Browsing Category

ଓଡିଶା

ପୋଢୁଆଁ ହେବେ ମହାପ୍ରଭୁ, ମାମୁଁ ଘର ମାଧବରୁ ଶ୍ରୀକ୍ଷେତ୍ରକୁ ଯିବ ପ୍ରଥମାଷ୍ଟମୀ ଭାର…

ଭୁବନେଶ୍ୱର : ଆସନ୍ତା ଡିସେମ୍ଵର ୫ ତାରିଖରେ ମାର୍ଗଶୀର ଅଷ୍ଟମୀ ତିଥିରେ ପଡୁଛି ପ୍ରଥମାଷ୍ଟମୀ। ଏନେଇ ଠାକୁରଙ୍କ ମଉଳା କ୍ଷେତ୍ର କୁହାଯାଉଥିବା ପ୍ରାଚୀର ଅଧିଷ୍ଠାତା ଦେବତା ଶ୍ରୀମାଧବଙ୍କ ପୀଠରୁ ପୋଢୁଆଁ ଭାର ଶ୍ରୀକ୍ଷେତ୍ର ପଠାଯିବ । ତେଣୁ ପ୍ରଥମାଷ୍ଟମୀ…

ରାଜଧାନୀରୁ ୧୦ ଚୋରୀ ସାଇକେଲ ଜବତ, ୨ ଗିରଫ…

ଭୁବନେଶ୍ବର: ରାଜଧାନୀର ବଡଗଡରେ ଅଞ୍ଚଳରେ ଅଭିନବ ଉପାୟରେ ସାଇକେଲ ଚୋରୀ । ଏହି ଘଟଣାରେ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତ ମାନେ ହେଲେ ରାକେଶ ବେହେରା ଓରଫ ପୋଡ ଓ ଶିବ ବେହେରା । ଉଭୟଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଛି ବଡଗଡ ଥାନା ପୋଲିସ ।…

କଟା ହୋଇଥିବା ଫସଲକୁ ସୁରକ୍ଷିତ ସ୍ଥାନରେ ରଖିବାକୁ କୃଷି ସଚିବଙ୍କ ପରାମର୍ଶ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ କୃଷି ସଚିବ ଡକ୍ଟର ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ଏଯାଏଁ ବାତ୍ୟା ନେଇ କୌଣସି ସୂଚନା ମିଳିନି। ଆମେ ସବୁବେଳେ ପ୍ରସ୍ତୁତ ଅଛୁ। ଯଦି କୌଣସି ସୂଚନା ଆସିବ, ସେହି…

ଭିଜିଲାନ୍ସ ଜାଲରେ ମହିଳା ରାଜସ୍ବ ନିରୀକ୍ଷକ: ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ…

ସୁନ୍ଦରଗଡ଼ : ଭିଜିଲାନ୍ସ ଜାଲରେ ପୁଣି ଜଣେ ରାଜସ୍ବ ନିରୀକ୍ଷକ। ଜଣେ ଅଭିଯୋଗକାରୀଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ। ଅଭିଯୁକ୍ତ ହେଲେ ଟାଙ୍ଗରପାଲି ତହସିଲର ତସଲାଡିହି ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀ। ସୂଚନା ଅନୁସାରେ…

ଖୁବଶୀଘ୍ର ରାଜ୍ୟର ୩୧୪ ବ୍ଲକରେ କଏନ ଏକ୍ସଚେଞ୍ଜ ମେଳା…

ଭୁବନେଶ୍ୱର :ଖୁବଶୀଘ୍ର ରାଜ୍ୟର ୩୧୪ ବ୍ଲକରେ କଏନ ଏକ୍ସଚେଞ୍ଜ ମେଳା। ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇ ତିନି ମାସ ମଧ୍ୟରେ ସରିବ। ୩ ମାସ ମଧ୍ୟରେ ସବୁ ବ୍ଲକ ଓ ବଜାର ସ୍ଥାନରେ ଏହି କାର୍ଯ୍ୟକ୍ରମ କରାଯିବ । ଲୋକମାନେ କଏନ ସହ ମଇଳା ଓ ଚିରାଫଟା ନୋଟ୍ ବଦଳାଇପାରିବେ । ଏନେଇ ସୁଚନା…

ଶକ୍ତିମନ୍ତ୍ରୀଙ୍କ କଟକ ଓ ବ୍ରହ୍ମପୁର ମ୍ୟୁନିସିପାଲ କର୍ପୋରେସନର ବିଦ୍ୟୁତ ସରବରାହ ବ୍ୟବସ୍ଥାର ସମୀକ୍ଷା

ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ଶକ୍ତିମନ୍ତ୍ରୀ ପ୍ରତାପ କେଶରୀ ଦେବ କଟକ ଓ ବ୍ରହ୍ମପୁର ମ୍ୟୁନିସିପାଲ କର୍ପୋରେସନ୍‌ରେ ବିଦ୍ୟୁତ ସରବରାହ ସମ୍ପର୍କରେ ସମୀକ୍ଷା କରିଛନ୍ତି। ସମୀକ୍ଷାରୁ ପ୍ରକାଶ ଯେ ଦୁଇଟି ଯାକ ମ୍ୟୁନିସିପାଲ କର୍ପୋରେସନରେ ବିଦ୍ୟୁତ ଯୋଗାଣ,…

ବାଲିଯାତ୍ରାରେ ବିକ୍ରୀ ହେଉଛି କୁଇଣ୍ଟାଲ କୁଇଣ୍ଟାଲ ବାସି ଖାଦ୍ୟ, ଚଢାଉ କରି ନଷ୍ଟ କରୁଛି ସିଏମସି…

କଟକ: ବାଲିଯାତ୍ରାରେ ବିକ୍ରୀ ହେଉଛି କୁଇଣ୍ଟାଲ କୁଇଣ୍ଟାଲ ବାସି ଖାଦ୍ୟ। କଟକ ମହାନଗର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଗତକାଲି ବାଲିଯାତ୍ରା ପଡିଆରୁ ଦୁଇ କୁଇଣ୍ଟାଲ ବାସି ଖାଦ୍ୟ ନଷ୍ଟ କରାଯାଇ ଥିବା ବେଳେ ଆଜି ମଧ୍ୟ ଦୁଇ କୁଇଣ୍ଟାଲ ବାସି ଖାଦ୍ୟ ନଷ୍ଟ କରାଗଲାଣି। ସିଏମସି…

ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସକୁ ପଥର ଫିଙ୍ଗା ଘଟଣାରେ ୨ ଗିରଫ

ଭୁବନେଶ୍ବର: ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସରେ ପଥର ଫିଙ୍ଗିବା ଅଭିଯୋଗ ଘଟଣାରେ ଦୁଇ ଜଣ ଗିରଫ । ରାଉରକେଲା ଠାରୁ ପୁରୀକୁ ଯାତ୍ରା କରୁଥିବା ସେମି ହାଇ ସ୍ପିଡ୍ ଟ୍ରେନ୍, ବନ୍ଦେ ଭାରତ ଏକ୍ସପ୍ରେସକୁ ଗତ ରବିବାର ସନ୍ଧ୍ୟାରେ ପଥର ଫିଙ୍ଗି ୱିଣ୍ଡୋ ପେନ୍ ନଷ୍ଟ…

ଓଡ଼ିଶା କ୍ୟାଡରରେ ଯୋଗଦେଲେ ୧୯୮୯ ବ୍ୟାଚ୍ IPS ବି. ରାଧିକା

ଭୁବନେଶ୍ୱର: ଓଡ଼ିଶା କ୍ୟାଡରରେ ଯୋଗଦେଲେ ୧୯୮୯ ବ୍ୟାଚ୍ IPS ବି. ରାଧିକା । ଲୋକସେବା ଭବନରେ ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା ଓ ଗୃହ ସଚିବ ଦେଓରଞ୍ଜନ କୁମାର ସିଂଙ୍କୁ ଭେଟି କାର୍ଯ୍ୟରେ ଯୋଗ ଦେଇଛନ୍ତି। ପରବର୍ତ୍ତୀ ଡିଜିପି ରେସରେ ଆଗରେ ଅଛନ୍ତି ବି. ରାଧିକା…

ମଟନ୍, ଚିକେନ୍ ଓ ମାଛ ଦୋକାନରେ ଅସମ୍ଭାଳ ଭିଡ଼

ଭୁବନେଶ୍ୱର: ମଙ୍ଗଳବାରରେ ପଡ଼ିଥିଲା ଏବର୍ଷର ପ୍ରତୀକ୍ଷିତ ଆମିଷ ପର୍ବ ଛାଡ଼ଖାଇ। ତେଣୁ ଜମିନଥିଲା। ଗତକାଲି ଆମିଷ ବଜାର ମାନ୍ଦା ଥିଲା, ହେଲେ ଆଜି ବୁଧବାରରେ ଜମିଛି ଛାଡ଼ଖାଇ। ଆଜି ପ୍ରକୃତରେ ଘରେ ଘରେ ପାଳନ ହେଉଛି ଏହି ଅଘୋଷିତ ଆଇଁସିଆ ପର୍ବ। ଆଜି ଖାସି ମାଂସ,…