Browsing Category

ଓଡିଶା

ନକଲି ସିମ୍ କାର୍ଡ ଓ ଜାଲ୍ ବ୍ୟାଙ୍କ ଆାକାଉଣ୍ଟ ମାଧ୍ୟମରେ ଠକେଇ ମାମଲା: ଆଉ ଜଣେ ଅଭିଯୁକ୍ତ ଗିରଫ…

ଭୁବନେଶ୍ୱର : ନକଲି ସିମ୍ କାର୍ଡ ଓ ଜାଲ୍ ବ୍ୟାଙ୍କ ଆାକାଉଣ୍ଟ ମାଧ୍ୟମରେ ଠକେଇ ମାମଲାରେ ଅନ୍ତଃରାଜ୍ୟ ସାଇବର କ୍ରାଇମ ଗ୍ୟାଙ୍ଗର ଆଉଜଣେ ସଦସ୍ୟକୁ ସ୍ପେଶାଲ ଟାକ୍ସ ଫୋର୍ସ (ଏସଟିଏଫ୍‌) ଗିରଫ କରିଛି। ପଶ୍ଚିମବଙ୍ଗର ମୁର୍ଶିଦାବାଦ ଜିଲ୍ଲା ଗୁଧିଆର ସମିମ ଇସଲାମକୁ ଗିରଫ…

ଫୁଲବାଣୀରେ ୬୧ ତମ ହୋମଗାର୍ଡ ଦିବସ ପାଳିତ…

ଫୁଲବାଣୀ : କନ୍ଧମାଳ ଜିଲ୍ଲା ହୋମଗାର୍ଡ କର୍ମକର୍ତ୍ତା ଙ୍କୁ ନେଇ ୬୧,ତମ ହୋମଗାର୍ଡ ଦିବସ ବହୁ ଆଡମ୍ବରରେ ପାଳିତ ହେଇଯାଇଛି l ଏହି ଅବସରରେ ଜିଲ୍ଲାର ହୋମଗାର୍ଡ ଭାଇ ଭଉଣୀ ମାନଙ୍କୁ ନେଇ କନ୍ଧମାଳ ଜିଲ୍ଲା ହୋମଗାର୍ଡ କମାଣ୍ଡେଣ୍ଟ ସୁଭେନ୍ଦୁ କୁମାର ପାତ୍ରଙ୍କ ନିର୍ଦ୍ଦେଶରେ ଜେନେରାଲ

ବାତ୍ୟା ‘ମିଗଜୋମ’ କ୍ଷୟକ୍ଷତିର ଆକଳନ ପାଇଁ SRCଙ୍କ ନିର୍ଦ୍ଦେଶ…

ଭୁବନେଶ୍ୱର: ବାତ୍ୟା ‘ମିଗଜୋମ’ ଦ୍ଵାରା ହୋଇଥିବା କ୍ଷୟକ୍ଷତିର ଆକଳନ ପାଇଁ ନିର୍ଦ୍ଦେଶ ଦେଲେ ସ୍ଵତନ୍ତ୍ର ରିଲିଫ୍ କମିସନର। ଓଡ଼ିଶାର ସବୁ ଜିଲ୍ଲାପାଳ, କୃଷି, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମୁକାବିଲା ବିଭାଗଙ୍କୁ ଚିଠି ଲେଖି ଅନୁଧ୍ୟାନ ପାଇଁ କୁହାଯାଇଛି। ଡିସେମ୍ବର…

କୁଜଙ୍ଗ କୋର୍ଟରେ ଦାଖଲ ହେଲା ୨୨୦ କୋଟିର କୋକେନ…

ପାରାଦୀପ : ପାରାଦୀପରେ ଏମଭି ଦେବୀ ଜାହାଜରୁ ଜବତ ୨୨୦ କୋଟି ଟଙ୍କାର କୋକେନ ମିଳିବା ଘଟଣା। ଆଜି କୁଜଙ୍ଗ ଏନଡିପିଏସ କୋର୍ଟରେ ୨୨୦ କୋଟି ଟଙ୍କାର କୋକେନ ଦାଖଲ କଲା କଷ୍ଟମ ବିଭାଗ। ୨ଟି ପ୍ୟାକେଟର ସାମ୍ପଲ କଷ୍ଟମ ବିଭାଗକୁ ମିଳିଥିଲା। ସାମ୍ପଲ ଯାଞ୍ଚ ପାଇଁ ଏହା ଫୋରେନସିକ ଲ୍ୟାବକୁ ଯିବ…

୨୦ ଗ୍ରାମ ବ୍ରାଉନସୁଗାର ସହ ବନ୍ଧୁକ ଓ ଗୁଳି ଜବତ, ୪ ଗିରଫ…

ଖୋର୍ଦ୍ଧା: ଖୋର୍ଦ୍ଧା ଶିଳ୍ପାଞ୍ଚଳ ଫାଣ୍ଡିରୁ ଥାନା ଉନ୍ନୀତ ହେବା ପରେ ପ୍ରଥମ ଥର ପାଇଁ ଏକ ଉଲ୍ଲେଖନୀୟ ଘଟଣାକ୍ରମେ ବରୁଣେଇ ଅଞ୍ଚଳରୁ ୨୦ ଗ୍ରାମ ବ୍ରାଉନସୁଗାର ସହ ଗୋଟିଏ ବନ୍ଧୁକ, ଗୁଳି ଜବତ କରିଛି। ଏହି ଘଟଣାରେ ବିଭିନ୍ନ ପଡ଼ୋଶୀ ଜିଲ୍ଲାର ୪ଜଣଙ୍କୁ ଗିରଫ କରିଛି।…

ବଡ଼ଦାଣ୍ଡରେ ଏସି ଟନେଲ୍‌ ଛାୟା ସେଡ୍ ନିର୍ମାଣ ଜାରି…

ପୁରୀ: ନୂଆବର୍ଷରୁ ଭକ୍ତମାନେ ମହାପ୍ରଭୁଙ୍କ ଶୃଙ୍ଖଳିତ ଦର୍ଶନ କରିବେ। ଏଥିପାଇଁ ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ମରଚିକୋଟ ଛକରୁ ଶ୍ରୀନଅର ଓ ଶ୍ରୀମନ୍ଦିର ଚତୁପାର୍ଶ୍ବରୁ ଉଠାଦୋକାନୀଙ୍କୁ ହଟାଯାଇଛି। ଏଥି ସହିତ ମରଚିକୋଟ ଛକର ବଡଦାଣ୍ଡ ଭେଣ୍ଡିଂ ଜୋନ୍…

ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଆଣିଲା ଦୁଇ ନୂଆ ଗର୍ଭ ନିରୋଧକ…

ରାଜ୍ୟ ପରିବାର ନିୟୋଜନ ବା ଫାମିଲି ପ୍ଲାନିଂ ବାସ୍କେଟ ଅଫ ଚଏସରେ ଯୋଡ଼ିହେଲା ଦୁଇ ନୂଆ ଗର୍ଭ ନିରୋଧକ- ସବ ଡର୍ମାଲ ଇମ୍ପ୍ଲାଣ୍ଟ ଓ ଅନ୍ତରା ଇଞ୍ଜେକସନ। ଆଜି ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହାର ଉନ୍ମୋଚନ…

ପିସିସି ପକ୍ଷରୁ ଡ. ଆମ୍ବେଦକରଙ୍କ ଶ୍ରାଦ୍ଧ ଦିବସ ପାଳିତ…

ଭୁବନେଶ୍ୱର: ଆଜି ଭାରତୀୟ ସମ୍ବିଧାନ ପ୍ରଣେତା ଭାରତ ରତ୍ନ ଡ. ବିଆର ଆମ୍ବେଦକରଙ୍କ ଶ୍ରାଦ୍ଧ ବାର୍ଷିକୀ । ଓଡ଼ିଶା ପ୍ରଦେଶ କଂଗ୍ରେସ ପକ୍ଷରୁ ଆମ୍ବେଦକରଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ…

ଭୁବନେଶ୍ଵର ରିଜର୍ଭ ପୁଲିସ ଗ୍ରାଉଣ୍ଡରେ ୬୧ ତମ ଗୃହରକ୍ଷୀ ଦିବସ ପାଳିତ…

ଭୁବନେଶ୍ଵର: ଆଜି ୬୧ ତମ ଗୃହରକ୍ଷୀ ଦିବସ । ଭୁବନେଶ୍ଵର ରିଜର୍ଭ ପୋଲିସ ଗ୍ରାଉଣ୍ଡରେ ମହାସମାରୋହରେ ପାଳନ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଭୁବନେଶ୍ଵର ସହରାଞ୍ଚଳ ପୁଲିସ ବିଭାଗରେ କାର୍ଯ୍ୟରତ ଗୃହରକ୍ଷୀ ମାନଙ୍କ ଦ୍ଵାରା ଏକ ପ୍ୟାରେଡ କାର୍ଯ୍ୟକ୍ରମର ଆୟୋଜନ…

ଉପକାରାଗାରରେ ଜୀବନ ହାରିଲେ ବିଚାରାଧୀନ କଏଦୀ…

ଯାଜପୁର: ଯାଜପୁର ଜିଲ୍ଲା ରଗଡ଼ି ଉପକାରାଗାରରେ ଜଣେ ବିଚାରାଧୀନ କଏଦୀ ଆତ୍ମହତ୍ୟା କରିଥିବା ଜଣାଯାଇଛି। ନୂତନ ନିର୍ମାଣାଧୀନ କୋଠାରେ ବେକରେ ଫାଶି ଲଗାଇ ସେ ଆତ୍ମହତ୍ୟା କରିଛନ୍ତି। ମୃତ କଏଦୀଙ୍କ ନାମ ବଳରାମ ବେହେରା। ସୂଚନା ମୁତାବକ, ଆଜି ଦିନ ୧୧ଟା ସମୟରେ ଜେଲ ଭିତରେ…