Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଭୁବନେଶ୍ୱରରେ ଉଦଘାଟିତ ହେଲା EY ଟେକ୍ନୋଲୋଜି ହବ୍…
ଭୁବନେଶ୍ବର: ରାଜ୍ୟର ଆଇଟି ଇକୋସିଷ୍ଟମକୁ ଆହୁରି ବିସ୍ତାର କରିବା ଉଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚନ୍ଦକା ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟର ଓ-ହବରେ EY ଟେକ୍ନୋଲୋଜି ହବ ଉଦଘାଟନ କରିଛନ୍ତି।ଉଦଘାଟନ ଉତ୍ସବରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ଥିଲେ।
ଆଇଟି ମନ୍ତ୍ରୀ…
ଛତିଶା ନିଯୋଗ ବୈଠକ ଶେଷ, ଶ୍ରୀମନ୍ଦିର ଐତିହ୍ୟକୁ ନେଇ ହେବ ଲେଜର ଶୋ’
ପୁରୀ: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବସିଥିବା ଛତିଶା ନିଯୋଗ ବୈଠକ ଶେଷ ହୋଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ଆଗାମୀ ଜାନୁୟାରୀ ୧୭ ତାରିଖରେ ଲୋକାର୍ପିତ ହେବାକୁ ଥିବା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମ୍ପର୍କରେ ଆଲୋଚନା…
ଭିଜିଲାନସ ଜାଲରେ ଫରେଷ୍ଟ ଗାର୍ଡ ଓ ଜଗୁଆଳି…
ଝାରସୁଗୁଡା : ଭିଜିଲାନସ ଜାଲରେ ଫରେଷ୍ଟ ଗାର୍ଡ ଓ ଜଗୁଆଳି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଗଛ କଟା ପରିମିସନ ପାଇଁ ନେଉଥିଲେ ୧୫ ହଜାର ଟଙ୍କା।
ଝାରସୁଗୁଡା ଜିଲ୍ଲା ବେଲପାହାଡ଼ ରେଞ୍ଜ ବନ୍ଧବାହାଲ କାର୍ଯ୍ୟାଳୟରେ…
ଏବେ ବେନାମୀ ସଂପତ୍ତି ଓ ଆୟର ଉତ୍ସ ନେଇ ଖୋଳତାଡ଼…
ଭୁବନେଶ୍ବର: ବଲାଙ୍ଗୀର, ଟିଟିଲାଗଡ଼, ସମ୍ବଲପୁର ଓ ସୁନ୍ଦରଗଡ଼ ଏସବିଆଇରେ ଟଙ୍କା ଗଣତି ଶେଷ ହୋଇଛି। ଟଙ୍କା ଗଣିଗଣି ନାକେଦମ ହୋଇପଡ଼ିଛନ୍ତି ଏସବିଆଇ ଅଧିକାରୀ ଓ କର୍ମଚାରୀ। ୫ ଦିନ ଧରି ଚଢ଼ଉ ପରେ ଝାରଖଣ୍ଡ ରାଜ୍ୟସଭା ଏମପି ଧୀରଜ ସାହୁ ଓ ତାଙ୍କ ସହଯୋଗୀଙ୍କ ବିଭିନ୍ନ…
ତେଲିଆ ମାଛର ଦାମ୍ ୨୦ଲକ୍ଷରୁ ଉର୍ଦ୍ଧ୍ବ
ପାରାଦୀପ : ପାରାଦୀପ ସମୁଦ୍ରରୁ ଧରା ହେଲା ବିରଳ ଦାମୀ ମାଛ। ଧରାଯାଇଥିବା ୧୭ଟି ମାଛକୁ ପ୍ରାୟ ୨୦ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାରେ ନିଲାମ କରାଯାଇଛି । ଯାହାର ଓଜନ ୩ କ୍ଵିଣ୍ଟାଲରୁ ଅଧିକ ରହିଛି। ସେହି ମାଛର ନାଁ ରହିଛି ତେଲିଆ ବୋରେଇ ।ଏହି ମାଛମାନେ ଗଭୀର…
ପୁରୀରେ ଏନ୍କାଉଣ୍ଟର, ପୁଲିସ୍ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଆହତ
ପୁରୀରେ ଆଜି ହୋଇଛି ଏନ୍କାଉଣ୍ଟର। ଏଥିରେ ଆହତ ହୋଇଛି ଦୁର୍ଦ୍ଦାନ୍ତ ଅପରାଧୀ ସନ୍ତୁ ବାରିକ। ତା’ ଗୋଡ଼ରେ ଗୁଳି ବାଜିଛି। ତାକୁ ପୁରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କିଛି ଦିନ ତଳେ ଝିଲି ସାହୁ ନାମକ ଜଣେ ମହିଳାଙ୍କୁ ଗୁଳି କରି ଫେରାର ହୋଇଯାଇଥିଲା ସନ୍ତୁ।…
ମହୁମାଛି ଆକ୍ରମଣରେ ୨ ମୃତ…
ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା କାଦୁଆ ଗାଁରେ ଅଭାବନୀୟ ଘଟଣା । ମହୁମାଛି ଆକ୍ରମଣରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ମାନେ ହେଲେ କାଦୁଆ ଗାଁର ଝୁମର ସେଠୀ ଏବଂ ମାୟାଧର ଦେହୁରୀ ।
ସୂଚନା ମୁତାବକ, ମାୟାଧର ଗାଁ ପାଖ ନିଜ ଚାଷ ଜମିରୁ ଘରକୁ…
ଦେହରେ ନିଆଁ ଲଗାଇ ଜୀବନ ହାରିଲେ ଛାତ୍ରୀ..!
ଭଞ୍ଜନଗର: ଦେହରେ ନିଆଁ ଲଗାଇ ଜୀବନ ହାରିଲେ ଛାତ୍ରୀ । ଭଞ୍ଜନଗର କୋଟିନଡା ଥାନା ଅର୍ନ୍ତଗତ ଭେଟନଇ ଗାଁର ଘଟଣା । ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଥିବା ସନ୍ଦେହ କରାଯାଉଛି । ତେବେ ଏଯାଏ କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ କୋଟିନଡା ଥାନା ପୋଲିସ ପହଞ୍ଚି ତଦନ୍ତ…
ଆଜିଠାରୁ ଶ୍ରୀମନ୍ଦିରରେ ଦେବ ଦୀପାବଳି…
ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ପାଳିତ ଦେବ ଦୀପାବଳି। ମାର୍ଗଶୀର ମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ତିଥିରେ ଦେବ ଦୀପାବଳୀ ନୀତି ଆରମ୍ଭ ହେବ। ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦ ତିନି ଦିନ ଧରି ଏହା ଅନୁଷ୍ଠିତ ହେବ। ଏହି ଅବସରରେ ମହାପ୍ରଭୁ ପିତୃପୁରୁଷଙ୍କୁ ପିଣ୍ଡଦାନ…
ଭୁବନେଶ୍ୱର ଲିଙ୍ଗରାଜ ଥାନା ହାଟ ସାହିରେ ଏଟିଏମ ତାଡି ଲୁଟିନେଲେ ୧୫ଲକ୍ଷ ଟଙ୍କା…
ଭୁବନେଶ୍ୱର : ଏଟିଏମ ତାଡି ଲୁଟିନେଲେ ୧୫ଲକ୍ଷ ଟଙ୍କା । ଭୁବନେଶ୍ୱର ଲିଙ୍ଗରାଜ ଥାନା ହାଟ ସାହିରେ SBI ଏଟିଏମ ତାଡି ଲୁଟ । ବିଳମ୍ବିତ ରାତିରେ ଗ୍ୟାସ କଟରରେ କାଟି ଲୁଟିନେଲେ ଲକ୍ଷାଧିକ ଟଙ୍କା । ଘଟଣାସ୍ଥଳରେ ଲିଙ୍ଗରାଜ ଥାନା ପୋଲିସ ଦ୍ୱାରା ଛାନବିନ୍ ଜାରି ।…