Browsing Category

ଓଡିଶା

ଛତିଶଗଡ଼ରେ ଦଳକୁ ହରାଇବାକୁ ଟଙ୍କା ଲଗେଇଥିଲା ବିଜେଡି: ପ୍ରଦୀପ ପୁରୋହିତ

ଭୁବନେଶ୍ବର: ଛତିଶଗଡ଼ରେ ବିଜେପିକୁ ହରାଇବାକୁ ବିଜେଡି ଟଙ୍କା ଲଗେଇଥିଲା ବୋଲି ସାଂଘାତିକ ଅଭିଯୋଗ ଆଣିଛନ୍ତି ବରିଷ୍ଠ ବିଜେପି ନେତା ତଥା ପଦ୍ମପୁରର ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ।ସେ କହିଛନ୍ତି, ପଶ୍ଚିମ ଓଡ଼ିଶାର ବିଜେଡି ନେତା ଓ ମନ୍ତ୍ରୀମାନେ ପ୍ରାଣପଣେ ଚେଷ୍ଟା କରିଥିଲେ। ଛତିଶଗଡ଼

୧୪ଟି ବୁଲେଟ ସମେତ ୨୩ଟି ଗାଡି ଜବତ, ୩ ଲୁଟେରା ଗିରଫ…

ଭୁବନେଶ୍ୱର: ପୋଲିସ୍ କବଜାରେ ଆନ୍ତଃରାଜ୍ୟ ବାଇକ ଲୁଟେରା ଗ୍ୟାଙ୍ଗ। ୩ ଲୁଟେରାଙ୍କୁ ଗିରଫ କଲା ଖଣ୍ଡଗିରି ପୋଲିସ୍ । ସେମାନଙ୍କ ନିକଟରୁ ୧୪ଟି ବୁଲେଟ ସମେତ ୨୩ଟି ବାଇକ ଜବତ ହୋଇଛି। ଗିରଫ ଲୁଟେରା ନୟାଗଡ଼ ଅଞ୍ଚଳର । ସେମାନଙ୍କ ଙ୍କ ଟାର୍ଗେଟରେ ଥିଲା ଦାମୀ ବାଇକ। ଓଡ଼ିଶା ସମେତ ଆନ୍ଧ୍ରର

ଓଡ଼ିଶାରେ ପ୍ରଭାବ ପକାଇବ ୩ ରାଜ୍ୟର ଫଳାଫଳ : ମନମୋହନ ସାମଲ…

ଭୁବନେଶ୍ବର; ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ବିଜେପି ବିପୁଳ ଭୋଟରେ ବିଜୟ ହାସଲ କରିଛି। ଏହି ୩ଟି ରାଜ୍ୟରେ ବିଜେପିର ବିଜୟ ଓଡ଼ିଶାରେ ପ୍ରଭାବ ପକାଇବ ବୋଲି ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ସେ କହିଛନ୍ତି, ଓଡ଼ିଶାରେ

ସ୍ତ୍ରୀର ତଣ୍ଟି ଚିପି ହତ୍ୟା ପରେ ଥାନାରେ ସ୍ୱାମୀର ଆତ୍ମସମର୍ପଣ…

କଣିହାଁ: ସ୍ତ୍ରୀର ତଣ୍ଟି ଚିପି ହତ୍ୟା ପରେ ଥାନାରେ ସ୍ୱାମୀର ଆତ୍ମ ସମର୍ପଣ । ଅନୁଗୋଳ ଜିଲ୍ଲା କଣିହାଁ ବ୍ଳକ ଅନ୍ତର୍ଗତ ରେଙ୍ଗାଳି ପ୍ରୋଜେକ୍ଟ ଫାଣ୍ଡି ଛକ ଅଞ୍ଚଳରେ ଘଟିଛି ଘଟଣା । ପାରିବାରିକ କଳହରୁ ଶରତ ଖୁଣ୍ଟିଆ ନାମକ ବ୍ୟକ୍ତି ନିଜ ସ୍ତ୍ରୀ ଇନ୍ଦିରା ଖୁଣ୍ଟିଆଙ୍କୁ ଗାମୁଛାରେ

ବିଲରେ ଦଳିଦେଲା ଦନ୍ତା, ୨ ମୃତ…

ଟାଙ୍ଗୀ: ଦଳିଦେଲା ଦନ୍ତା । ୨ ମୃତ । କଟକ ଜିଲ୍ଲା ଟାଙ୍ଗୀ ଥାନା ପରୀରଡ ପଞ୍ଚାୟତ ସିଦ୍ଧେଶ୍ବର ମନ୍ଦିର ନିକଟ ବିଲରେ ଅଭାବନୀୟ ଘଟଣା । ଦୁଇ ମୃତକ ପାରି ଓରଡ ଜରିଟାପୁ ଗାଁର କୃଷ୍ଣ ପ୍ରଧାନ ଓ ପରୀରଡ ଗାଁର ଲକ୍ଷ୍ମୀଧର ବେହେରା । ଗତକାଲି ବିଳମ୍ବିତ ରାତିରେ ଦୁଇ ଜଣ ବିଲକୁ

ବାତ୍ୟା ’ମିଗଜୋମ’: ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା…

ଭୁବନେଶ୍ଵର: ସମୁଦ୍ର ଭିତରେ ବଳ ଗୋଟାଉଛି ବାତ୍ୟା ମିଗଜୋମ । ଏହା ଆହୁରି ଅଧିକ ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେଇପାରେ । ଏବେ ଘଣ୍ଟାପ୍ରତି ୧୩ କିଲୋମିଟର ବେଗରେ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି ସାମୁଦ୍ରିକ ଝଡ଼ । ଆଜି ମଧ୍ୟାହ୍ନରେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଉତ୍ତର

ପ୍ରେମିକକୁ ଖୋଜି ଖୋଜି ଓଡ଼ିଶାରେ ପହଞ୍ଚିଲେ ବାଂଲାଦେଶୀ ଯୁବତୀ…

ବାଲେଶ୍ଵର: ପ୍ରେମ ସତ୍ୟ ଶାଶ୍ୱତ ଚିରନ୍ତନ । ବିଶ୍ୱାସର ଅନ୍ୟ ନାମ ପ୍ରେମ । ପ୍ରେମ ମାନେନା ବନ୍ଧ ବାଡ଼ । ପ୍ରେମ ବୁଝେନା ଜାତି ଧର୍ମ । ଯାହାର ଜ୍ୱଳନ୍ତ ଉଦାହରଣ ହେଉଛନ୍ତି ବାଂଲାଦେଶୀ ଯୁବତୀ ରୁମା ମାରୀୟମ । ପୂର୍ବରୁ ପ୍ରେମ ପକ୍ଷୀ ସୀମା ହାଇଦର ଚର୍ଚ୍ଚାରେ ଥିବା ବେଳେ ଏବେ ପୁଣି

ଧୂମ୍‌ ଧାମ୍‌ରେ ପାଳିତ ହେଲା ପ୍ରଭୁ ଆୟାପ୍ପାଙ୍କ ଅଗ୍ନି ପୂଜା

ନବରଙ୍ଗପୁର : ଚାଲିଛି ପୂଜାର୍ଚ୍ଚନା । ଘଣ୍ଟ ଧୂପ ଦୀପ ଆଳତିର ମହକରେ ମହକୁଛି ପୂରା ପରିବେଶ । ଧୂମ୍‌ ଧାମ୍‌ରେ ପାଳିତ ହେଉଛି ସ୍ୱାମୀ ଆୟାପ୍ପାଙ୍କ ଅଗ୍ନିପୂଜା। ଆୟାପ୍ପାଙ୍କ ପ୍ରଭୁ ନିକଟରେ ବିଶ୍ବାସ ଓ ନିଷ୍ଠାର ସହ ଏହି ବ୍ରତ ପାଳନ କଲେ ସମସ୍ତ ମନୋସ୍କାମନା ପୂର୍ଣ୍ଣ ହୋଇଥାଏ ବୋଲି

ଏସ୍‌ସିବିକୁ ମହିଳାଙ୍କ ମୃତ ଶରୀର ଦାନ କଲେ ପରିବାର ଲୋକେ…

ଡାକ ବିଭାଗର ଅବସରପ୍ରାପ୍ତ କର୍ମଚାରୀ ତାରାମଣି ବେହେରାଙ୍କ ଆଜି ସକାଳେ ପରଲୋକ ହୋଇ ଯାଇଛି । ୬୭ ବର୍ଷ ବୟସରେ ତାଙ୍କର ମୃତ୍ୟୁ ହୋଇଛି । ତେବେ ତାଙ୍କ ମରଶରୀରକୁ କଟକ ବଡ଼ ମେଡିକାଲକୁ ଦାନ କରିଛନ୍ତି ପରିବାର ଲୋକେ । ତାରାମଣିଙ୍କ ମୃତ୍ୟୁ ପରେ ଦଧିଚି ବିମାନରେ ତାଙ୍କ ମରଶରୀରକୁ

ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ପକ୍ଷରୁ ନିଶାମୁକ୍ତ ଅଭିଯାନ..

ବେଗୁନିଆ : ବେଗୁନିଆ ଗୋବିନ୍ଦପୁର ପଞ୍ଚାୟତ ପରିଛଳ ଗାଁରେ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ଆୟୋଜନରେ ନିଶାମୁକ୍ତି ଅଭିଯାନ ଅନୁଷ୍ଠିତ ହୋଇଛି। ଗ୍ରାମବାସୀଙ୍କ ସହିତ ସରପଞ୍ଚ, ବୁଦ୍ଧିଜୀବୀ ପ୍ରମୂଖ ପଞ୍ଚାୟତ ପରିସରରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ଗ୍ରାମ ପରିକ୍ରମା କରିଥିଲେ। ପରେ