Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭିଜିଲାନ୍ସ ଟିମ୍, ଅର୍ଥ ହେରଫେର ମାମଲାରେ ତନାଘନା
ଅନୁଗୁଳ: ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭିଜିଲାନ୍ସ ଟିମ୍ । କନିଷ୍ଠ କିରାଣୀ ସୁବ୍ରତ ବେହେରାଙ୍କ ଦ୍ୱାରା ଅର୍ଥ ହେରଫେର ମାମଲାରେ ଚାଲିଛି ତନାଘନା । ଡାକ୍ତର, ନର୍ସ, କିରାଣୀ ଓ କର୍ମଚାରୀଙ୍କୁ ହେବ ମାରାଥନ୍ ଜେରା । ଦୁଇ ଦିନ ଧରି ଚାଲିବ ଜେରା । ଜିଲ୍ଲା ମୁଖ୍ୟ!-->…
ବିଇଡି କରେଇ ଦେବା ନାଁରେ ଠକେଇ, ଥାନାର ଦ୍ୱାରସ୍ଥ ହେଲେ ଛାତ୍ରଛାତ୍ରୀ
କଣ୍ଟାବାଞ୍ଜି : ବିଇଡି ନାଁରେ ଟଙ୍କା ହଡ଼ପ ଅଭିଯୋଗ । ଥାନାର ଦ୍ୱାରସ୍ଥ ହେଲେ ଛାତ୍ରଛାତ୍ରୀ । ଆନ୍ଧ୍ରା ବିଇଡି କରେଇ ଦେବା ନାଁରେ ଛାତ୍ରଛାତ୍ରୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ହଡ଼ପ ଅଭିଯୋଗ ହୋଇଛି । କଣ୍ଟାବାଞ୍ଜି ରିଏମ୍ସ ଇଷ୍ଟିଟ୍ୟୁଚରୁ ଆସିଛି ଏଭଳି ସଂଘାତିକ ଅଭିଯୋଗ ।
ବିଇଡି!-->!-->!-->…
ଟ୍ରକ ପଛରେ ପିଟି ହେଲା ବାଇକ୍, ୨ ମୃତ
ବରଗଡ଼ : ଟ୍ରକ ପଛପଟେ ପିଟି ହୋଇଗଲା ବାଇକ୍ । ମର୍ମନ୍ତୁଦ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛି । ବରଗଡ଼ ଅତାବିରା ଥାନା ସରଣ୍ଡା ଗେଟ ପାଖ ୫୩ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା ଘଟିଛି । ମୃତକ ଦୁଇ ଜଣ ସମ୍ବଲପୁର ଡୁଙ୍ଗୁରିପଡାର ସୌମ୍ୟ ରଞ୍ଜନ ଖମାରୀ ଏବଂ ସଦର ଥାନା ଅଞ୍ଚଳର!-->…
ଦୁଇ ୧୮ ଚକିଆ ଟ୍ରଲର ମୁହାଁମୁହିଁ ଧକ୍କା, ୨ ଡ୍ରାଇଭର ଜୀବନ୍ତ ଦଗ୍ଧ
ସୁନ୍ଦରଗଡ଼: ଜୀଅନ୍ତା ଜଳିଗଲେ ଦୁଇ ଟ୍ରକ ଡ୍ରାଇଭର । ସୁନ୍ଦରଗଡ଼ ଜିଲ୍ଲା ଭସ୍ମା ଥାନା କଇଁତରା ବିଜୁ ଏକ୍ସପ୍ରେସ ୱେରେ ଭୟଙ୍କର ଦୁର୍ଘଟଣା ଘଟିଛି । ଦୁଇଟି ୧୮ ଚକିଆ ଟ୍ରଲର ମୁହାଁମୁହିଁ ଧକ୍କା ହେବାରୁ ଟ୍ରକରେ ନିଆଁ ଲାଗିଯାଇଥିଲା । ଫଳରେ ଦୁଇଟି ଟ୍ରକର ଡ୍ରାଇଭର ଜୀବନ୍ତ ଦଗ୍ଧ!-->…
ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ପାଠ୍ୟ ପୁସ୍ତକରେ ମାଳମାଳ ଭୁଲ, ରହିଛି ୧୬୭୮ ବନାନଗତ ଭୁଲ
ଭୁବନେଶ୍ୱର : ଭୁଲ୍ ପଢୁଛନ୍ତି ଆଉ ଭୁଲ ଦେଖୁଛନ୍ତି ସ୍କୁଲ ଛାତ୍ରଛାତ୍ରୀ । ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ପାଠ୍ୟ ପୁସ୍ତକରେ ମାଳମାଳ ଭୁଲ । ବହିରେ ରହିଛି ୧୬୭୮ ବନାନଗତ ଭୁଲ । ରାଜ୍ୟର ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଏକାଧିକ ପାଠ୍ୟପୁସ୍ତକ ଗୁଡ଼ିକରେ ବ୍ୟାପକ ବନାନ ଓ!-->…
ବିକାଶ ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ଡାକରା
କଣ୍ଟାବାଞ୍ଜି : କଣ୍ଟାବାଞ୍ଜିର ବିକାଶ ପ୍ରତି ଅବହେଳା ପ୍ରତିବାଦରେ କଣ୍ଟାବାଞ୍ଜିରେ ୧୨ ଘଣ୍ଟିଆ ବନ୍ଦ ପାଳନ। ବିଭିନ୍ନ ଦାବି ନେଇ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ପାଳନ। ଇଞ୍ଜିନିୟରିଂ କଲେଜ,କୃଷି କଲେଜ, ନର୍ସିଂ କଲେଜ ଏବଂ ଶିଳ୍ପାୟନ ପ୍ରତିଷ୍ଠା ଦାବି କରିବା ସହିତ ଅଞ୍ଚଳର!-->…
ଆସିକା ରେ ଥିବା ଏ.ସି.ଏମ.ପି. ସି ଏସ ର ଜମି ବିକ୍ରି ପାଇଁ ଚାଲିଛି ମସୁଧା…..!
ପୁଣି ଜଣେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଚର୍ଚ୍ଚା ରେ…..!ଭୁବନେଶ୍ୱର : ଗଞ୍ଜାମ ଜିଲ୍ଲାର ସମବାୟ ନଗରୀ ରୂପେ ପରିଚିତ ଆସିକା ସହର। ଆସିକା ଅଞ୍ଚଳରେ ଥିବା ଏ.ସି.ଏମ.ପି.ସି.ଏସ ର ବହୁ ମୂଲ୍ୟବାନ ଜମିକୁ ଆସିକା ଅଞ୍ଚଳର କିଛି ଦଲାଲ ନିଜ ନାମରେ ଦସ୍ତାବିଜ କରି ବିକ୍ରି ପାଇଁ ମସୁଧା!-->!-->!-->…
ଅନୁଭବ-ବର୍ଷା ବିବାଦ, ଅନୁଭବଙ୍କ ଆବେଦନ ଉପରେ ସରକାରଙ୍କୁ ସୁପ୍ରିମ ନୋଟିସ୍
ଭୁବନେଶ୍ୱର : ଅନୁଭବ-ବର୍ଷା ବିବାଦ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ନିର୍ଦ୍ଦେଶ !। ପୂର୍ବତନ ସାଂସଦଙ୍କ ଆବେଦନ ଉପରେ ଜବାବ ମାଗିଲେ ସର୍ବୋଚ୍ଚ ଅଦାଲତ । ବର୍ଷାଙ୍କ ନିର୍ଯାତନା ମାମଲା ରଦ୍ଦ କରିବାକୁ ହୋଇଥିଲା ଆବେଦନ । ଓଲିଉଡ ଅଭିନେତା ତଥା ପୂର୍ବତନ ସାଂସଦ!-->…
ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା, ତଦନ୍ତ କଲେ ଏସ୍ ପି
ନବରଙ୍ଗପୁର : ରଜ ରାତିରେ ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ ଘଟଣାରେ ତଦନ୍ତ କଲେ ନବରଙ୍ଗପୁର ଏସ୍ ପି । ନବରଙ୍ଗପୁର ଜିଲ୍ଲା କୋଡ଼ିଙ୍ଗା ଥାନା ଅନ୍ତର୍ଗତ ଚଚରାଗୁଡା ଗ୍ରାମରେ ରଜ ରାତିରେ ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ ଘଟଣା ରେ ନବରଙ୍ଗପୁର ଏସ୍ପି ଜଗଦୀଶ!-->…
ସୋମନାଥ ସ୍ୱାଭିମାନ ଯାତ୍ରା ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଜ୍ୟୋତିର୍ଲିଙ୍ଗ ଦର୍ଶନ କରିବେ ୧୧୦୦ରୁ ଅଧିକ ଶ୍ରଦ୍ଧାଳୁ
ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ହୋଇଛି ସ୍ୱତନ୍ତ୍ର “ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬” । ଏହି ପରିପ୍ରେକ୍ଷୀରେ ଆଜି ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ୧୧୦୦ରୁ ଅଧିକ ଶ୍ରଦ୍ଧାଳୁ ଗୁଜୁରାଟସ୍ଥିତ ପ୍ରସିଦ୍ଧ ସୋମନାଥ ଜ୍ୟୋତିର୍ଲିଙ୍ଗ ଦର୍ଶନ ପାଇଁ!-->…