Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଓଡ଼ିଶାର ଲୋକ ଚାହୁଁଥିବାରୁ ରତ୍ନଭଣ୍ଡାର ଖୋଲାଯାଉ: ବିଜୟ ମହାପାତ୍ର
ଭୁବନେଶ୍ବର: ରତ୍ନଭଣ୍ଡାର ଖୋଲିବା ନେଇ କମିଟି ଗଠନ ହେବା ଦରକାର ରତ୍ନଭଣ୍ଡାର ବି ଖୋଲାଯିବା ଦରକାର। ଏଭଳି ଟିପ୍ପଣୀ ଦେଇଛନ୍ତି ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର।
ବିଜୟ ମହାପାତ୍ର କହିଛନ୍ତି, ରତ୍ନ ଭଣ୍ଡାର ଖୋଲିବା ନେଇ ପରିଚାଳନା କମିଟି ଯେଉଁ ସମୟ ସୀମା…
ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ରାଜ୍ୟରେ ୩୪୯ଟି ନୂଆ ଆମ୍ବୁଲାନ୍ସ ଲୋକାର୍ପିତ, ୪୮.୪୫ କୋଟି ବିନିଯୋଗ
ଭୁବନେଶ୍ଵର: ତ୍ଵରିତ ସ୍ୱାସ୍ଥ୍ୟ ସେବା ଦିଗରେ ଅନ୍ୟ ଏକ ଉଲ୍ଲେଖନୀୟ ପଦକ୍ଷେପ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୩୪୯ଟି ନୂଆ ଆମ୍ବୁଲାନ୍ସ ଓଡିଶାବାସୀଙ୍କ ନିମନ୍ତେ ଲୋକାର୍ପଣ କରିଛନ୍ତି। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଠାରେ ଅନୁଷ୍ଠିତ ଏହି ଲୋକାର୍ପଣ ଉତ୍ସବରେ…
ଟିମ୍ ଇଣ୍ଡିଆକୁ ବାଲୁକା କଳାରେ ଶୁଭେଚ୍ଛା ବାର୍ତ୍ତା ଦେଲେ ସୁଦର୍ଶନ ପଟ୍ଟନାୟକ, ବେଳାଭୂମିରେ ଆଙ୍କିଲେ ୫୬ ଫୁଟର…
ପୁରୀ, ୧୮।୧୧: ଆସନ୍ତା ନଭେମ୍ବର ୧୯ ଅର୍ଥାତ ରବିବାର ଦିନ ଅନୁଷ୍ଠିତ ହେବ ବହୁ ପ୍ରତିକ୍ଷୀତ ବିଶ୍ୱକପ୍ ୨୦୨୩। ଏହି ରୋମାଞ୍ଚକର ମୁକାବିଲାରେ ମୁହାଁମୁହିଁ ହେବେ ଭାରତ ଏବଂ ଅଷ୍ଟ୍ରେଲିଆ। ତେବେ ଖ୍ୟାତନାମା ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ…
୨ଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ, ଉପକୃତ ହେବେ ୪ ବ୍ଲକ
ବଲାଙ୍ଗିର : ବଲାଙ୍ଗିର ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ ମିଳିଛି। ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୯୬.୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସୁନଗଡ ନଦୀରେ ସିକୁଆଁ/ ସିଲେଟକଣି ଓ ଅଙ୍ଗ ନଦୀର କୁଟସିଙ୍ଘାରେ…
ପଞ୍ଚୁପଲ୍ଲୀରେ ବୁଲୁଛି କଲରାପତରିଆ ବାଘ; ଲୋକେ ଭୟଭୀତ…
କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଆନନ୍ଦପୁରର ପଞ୍ଚୁପଲ୍ଲୀରେ ବୁଲୁଛି କଲରାପତରିଆ ବାଘ। ଭିଡିଓ ଭାଇରାଲ ହେବା ପରେ ଏନେଇ ସ୍ପଷ୍ଟ କରିଛନ୍ତି ୱାଇଲ୍ଡ ଲାଇଫ ପିସିସିଏଫ।
ସେ କହିଛନ୍ତି, ପଞ୍ଚୁପଲ୍ଲୀ ଅଞ୍ଚଳରେ ସାମ୍ନାକୁ ଆସିଥିବା ଭିଡିଓରେ ଥିବା ବାଘଟି କଲରାପତରିଆ ବୋଲି…
ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଲେ ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ…
ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରଫେସର (ଡ) ଆଶୁତୋଷ ବିଶ୍ୱାସ ଶନିବାର ରାଜ ଭବନରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ରଘୁବର ଦାସଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।
ଏହି ସାକ୍ଷାତ ଅବସରରେ ଡ. ବିଶ୍ୱାସ ମାନ୍ୟବର ରାଜ୍ୟପାଳଙ୍କୁ ଏମ୍ସ…
ସଂସ୍କୃତ ବିଶ୍ୱବିଦ୍ୟାଳୟର ଶ୍ରୀ ସଦାଶିବ କ୍ୟାମ୍ପସରେ ତିନିଦିନିଆ ‘ଆନ୍ତର୍ଜାତିକ ଲକ୍ଷ୍ମୀ ପୁରାଣ’…
ପୁରୀ: ସାମାଜିକ ସମରସତା, ସ୍ୱଚ୍ଛତା, ମହିଳା ସଶକ୍ତୀକରଣ ଏବଂ ଅଧିକାରବାଦ ଲକ୍ଷ୍ମୀ ପୂରାଣର ମୂଳ ଚରିତ୍ର। ସାମ୍ପ୍ରତିକ ସମୟରେ ଏହାକୁ ମନେପକାଇ ଓଡ଼ିଆ ଭାଷା ଓ ସଂସ୍କୃତ ଭାଷା ଆଧାରରେ ପୃଥିବୀର ଜ୍ଞାନକୁ ପ୍ରାସଙ୍ଗିକ କରି ଏହି ପ୍ରକାର ସାହିତ୍ୟକୁ ଲୋକଭାଷାରେ ପରିଣତ…
ବଡ଼ଦାଣ୍ଡରେ ଦୟନୀୟ ଅବସ୍ଥାରେ ରାତି କାଟୁଛନ୍ତି ଶ୍ରଦ୍ଧାଳୁ…
ପୁରୀ : ମଠ ବାଡ଼ିର ସହର ହେଉଛି ଶ୍ରୀକ୍ଷେତ୍ର। କାହିଁ କେଉଁ କାଳରୁ ଏହି ସବୁ ମଠବାଡ଼ି ତିଆରି ହୋଇଥିଲା। ଖାସ୍ ଶ୍ରଦ୍ଧାଳୁଙ୍କ ପାଇଁ। ହେଲେ ପରିକ୍ରମା ପ୍ରକଳ୍ପ ନାଁରେ ସେସବୁ ମାଟିରେ ମିଶିଛି। ଧୂଳିସାତ୍ ହୋଇଯାଇଛି ଧର୍ମଶାଳା। ତା’ହେଲେ ଜଗା ଦର୍ଶନ କରିବା ପାଇଁ…
ରତ୍ନଭଣ୍ଡାର ଓ ନାଟମଣ୍ଡପ ମରାମତି ପ୍ରସଙ୍ଗରେ ASIକୁ କାଠଗଡାକୁ ଅଣାନଯାଉ…
ପୁରୀ : ରତ୍ନଭଣ୍ଡାର ଓ ନାଟମଣ୍ଡପ ମରାମତି ପ୍ରସଙ୍ଗରେ ASIକୁ କାଠଗଡାକୁ ଅଣାନଯାଉ। ASI ଓ ରାଜ୍ୟ ସରକାରଙ୍କ ମଧ୍ୟରେ ରହିଥିବା ଦ୍ୱନ୍ଦ୍ୱ ଦୂର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କଥା ହେବି। ଆଲୋଚନା ମାଧ୍ୟମରେ ସମାଧାନର ରାସ୍ତା ବାହାରିବ ବୋଲି କହିଛନ୍ତି…
୨୬ରେ ପୁଲିସ୍ SI ପରୀକ୍ଷା, ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ…
ଭୁବନେଶ୍ବର : ଓଡ଼ିଶା ପୁଲିସ୍ ସବ୍ ଇନ୍ସପେକ୍ଟର ପରୀକ୍ଷା-୨୦୨୧ ଆସନ୍ତା ରବିବାର (ନଭେମ୍ବର ୨୬) ରାଜ୍ୟର ସମସ୍ତ ଜିଲ୍ଲାରେ ଅନୁଷ୍ଠିତ ହେବ। ଏହି ପରୀକ୍ଷା ପାଇଁ ଯୋଗ୍ୟ ପ୍ରାର୍ଥୀମାନଙ୍କର ପ୍ରବେଶ ପତ୍ର (Admit Card) ଓଡ଼ିଶା ପୁଲିସ୍ ୱେବସାଇଟ୍…