Browsing Category

ଓଡିଶା

ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ ଆରମ୍ଭ…

ପୁରୀ: ବିଶ୍ବପ୍ରସିଦ୍ଧ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଲେଜର ସ୍କାନିଂ ଆରମ୍ଭ ହୋଇଛି। ଏକ ୧୫ ଜଣିଆ ଟିମ୍‌କୁ ନେଇ ଲେଜର ସ୍କାନିଂ ଆରମ୍ଭ ହୋଇଥିବାର ଖବର ମିଳିଛି। ଏଥିରେ ଆର୍ଟିଷ୍ଟିକ, ସର୍ଭେଲାନ୍ସ, ଫଟୋଗ୍ରାଫି ଟିମ୍‌ ସାମିଲ, ଏଏସଆଇ କୋର୍‌ କମିଟି ସଦସ୍ୟ ଓ…

ସିଂହଦ୍ୱାର ବ୍ୟାରିକେଡ ଭିତରକୁ ପଶି ଆସିଲା ଘୁଷୁରି…

ପୁରୀ:କାର୍ତ୍ତିକ ପୂର୍ଣ୍ଣମୀ ପାଇଁ ବଡ ଦାଣ୍ଡ ଲୋକାରଣ୍ୟ । ସିଂହଦ୍ୱାର ସମ୍ମୁଖରେ ଥିଲା ଭକ୍ତଙ୍କ ଭିଡ । ରାତି ତମାମ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରୁଥିଲେ ଭକ୍ତ । ସିଂହଦ୍ୱାର ବ୍ୟରିକେଡ ଓ ସମ୍ମୁଖରେ ହଜାର ହଜାର ଭକ୍ତ ରୁଣ୍ଡ । ଏହି ସମୟରେ ହଠାତ…

ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଲେ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ…

ପାରାଦୀପ: ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଲେ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ। ଆଜି ପାରାଦୀପ ଗସ୍ତ ବେଳେ ହେଲିକ୍ୟାପ୍ଟରରେ ଦିନ ୯ଟା ୩୦ମିନିଟରେ ଗୋପବନ୍ଧୁ ଷ୍ଟାଡିୟମ ପହଞ୍ଚିଥିଲେ। ସେଠାରୁ ବୋଇତ ବନ୍ଦାଣ ଉତ୍ସବରେ ଯୋଗ ଦେବାକୁ କାରକେଟରେ…

ବିଜେଡିରେ ଯୋଗଦାନ ପରେ ମା’ ତାରାତାରିଣୀଙ୍କ ପୀଠରେ ପୂଜାର୍ଚ୍ଚନା କଲେ ଭି କେ ପାଣ୍ଡିଆନ…

ଭୁବେନେଶ୍ୱର : ବିଧିବଦ୍ଧ ଭାବେ ରାଜନୀତିରେ ଯୋଗ ଦେଇ ବିଜେଡିରେ ସାମିଲ ହୋଇଥିବା ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଶକ୍ତିପୀଠ ତାରାତାରିଣୀ ମନ୍ଦିର ଯାଇ ମା’ଙ୍କ ପୂଜାର୍ଚ୍ଚନା କରିଛନ୍ତି। ଅପରାହ୍ନରେ ସେ ମନ୍ଦିର ଯାଇ ମା’ଙ୍କ ଦର୍ଶନ…

ଡିସେମ୍ବର ପ୍ରଥମ ସପ୍ତାହରେ ଆସୁଛି ବାତ୍ୟା…!

ଭୁବନେଶ୍ୱର:ଦକ୍ଷିଣ ଆଣ୍ଡାମାନ ଓ ପାର୍ଶ୍ୱବର୍ତ୍ତୀ ଇଲାକାରେ ସୃଷ୍ଟି ଘୂର୍ଣ୍ଣିବଳୟ ବାତ୍ୟା ରୂପ ନେଇପାରେ । ଏମିତି ଆକଳନ କରିଛି ପାଣିପାଗ ବିଭାଗ । ଭାରତୀୟ ପାଣିପାଗ ବିଭାଗ ଆଇଏମଡି ପକ୍ଷରୁ ସୋମବାର ମିଳିଥିବା ସୂଚନା ଅନୁସାରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ…

ଜେସିବି ଲଗାଇ ଏଟିଏମ ତାଡ଼ିନେଲେ ଦୁର୍ବୃତ୍ତ, ୨୬ ଲକ୍ଷରୁ ଅଧିକ ଟଙ୍କା ଲୁଟ…

ବାଲେଶ୍ବର: ଜେସିବି ଲଗାଇ ଏଟିଏମ ତାଡ଼ିନେଲେ ଦୁର୍ବୃତ୍ତ । ବାଲେଶ୍ବର ଜିଲ୍ଲା ବାହାନଗା ବଜାରରେ ଥିବା ଷ୍ଟେଟ ବ୍ୟାଙ୍କ ଏଟିଏମ ମେସିନକୁ ଦୁର୍ବୃତ୍ତମାନେ ପ୍ରଥମେ ଗ୍ୟାସ କଟରରେ କାଟିବା ପରେ ଜେସିବିରେ ତାଡ଼ି ଉଠାଇ ନେଇଥିବା ନେଇ ଅଭିଯୋଗ ହୋଇଛି । ଗତକାଲି ବିଳମ୍ବିତ ରାତିରେ…

୧୪ଟି ଗାଡ଼ି ଜାଳିଦେଲେ ମାଓବାଦୀ…

ମାଲକାନଗିରି : ମାଓବାଦୀଙ୍କ ଲଙ୍କାକାଣ୍ଡ । ୧୪ଟି ଗାଡ଼ି ଜାଳିଦେଲେ ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ଦନ୍ତେୱାଡା ଜିଲ୍ଲାର ଭାଁସି ନିକଟରେ ରେଲୱେ ଲାଇନ୍ ଦୋହରକରଣ ପାଇଁ ନିୟୋଜିତ ଥିବା ଗାଡ଼ିକୁ ଜାଳି ଦେଇଛନ୍ତି । ଖବର ପାଇ ଘଟଣାସ୍ଥଳରେ ପୋଲିସ୍…

ଭିଜିଲାନ୍ସ ହାତରେ ଧରାପଡ଼ିଲେ ଡାକ୍ତର, ଅସ୍ତ୍ରୋପଚାର ପାଇଁ ନେଉଥିଲେ ଲାଞ୍ଚ…

ସୁବର୍ଣ୍ଣପୁର : ଭିଜିଲାନ୍ସ ପଞ୍ଝାରେ ଚକ୍ଷୁ ଡାକ୍ତର । ୫,୫୦୦ ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଛନ୍ତି ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଚକ୍ଷୁ ବିଶେଷଜ୍ଞ ଡାକ୍ତର ସଂଜୀବ କୁମାର କର । ଯାଲୋଇ ଗାଁ ର ଲକ୍ଷ୍ମଣ ତ୍ରିପାଠୀ ଙ୍କ ଅପରେସନ ପାଇଁ ସେ ଏହି ଟଙ୍କା…

ଶ୍ରୀମନ୍ଦିର ରତ୍ନ ଭଣ୍ଡାର ପ୍ରସଙ୍ଗ : ଆସନ୍ତାକାଲି ହେବ ଲେଜର ସ୍କାନିଂ…

ପୁରୀ : କାଲି ଶ୍ରୀମନ୍ଦିର ରତ୍ନ ଭଣ୍ଡାରର ହେବ ଲେଜର ସ୍କାନିଂ । ଲେଜର ସ୍କାନିଂ ପାଇଁ ASIକୁ ଅନୁମତି ପ୍ରଦାନ କରାଯାଇଛି । ସ୍କାନିଂ କରି ରିପୋର୍ଟ ଦେବା ପରେ ବୈଷୟିକ କମିଟି ସହ ଆଲୋଚନା କରାଯାଇ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି ଶ୍ରୀମନ୍ଦିର ମୂଖ୍ୟ…

ବୋଇତ ବନ୍ଦାଣ ସମୟରେ ପାଣିରେ ବୁଡିଗଲେ ଯୁବକ…

ତାଳଚେର: କାର୍ତ୍ତିକ ପୂର୍ଣ୍ଣିମାରେ ଅଘଟଣ । ବୋଇତ ବନ୍ଦାଣ ସମୟରେ ପାଣିରେ ବୁଡିଲେ ଯୁବକ । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ଅନୁଗୁଳ ଜିଲ୍ଲା ପାଲଲହଡା ବ୍ଲକ ଗୁରୁଜାଙ୍ଗ ଗାଁରେ । ମୃତ ଯୁବକ ହେଉଛନ୍ତି ଆଶିଷ କୁମାର ସାହୁ ବୋଲି ଜଣାପଡିଛି ।…