Browsing Category

ଓଡିଶା

ପ୍ରତିମୂର୍ତ୍ତି କୁ ନେଇ ରାଜନୀତି କରିବା ବର ପୁତ୍ର ଙ୍କ ପ୍ରତି ଅପମାନ..!

କାହା ଇଙ୍ଗତ ରେ ଗାୟତ୍ରୀ ରେଷ୍ଟୁରାଣ୍ଟ ପୁଷ୍ପ ମାଲ୍ୟାର୍ପଣ କରିବାକୁ ବାରଣ କଲା...? ହୀନ ମାନସିକତା ପଛର ଖଳ ନାୟକ କିଏ...?? ବ୍ରହ୍ମପୁର : ଆଜି ଗଂଜାମ ଜିଲ୍ଲାର ଶେରଗଡ଼ ନିକଟସ୍ଥ ଏକ ଦେବାଳୟ ରେ ପୂଜାର୍ଚ୍ଚନା ପାଈଁ ଭୁବନେଶ୍ଵର ସାଂସଦ ଅପରାଜିତା ଷଡ଼ଙ୍ଗୀ ଯିବା ସମୟ ରେ

ପାଗ ଅନୁକୂଳ ଦେଖି ଆଜି ବିଜେଡ଼ି ରେ ଯୋଗ ଦେଲେ ପାଣ୍ଡିଆନ….

ଆସିକା ରୁ ନିର୍ବାଚନ ଲଢ଼ି ପାରନ୍ତି ପାଣ୍ଡିଆନ..!ଭୁବନେଶ୍ୱର: ୨୭-୧୧ ରାଜ୍ୟ ରାଜନୀତି ରେ ଏବେ ନୂଆ ସମିକରଣ ଦେଖିବାକୁ ମିଳିବ। ଫାଇବ-ଟି ସଚିବ ଭି.କେ ପାଣ୍ଡିଆନ ସ୍ବେଚ୍ଛା କୃତ ଇସ୍ତଫା ଦେବା ପରେ ରାଜ୍ୟ ରାଜନୀତିରେ ରେ ହଟ ଚମ୍ପଟ ଦେଖିବାକୁ ମିଳିଥିଲା।ଆଜି ବିଧିବଦ୍ଧ ଭାବେ ପାଗ

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି, ସ୍ୱାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱର ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିଛନ୍ତି। ନିର୍ଦ୍ଧାରିତ ସମୟର ୨୦ ମିନିଟ ପୂର୍ବରୁ ପହଞ୍ଚିଲେ ରାଷ୍ଟ୍ରପତି। ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୨୭ରେ ଲଘୁଚାପ ! ସାଇକ୍ଲୋନ୍ ନାଁ ମିଚାଉଙ୍ଗ…

ବଙ୍ଗୋପସାଗରରେ ହେବ କି ବାତ୍ୟା ? ଲଘୁଚାପ ନେବ କି ସାମୁଦ୍ରିକ ଝଡ଼ ରୂପ ? କୁଆଡ଼େ ମୁହାଁଇବ ଲଘୁଚାପ ? ସମ୍ଭାବ୍ୟ ଲଘୁଚାପର ଗତିବିଧି ଉପରେ ନଜର ରଖିଛନ୍ତି ପାଣିପାଗ ବିଜ୍ଞାନୀ । ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ୍ ନିକୋଲସ ବଙ୍ଗୋପସାଗରରେ ବାତ୍ୟା ପୂର୍ବାନୁମାନ କରିଛନ୍ତି । ମାଳୟ…

ମହାପ୍ରଭୁଙ୍କ ଦର୍ଶନ କଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା…

ଭୁବନେଶ୍ବର: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ପୁରୀରେ ପହଞ୍ଚିଛନ୍ତି। ସେ ଆଜି ସପରିବାର ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମାଙ୍କ ପୁରୀ ଗସ୍ତ ଅବସରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ଶ୍ରୀ ବିଶ୍ବ…

ହୋଟେଲ ମାଲିକଙ୍କୁ ଆକ୍ରମଣ ଘଟଣାରେ ମାଷ୍ଟରମାଇଣ୍ଡ ମାଲିଙ୍ଗା ଗିରଫ…

ଭୁବନେଶ୍ୱର: ଭୁବନେଶ୍ୱରରେ ଓୟୋ ହୋଟେଲ ମାଲିକଙ୍କୁ ମରଣାନ୍ତକ ଆକ୍ରମଣ ମାମଲାରେ ମାଷ୍ଟର ମାଇଣ୍ଡ ଗିରଫ କରିଛି ଭରତପୁର ଥାନା ପୁଲିସ। ଗିରଫ ଅଭିଯୁକ୍ତ ଜଣକ ହେଲା ମାଲିଙ୍ଗା । ଗତ ମାସ ୨୬ ତାରିଖରେ ଭରତପୁର ଥାନା ଅଧୀନରେ ଥିବା ଓୟୋ ହୋଟେଲ ମାଲିକ ସାଜନଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ…

ତଥ୍ୟ ପ୍ରମାଣ ଆଧାରରେ ଓଡ଼ିଶାର ଲୁକ୍କାୟିତ ତଥ୍ୟକୁ ଲୋକଲୋଚନକୁ ଆଣିବ ଓଡ଼ିଶା ଗବେଷଣା କେନ୍ଦ୍ର

ଭୁବନେଶ୍ଵର: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ସମ୍ବିଧାନ ପ୍ରତିଷ୍ଠା ଦିବସ ଅବସରରେ ଆଜି ଭୁବନେଶ୍ୱରରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ରଘୁବର ଦାସ ଓ ଛତିଶଗଡ଼ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ କରକମଳରେ ଉଦଘାଟନ ହୋଇଛି ‘ଓଡ଼ିଶା ଗବେଷଣା କେନ୍ଦ୍ର’ । ଭୁବନେଶ୍ୱରର…

ତେଲୁଗୁ ମୁଭି ‘ଗାରାଗା’ରେ ନାୟିକା ଭାବେ ନଜର ଆସିବେ ମାଲକାନଗିରିର ମୋନିକା…

ମାଲକାନଗିରି: ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ଅନ୍ତର୍ଗତ ଏମ୍‌.ଭି ୭୫ ଗ୍ରାମର ମୋନିକା ସମାଦ୍ଦାର ତେଲୁଗୁ ସିନେମାରେ ନାୟିକା ଭାବେ ଅଭିନୟ କରି ଜିଲ୍ଲା ପାଇଁ ଗର୍ବ ଆଣିଛନ୍ତି। ଉପାନ୍ତ ଇଲାକାର ଏହି ଯୁବତୀଜଣଙ୍କ ନିଜର ପ୍ରତିଭା, ସୌନ୍ଦର୍ଯ୍ୟ ଓ ନିଖୁଣ ଅଭିନୟ…

ଡମ୍ଫର-ପିକଅପ୍‌ ଭ୍ୟାନ ମୁହାଁମୁହିଁ ଧକ୍କା, ପିକଅପ ଚାଳକ ମୃତ…

ବଲାଙ୍ଗୀର: ବଲାଙ୍ଗୀର-ପାଟଣାଗଡ଼ ରାସ୍ତାର ପଥରଚେପା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଡମ୍ଫର ଓ ପିକଅପ୍‌ ଭ୍ୟାନ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ହେଲେ ପିକଅପ୍‌ ଭ୍ୟାନ୍ ଡ୍ରାଇଭର । ଏହି ଦୁର୍ଘଟଣାଟି ଆଜି (ରବିବାର)ସକାଳୁ ଘଟିଛି ।…

କଟକର ଐତିହାସିକ ବାଲିଯାତ୍ରା ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ…

କଟକ: ରାତି ପାହିଲେ କଟକର ଐତିହାସିକ ବାଲିଯାତ୍ରା ଆରମ୍ଭ ହେବ। କଳିଙ୍ଗର ସ୍ମୁତିକୁ ବହନ କରୁଥିବା ଏହି ଯାତ୍ରା ଆସନ୍ତା ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଚଳିତ ବର୍ଷ ୮ ଦିନ ହେବାକୁ ଥିବା ବାଲିଯାତ୍ରାକୁ ଅଧିକ ଆକର୍ଷଣୀୟ, ସୁରକ୍ଷିତ ଆଉ ଜନାଦୃତ କରିବା…