Browsing Category

ଓଡିଶା

ସଙ୍କଟରେ ବାଲିମେଳା ଜଳ ବିଦ୍ୟୁତ୍ ପ୍ରକଳ୍ପ

ମାଲକାନଗିରି: ସଙ୍କଟରେ ବାଲିମେଳା ଜଳ ବିଦ୍ୟୁତ୍ ପ୍ରକଳ୍ପ। ଏସିଆ ର ଦ୍ୱିତୀୟ ସର୍ବ ବୃହତ୍ତ ମାଟିବନ୍ଧ ହେଉଛି ବାଲିମେଳା ଜଳ ଭଣ୍ଡାର।ଆଉ ଏହି ଜଳ ରୁ ବାଲିମେଳା ବୃହତ ଜଳ ପ୍ରକଳ୍ପ ନିର୍ମାଣ ହୋଇଛି। ହେଲେ ଅନଭିଜ୍ଞ ଲୋକଙ୍କ ହାତରେ ଟେକିଦେଇଛି OHPC। ଯାହାର ପରିଣାମ ଭୋଗୁଛି ଆଜି OHPC। ଭୁଲ

ୱିମେନ୍ ଇନ୍ ମିଡିଆ ଓ କମିଶନରେଟ୍ ପୋଲିସର ନିଆରା ବୃକ୍ଷରୋପଣ କାର୍ଯ୍ୟକ୍ରମ

ଭୁବନେଶ୍ୱର : ପରିବେଶ ସହ ଜଡିତ ସମସ୍ୟାଗୁଡିକର ସମାଧାନ ପାଇଁ ଏକ ଉଲ୍ଲେଖନୀୟ ପ୍ରୟାସ ଅନ୍ତର୍ଗତ ପ୍ରାୟ ୧୮୦ ଜଣ ମହିଳା ସାମ୍ବାଦିକାଙ୍କୁ ନେଇ ଗଠିତ ଓଡିଶା ୱମେନ୍ ଇନ୍ ମିଡିଆ (ଓଡବ୍ଲ୍ୟୁଏମ୍‌) ଏବଂ କମିଶନରେଟ୍ ପୁଲିସ୍ ପକ୍ଷରୁ ମିଳିତ ଭାବେ ଚନ୍ଦକା ପୋଲିସ୍ ଷ୍ଟେସନରେ ସିଡ୍ ବଲ୍

ସମସ୍ତଙ୍କୁ ପର କରି ଜୀବନ ହାରିଲେ ପ୍ରଦୀପ

ପଟ୍ଟାମୁଣ୍ଡାଇ: ଘରର ସମସ୍ତ ସଦସ୍ୟଙ୍କ ଆଖିରେ ଲୁହ ଦେଇ ଅଫେରା ରାଇଜକୁ ଚାଲିଗଲେ ପ୍ରଦୀପ । ସବୁଦିନ ଭଳି ସେଦିନ ବି ଘରେ ଭଲରେ କଥା ହୋଇ ବାହାରକୁ ଯାଇଥିଲେ । କିନ୍ତୁ ହଠାତ ସକାଳେ ଘରକୁ ଖବର ଆସିଲା ପୁଅ ଜୀବନ ହାରି ଦେଇଛି । ଆଉ ଏକଥା ଶୁଣିବା ପରେ ଘର ଲୋକଙ୍କ ପାଦ ତଳୁ ମାଟି ଖସିଗଲା ।

ସାଲେପୁରରେ କୁଖ୍ୟାତ ଅପରାଧୀ ସୁଶାନ୍ତ ସାହୁକୁ ଏନକାଉଣ୍ଟର, ଗୁରୁତର ଅବସ୍ଥାରେ ଏସସିବିରେ ଭର୍ତ୍ତି

ସାଲେପୁର : ଜଗତସିଂପୁର ତିର୍ତ୍ତୋଲ ଅଞ୍ଚଳର କୁଖ୍ୟାତ ଅପରାଧୀ ସୁଶାନ୍ତ ସାହୁକୁ ପୋଲିସ ଏନକାଉଣ୍ଟର କରିଛି । ତାହାର ବାମ ଜଙ୍ଘରେ ଗୋଡ଼ରେ ଗୁଳି ବାଜିଛି। ସୁଶାନ୍ତ ଓ ତାର ସହଯୋଗୀ ଅସୁରେଶ୍ୱର ଖେଳ ପଡ଼ିଆ ପାଖରେ ଆସୁଥିବା ଗତକାଲି ବିଳମ୍ବିତ ରାତିରେ ନିଶ୍ଚିନ୍ତକୋଇଲି ପୁଲିସ

ରାଜଧାନୀରେ ବସକୁ ପିଟିଲା କାର୍, ଜଣେ ମୃତ

ଭୁବନେଶ୍ୱର: ଭୁବନେଶ୍ୱରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଚନ୍ଦ୍ରଶେଖରପୁର ଥାନା ନିକଟ ପେଟ୍ରୋଲ ପମ୍ପ ପାଖରେ ଦୁର୍ଘଟଣା ହୋଇଛି l ଫଳରେ ଏଥିରେ ଜଣେ ମୃତ, ୨ ଜଣ ଗୁରୁତର ହୋଇଛନ୍ତି। ସୂଚନା ଅନୁସାରେ ଭାରସାମ୍ୟ ହରାଇ ଦ୍ରୁତଗାମୀ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଡିଭାଇଡର ଉପରକୁ

ଘଟଗାଁ ନିକଟରେ ଦୁର୍ଘଟଣାରେ ୮ ଜଣଙ୍କର ମୃତ୍ୟୁ ଘଟଣା : NHAI ପାଟ୍ରୋଲିଂ ଇନଚାର୍ଜ ଗିରଫ

ଆନନ୍ଦପୁର : ଘଟଗାଁ ନିକଟରେ ଦୁର୍ଘଟଣାରେ ୮ ଜଣଙ୍କର ମୃତ୍ୟୁ ଘଟଣା । ଏନଏଚଏଆଇର ପାଟ୍ରୋଲିଂ ଇନଚାର୍ଜଙ୍କୁ ଗିରଫ କଲା ଘଟଗାଁ ପୋଲିସ । ଏନଏଚ୍ ୨୦ ଦରଖଳାରୁ ନେଙ୍କଡାଘର ଯାଏଁ ସେ ପାଟ୍ରୋଲିଂ ଦାୟିତ୍ବରେ ଥିଲେ । ଗତକାଲି ଏନଏଚଏଆଇ ବିରୋଧରେ ପୋଲିସ ମାମଲା ରୁଜ୍ଜୁ କରିଥିଲା ।

ଚାଲିଛି ପିସି କାରବାର, ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ନିମ୍ନମାନର ରାସ୍ତା ନିର୍ମାଣ…

ନୂଆପଡା: ପିସି ରେ ପେଷି ହେଉଛି ନୂଆପଡା ଗ୍ରାମ୍ୟ ନିର୍ମାଣ ବିଭାଜନ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କ କାର୍ଯ୍ୟାଳୟ । ପ୍ରଧାନ ମନ୍ତ୍ରୀ ସଡ଼କ ଯୋଜନାରେ କୋଟିକୋଟି ଟଙ୍କାର ରାସ୍ତା କାମରେ ନିମ୍ନମାନର ରାସ୍ତା ନିର୍ମାଣ କରି ସ୍ଥାୟୀତ୍ୱ ଉପରେ ପ୍ରଶ୍ନ ଛାଡି ଯାଇଛନ୍ତି ଉଭୟ ବିଭାଗ ଓ

୨୪ ଘଣ୍ଟା ମଧ୍ୟରେ ବାତ୍ୟା: ଚେନ୍ନାଇ ଓ ଆନ୍ଧ୍ର ଉପକୂଳରେ ଆରମ୍ଭ ହେଲା ବର୍ଷା…

ଭୁବନେଶ୍ୱର:ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତର ରୂପ ନେଇ ସାରିଛି । ୨୪ ଘଣ୍ଟା ମଧ୍ୟରେ ଏହା ବାତ୍ୟା ରୂପ ନେବ । ବାତ୍ୟା ମାଇଚୋଙ୍ଗର ପ୍ରଭାବରେ ପ୍ରବଳ ବର୍ଷା ସହ ପବନ ବହିବାର ଆଶଙ୍କା କରିଛି ପାଣିପାଗ ବିଭାଗ । ସ୍ଥଳଭାଗ ଛୁଇଁବାବେଳେ ପବନର ବେଗ ଘଣ୍ଟାପ୍ରତି ୧୦୦ କିମି ରହିବ

ଆନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବର ଦ୍ୱିତୀୟ ଦିନରେ ପର୍ଯ୍ୟଟକଙ୍କ ଭିଡ଼

ପୁରୀ: ଚନ୍ଦ୍ରଭଗା ବେଳାଭୂମିରେ ଆନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବର ଆଜି ଥିଲା ଦ୍ୱିତୀୟ ଦିନ । ଏଥିରେ ପ୍ରଖ୍ୟାତ ବାଲୁକା କଳାକାରମାନେ ଅନନ୍ୟ ସୃଷ୍ଟିର ବାଲୁକା କଳା ପ୍ରଦର୍ଶନ କରିଛନ୍ତି । ଦ୍ୱିତୀୟ ଦିନରେ ବାଲୁକା ଶିଳ୍ପୀମାନେ ପରିବେଶ ପର୍ଯ୍ୟଟନ ବିଷୟବସ୍ତୁ ଉପରେ ବାଲୁକାକଳା

କୋଣାର୍କ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟା, କୁଚିପୁଡ଼ି ଓ ଓଡ଼ିଶୀ ନୃତ୍ୟ ଦର୍ଶକଙ୍କ ମନମୋହିଲା…

କୋଣାର୍କ : ଈଶ୍ୱରୀୟ ଉପାସନାର ଆଧାର ହିଁ ନୃତ୍ୟ ଓ ସଙ୍ଗୀତ । ହୃଦୟକୁ ବିଭୁକରୁଣାରେ ବିଗଳିତ କରିଦିଏ ନୃତ୍ୟ ସଙ୍ଗୀତର ଆସର । ଏହି ଉକ୍ତିର ସତ୍ୟତାକୁ ପ୍ରତିପାଦନ କରିଥିଲା କୋଣାର୍କ ସୂର୍ଯ୍ୟ ମନ୍ଦିରର ପାଦଦେଶରେ ଥିବା ମୁକ୍ତାକାଶ ରଙ୍ଗମଞ୍ଚ । ଅବସର ଥିଲା ପର୍ଯ୍ୟଟନ ବିଭାଗ ପକ୍ଷରୁ