Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପତ୍ନୀଙ୍କ ପେଟକୁ ଲାତ ମାରି ଜୀବନ ନେଇଗଲା ସ୍ୱାମୀ…
ଗଜପତି : ସଇତାନ୍ ସାଜିଲା ସ୍ୱାମୀ । ସାମାନ୍ୟ କଥାରୁ ସ୍ତ୍ରୀର ନେଇଗଲା ଜୀବନ । ସାରା ଜୀବନ ସାଥି ହୋଇ ବାଟ ଚାଲିବ ବୋଲି କଥା ଦେଇଥିଲା ସ୍ୱାମୀ । ହେଲେ ମଝି ରାସ୍ତାରେ ଧୋକା ଦେଇ ସ୍ତ୍ରୀର ଜୀବନ ନେଇଗଲା । ଏଭଳି ଅଭାବନୀୟ ଘଟଣା ଗଜପତି ଜିଲ୍ଲା ଗାରାବନ୍ଧ ଥାନା…
ପାରାଦୀପ ଜାହାଜରୁ ୨୨ ପ୍ୟାକେଟ କୋକେନ ଜବତ
ପାରାଦୀପ: ପାରାଦୀପ ବନ୍ଦର ପିଆଇସିଟି ବର୍ଥରେ ଚାଞ୍ଚଲ୍ୟ । ଷ୍ଟିଲ ପ୍ଲେଟ ନେଇ ପାରାଦୀପ ଆସିଥିବା MV DEBI PANAMA ଜାହାଜରୁ ଆଜି ସକାଳେ ୨୨ଟି ସନ୍ଦିଗ୍ଧ ପ୍ୟାକେଟ ମିଳିଥିଲା । ଜାହାଜଟି ଇଣ୍ଡୋନେସିଆରୁ ଆସିଥିଲା । ଜାହାଜ ଭିତରୁ ସନ୍ଦେହଜନକ ପ୍ୟାକେଟ ମିଳିବା ଘଟଣାର…
ବ୍ୟାଙ୍କ ଶାଖାରେ ସନ୍ଦିଗ୍ଧ ଭାବେ ବୁଲୁଥିବା ୩ ଯୁବକ ଅଟକ, ତଦନ୍ତ ଜାରି…
ଘଷିପୁରା: ବ୍ୟାଙ୍କ ଅଫ ଇଣ୍ଡିଆ ଘଷିପୁରା ଶାଖାରେ ସନ୍ଦିଗ୍ଧ ଭାବେ ବୁଲୁଥିବା ୩ ଜଣ ଯୁବକଙ୍କୁ ଉଠାଇ ନେଲା ଘଷିପୁରା ପୋଲିସ। ଘଷିପୁରା ଅଞ୍ଚଳରେ ଦିନକୁ ଦିନ ଚୋରି, ରାହାଜାନି ବଢିବାକୁ ଲାଗିଥିବା ବେଳେ ଏଥିପ୍ରତି ସଜାଗ ରହିବାକୁ ତୀକ୍ଷ୍ଣ ନଜର ରଖିଛି ପୋଲିସ ବିଭାଗ।…
ଟ୍ରକ ସହ ଟ୍ରକ ମୁହାଁମୁହିଁ ଧକ୍କା: ଚାପି ହୋଇ ଜଣେ ମୃତ…
କୁଚିଣ୍ଡା : ଟ୍ରକ ସହ ଟ୍ରକ ମୁହାଁମୁହିଁ ଧକ୍କା। ଦୁର୍ଘଟଣାରେ ଜଣେ ମୃତ ଜଣେ ଗୁରୁତର। ସମ୍ବଲପୁର ଜମନକିରା ଥାନା ୫୩ ନମ୍ବର ଜାତୀୟ ରାଜପଥ ଚିନିମହୁଲ ନିକଟରେ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଜଣେ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ଆହତ…
ପାଳିତ ହେଲା ଓରାଳି ଦରଘା ବାବାଙ୍କ ବାର୍ଷିକ ଉତ୍ସବ…
ବିଶ୍ୱାସ ଆଗରେ ସବୁକିଛି ହାର ମାନେ । ମନରେ ଭକ୍ତି ଥିଲେ ସବୁକିଛି ସମ୍ଭବ । ଦରଘାରେ କେବଳ ଯେ ମୁସଲମାନ ମାନେ ପୂଜା କରନ୍ତି ତାହା ନୁହେଁ । ହିନ୍ଦୁମାନେ ବି ନିଜ ଆସ୍ଥାକୁ ମାନି ଦରଘାକୁ ନିତି ଦିନ ପୂଜା ପାଇଁ ଆସନ୍ତି । ହଁ ଦର୍ଶକ ବନ୍ଧୁ ଆମେ ଏପରି ଏକ ଦରଘା ବିଷୟରେ…
ଡିସେମ୍ବର ୩ରେ ବାତ୍ୟା , ୪ରେ ଛୁଇଁବ ଉପକୂଳ
ଭୁବନେଶ୍ବର: ଓଡ଼ିଶା ଉପକୂଳକୁ ମାଡି ଆସୁଛି ବାତ୍ୟା ‘ଜୱାଦ’। ୪ ତାରିଖ ସକାଳେ ଓଡିଶା ଉପକୂଳ ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକଳ ସମୁଦ୍ରରେ ପହଞ୍ଚିବ ବାତ୍ୟା। ବାତ୍ୟା କେଉଁଠାରେ ସ୍ଥଳଭାଗ ଛୁଇଁବ ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ବାତ୍ୟା କେନ୍ଦ୍ରୀଭୂତ ଥିବା…
ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲେ ୪ ଓଡ଼ିଆ ଶ୍ରମିକ
ଭୁବନେଶ୍ୱର: ଓଡ଼ିଶା ଫେରିଲେ ୪ ଶ୍ରମବୀର। ଉତ୍ତରକାଶୀ ସିଲକ୍ୟାରା ଟନେଲରୁ ଉଦ୍ଧାର ହୋଇଥିବା ୫ ଜଣ ଓଡ଼ିଆ ଶ୍ରମିକଙ୍କ ମଧ୍ୟରୁ ୪ ଜଣ ଓଡ଼ିଶା ଫେରିଛନ୍ତି। କିଛି ସମୟ ତଳେ ୪ ଜଣ ଭୁବନଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି । ଏୟାରପୋର୍ଟରେ ଶ୍ରମ ବିଭାଗ ପକ୍ଷରୁ…
ଆଜିଠୁ କୋଣାର୍କ ମହୋତ୍ସବ…
କୋଣାର୍କ : ଆରମ୍ଭ ହେବ ଅନ୍ତର୍ଜାତୀୟ କୋଣାର୍କ ମହୋତ୍ସବ । କୋଣାର୍କ ମୁକ୍ତାକାଶ ରଙ୍ଗମଞ୍ଚରେ କୋଣାର୍କ ମହୋତ୍ସବର ଉଦଘାଟନୀ କାର୍ଯ୍ୟକ୍ରମ ରହିଛି । ଆଜିଠୁ ପୁଣି ଚଳଚଞ୍ଚଳ ହୋଇପଡିବ କୋଣାର୍କ । ଶାସ୍ତ୍ରୀୟ ସଙ୍ଗୀତ, ବାଦ୍ୟ ଆଉ ଘୁଙ୍ଗୁରର ତାଳେତାଳେ ଝୁମିବେ…
ଯାଜପୁର ଜିଲ୍ଲାରେ ଆରମ୍ଭ ହେଲା ରାଜ୍ୟର ପ୍ରଥମ ମିଶନ ଶକ୍ତି ସିନେମା ହଲ୍…
ଯାଜପୁର : ଦିନେ ରୋଷେଇ ଶାଳରେ ବସି ରହି ସ୍ୱାମୀଙ୍କ ଠାରୁ ହାତ ଖର୍ଚ୍ଚ ମାଗୁଥିବା ମହିଳା ଏବେ ନିଜେ ସ୍ୱାବଲମ୍ବୀ। ନିଜେ ପରିବାର ଚଳାଇବାକୁ ସକ୍ଷମ । ସରକାରଙ୍କ ମିଶନ ଶକ୍ତି ଯୋଜନାରେ ସାମିଲ ହୋଇ ଏବେ ମହିଳାମାନେ ଅନ୍ୟମାନଙ୍କ ପାଇଁ ସାଜିଛନ୍ତି ଉଦାହରଣ।
ଏହି…
ଆଜିଠୁ କଂଗ୍ରେସର ଆରମ୍ଭ ହେଲା ତୁଳସୀ ଯାତ୍ରା…
ପୁରୀ: ସଂକୀର୍ତ୍ତନ ପ୍ରତିବାଦ ପରେ ଆଜିଠୁ କଂଗ୍ରେସ ଆରମ୍ଭ କରିଛି ‘ତୁଳସୀ ଯାତ୍ରା’ । ଆଜି ରାଜ୍ୟର ସମସ୍ତ ବ୍ଲକ ଓ ନଗରର ସାଧାରଣ ଜନତା, ଜଗନ୍ନାଥ ପ୍ରେମୀ, ଭକ୍ତ, ଶ୍ରଦ୍ଧାଳୁ, ଯୁବକ , ଯୁବତୀ, ଛାତ୍ର ଛାତ୍ରୀ, ଭକ୍ତଙ୍କ ଠାରୁ ତୁଳସୀ ସଂଗ୍ରହ କରାଯାଇଛି ।…