Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଓଡ଼ିଶାରେ କମୁଛି ଏଡ୍ସ ରୋଗୀଙ୍କ ସଂଖ୍ୟା, ୨୦୩୦ ମସିହା ସୁଦ୍ଧା ଦେଶକୁ ଏଡ୍ସ ମୁକ୍ତ କରିବାଲକ୍ଷ୍ୟ…
ପାରାଦୀପ : ୨୦୩୦ ମସିହା ସୁଦ୍ଧା ଦେଶକୁ ସମ୍ପୂର୍ଣ୍ଣ ଏଡ୍ସ ମୁକ୍ତ କରିବାକୁ ଲକ୍ଷ୍ୟ ରଖାଯାଇଛି। ସଚେତନତା କାର୍ଯ୍ୟକ୍ରମ ଏବଂ ପ୍ରତିରୋଧକ ବ୍ୟବସ୍ଥା ଗ୍ରହଣ ଫଳରେ ଓଡ଼ିଶାରେ ଏଡ୍ସ ରୋଗୀଙ୍କ ସଂଖ୍ୟା କମିଛି। ପୂର୍ବାପେକ୍ଷା ପ୍ରତିବର୍ଷ ରାଜ୍ୟରେ କମ୍ସଂଖ୍ୟକ ଏଡ୍ସ ରୋଗୀ!-->…
ଅଧିକ ସମୟ ଦେବାକୁ ସରକାରଙ୍କ ଆବେଦନ
କଟକ : ଶ୍ରୀମନ୍ଦିର ରତ୍ନଭଣ୍ଡାରର ଚାବି ହଜିବା ଘଟଣାର ତଦନ୍ତ କମିଶନ୍ଙ୍କ ରିପୋର୍ଟ ସାର୍ବଜନୀନ କରାଯିବା ନେଇ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ଶୁକ୍ରବାର ହୋଇଛି। ରାଜ୍ୟ ସରକାର ସ୍ଥିତି ସମ୍ପର୍କିତ ରିପୋର୍ଟ ଦାଖଲ ପାଇଁ ଅଧିକ ସମୟ ଦେବାକୁ ଅଦାଲତଙ୍କୁ ପ୍ରାର୍ଥନା କରିଛନ୍ତି।!-->…
ଆଉ ୩ ସ୍ଥାନରେ ଆରମ୍ଭହେଲା ‘ଇକୋ ରିଟ୍ରିଟ୍’…
ଭୁବନେଶ୍ୱର : ଓଡିଶା ପର୍ଯ୍ୟଟନର ଶ୍ରେଷ୍ଠ ତିନୋଟି ଫ୍ଲାଗ୍ସିପ ଇଭେଣ୍ଟ ତଥା ଇକୋ ରିଟ୍ରିଟ୍ର ପଞ୍ଚମ ସଂସ୍କରଣକୁ ମୁଖ୍ୟମନ୍ତ୍ରୀ ଉଦ୍ଘାଟନ କରିଛନ୍ତି। ଏହି କ୍ରମରେ ରାଜ୍ୟର ୩ଟି ସ୍ଥାନ କୋଣାର୍କ, ଗଞ୍ଜାମର ସୋନାପୁର ଓ ଭିତରକନିକାରେ ଆରମ୍ଭ ହୋଇଛି ଇକୋ ରିଟ୍ରିଟ୍। ଏଥିସହ!-->…
ନୂଆପଡ଼ାରେ ପୁଣି ମାଓ ବ୍ୟାନର୍: ପୁଲିସ ଓ ଜିଲ୍ଲା ପ୍ରଶାସନକୁ ଚ୍ୟାଲେଞ୍ଜ କଲେ ମାଓବାଦୀ
ନୂଆପଡ଼ା: ନୂଆପଡ଼ା ଜିଲ୍ଲାରେ କିଛି ମାସ ବ୍ୟବଧାନ ପରେ ପୁଣି ମାଓବାଦୀମାନେ ଖୁଲମଖୁଲା ପୁଲିସ ଓ ଜିଲ୍ଲା ପ୍ରଶାସନକୁ ଚ୍ୟାଲେଞ୍ଜ କରି ନିଜର ଉପସ୍ଥିତି ଜାହିର କରିଛନ୍ତି। ଗତରାତ୍ରିରେ ନୂଆପଡ଼ା ଥାନା ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ଠରୁ ମାତ୍ର ୭କିମି ଦୂର ସାରାବଙ୍ଗ ଗାଁର!-->…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ୪ ଓଡ଼ିଆ ଶ୍ରମିକ…
ଭୁବନେଶ୍ଵର: ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକ ମାନେ ଆଜି ଭୁବନେଶ୍ୱରରେ ପହଞ୍ଚି ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହି ଅବସରରେ ସେମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା…
ଏଣିକି CBSE ଘୋଷଣା କରିବନି ମାର୍କ ଓ ଡିଭିଜନ…
ଭୁବନେଶ୍ବର: ଏଣିକି ସିବିଏସଇ ଦଶମ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀ ପରୀକ୍ଷାର୍ଥୀ ରଖିଥିବା ମାର୍କ କିମ୍ବା ଡିଭିଜନ ଘୋଷଣା କରିବ ନାହିଁ । ଏପରିକି ଦଶମ ଓ ଦ୍ବାଦଶ ଶ୍ରେଣୀ ପାସ୍ କରିଥିବା ଛାତ୍ରଛାତ୍ରୀଙ୍କୁ ଗ୍ରେଡ, ଡିଭିଜନ କି ଡିସ୍ଟିକସନ ଦିଆଯିବ ନାହିଁ । ଏଭଳି…
ନବରଙ୍ଗପୁରରେ ଡବଲ ମର୍ଡର, ଦୁଇ ବର୍ଷର ପୁଅକୁ ହତ୍ୟାକଲା ବାପା…
ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ମୈଦଲପୁର ଥାନା ଅନ୍ତର୍ଗତ ବୁଜୁମାପଦର ଗ୍ରାମରେ ଡବଲ ମର୍ଡର । ଦୁଇ ବର୍ଷ ର ଛୁଆ କୁ ହତ୍ୟା କଲା ମଦ୍ୟପ ବାପ । ଏହା ସହ ମଦ୍ୟପ ଜଣଙ୍କ ପୋଡ଼ଶୀଙ୍କୁ ମଧ୍ୟ ହତ୍ୟାକରିଥିବା ଅଭିଯୋଗ ହୋଇଛି । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ…
ଝାରସୁଗୁଡା ଜିଲ୍ଲା ଲଖନ୍ପୁରଠାରେ ITI ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ…
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଝାରସୁଗୁଡା ଜିଲ୍ଲାର ଲଖନ୍ପୁରଠାରେ ଏକ ITI ପ୍ରତିଷ୍ଠା ପାଇଁ ଅନୁମୋଦନ କରିଛନ୍ତି ଏବଂ ଏଥିପାଇଁ ୨୪ କୋଟି ୪୮ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥ ଜିଲ୍ଲା ଖଣିଜ ପାଣ୍ଠିରୁ ବିନିଯୋଗ କରାଯିବ।…
ସମ୍ବଲପୁର ମଣ୍ଡଳ କାରାଗାରରୁ ବିଚାରାଧୀନ କଏଦୀ ଚମ୍ପଟ…
ସମ୍ବଲପୁର : ସମ୍ବଲପୁର ମଣ୍ଡଳ କାରାଗାରରୁ ଜଣେ ବିଚାରାଧୀନ କଏଦୀ ଚମ୍ପଟ ମାରିଛି । ସିସିଟିଭି ଆଧାରରେ ଛାନଭିନ୍ କରୁଛି ସମ୍ବଲପୁର ପୋଲିସ ।
ସୂଚନାଯୋଗ୍ୟ ଯେ, ଗୁରୁବାର ସନ୍ଧ୍ୟା ସମୟରେ ବାଥରୁମ୍ ଯିବା ବାହାନାରେ ଚମ୍ପଟ ମାରିଥିଲେ । ତେବେ ସନ୍ଧ୍ୟାରେ କଏଦୀ ଜଣକ…
ଜଳଖିଆ ଦୋକାନୀ ସସ୍ମିତା ବେହେରା ହତ୍ୟା ମାମଲା, ମୁଖ୍ୟ ଅଭିଯୁକ୍ତ ନିଖିଲ ଜେନା ଗିରଫ…
ଭୁବନେଶ୍ଵର: ଜଳଖିଆ ଦୋକାନୀ ସସ୍ମିତା ବେହେରା ହତ୍ୟା ମାମଲା । ଦୀର୍ଘ ୨୩ ଦିନ ପରେ ଧରାପଡିଲା ମୁଖ୍ୟ ଅଭିଯୁକ୍ତ ନିଖିଲ ଜେନା । ଅଭିଯୁକ୍ତକୁ ନେଇ ସିନ୍ ରିକ୍ରିଏଟ କରିଛି ଚନ୍ଦକା ଥାନା ପୋଲିସ । ହତ୍ୟାକାଣ୍ଡରେ ବ୍ୟବହୃତ ହୋଇଥିବା ଛୁରୀ ଜବତ କରିଛି ପୋଲିସ ।
ସୂଚନା…