Browsing Category

ଓଡିଶା

ଟ୍ରେନ୍‌ ଧକ୍କାରେ ଚାଲିଗଲା ନାବାଳକଙ୍କ ଜୀବନ…

ଭୁବନେଶ୍ୱର : ଗୁଡି ଉଡାଇବା ହେଲା କାଳ । ଟ୍ରେନ ଧକ୍କାରେ ଗଲା ନାବାଳକଙ୍କ ଜୀବନ । ମୃତକ ଭୁବନେଶ୍ୱର ଶହୀଦନଗର ଶାନ୍ତିପାଲ୍ଲୀ ବସ୍ତିର ତପନ ସାହୁଙ୍କ ୧୪ ବର୍ଷୀୟ ପୁଅ ସୂର୍ଯ୍ୟକାନ୍ତ ପାତ୍ର । ସୂର୍ଯ୍ୟ ନବମ ଶ୍ରେଣୀରେ ପାଠ ପଢୁଥିଲେ । ଖବର ଅନୁଯାୟୀ, ଶନିବାର…

ଦୁର୍ନୀତିର ଗନ୍ଧ ବାରି ବିଜେଡି ଓ କଂଗ୍ରେସ ଉପରେ ପ୍ରଶ୍ନ ଉଠାଇଲା ବିଜେପି…

ଭୁବନେଶ୍ୱର: ସାରା ଓଡ଼ିଶା ଓ ପଡୋଶୀ ରାଜ୍ୟମାନଙ୍କରେ ଚାଲିଥିବା ଆୟକର ଚଢ଼ଉରେ ୩୦୦ କୋଟି ଟଙ୍କାର ବେଆଇନ ଅର୍ଥ ଜବତ ହୋଇଥିବା ଜଣାପଡ଼ିଛି। ଏବେ ଏହାକୁ ନେଇ ତେଜିଛି ରାଜନୀତି। ବିଜେଡି ଓ କଂଗ୍ରେସ ଏହି ଦୁର୍ନୀତିରେ ସମ୍ପୃକ୍ତି ଥିବା ନେଇ ବିଜେପି ପ୍ରଶ୍ନ ଉଠାଇଛି।…

ଆଭ୍ୟନ୍ତରୀଣ ଓଡ଼ିଶାରେ କୁହୁଡି ସମ୍ଭାବନା…

ଭୁବନେଶ୍ୱର: ଉପକୂଳ ଓଡ଼ିଶାରେ ଥଣ୍ଡାରୁ ଆଶ୍ୱସ୍ତି ମିଳୁଥିବା ବେଳେ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ଆସନ୍ତା ୪୮ ଘଣ୍ଟା ଯାଏଁ ଘନ କୁହୁଡ଼ିର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଏହିସବୁ ଅଞ୍ଚଳରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି…

ଆଦିବାସୀ ଜମି ଅଣ ଆଦିବାସୀଙ୍କୁ ହସ୍ତାନ୍ତର ଜନିତ କ୍ୟବିନେଟ ନିଷ୍ପତ୍ତି ତୁରନ୍ତ ପ୍ରତ୍ୟାହାର ଓ ରାଜ୍ୟରେ ପେସା ଆଇନ…

ଭୁବନେଶ୍ୱର : ଆଦିବାସୀଙ୍କ ଜମି ଅଣ ଆଦିବାସୀଙ୍କୁ ହସ୍ତାନ୍ତର କୁ ନିଷେଧ କରୁଥିବା ଆଇନ 1956 ର ରେଗୁଲେସନ 2, କୁ ସଂଶୋଧନ ମାଧ୍ୟମରେ, ବଡ ଶିଳ୍ପପତି ଓ ପୁଞ୍ଜିପତିଙ୍କ ସ୍ୱାର୍ଥରେ ବେଆଇନ ଭାବେ ଆଦିବାସୀ ଜମି କୁ ଅଣ ଆଦିବାସୀ ଙ୍କୁ ହସ୍ତାନ୍ତର ପାଈଁ କ୍ୟାବିନେଟ…

ସାମ୍ନାକୁ ଆସିଲା ରାମ ମନ୍ଦିରର ଗର୍ଭଗୃହ ଫଟୋ…

ଲକ୍ଷ୍ନୌ : ଉତ୍ତରପ୍ରଦେଶର ଅଯୋଧ୍ୟାରେ ନିର୍ମାଣ ଚାଲିଥିବା ଭବ୍ୟ ରାମନ୍ଦିରର ଉଦଘାଟନ ଆସନ୍ତା ବର୍ଷ ଜାନୁଆରୀ ୨୨ରେ ହେବ। ତେବେ ତା’ପୂର୍ବରୁ ଆସିଛି ରାମମନ୍ଦିରର ଗର୍ଭଗୃହର ଫଟୋ। ସୋଶାଲ ମିଡିଆରେ ରାମମନ୍ଦିରର ଗର୍ଭଗୃହର ଦୁଇଟି ଫଟୋ ଶେଆର କରିଛନ୍ତି ଶ୍ରୀ ରାମ…

ଆଜି ସୋନିଆଙ୍କ ଜନ୍ମଦିନ, ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ : କଂଗ୍ରେସର ପୂର୍ବତନ ସଭାପତି ସୋନିଆ ଗାନ୍ଧିଙ୍କର ଆଜି ଜନ୍ମଦିନ। ଆଜି ସେ ୭୭ ବର୍ଷରେ ପଦାର୍ପଣ କରିଛନ୍ତି। ସେଥିପାଇଁ ତାଙ୍କୁ ବିଭିନ୍ନ ଆଡ଼ୁ ଶୁଭକାମନାର ସୁଅ ଛୁଟୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ସୋନିଆ ଗାନ୍ଧିଙ୍କୁ ଜନ୍ମଦିନର ଶୁଭକାମନା…

ଡିସେମ୍ବର ୧୧ରେ ଭାରତ ଉପରେ ସାଇବର ଆକ୍ରମଣ କରିବୁ : ପାକିସ୍ତାନୀ ହାକର୍ସ ଗ୍ରୁପ୍…

ନୂଆଦିଲ୍ଲୀ: ଦେଶରେ ବଡ଼ ଧରଣର ସାଇବର ଆକ୍ରମଣର ଆଶଙ୍କା ଦେଖାଦେଇଛି। ଆମେରିକା, ଇସ୍ରାଏଲ, ଆମେରିକା ଓ ସ୍ୱିଡେନ୍ ଭଳି ଦେଶ ଉପରେ ସାଇବର ଆକ୍ରମଣ କରିଥିବା ପାକିସ୍ତାନୀ ଓ ଇଣ୍ଡୋନେସିଆ ହ୍ୟାକର୍ସଙ୍କ ଏକ ଗୋଷ୍ଠୀ ଭାରତ ଉପରେ ବଡ଼ ଧରଣର ସାଇବର ଆକ୍ରମଣ କରିବାକୁ ଧମକ…

CISCE ବୋର୍ଡ ପରୀକ୍ଷା ସୂଚୀ ଘୋଷଣା…

ନୂଆଦିଲ୍ଲୀ : ICSE ଦଶମ ଏବଂ ISC ଦ୍ୱାଦଶ ପରୀକ୍ଷା ପାଇଁ ଘୋଷଣା ହେଲା ତାରିଖ। କାଉନସିଲ୍ ଫର୍ ଦ ଇଣ୍ଡିଆନ୍ ସ୍କୁଲ୍ ସାର୍ଟିଫିକେଟ୍ ଏକଜାମିନେସନ୍ (CISCE) ଦୁଇ ବୋର୍ଡ ପରୀକ୍ଷା ପାଇଁ ତାରିଖ ଘୋଷଣା କରିଛି। କେତେ ତାରିଖରୁ ଇଣ୍ଡିଆନ ସାର୍ଟିଫିକେଟ ଫର୍ ସେକେଣ୍ଡାରୀ…

ବିଭାଗ ବାଣ୍ଟିଲେ ରେବନ୍ଥ ରେଡ୍ଡୀ, ନିଜ ପାଖରେ ରଖିଲେ ଗୁରୁତ୍ୱପୂର୍ଣ୍ଣ ଗୃହ ବିଭାଗ…

ହାଇଦ୍ରାବାଦ : ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ ରେବନ୍ଥ ରେଡ୍ଡୀ ତାଙ୍କ ମନ୍ତ୍ରିମଣ୍ଡଳରେ ଥିବା ୧୧ ଜଣ ସଦସ୍ୟଙ୍କୁ ଆଜି ବିଭିନ୍ନ ବିଭାଗ ଆବଣ୍ଟନ କରିଛନ୍ତି। ଡିସେମ୍ବର ୭ରେ ରେବନ୍ଥଙ୍କ ସହ ମୋଟ ୧୨ ଜଣ ମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଆଜି ମୁଖ୍ୟମନ୍ତ୍ରୀ ସେମାନଙ୍କୁ…

ଦେଶରେ ପୁଣି ମୁଣ୍ଡ ଟେକୁଛି କରୋନା, ୧୪୮ ନୂଆ ସଂକ୍ରମିତ…

ନୂଆଦିଲ୍ଲୀ: ସାରା ବିଶ୍ୱରେ ହଜାର ହଜାର ଲୋକଙ୍କ ଜୀବନ ନେଇଥିବା କରୋନା ମହାମାରୀ ଏବେ ବି ଚିନ୍ତାର କାରଣ ପାଲଟିଛି । ଶୀତ ଋତୁ ଆରମ୍ଭ ହେବା ପରେ ଭାରତରେ କରୋନା ଭୂତାଣୁ ସଂକ୍ରମଣର ନୂଆ ମାମଲା ସାମ୍ନାକୁ ଆସିଛି । ଏହାପରେ ସଂକ୍ରମଣ ବୃଦ୍ଧିକୁ ନେଇ ପୁଣି ଥରେ ଚିନ୍ତା…