Browsing Category

ଓଡିଶା

ଆଜିଠୁ ଆରମ୍ଭ ହେଲା ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ଅଧିବେଶନ

ଭୁବନେଶ୍ବର: ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ ହୋଇଛି । ଗୃହରେ ସ୍ଵାଭାବିକ ଭାବେ ପ୍ରଶ୍ନକାଳ ଜାରି ରହିଛି। ବିଭାଗୀୟ ମନ୍ତ୍ର ବିଧାନସଭା ବଜେଟ୍ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ପ୍ରଶ୍ନକାଳ ଆରମ୍ଭ ହୋଇଛି। ବିଭାଗୀୟ ମନ୍ତ୍ରୀ ବିଧାୟକଙ୍କ ପ୍ରଶ୍ନର ଉତ୍ତର

ଦିନ ଦିପହରେ ଝାମ୍ପିନେଲେ ୨ ଲକ୍ଷ ଟଙ୍କା

ରାୟଗଡା : ଦିନ ଦ୍ୱିପ୍ରହରରେ ଝାମ୍ପିନେଲେ ୨ଲକ୍ଷ ଟଙ୍କା ।  ବ୍ୟାଙ୍କକୁ ଡିପୋଜିଟ ପାଇଁ ଯିବା ବେଳେ ଝାମ୍ପିନେଇ ୨ ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି ।  ରାୟଗଡା ସହର କପିଳାସ ରୋଡ଼ରେ ଥିବା ପାତ୍ର ଇଲକ୍ଟ୍ରୋନିକ ସୋ ରୁମ୍ ର କୋଷାଧକ୍ଷ ରଂଜିତ କୁମାର ଦଳାଇ ନାମକ ବ୍ୟକ୍ତି ନିକଟରେ ଥିବାଏକ

ଖୋଲିଲା ବେଲପଡ଼ା ସ୍କୁଲ, ଛାତ୍ର ମୃତ୍ୟୁକୁ ନେଇ ମାସେ ହେଲା ପଡ଼ିଥିଲା ତାଲା

ନୟାଗଡ଼: ମାସେ ପରେ ଖୋଲିଲା ସ୍କୁଲ। ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକ ବେଲପଡ଼ାପାଟଣା ବିଦ୍ୟାଳୟରେ ଖୋଲିଲା ତାଲା । ଜିଲ୍ଲାପାଳ, ଏସପି ଓ ଜିଲ୍ଲା ଶିକ୍ଷାଧିକାରୀଙ୍କ ଉପସ୍ଥିତିରେ ତାଲା ଖୋଲାଯାଇଛି । ଉତ୍ତେଜନାକୁ ଦୃଷ୍ଟିରେ ରଖି ଗାଁରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି । ବିଦ୍ୟାଳୟରେ

ଆଇନଜୀବୀଙ୍କ ଘରକୁ ବୋମାମାଡ, ଖଣ୍ଡାରେ ଆକ୍ରମଣ ଉଦ୍ୟମ

ବ୍ରହ୍ମପୁର: ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ଶ୍ରୀରାମ ନଗର ଶାନ୍ତିମାର୍ଗରେ ଥିବା ଜଣେ ଆଇନଜୀବୀଙ୍କ ଘର ଉପରକୁ ବୋମାମାଡ ହୋଇଛି । କିଛି ଯୁବକ ହାତରେ ଖଣ୍ଡା ଧରି ସେଠାରେ ଆତଙ୍କ ଖେଳାଇବା ସହ ବୋମାମାଡ କରି ଫେରାର ହୋଇଯାଇଛନ୍ତି । ଗତକାଲି ରାତି ସାଢ଼େ ୧୦ଟା ବେଳେ ୪ ରୁ ୫ ଜଣ ଯୁବକ

ବାଇକ୍-ବୋଲେରୋ ଧକ୍କା, ୪ ମୃତ ୨ ଗୁରୁତର

ବରଗଡ଼: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୪ ମୃତ ୨ ଗୁରୁତର । ମେହେନା ଛକରେ ବାଇକ୍ ଓ ବୋଲେରୋ ଗାଡ଼ି ମଧ୍ୟ ଧକ୍କା । ଘଟଣା ସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ବରଗଡ଼ ଜିଲ୍ଲା ଗୋଡଭଗା – ମହୁଲପାଲି ରାସ୍ତାର ମେହେନା ଛକ ଠାରେ ଦୁର୍ଘଟଣା ଘଟିଛି । ୨ଟି

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ହତ୍ୟା

ଭଦ୍ରକ: କ୍ରିକେଟ ଖେଳାଳିଙ୍କୁ ନିର୍ମମ ହତ୍ୟା । ଭଦ୍ରକ ଚରମ୍ପା ବଜାରରେ ଯୁବକଙ୍କୁ ସଂଘବଦ୍ଧ ଛୁରାମାଡ଼ । ଗୁଣ୍ଠୁଣା ବଜାରରେ ମେଳଣ ଚାଲିଥିବାବେଳେ ନୃଶଂସ ହତ୍ୟା । ମୃତ ଯୁବକ ହେଲେ ଗୁଣ୍ଠୁଣା ବଜାର ଅଂଚଳ ର କୁମାର ସ୍ୱାମୀ । ପୂର୍ବ ଶତ୍ରୁତାରୁ ହତ୍ୟା ସନ୍ଦେହ କରାଯାଉଛି । ଗତକାଲି

ସଶକ୍ତ ମହିଳା, ସଶକ୍ତ ସମାଜ : ବରିଷ୍ଠ କଳାକାର ସଂଘ

ବ୍ରହ୍ମପୁର : ବିଶ୍ୱ ମହିଳା ଦିବସ ଅବସରରେ କଳା ଓ କଳାକାର ହିତୈଷୀ ମହାମଞ୍ଚ "ଗଞ୍ଜାମ ଜିଲ୍ଲା ବରିଷ୍ଠ କଳାକାର ସଂଘ" ତରଫରୁ ସ୍ଥାନୀୟ ଗିରି ମାର୍କେଟ ଛକ ସ୍ଥିତ ପ୍ରକାଶମ୍ ହଲ୍ - ଆନ୍ଧ୍ର ଭାଷା ବିବର୍ଦ୍ଧନୀ ସମାଜମ୍ ସଭା ପ୍ରକୋଷ୍ଠ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି। ସଂଘ

କୋଲାବ ଜଳଭଣ୍ଡାରରେ ବୁଡ଼ି ତିନି ଛାତ୍ରଙ୍କ ମୃତ୍ୟୁ ଘଟଣା: ନବୋଦୟ ବିଦ୍ୟାଳୟର ୩ କର୍ମଚାରୀ ନିଲମ୍ବିତ

କୋରାପୁଟ: କୋରାପୁଟ ଜିଲ୍ଲାର କୋଲାବ ଜଳଭଣ୍ଡାରରେ ଗତକାଲି ୩ ଜଣ ଛାତ୍ର ବୁଡ଼ିଯାଇ ମୃତ୍ୟୁ ହେବା ଘଟଣାରେ ନବୋଦୟ ବିଦ୍ୟାଳୟ କାର୍ଯ୍ୟାନୁଷ୍ଠାନ ନେଇଛି। ଏହି ମାମଲାରେ କର୍ତ୍ତୃପକ୍ଷ ନବୋଦୟ ବିଦ୍ୟାଳୟର ୩ଜଣ କର୍ମଚାରୀଙ୍କୁ ନିଲମ୍ବନ କରିଛି। ସେମାନେ ହେଲେ ପଦାର୍ଥ ବିଜ୍ଞାନ ଶିକ୍ଷକ ଚମନ୍

ଷ୍ଟେସନର ଚାଲିଛି ନବୀକରଣ; ୬୫ ଦିନ ଯାଏ ପୁରୀକୁ ଗଡ଼ିବନି ଟ୍ରେନ୍

ପୁରୀ: ପୁରୀକୁ ୬୫ ଦିନ ଯାଏ ଯିବନି ଟ୍ରେନ୍ । ପୁରୀ ରେଳ ଷ୍ଟେସନର ଚାଲିଛି ନବୀକରଣ । ଷ୍ଟେସନ ପରିସରରେ ଥିବା ରେଳଧାରଣାକୁ କଂକ୍ରିଟ୍‌ଯୁକ୍ତ କରାଯିବାକୁ ଯୋଜନା ହୋଇଛି । ଅର୍ଥାତ୍‌ ଟ୍ରାକ୍‌ରେ ଆଉ ଗୋଡ଼ି ରହିବ ନାହିଁ । ଏହା ସହିତ ୭ ନମ୍ବର ଓ ୮ ନମ୍ବର ପ୍ଲାଟ୍‌ଫର୍ମର ଉନ୍ନତୀକରଣ ହେବ ।

ଲୋକସେବକ ମଣ୍ଡଳ ଆଞ୍ଚଳିକ ପରାମର୍ଶଦାତା କମିଟି ସଦସ୍ୟା ଡାକ୍ତର ନାରାୟଣୀ ପଣ୍ଡାଙ୍କ ଦେହାନ୍ତ

ସମ୍ବଲପୁର: ଡାକ୍ତର ନାରାୟଣୀ ପଣ୍ଡାଙ୍କ ପରଲୋକ। ଲୋକ ସେବକ ମଣ୍ଡଳ ସମ୍ବଲପୁର ଆଞ୍ଚଳିକ ପରାମର୍ଶଦାତା କମିଟି ସଦସ୍ୟା ତଥା ସମ୍ବଲପୁରର ବିଶିଷ୍ଟ ସମାଜସେବୀ ଡାକ୍ତର ନାରାୟଣୀ ପଣ୍ଡାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା। ବୟସାଧିକ କାରଣରୁ ସେ ଦୀର୍ଘଦିନରୁ