Browsing Category

ଓଡିଶା

ଦେବସ୍ମିତା ଶତପଥୀ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ମୁକୁଟ ପିନ୍ଧିଲେ…

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଜି ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ପଦବୀ ପାଇଁ ଉପ ନିର୍ବାଚନ ଗତ କାଲି ଅନୁଷ୍ଠିତ ହୋଇଥିବା ବେଳେ ଆଜି ଭୋଟ ଗଣତି ହୋଇଥିଲା ।ସକାଳ ୮ ଘଣ୍ଟା ସମୟରେ ସ୍ଥାନୀୟ ତହସିଲଦାର ତଥା ନିର୍ବାଚନ ଅଧିକାରୀ ରଞ୍ଜନ କୁମାର୍ ସାହୁଙ୍କ ନେତୃତ୍ୱରେ

ନିସର୍ତ୍ତ ରେ ଖବର ପ୍ରକାଶ ପରେ ଆସିକା ରେ ଭୁବନେଶ୍ୱର ଭିଜିଲାନ୍ସ ବିଭାଗ ର ଚଢ଼ାଉ …

ଭୁବନେଶ୍ୱର ଭିଜିଲାନ୍ସ ଅଫିସର ଙ୍କୁ ଦେଖି କାନ୍ଥ ଡେଇଁ ଚମ୍ପଟ ମାରିଲେ କନିଷ୍ଠ ଯନ୍ତ୍ରୀ….! ବ୍ରହ୍ମପୁର : ୩୦-୧୧ ଗତ କାଲି ନିସର୍ତ୍ତ ରେ ବ୍ରହ୍ମପୁର ଦୁର୍ନୀତି ନିବାରଣ ବିଭାଗ କୋମା ରେ ବୋଲି ଖବର ପ୍ରକାଶ ପାଇଥିଲା।ଆଜି ଭୁବନେଶ୍ୱର ର ଭିଜିଲାନ୍ସ ବିଭାଗ ପକ୍ଷରୁ ଏକା ସଙ୍ଗେ

ଲଜ୍ୟା ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ,ଥାନାରେ ଏତଲା..

ଫୁଲବାଣୀ : ସଦର ବ୍ଲକ ଅନ୍ତର୍ଗତ ଏକ ଆଶ୍ରମ ବିଦ୍ୟାଳୟର ଜନୈକା ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟାଳୟର ଛାତ୍ରୀ ନିବାସରେ ରହୁଥିବା ଛାତ୍ରୀ ଜଣକ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରିବା ସମୟରେ ସେ ଗର୍ଭବତୀ ଥିବା ଜଣାପଡିଥିଲା। ଗତ

ଇଭିଏମ ଭିତରେ ୩ ପ୍ରାର୍ଥିନୀଙ୍କ ଭାଗ୍ୟ : ୫୫.୪ ପ୍ରତିଶତ ମତଦାନ ।

ଫୁଲବାଣୀ : ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଉପ ନିର୍ବାଚନ ଅଧ୍ୟକ୍ଷା ପଦ ପାଇଁ ୩ ପ୍ରମୁଖ ଦଳ ପ୍ରାର୍ଥିନୀ ନିର୍ବାଚନ ମଇଦାନ ରେ ଜୋରଦାର ପ୍ରଚାର କରିଥିଲେ । କେଉଁ ଦଳ ଷ୍ଟାର, ମନ୍ତ୍ରୀ, ସାଂସଦ, ସମେତ ଅନ୍ୟ ମାନଙ୍କ ଦ୍ଵାରା ପ୍ରଚାର କରିଥିଲ ତ କେଉଁ ଦଳ ଆଞ୍ଚଳିକ ନେତୃତ୍ୱ

କଳାହାଣ୍ଡି ଓ ମୟୂରଭଞ୍ଜ ଜିଲ୍ଲାରେ ୨ଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ପ୍ରକଳ୍ପ ଦୁଇଟି ହେଉଛି କଳାହାଣ୍ଡି ଜିଲ୍ଲା ମୁରଲିଜୋର ଉପରେ ମୁରଲିଝର ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଏବଂ ମୟୂରଭଞ୍ଜ ଗଙ୍ଗାହର…

ଧର୍ମଘଟ ପ୍ରତ୍ୟାହାର କଲା ଘରୋଇ ବସ୍ ମାଲିକ ସଂଘ

ଭୁବନେଶ୍ୱର: ଧର୍ମଘଟ ପ୍ରତ୍ୟାହାର କଲା ଘରୋଇ ବସ୍ ମାଲିକ ସଂଘ। ଆଜି ପରିବହନ ମନ୍ତ୍ରୀଙ୍କ ଅଧକ୍ଷତରେ ସଚିବାଳୟରେ ଏକ ବୈଠକ ବସିଥିଲା । ଯେଉଁଥିରେ ଘରୋଇ ବସ୍ ମାଲିକ ସଂଘର ଦାବୀକୁ ନେଇ ଆଲୋଚନା ହୋଇଥିଲା । ଲକ୍ଷ୍ମୀ ବସ୍ ଗୁଡିକ ବ୍ଲକରୁ ଜିଲ୍ଲାକୁ ଚଲା ନଯିବା ଦାବୀକୁ ସରକାର ମାନି…

ପ୍ରସ୍ତାବ ଦେଲେନି ରାଜ୍ୟ ସରକାର, ମେଗା ଟେକ୍ସଟାଇଲ ପାର୍କରୁ ବଞ୍ଚିତ ହେଲା ଓଡିଶା: କେନ୍ଦ୍ର ମନ୍ତ୍ରୀ

ଭୁବନେଶ୍ୱର: ବୟନ ଶିଳ୍ପ ଲାଗି ଓଡ଼ିଶାରେ ବ୍ୟାପକ ସୁଯୋଗ ରହିଛି କିନ୍ତୁ ରାଜ୍ୟ ସରକାରଙ୍କ ସହଯୋଗ ମିଳୁନି | ରାଜ୍ୟ ସରକାରଙ୍କ ସହଯୋଗ ମିଳିଲେ ଓଡ଼ିଶାର ବୟନ ଶିଳ୍ପ ଆହୁରି ବହୁତ ଆଗକୁ ଯାଇ ପାରିବ | କିଛି ଏଭଳି କହିଛନ୍ତି କେନ୍ଦ୍ର ମନ୍ତ୍ରୀ ଦର୍ଶନା ଯାରଦୋଷ | ସେ…

ନକଲି ଟଙ୍କା ଦେଇ ଛେଳି ନେଇଗଲା ମାଉଁସ ଚୋର…

ବେଗୁନିଆ: ଛାଡ଼ଖାଇରେ ଆମିଷର ବଢିଛି ଚାହିଦା । ଏହାକୁ ନଜରରେ ରଖି ଗ୍ରାମାଞ୍ଚଳ ଉପରେ ଦୃଷ୍ଟି ରଖିଛନ୍ତି ଛେଳି ଚୋରାଳି। ନକଲି ଟଙ୍କା ଦେଇ ଅସାଧୁ ବେପାରି ମଫସଲିଆ ଲୋକଙ୍କୁ ଲୁଟି ନେଉଥିବାର ଦେଖିବାକୁ ମିଳିଛି। ନଅ ହଜାର ଟଙ୍କାର ଜାଲନୋଟ ହାତରେ ଧରାଇ ଛେଳିନେଇ ଛୁ ।…

ସୁଯୋଗ ଦେଖି ଘରେ କଳାକନା ବୁଲାଇଲା କାମବାଲି, ଆଲମିରା ଖୋଲି ଲୁଟି ନେଲା ଲକ୍ଷେ ଟଙ୍କା…

ଭୁବନେଶ୍ୱର: କଳାକନା ବୁଲାଇଲା କାମବାଲି । ସିସିଟିଭିରେ କଏଦ ହେଲା ଚୋରିର ଭିଜୁଆଲ୍ । ଭୁବନେଶ୍ଵର ଝାରପଡ଼ା ଜଗନ୍ନାଥ ନଗର ରୋଡ ଅଞ୍ଚଳର ଜଣଙ୍କ ଘରୁ ଏକ କାମବାଲି ସୁଯୋଗ ଦେଖି ବେଡ଼ରୁମର ଆଲମିରାରୁ ପାଖାପାଖି ଏକ ଲକ୍ଷ ଟଙ୍କା ଚୋରି କରିଛି। ଏହି ଚୋରିର ଦୃଶ୍ୟ…

ଆଇଆଇସିଙ୍କଠାରୁ ନଗଦ ୩୭ ଲକ୍ଷ ଟଙ୍କା ଜବତ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଟାଣିଲା ବିଜେପି…

ଭୁବନେଶ୍ୱର: ବୈପାରିଗୁଡା ଆଇଆଇସିଙ୍କ ଠାରୁ ନଗଦ ୩୭ ଲକ୍ଷ ଜବତ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ଜଣେ ମନ୍ତ୍ରୀ ଏବଂ ପୂର୍ବତନ ମନ୍ତ୍ରୀଙ୍କୁ ଟାଣିଲା ବିଜେପି | ବିଜେପି ମୁଖପାତ୍ର ଅନୀଲ ବିଶ୍ୱାଳ କହିଛନ୍ତି ଯେ ଓଡ଼ିଶା ସରକାର ଦୁର୍ନୀତିକୁ ନୀତି କରିଛନ୍ତି |…