Browsing Category

ଓଡିଶା

୧୭୦ ଟଙ୍କା ପକାଇ ୧ ଲକ୍ଷ ୪୪ ହଜାର ଟଙ୍କା ସହ ସୁନା ଗହଣା ଲୁଟ୍

ବାଲୁଗାଁ : ୧୭୦ ଟଙ୍କା ନୋଟ ପକାଇ ଲକ୍ଷ ଲକ୍ଷ ଟଙ୍କା ଲୁଟ୍ । ଏହାସହ ୬୦ ଗ୍ରାମର ସୁନା ଗହଣା ଲୁଟ କରିଛନ୍ତି ଦୁର୍ବୃତ୍ତ । ରାସ୍ତା ଉପରେ ୧୦, ୨୦ ଓ ୫୦ ଟଙ୍କିଆ ନୋଟ ପକାଇ ଲୁଟି ନେଲେ ଲକ୍ଷ ଲକ୍ଷ ଟଙ୍କା ସହିତ ସୁନା ଗହଣା । ୧ ଲକ୍ଷ ୪୪ ହଜାର ଟଙ୍କା ସହ ୬୦ ଗ୍ରାମ ସୁନା ଗହଣା ଲୁଟ

ରାଜ୍ୟସଭା ନିର୍ବାଚନ: ହୁଇପ୍ ଜାରି କଲା ବିଜେଡି ଓ କଂଗ୍ରେସ

ଭୁବନେଶ୍ବର: ରାଜସଭା ନିର୍ବାଚନରେ କିଏ କାହାକୁ ଦେବ ଭୋଟ ? ହେବ କି କ୍ରସ୍ ଭୋଟିଂ ? ଏବେଠୁ ହେଲାଣି ବିରୋଧୀଙ୍କ ଛାତି ଧଡ଼ଧଡ଼। ଅସନ୍ତୁଷ୍ଟ ବିଧାୟକ ଧାଡ଼ି ଭାଙ୍ଗି ଯିବେନି ତ ? ଏହି ଭିତରେ ବିଧାୟକଙ୍କୁ ଏକ କରିବାକୁ ପ୍ରଦେଶ କଂଗ୍ରେସ ହ୍ବିପ୍ ଜାରି କରିଛି। ଏନେଇ କଂଗ୍ରେସ ସଭାପତି ଭକ୍ତ

ଓଡିଶା ସହ ଆସାମ ଓ ତେଲେଙ୍ଗାନାକୁ ସଂଯୋଗ କରିବ ଅମୃତ ଭାରତ ଟ୍ରେନ

ଭୁବନେଶ୍ବର: ଓଡିଶାରେ ରେଳ ସଂଯୋଗୀକରଣକୁ ଅଧିକରୁ ଅଧିକ ଗୁରୁତ୍ବ ଦେଇ କେନ୍ଦ୍ର ସରକାର ଓଡିଶା ସହିତ ଆସାମ ଓ ତେଲେଙ୍ଗାନାକୁ ସଂଯୋଗ କରିବା ପାଇଁ ଏକ ନୂଆ ଅମୃତ ଭାରତ ଟ୍ରେନ ସେବା ଆରମ୍ଭ କରିବାକୁ ଅନୁମୋଦନ ଦେଇଛନ୍ତି । ଏହା ସହିତ ଦୁଇଟି ସ୍ବତନ୍ତ୍ର ରେଳସେବାକୁ ନିୟମିତ ରେଳସେବାରେ ପରିଣତ

ବ୍ରହ୍ମପୁରରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ଛାତି ଉପରେ ପଡ଼ିଛି ପଥର ଶିଳ, ହତ୍ୟା ନା ଆତ୍ମହତ୍ୟାକୁ ନେଇ ରହସ୍ୟ

ବ୍ରହ୍ମପୁର : ବ୍ରହ୍ମପୁର ସହରର ସିଦ୍ଧାର୍ଥ ନଗର ଦ୍ୱିତୀୟ ଗଳିରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ମୃତ ମହିଳା ଜଣକ ହେଲେ ଅଶାନ୍ତି ସେଠୀ। ଆଜି ସକାଳେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ମୃତ୍ୟୁର କାରଣକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି।

ATM କାଉଣ୍ଟରରେ ପଶିଲା ବାରହା, ଗ୍ରାହକ ନାକେଦମ

ଆଠଗଡ : ATM ଭିତରେ ବାରହା । ଘଉଡ଼ାଇବା ପାଇଁ ବନ ବିଭାଗ ସହ ସ୍ଥାନୀୟ ଲୋକେ ନାକେଦମ । ଆଠଗଡ଼ ରେଞ୍ଜ ଅନ୍ତର୍ଗତ ମାଧପୁର ନିକଟରେ ଥିବା ATM ଭିତରେ ଏକ ବାରହା ପଶିଯିବା ପରେ ଏଭଳି ଦୁଶ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ପ୍ରଥମେ ବାରହାଟି ସ୍ଥାନୀୟ ଜଙ୍ଗଲ କଡରେ ଥିବା ଏକ ପରିତ୍ୟକ୍ତ

ପଦ୍ମ ଶିବିରରେ ରବିନ୍ଦ୍ର ଜେନା

ଭୁବନେଶ୍ଵର: ବିଜେପି ଶିବିରରେ ସାମିଲ ହେଲେ ବାଲେଶ୍ଵର ପୂର୍ବତନ ସାଂସଦ ରବିନ୍ଦ୍ର ଜେନା । ବିଜେପିର ରାଜ୍ୟ କାର୍ଯ୍ୟାଳୟରେ ମିଶ୍ରଣ ପର୍ବରେ ଯୋଗ ଦେଲେ ବାଲେଶ୍ଵର ପୂର୍ବତନ। ଶତାଧିକ ସମର୍ଥକଙ୍କ ବିରାଟ ପଟୁଆରରେ ଆସି ପଦ୍ମ ଧରିଲେ ରବିନ୍ଦ୍ର। ରାଜ୍ୟ ସଭାପତି ମନମୋହନ ସାମଲଙ୍କ

୭ ଲକ୍ଷ ଭୂତ ହିତାଧିକାରୀଙ୍କ ନାଁରେ ରାସନ୍ ଲୁଟ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ଵର:ରାଜ୍ୟରେ ରାସକାର୍ଡ​‌ର ଏକ ବଡ କେଳେଙ୍କାରୀ ଦେଖିବାକୁ ମିଳିଛି । ରାଜ୍ୟରେ ୭ ଲକ୍ଷ ଭୂତ ରାସନକାର୍ଡ ହିତାଧିକାରୀ ନାଁରେ ଲୁଟ ହେଉଥିଲା ରାସନ। ଲକ୍ଷାଧିକ ଅଯୋଗ୍ୟ ହିତାଧିକାରୀ ବି ହାତେଇ ଥି​‌ଲେ ରାସନକାର୍ଡ । ନୂଆ ସରକାର ଇ-କେଓ୍ବାସି ପ୍ରକିୟା କରିବା ପରେ ଏହି ତଥ୍ୟ

ଆତ୍ମମର୍ପଣ କଲେ କେକେବିଏନ ଡିଭିଜନର ୧୦ ମାଓବାଦୀ

କନ୍ଧମାଳ : ମାଓବାଦୀଙ୍କ ଆତ୍ମସମର୍ପଣ । କନ୍ଧମାଳ ପୋଲିସ୍ ନିକଟରେ ଆତ୍ମମର୍ପଣ କଲେ ୧୦ ମାଓବାଦୀ । ଫୁଲବାଣୀ ସ୍ଥିତ ପୋଲିସ୍ ରିଜର୍ଭ ପଡିଆ ଠାରେ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ଆଇନଶୃଙ୍ଖଳା ADG ସଂଜୀବ ପଣ୍ଡା, ସ୍ପେଶାଲ ଇଣ୍ଟେଲିଜେନ୍ସ ୱିଙ୍ଗ୍ DIG ଅଖିଳେଶ୍ଵର

ନନ୍ଦନକାନନକୁ ଆସିଲେ ୫ ପ୍ରଜାତିର ୧୧ ନୂଆ ଅତିଥି

ବାରଙ୍ଗ : ନନ୍ଦନକାନନ ଆସିଲେ ନୂଆ ଅତିଥି । ପ୍ରଥମଥର ପାଇଁ ପର୍ଯ୍ୟଟକ ଦେଖିବାକୁ ପାଇବେ ‘ରିଙ୍ଗ ଟେଲଡ୍ ଲେମୁର୍’। ଚଳିତ ବର୍ଷର ପ୍ରଥମ ଜନ୍ତୁ ଅଦଳବଦଳ ପ୍ରକ୍ରିୟାରେ ଏହି ଜନ୍ତୁ ନନ୍ଦନକାନନ ଆସିଛନ୍ତି । ପ୍ରାଣୀଉଦ୍ୟାନ ନନ୍ଦନକାନନ ଓ ବିଶାଖାପାଟଣାର ଇନ୍ଦିରା ଗାନ୍ଧୀ ପ୍ରାଣୀଉଦ୍ୟାନ

ଗର୍ଭବତୀଙ୍କୁ ହତ୍ୟା କରି ନଦୀରେ ଫିଙ୍ଗି ଦେଲେ ଶ୍ବଶୁର ଘର ଲୋକ !

ଭଦ୍ରକ: ଗର୍ଭବତୀଙ୍କୁ ଜୀବନରୁ ମାରିଦେଇ ନଦୀକୁ ଫିଙ୍ଗି ଦେଲେ ଶ୍ବଶୁର ଘର ଲୋକ । ଭଦ୍ରକ ଜିଲ୍ଲା ପୀରହାଟ ଥାନା ସାପକାତିଆ ଗାଁରେ ଜଣେ ଗର୍ଭବତୀ ମହଳାଙ୍କୁ ଯୋଜନାବଦ୍ଧ ଭାବରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମହିଳାଙ୍କୁ ଶ୍ୱଶୁର ଘର ଲୋକେ ମାନସିକ ଓ ଯୌତୁକ ନିର୍ଯାତନା ଦେବା ସହ