୁ ଦର୍ଶନ ସହ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପରିଦର୍ଶନ କଲେ ୫-ଟି ସଚିବ
ପୁରୀ: ପୁରୀ ଗସ୍ତରେ ୫-ଟି ତଥା ନବୀନ ଓଡିଶା ଅଧକ୍ଷ ଭିକେ ପାଣ୍ଡିଆନ । ଆଜି ପବିତ୍ର ସରସ୍ବତୀ ପୂଜା ଅବସରରେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରି ଆଶିଷ ଲାଭ କରିଛନ୍ତି ୫-ଟି ସଚିବ । ଏହି ସମୟରେ ନବ ନିର୍ମିତ ପରିକର୍ମାପ୍ରକଳ୍ପ ମାର୍ଗ ବୁଲି ଦେଖିଛନ୍ତି । ଏହାସହ ପରିକ୍ରମା ମାର୍ଗରେ!-->…
ଚାଲାଣ ପୂର୍ବରୁ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର; କାର ଜବତ, ୨ ଅଭିଯୁକ୍ତ ଗିରଫ
ଭୁବନେଶ୍ବର/ବାମରା: ଦିନକୁ ଦିନ ଜଙ୍ଗଲ ଅବକ୍ଷୟ ହେବାକୁ ଯାଉଥିବା ବେଳେ ବନ୍ୟପ୍ରାଣୀମାନେ ମଧ୍ୟ ବିପଦରେ ପଡୁଛନ୍ତି। ବନ୍ୟପ୍ରାଣୀମାନେ ଶିକାରୀମାନଙ୍କ ନଜରରେ ରହୁଛନ୍ତି। ସମ୍ବଲପୁର ଜିଲ୍ଲା ପୁଲିସ ଓ ବାମରା ବନ ବିଭାଗର ସହଯୋଗରେ ସ୍ପେଶାଲ ଟାକ୍ସ ଫୋର୍ସ (ଏସ୍ଟିଏଫ୍) ଚଢ଼ଉ କରି ଏକ!-->…
ଓଡ଼ିଶାରୁ ପୁଣି ଥରେ ରାଜ୍ୟସଭା ନିର୍ବାଚନ ଲଢ଼ିବେ ଅଶ୍ୱିନୀ ବୈଷ୍ଣବ
ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ପ୍ରାର୍ଥୀ କରିଛି ବିଜେପି। ଶାସକ ବିଜେଡି ସମର୍ଥନରେ ୨୦୧୯ରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିବା ବୈଷ୍ଣବ ପୁଣିଥରେ ଦ୍ବିତୀୟ ଥର ପାଇଁ ପ୍ରାର୍ଥୀ ହେବେ।
ବିଜେପିର ଅନେକ ବିଧାୟକ ଭୁବନେଶ୍ୱରରେ ପହଂଚିଛନ୍ତି!-->!-->!-->…
ଶେରଗଡ଼ ଗ୍ରାମପଞ୍ଚାୟତକୁ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଶେରଗଡ଼ ଗ୍ରାମପଞ୍ଚାୟତକୁ ଏନଏସି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିସହ ଶେରଗଡ଼ ନିର୍ବାଚନମଣ୍ଡଳୀରେ ୩୦୦ କୋଟିର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ!-->…