Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ନେହରୁ ଶତାବ୍ଦୀ ହସ୍ପିଟାଲ ହେଲା ପବିତ୍ର ମୋହନ ପ୍ରଧାନ ସରକାରୀ ଡାକ୍ତରଖାନା…
ଭୁବନେଶ୍ବର/ତାଳଚେର: ଅନୁଗୁଳ ଜିଲ୍ଲା ତାଳଚେରସ୍ଥିତ ନେହରୁ ଶତାବ୍ଦୀ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ମହାନଦୀ କୋଲଫିଲ୍ଡ ଲିମିଟେଡ୍ (ଏମ୍ସିଏଲ୍) ପରିଚାଳିତ ଏହି ହସ୍ପିଟାଲକୁ ରାଜ୍ୟ ସରକାର ହାତକୁ ନେବା ସହ ଏହାର ନାମ ‘ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ’କୁ!-->…
ସମ୍ଭାବ୍ୟ ବର୍ଷା ଏବଂ ବାତ୍ୟାକୁ ଆଖି ଆଗରେ ରଖି ଚାଷୀଙ୍କ ପ୍ରତି ଧ୍ୟାନ ଦେବାକୁ ଜିଲ୍ଲା କୃଷି ଅଧିକାରୀଙ୍କୁ…
ଭୁବନେଶ୍ବର: ସମ୍ଭାବ୍ୟ ବର୍ଷା ଏବଂ ବାତ୍ୟାକୁ ନେଇ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ। ସେ କହିଛନ୍ତି, ଛୋଟ ଧରଣର ବାତ୍ୟାକୁ ଆଖି ଆଗରେ ରଖି ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି। ଯୋଗାଣ ବିଭାଗ ପକ୍ଷରୁ ମଣ୍ଡିରେ ଥିବା ଅଫିସରମାନଙ୍କ ସହ!-->…
ଭିଜିଲାନ୍ସ ଜାଲରେ ସିନିୟର ଆସିଷ୍ଟାଣ୍ଟ କ୍ଲର୍କ…
ଅନୁଗୁଳ : ଭିଜିଲାନ୍ସ ଜାଲରେ ସିନିୟର ଆସିଷ୍ଟାଣ୍ଟ କ୍ଲର୍କ ନିତ୍ୟାନନ୍ଦ ଗାଇଗରିଆ । ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ କାବୁ କରିଥିଲା । ସୂଚନା ଅନୁସାରେ ଅନୁଗୋଳ ଜିଲ୍ଲା କିଶୋରନଗର ବ୍ଲକରେ ପୂର୍ବରୁ ପିଅନ ଥିବା ପୂର୍ଣ୍ଣଚନ୍ଦ୍ର ଭୁକ୍ତା ଏବେ ଅନୁଗୁଳ!-->…
ଖୁବଶୀଘ୍ର ପଦମପୁରକୁ ଜିଲ୍ଲା ମାନ୍ୟତା, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପାଇଁ ପ୍ରକ୍ରିୟା ଆରମ୍ଭ…
ପଦମପୁର: ଖୁବଶୀଘ୍ର ଜିଲ୍ଲା ମାନ୍ୟତା ପାଇବ ପଦମପୁର । ଓଡ଼ିଶାର ଜିଲ୍ଲା ସଂଖ୍ୟା ବୃଦ୍ଧି ପାଇବ। ଏଥିସହ ସତ ହେବ ପଦମପୁରବାସୀଙ୍କ ସ୍ବପ୍ନ । ଦୀର୍ଘଦିନ ଧରି ଜିଲ୍ଲା ମାନ୍ୟତା ଦାବି କରୁଥିଲେ ପଦମପୁରବାସୀ। ଯାହା ଏବେ ସତ ହେବାକୁ ଯାଉଛି। ନୂତନ ଜିଲ୍ଲାପାଳ କାର୍ଯ୍ୟାଳୟର ସ୍ଥାନ ନିରୂପଣ!-->…
୩ ରାଜ୍ୟରେ ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ବର: ମଧ୍ୟପ୍ରଦେଶ, ଛତିଶଗଡ଼ ଓ ରାଜସ୍ଥାନରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ବିଜେପିର ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଆଜି ସକାଳେ ମୁଖ୍ୟମନ୍ତ୍ରୀ ଟେଲିଫୋନ ଯୋଗେ ପ୍ରଧାନମନ୍ତ୍ରୀଙ୍କ ସହ କଥା ହୋଇ!-->…
ଭଡ଼ା ଘରୁ ସାମ୍ବାଦିକଙ୍କ ମୃତଦେହ ଉଦ୍ଧାର
ବ୍ରହ୍ମପୁର: ଭଡ଼ା ଘରୁ ସାମ୍ବାଦିକଙ୍କ ମୃତଦେହ ଉଦ୍ଧାର । ଗଞ୍ଜାମ ଜିଲ୍ଲା ଗୋପାଳପୁର ଥାନା ରେଡିକା ସାହିର ଏକ ଭଡ଼ା ଘରୁ ମୃତଦେହ ମିଳିଛି। ମୃତକ ଗାଙ୍ଗପୁର ଥାନା ଖଇରପୁଟି ଗାଁର ଜଗନ୍ନାଥ ନାୟକ । ସେ ଏକ ଖବରକାଗଜରେ କାମ କରିବା ସହ ଏକ ଫାଷ୍ଟଫୁଡ୍ ଦୋକାନ କରିଥିଲେ।
ଗତ!-->!-->!-->…
ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ…
ଭୁବନେଶ୍ବର: ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ କୁ ଆଜି ଜାମିନ ମିଳିଛି । ହାଇକୋର୍ଟ ଅର୍ଚ୍ଚନାଙ୍କୁ ଏହି ଜାମିନ ପ୍ରଦାନ କରିଛନ୍ତି । ଯାହାଫଳେ ଖୁବ୍ ଶୀଘ୍ର ଜେଲରୁ ମୁକୁଳି ପାରନ୍ତି ଅର୍ଚ୍ଚନା ନାଗ । ପୂର୍ବରୁ ୨ଟି ମାମଲାରେ ଅର୍ଚ୍ଚନାଙ୍କୁ ଜାମିନ ମିଳିସାରିଥିବାବେଳେ, ଏବେ ଆଉ ଗୋଟିଏ!-->…
ବାଲିଯାତ୍ରାର ମଜା ନେଉଛନ୍ତି ଭୁବନେଶ୍ଵର ବାସୀ…
ଭୁବନେଶ୍ଵର: ଆକାଶରେ ଉଡୁଛି ରଙ୍ଗ ବେରଙ୍ଗର ବେଲୁନ । ତଳେ ବିଛେଇ ହୋଇପଡିଛି ସତେ ଯେପରି ଘାସର ଗାଲିଚା । ସୁନ୍ଦର ସୁନ୍ଦର କୃତିମ ଗଛ, ଫୁଲଦାନୀ ନେବାକୁ ଲାଗିଛି ଲୋକଙ୍କ ଭିଡ । ତା’ ଭିତରେ ଚଟପଟା ଖାଇବର ମଜା । ଇଏ ହେଉଛି ଆମ ରାଜଧାନୀ ଭୁବନେଶ୍ଵରର ବାଲିଯାତ୍ରା ପଡିଆ । ବାଲିଯାତ୍ରା!-->…
କିଏ କେଉଁଠି ଜିତିଲେ, ଓଡ଼ିଶା ଉପରେ ତାର ପ୍ରଭାବ ପଡ଼ିବ ନାହିଁ: ବିଜେଡି
ଭୁବନେଶ୍ବର: ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡ଼ ବିଧାନସଭା ନିର୍ବାଚନରେ ବିଜେପି ଓ ତେଲେଙ୍ଗାନାରେ କଂଗ୍ରେସର ବିପୁଳ ବିଜୟ ପରେ ପ୍ରତିକ୍ରିୟା ରଖିଛି ବିଜେଡି। ଏନେଇ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଛନ୍ତି, ୨୦୦୦ରୁ ୨୦୨୩ ମଧ୍ୟରେ ଓଡ଼ିଶାରେ କେଉଁ ମଡେଲ କାମ କରିନି। ଓଡ଼ିଶାରେ କେବଳ!-->…
ଗୋଟିଏ ଦିନ ବଢିଲା ବାଲିଯାତ୍ରା ଅବଧି, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଐତିହାସିକ କଟକ ବାଲିଯାତ୍ରାର ଆହୁରି ମଜା ନେବେ ଲୋକେ, କରାଣ ଆଉ ଗୋଟିଏ ଦିନ ବଢିଲା କଟକ ବାଲିଯାତ୍ରା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜନ ସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଐତିହାସିକ ବାଲିଯାତ୍ରା କୁ ଗୋଟିଏ ଦିନ ପାଇଁ ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି ।!-->…