Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବାଂଲାଦେଶ ଆଡକୁ ମୁହାଁଉଛି ବାତ୍ୟା ‘ମିଧିଲି’
ଭୁବନେଶ୍ୱର:ବାଂଲାଦେଶ ମୁହାଁଉଛି ବାତ୍ୟା ମିଧିଲି । ଉତ୍ତରପଶ୍ଚିମ ଏବଂ ନିକଟବର୍ତ୍ତୀ ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ମିଧିଲି ଉତ୍ତର-ଉତ୍ତରପୂର୍ବକୁ ମୁହାଁଉଛି । ପାଣିପାଗ ବିଭାଗ ପକ୍ଷରୁ ମିଳିଥିଲା ସୂଚନା ଅନୁଯାୟୀ ଗତ ୬ ଘଣ୍ଟା ମଧ୍ୟରେ ଏହାର ବେଗ…
ଥାନା ଆଗରେ ଧାରଣା ଦେଲେ ସାଂସଦ ଜୁଏଲ ଓରାମ…
ସୁନ୍ଦରଗଡ଼: ଆଜି ଅପରାହ୍ନରେ ସୁନ୍ଦରଗଡ଼ ସଦର ଥାନା ଆଗରେ ଧାରଣାରେ ବସିଛନ୍ତି । ଧାରଣାରେ ଓରାମ ସମାଜର ଶତାଧିକ ମହିଳା ଓ ପୁରୁଷ। ଗତ ଅକ୍ଟୋବର ୨୪ରେ ସଦର ଥାନା କରମଡିହି ଇଲକାପଡ଼ାଠାରେ ଆୟୋଜିତ ଓରାମ ସମାଜର କରମା ପୂଜାସ୍ଥଳରେ ପଶି କିଛି ଯୁବକ ଜାତିସୂଚକ ଅପମାନ ଦେଇ…
ଜମୁଛି ଜୁଗାର ଯାତ୍ରା , ଲାଉମୁଣ୍ଡାରେ ହଜାର ହଜାର ଲୋକଙ୍କ ସମାଗମ
ବରଗଡ : ବରଗଡ ଜିଲ୍ଲା ଲାଉମୁଣ୍ଡାର ପ୍ରସିଦ୍ଧ ଯୁଗାର ଯାତ୍ରା । ଦୀର୍ଘ ୬୨ ବର୍ଷ ହେବ ଏହି ଯାତ୍ରା ପାଳିତ ହୋଇଆସୁଛି । ଏହି ବିରାଟ ଯାତ୍ରାକୁ ଦେଖିବାକୁ ଜିଲ୍ଲା ତଥା ଜିଲ୍ଲା ବାହାରୁ ପ୍ରାୟ ୫୦ରୁ ୬୦ ହଜାର ଲୋକ ଏହି ଯୁଗାର ଯାତ୍ରାରେ ସାମିଲ ହୋଇଛନ୍ତି ।…
‘ୟେଶ ୱାର୍ଲଡ’ ମୁଖ୍ୟଙ୍କ ସହ ଓଡ଼ିଶାରୁ ୨ ଜଣଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ…
ଭୁବନେଶ୍ୱର: ଓଡ଼ିଶା କ୍ରାଇମ ବ୍ରାଞ୍ଚର ଇକୋନମିକ ଅଫେନ୍ସ ୱିଙ୍ଗ ବା ଇଓଡବ୍ଲ୍ୟୁ ଆଉ ଏକ କ୍ରିପ୍ଟୋକରେନ୍ସି ଦୁର୍ନୀତିର ପର୍ଦ୍ଦାଫାଶ କରିଛି । ଏହି ଘଟଣାର ମୁଖ୍ୟ କୁହାଯାଉଥିବା ୟେଶ ୱାର୍ଲଡ କ୍ରିପ୍ଟୋ ଟୋକେନର ସନ୍ଦୀପ ଚୌଧୁରୀଙ୍କୁ ଜୟପୁର(ରାଜସ୍ଥାନ )ରୁ ଗିରଫ କରାଯାଇଛି ।…
ବନ୍ଧା ହେଲେ ରସିକିଆ ହାବିଲଦାର…
ଭୁବନେଶ୍ୱର : ପେଶାରେ ହାବିଲଦାର କିନ୍ତୁ ନିଶା ପ୍ରେମରେ ଫସାଇବା । ଖାଲି ପ୍ରେମ ନୁହେଁ ବିବାହର ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ଆଉ ତାପରେ ବାରମ୍ବାର ଗର୍ଭପାତରେ ବି ଓସ୍ତାଦ୍ । ନାଁ ପୁଣି ପ୍ରେମସାଗର, ଲାଗୁଛି ନିଜ ନାଁର ଭଲ କି ୟୁଟିଲାଇଜ କରିଛନ୍ତି ଏ…
ପାର୍କ ଉଦଘାଟନ କରିବାକୁ ଯାଇ ବିଧାୟକ ହଟହଟା…
ଲାଞ୍ଜିଗଡ : ଆଗେ ରାସ୍ତା ମରାମତି କର , ତା ପରେ ବିଧାୟକଙ୍କୁ ଗାଁ ଭିତରକୁ ପଶିବାକୁ ଦେବୁ । ଏହା ଥିଲା କିଛି ଗାଁ ଲୋକଙ୍କ ଦାବି । ଏମିତି କିଛି ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା ନିୟମଗିରି ପାହାଡର ପାଦଦେଶରେ ଥିବା ତ୍ରିଲୋଚପୁରର…
ଜଗତସିଂହପୁରରେ ଦୁଇ ଆଇଓସିଏଲ କର୍ମଚାରୀଙ୍କ ସଡକ ଦୁର୍ଘଟଣାରେ ମୃତ୍ୟୁ
ପାରାଦୀପ:ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେ(IOCL)ର ଦୁଇ କର୍ମଚାରୀଙ୍କର ସଡକ ଦୁର୍ଘଟଣାରେ ମୃତ୍ୟୁ ଘଟିଛି । ଗୁରୁବାର ବିଳମ୍ବିତ ରାତିରେ ଜଗତସିଂହପୁର ଜିଲ୍ଲା କୁଜଙ୍ଗ ସନ୍ତରାଗଡ ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି । ଏକ ଏସୟୁଭି ଆଇଓସିଏଲ କର୍ମଚାରୀଙ୍କ…
ଷଷ୍ଠ ଦିନରେ ମହା ସରସ୍ଵତୀ ବେଶରେ ଦର୍ଶନ ଦେଉଛନ୍ତି ମା’ ଭଦ୍ରକାଳୀ…
ଭଦ୍ରକ: ଭଦ୍ରକ ର ଆରାଧ୍ୟ ଦେବି ମାଆ ଭଦ୍ରକାଳୀ ସକଳ ଶକ୍ତିର ଆଧାର । ସେ ଆଦ୍ୟାଶକ୍ତି, ସର୍ବବ୍ୟାପିନି, ପରମା ବିଦ୍ୟା ମହାମାୟା ଓ ପରଂବ୍ରହ୍ମ ରୂପିଣୀ । ମାଆ ଶାନ୍ତ, ପୁଣି ସୌମ୍ୟା ଓ ପରମବୈଷ୍ଣବୀ । ମାଆ ପୀଠରେ ସଦାସର୍ବଦା ବିଶ୍ଵମାତା ବେଶରେ ପୂଜା ପାଇଥାନ୍ତି ।…
ଅଣ-ଅନୁସୂଚିତଙ୍କୁ ଜମି ହସ୍ତାନ୍ତର ନିଷ୍ପତ୍ତି ଉପରେ ରୋକ୍
ଭୁବନେଶ୍ବର : କ୍ୟାବିନେଟ ନିଷ୍ପତ୍ତି ଉପରେ ଲାଗିଲା ରୋକ । ଅଣ ଅନୁସୂଚିତ ଜନଜାତିଙ୍କୁ ଜମି ହସ୍ତାନ୍ତର ନିଷ୍ପତ୍ତି ସ୍ଥଗିତ ରଖିଲେ ସରକାର । ଏ ନେଇ ଟ୍ବିଟ କରି ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡି । ନଭେମ୍ବର ୧୪ ତାରିଖରେ ଜମି ହସ୍ତାନ୍ତର ନେଇ…
ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ
ସୁନ୍ଦରଗଡ:- ୧୬/୧୧- ସୁନ୍ଦରଗଡ ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ସ୍ଥାନୀୟ ବିକାଶ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଡ଼ା. ପରାଗ ହର୍ଷଦ ଗାଭାଲୀ ସଭାପତିତ୍ବରେ ହୋଇଥିବା ଏହି ବୈଠକରେ ସଦର ବିଧାୟିକା କୁସୁମ ଟେଟେ, ତଳସରା ବିଧାୟକ ଭବାନୀ ଶଙ୍କର ଭୋଇ,!-->!-->!-->…