Browsing Category

ଓଡିଶା

ଓଡ଼ିଶାରେ ପହଞ୍ଚିଲା ରାହୁଲ ଗାନ୍ଧିଙ୍କ ଭାରତ ଯୋଡ଼ ନ୍ୟାୟ ଯାତ୍ରା

ରାଉରକେଲା //ଭୁବନେଶ୍ବର : ଝାଡ଼ଖଣ୍ଡରେ ଭାରତ ଯୋଡ଼ ନ୍ୟାୟ ଯାତ୍ରା ଶେଷ କରି ଓଡ଼ିଶାରେ ପହଞ୍ଚିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧି। ଆଜି ଅପରାହ୍ନରେ ସେ ବୀରମିତ୍ରପୁରରେ ପହଞ୍ଚିଛନ୍ତି। ସେଠାରେ ତାଙ୍କୁ ରାଜ୍ୟ କଂଗ୍ରେସ ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଥିଲା। ରାଜ୍ୟ କଂଗ୍ରେସ ସଭାପତି…

ରାଜ୍ୟ ସରକାରଙ୍କ ୪୧ ବିଭାଗରେ ଖାଲି ପଡ଼ିଛି ୯୮ ହଜାର ୩୪୮ ପଦବି

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଅଧିକାରୀଙ୍କ ମରୁଡ଼ି ପଡ଼ିଛି। ପଦବି ଖାଲି ଥାଇ ବି ସରକାର ଏହାକୁ ପୂରଣ କରୁନାହାନ୍ତି। ସରକାରୀ କାର୍ଯ୍ୟାଳୟରେ କେତେ ପଦବି ଖାଲି ପଡ଼ିଛି ସେନେଇ ବିଧାନସଭାର…

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ନାମଲେଖା ଏଣ୍ଟ୍ରାନ୍ସ ରେଜଲ୍ଡ ପ୍ରକାଶିତ

କଟକ : ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଏଣ୍ଟ୍ରାନ୍ସ ଟେଷ୍ଟ (OAVET)ର ଫଳାଫଳ ଆଜି ପ୍ରକାଶ ପାଇଛି। କଟକ ସ୍ଥିତ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚଳିତ ବର୍ଷ ଷଷ୍ଠରୁ ନବମ ଶ୍ରେଣୀରେ ନାମ…

ବଜ୍ରପାତକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା ଦାବି; ରାଜ୍ୟସଭାରେ ପ୍ରସଂଗ ଉଠାଇଲେ ବିଜେଡି ସାଂସଦ

ନୂଆଦିଲ୍ଲୀ/ଭୁବନେଶ୍ବର: ବଜ୍ରପାତକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କରିବାକୁ ସଂସଦରେ ଦାବି ଉଠିଛି। ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ରାଜ୍ୟସଭାରେ ମଙ୍ଗଳବାର ଏହି ଦାବି ଉଠାଇଛନ୍ତି। ବଜ୍ରପାତ ଯୋଗୁଁ କେମିତି ଲୋକଙ୍କ ଜୀବନ ଯାଉଛି, ଆଇଏମଡିର ତଥ୍ୟକୁ ଉପସ୍ଥାପନ କରି…

ରାଜ୍ୟସଭାରେ ରାଗି ଗଲେ ଜୟା ବଚ୍ଚନ, କହିଲେ – ଆମେ ସ୍କୁଲ ପିଲା ନୁହଁ

ନୂଆଦିଲ୍ଲୀ : ରାଜ୍ୟସଭାରେ ଆଜି ନିଜର ଅସନ୍ତୋଷ ପ୍ରକାଶ କରିଛନ୍ତି ସମାଜବାଦୀ ପାର୍ଟିର ସାଂସଦ ତଥା ଅଭିନେତ୍ରୀ ଜୟା ବଚ୍ଚନ। ଗୋଟିଏ ପ୍ରଶ୍ନକୁ ସରକାରୀ ଦଳ ବେଖାତିର କରିବାରୁ କଂଗ୍ରେସ ଓ ଅନ୍ୟ ବିରୋଧୀ ଦଳର ନେତାମାନେ ହୋହାଲ୍ଲା କରିଥିଲେ। ସେମାନଙ୍କୁ ରାଜ୍ୟସଭା…

ଦିଲ୍ଲୀ ମନ୍ତ୍ରୀ ଆଣିଲେ ସାଂଘାତିକ ଅଭିଯୋଗ, ନାଲି ଆଖି ଦେଖାଇଲା ଇଡି

ନୂଆଦିଲ୍ଲୀ : ଆପ୍‌ ନେତ୍ରୀ ତଥା ଦିଲ୍ଲୀ ସରକାରରେ ମନ୍ତ୍ରୀ ଥିବା ଆତିଶି ଆଜି ତଦନ୍ତକାରୀ ସଂସ୍ଥା ଇଡି ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି। ଇଡି ସମସ୍ତଙ୍କ ଉପରେ ଚାପ ପକାଇବା ସହ ପ୍ରମାଣରେ ହେରଫେର କରୁଥିବା ଆତିଶି ଅଭିଯୋଗ କରିଛନ୍ତି। ତେବେ ତାଙ୍କର ଏପରି…

କୃଷ୍ଣ ଜନ୍ମଭୂମିରେ ଥିବା ହିନ୍ଦୁ ମନ୍ଦିରକୁ ଭାଙ୍ଗିଥିଲେ ଔରଙ୍ଗଜେବ: ASI

ମଥୁରା : ମଥୁରାରେ କୃଷ୍ଣ ଜନ୍ମଭୂମି ମାମଲାରେ ASI ଟିମ୍ ଏକ ବଡ଼ ଖୁଲାସା କରିଛି। ଏକ ଆରଟିଆଇ (ସୂଚନା ଅଧିକାର) ଜବାବରେ ଉତ୍ତର ଦେଇ ଏଏସଆଇ କହିଛି ଯେ, ମୋଗଲ ଶାସକ ଔରଙ୍ଗଜେବ ମସଜିଦ ନିର୍ମାଣ ପାଇଁ ହିନ୍ଦୁ ମନ୍ଦିରକୁ ଭାଙ୍ଗି ଦେଇଥିଲେ। ମଥୁରାର କୃଷ୍ଣ ଜନ୍ମଭୂମିରେ…

୫ କୋଟି ଟଙ୍କାର ଜନଜାତି ସାମଗ୍ରୀ ବିକ୍ରି…

ଭୁବନେଶ୍ୱର: ୟୁନିଟ୍-୧ ସ୍ଥିତ ଆଦିବାସୀ ପଡ଼ିଆଠାରେ ଦୀର୍ଘ ୧୧ ଦିନ ଧରି ଚାଲିଥିବା ‘ଆଦିବାସୀ ମେଳା ଓ ସାଂସ୍କୃତିକ ଉତ୍ସବ ସୋମବାର ସନ୍ଧ୍ୟାରେ ୨୦୨୪’ ଉଦଯାପିତ ହୋଇଯାଇଛି। ଜାନୁଆରି ୨୬ରୁ ଫେବ୍ରୁଆରି ୫ ତାରିଖ ମଧ୍ୟରେ ମେଳାରେ ୧୨ ଲକ୍ଷରୁ ଅଧିକ ଲୋକଙ୍କ…

ଆସ୍ଥା ଭୋଟ୍‌ରେ ବିଜୟୀ ହେବାପରେ ହେମନ୍ତଙ୍କ ପତ୍ନୀଙ୍କୁ ଭେଟିଲେ ରାହୁଲ ଗାନ୍ଧୀ…

ରାଞ୍ଚି: ନୂତନ ଭାବେ ଶପଥ ଗ୍ରହଣ କରିଥିବା ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ବିଧାନସଭାରେ ବିଧାୟକମାନଙ୍କଠାରୁ ଆସ୍ଥା ଭୋଟ ହାତେଇଛନ୍ତି। ଏହି ଆସ୍ଥା ଭୋଟ୍‌ରେ ସେ ବିଜୟୀ ହୋଇଛନ୍ତି। ୪୭ ଜଣ ବିଧାୟକଙ୍କ ସମର୍ଥନରେ ସେ ଜିତିଥିବାବେଳେ ବିରୋଧୀ ଦଳକୁ…