Browsing Category

ଓଡିଶା

ବିନା ଅସ୍ତ୍ରୋପଚାରରେ ଫୁସଫୁସରୁ ବାହାରିଲା ଛୁଞ୍ଚି

ଭୁବନେଶ୍ୱର: ପୁଣି ସ୍ୱାସ୍ଥ୍ୟ କ୍ଷେତ୍ରରେ ଆଉ ପାଦେ ଆଗେଇଲା ଭୁବନେଶ୍ଵର AIIMS। ରାଜ୍ୟରେ ପ୍ରଥମ ଥର ପାଇଁ ବିନା ଅସ୍ତ୍ରୋପଚାରରେ ଫୁସଫୁସରୁ ବାହାରିଲା ଛୁଞ୍ଚି। ବ୍ରୋଙ୍କୋସ୍କୋପିକ୍ ପଦ୍ଧତିରେ ଫୁସଫୁସରୁ ସିଲେଇ ଛୁଞ୍ଚି ବାହାରି କରିଛନ୍ତି ଡାକ୍ତରୀ ଦଳ ।…

ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଲେ RTOର ଟ୍ରାଫିକ ଇନସିପେକ୍ଟର

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଜଗତସିଂହପୁର ଆରଟିଓ ଟ୍ରାଫିକ ଇନ୍‌ସପେକ୍ଟର। ଟ୍ରାଫିକ ଇନ୍‌ସପେକ୍ଟର ପ୍ରଶାନ୍ତ ମହାପାତ୍ରଙ୍କୁ ଧରିଲା ଭିଜିଲାନ୍ସ। ନିଜ ଗାଡ଼ିରେ ନଗଦ ୪ ଲକ୍ଷ୨୭ ହଜାର ଟଙ୍କା ନେଇ ଭୁବନେଶ୍ବର ଯାଉଥିବା ବେଳେ ମାଡି ବସିଛି ଭିଜିଲାନ୍ସ ଟିମ୍ । କାରରେ…

ଧୁମଧାମରେ ପାଳନ ହେଲା ଷ୍ଟେଟ ୟୁନିଅନ ଅଫ ଜର୍ଣାଲିଷ୍ଟ (ଏସ୍‌ୟୁଜେ )ର ବାର୍ଷିକ ଉତ୍ସବ

ଭୁବନେଶ୍ୱର (୯/୨) : ଷ୍ଟେଟ ୟୁନିଅନ ଅଫ୍ ଜର୍ନାଲିଷ୍ଟସ ଓଡ଼ିଶା ର ବାର୍ଷିକ ଉତ୍ସବ ଜୟଦେବ ଭବନ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଆୟୋଜିତ ସମାବେଶରେ ମୁଖ୍ୟ ଅତିଥି ଭାବେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ଆଇନ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା , ମୁଖ୍ୟବକ୍ତା ଭାବେ ଭୁବନେଶ୍ବର…

ଖେଳୁଥିବା ବେଳେ ଖସିପଡ଼ିଲେ; ୧୧ଛାତ୍ରୀ ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ଦେଓଗାଁ: ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ଦେଓଗାଁ ଠାରେ ଷଣ୍ଢ ରାଜୁତି ଯୋଗୁଁ ତିନୋଟି ଗାଡ଼ି ଦୁର୍ଘଟଣା ଗ୍ରସ୍ତ ହୋଇଛି। କିନ୍ତୁ ଖୁସିର ବିଷୟ ଯେ, ସମ୍ବଲପୁରରୁ ମା’ ସମଲେଇ ଦର୍ଶନ କରି ଫେରୁଥିବା ଯାତ୍ରୀ ମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସ୍ଥାନୀୟ ଏଟିଏମ ଛକ ନିକଟରେ…

ଝାରସୁଗୁଡ଼ାରେ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ ନ୍ୟାୟ ଯାତ୍ରା

ଝାରସୁଗୁଡ଼ା: ଝାରସୁଗୁଡ଼ାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାରତ ଯୋଡ଼ ନ୍ୟାୟ ଯାତ୍ରା କରିଛନ୍ତି। ଝାରସୁଗୁଡ଼ା ପୁରୁଣା ବସଷ୍ଟାଣ୍ଡରୁ ଯାତ୍ରା ଆରମ୍ଭ କରିଥିଲେ ରାହୁଲ ଗାନ୍ଧୀ। ପ୍ରାୟ ଦୁଇ କିଲୋମିଟର ଯାତ୍ରା…

ବିଜ୍ଞାନପ୍ରଚାର ସମିତି ସାଲେପୁର ଶାଖା ପକ୍ଷରୁ ପ୍ରତିଭା ପୂଜନ ଓ ପୁସ୍ତକ ଉନ୍ମୋଚନ କାର୍ଯ୍ୟକ୍ରମ

କଟକ : ବିଶିଷ୍ଟ ମତ୍ସ୍ୟବିଜ୍ଞାନୀ ଡକ୍ଟର ଗଜେନ୍ଦ୍ରନାଥ ମିତ୍ରଙ୍କ ୧୦୮ତମ ଜନ୍ମବାର୍ଷିକୀ ଅବସରରେ ବିଜ୍ଞାନପ୍ରଚାର ସମିତି ସାଲେପୁର ଶାଖା ପକ୍ଷରୁ ଏକ ପ୍ରତିଭାପୂଜନ କାର୍ଯ୍ୟକ୍ରମ ବିବେକାନନ୍ଦ ବିଦ୍ୟାପୀଠ, ବହୁଗ୍ରାମ ଠାରେ ଅନୁଷ୍ଠିତ ହୋଇଯାଇଛି | ଏହି ଉପଲକ୍ଷେ…

ବିଧାନସଭାରେ ଅର୍ପଣ ରଥ ଓ ଉଷୁନା ଚାଉଳ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଲା ବିଜେପି

ଭୁବନେଣ୍ବର: ଶୂନ୍ୟକାଳରେ ବିଜେପି ପୁଣି ଉଠାଇଲା ଅର୍ପଣ ରଥ ଓ ଉଷୁନା ଚାଉଳ ପ୍ରସଙ୍ଗ। ଏହି ପ୍ରସଙ୍ଗରେ ସରକାରଙ୍କୁ ଘେରିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ। କାହା ନିର୍ଦ୍ଦେଶରେ ଅର୍ପଣ ରଥ…

୮ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ସଇଁତଳା ତହସିଲ ଅମିନ

ସଇଁତଳା: ବଲାଙ୍ଗୀର ଜିଲ୍ଲା ସଇଁତଳା ତହସିଲରେ କାର୍ଯ୍ୟରତ ଅମିନ ନିର୍ମଳେନ୍ଦୁ କବି ଆଜି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସଇଁତଳାର ନିରଞ୍ଜନ ସାହୁଙ୍କୁ ତାଙ୍କ ଜମି ଡିମାରକେସନ ବାବଦକୁ ଆଗରୁ ଅମିନ…

୩ ଦିନିଆ ଓଡ଼ିଶା ଗସ୍ତରେ ଭାରତର ମୁଖ୍ୟ ନିର୍ବାଚନ କମିସନର

ଭୁବନେଶ୍ବର: ଓଡ଼ିଶା ଆସୁଛନ୍ତି ଭାରତର ମୁଖ୍ୟ ନିର୍ବାଚନ କମିସନର ରବି କୁମାର। ନିର୍ବାଚନ ପାଇଁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସେ। ଏହି ଗସ୍ତ ଅବସରରେ ମୁଖ୍ୟ ନିର୍ବାଚନ କମିସନର ପ୍ରସ୍ତୁତି ନେଇ ସମୀକ୍ଷା…

ଚଳଚ୍ଚିତ୍ର ନିର୍ମାଣ ମାଧ୍ୟମରେ ଜନଜାତିମାନେ ସେମାନଙ୍କ ସମସ୍ୟା ବିଷୟରେ କହିପାରିବେ : କୁଳପତି

କୋରାପୁଟ: ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଓ ପୁଣେସ୍ଥିତ ଭାରତୀୟ ଚଳଚ୍ଚିତ୍ର ଓ ଦୂରଦର୍ଶନ ପ୍ରତିଷ୍ଠାନ (ଏଫଟିଆଇଆଇ)ର ମିଳିତ ଆନୁକୂଲ୍ୟରେ ଅନୁସୂଚିତ ଜନଜାତି ଛାତ୍ରଛାତ୍ରୀଙ୍କ ପାଇଁ ଚଳଚ୍ଚିତ୍ର…