Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଫ୍ଲିପ୍କାର୍ଟ ଅଫିସରୁ ବନ୍ଧୁକ ମୁନରେ ଲୁଟିନେଲେ ଟଙ୍କା ବାକ୍ସ…
କଟକ: ଦୁଇ ଦିନ ତଳେ ସ୍ପଷ୍ଟ ଦିବାଲୋକରେ ଏଟିଏମ୍ ଭ୍ୟାନ୍ରୁ ଲୁଟ୍ ହୋଇଥିବା ବେଳେ ସୋମବାର ଦିନ କଟକ ଜିଲ୍ଲା ଆଠଗଡ଼ ଅଞ୍ଚଳରେ ସଶସ୍ତ୍ର ଦୁର୍ବୃତ୍ତମାନେ ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ଅଫିସ୍ ଓ ଗୋଦାମ ଉପରେ ଆକ୍ରମଣ କରି ବିପୁଳ ପରିମାଣର ଟଙ୍କା ଲୁଟି ନେଇଛନ୍ତି।…
ପିଣ୍ଡି ଆବଣ୍ଟନରେ ଅନିୟମିତତା ଅଭିଯୋଗ ଆଣି ସିଏମସି ବୈଠକରେ ବିରୋଧୀଙ୍କ ହଙ୍ଗାମା…
କଟକ: ସହରର ଛତ୍ରବଜାର ଅଞ୍ଚଳରେ ଥିବା ସହରାଞ୍ଚଳ ହାଟରେ ‘ପିଣ୍ଡି’ ଆବଣ୍ଟନରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ ସୋମବାର କଟକ ମହାନଗର ନିଗମ (ସିଏମସି) କାଉନସିଲ ବୈଠକରେ ବିରୋଧୀ କର୍ପୋରେଟରମାନେ ଅଭିଯୋଗ ଆଣିବା ସହିତ ହୋ ହାଲ୍ଲା କରିଛନ୍ତି।
ସହରାଞ୍ଚଳ ହାଟରେ…
ଅଭିନେତ୍ରୀ ତଥା ମଡେଲ୍ ମୈାସୁମୀ ନାୟକ ଗିରଫ…
ଭୁବନେଶ୍ୱର: ଓଲିଉଡ ଅଭିନେତ୍ରୀ ତଥା ମଡେଲ୍ ମୈାସୁମୀ ନାୟକଙ୍କୁ ଗିରଫ କରିଛି କମିଶନରେଟ ପୋଲିସ। ଲେଖିକା ବନସ୍ମିତା ପତିଙ୍କ ଅଭିଯୋଗ ଆଧାରରେ କମିଶନରେଟ୍ ପୋଲିସ ସୋମବାର ଅଭିନେତ୍ରୀ ମୌସୁମୀ ନାୟକଙ୍କୁ ଗିରଫ କରିଛି।
ମର୍ଯ୍ୟାଦା ହାନି କରି ଅଭିନେତ୍ରୀ ଜଣଙ୍କ…
ଦୁଇଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ…
ଶୀତ ଦାଉରୁ ରକ୍ଷା ପାଇବା ପାଇଁ ନିଆଁ ଲଗାଇ ଶୋଇଥିଲେ , ଜଳିଗଲେ ବୃଦ୍ଧ
ଉମରକୋଟ : ଘରେ ଶୋଇଥିବାବେଳେ ଜଳିଗଲେ ବୃଦ୍ଧ । ଏଭଳି କିଛି ଘଟଣା ଦେଖିବାକୁ ମିଳିଛି ଉମରକୋଟ ଝରିଗାଁ ବ୍ଲକ ବୁଟିସର୍ଗି ଗାଁରେ । ଗତକାଲି ରାତିରେ ଏଭଳି ଅଘଟଣ ଘଟିଛି । ମୃତକ ବୁଟିସର୍ଗି ଗାଁର ଭିକାରୀ ମାଳି ବୋଲି ଜଣାପଡିଛି । ଭିକାରୀ କାଲି ରାତିରେ…
ଛଟ୍ ପୂଜା ପାଇଁ ପୁରୀ ଏବଂ ପାଟନା ମଧ୍ୟରେ ଚାଲିବ ସ୍ୱତନ୍ତ୍ର ଟ୍ରେନ…
ଭୁବନେଶ୍ବର: ନିୟମିତ ଟ୍ରେନରେ ଯାତ୍ରୀମାନଙ୍କର ଅତିରିକ୍ତ ଭିଡ଼କୁ ଦୃଷ୍ଟିରେ ରଖି ଏବଂ ଯାତ୍ରୀମାନଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଛଟ୍ ପୂଜା ପାଇଁ ପୁରୀ ଏବଂ ପାଟନା ମଧ୍ୟରେ ଏକ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ନିଷ୍ପତ୍ତି ନିଆଯାଇଅଛି ।
ପୁରୀରୁ…
ଦୀପାବଳି ରାତିରେ କଳାକନା ବୁଲାଇଲେ ଲୁଟେରା…
ଭୁବନେଶ୍ୱର: ଦୀପାବଳି ରାତିରେ କଳାକନା ବୁଲାଇଲେ ଲୁଟେରା। ଗୋଟେ ପଟେ ଚାଲିଥିଲା ବାଣ ଫୁଟା, ଅନ୍ୟପଟେ ଚାଲିଥିଲା ଲୁଟପାଟ୍। ପରିବାର ଲୋକେ ବାଣ ଫୁଟାଉଥିବାର ସୁଯୋଗ ନେଇ ଘରେ ପଶି ଲୁଟିଲେ ନଗଦ ଟଙ୍କା ସହ ସୁନା ଗହଣା। ଏପରି ଘଟଣା ଘଟିଛି ଭୁବନେଶ୍ୱର ଖଣ୍ଡଗିରି…
କାର୍ ଦୁର୍ଘଟଣାରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ, କାର୍ ଡ୍ରାଇଭର ଗିରଫ…
ଭୁବନେଶ୍ବର : ଲିଙ୍ଗରାଜ ମନ୍ଦିର ନିକଟରେ ସ୍ବାମୀ ସ୍ତ୍ରୀଙ୍କ ଉପରେ କାର୍ ଚଢିଯିବା ଘଟଣା । ଦୁର୍ଘଟଣା ଘଟାଇଥିବା କାର୍ ଡ୍ରାଇଭରଙ୍କୁ ଗିରଫ କରିଛି ଲିଙ୍ଗରାଜ ଥାନା ପୋଲିସ । ଡ୍ରାଇଭର ଜଣକ ମଦ ପିଇ ଫୋନରେ କଥା ହୋଇ ଯାଉଥିବା ବେଳେ ଏଭଳି ଅଘଟଣ ଘଟିଥିବା…
ଦୀପାବଳିରେ ରେକର୍ଡ ଛୁଇଁଲା କଟକ ଓ ଭୁବନେଶ୍ୱରର ପ୍ରଦୂଷଣ…
ଦୀପାବଳିରେ ବିଷାକ୍ତ ହେଲା ଟ୍ୱିନ ସିଟି। ସାଂଘାତିକ ହେଲା କଟକ ଓ ଭୁବନେଶ୍ୱରରେ ପ୍ରଦୂଷଣ ସ୍ଥିତି। ରାତି ଗୋଟାଏରେ ପ୍ରଦୂଷଣ ମାତ୍ରା ରେକର୍ଡ ଛୁଇଁଥିଲା। ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର ଅଞ୍ଚଳରେ ରାତି ଗୋଟାଏରେ ପ୍ରଦୂଷଣ ମାତ୍ରା ୯୯୯ ଥିଲା ବେଳେ ପଟିଆ!-->!-->!-->!-->…
କ୍ୟାପିଟାଲ୍ ହସ୍ପିଟାଲରେ ଶତାଧିକ ଆହତଙ୍କ ଚିକିତ୍ସା…
ଭୁବନେଶ୍ୱର : ଦୀପାବଳିରେ ଅଘଟଣ । ରାଜ୍ୟର ବିଭିନ୍ନ ସ୍ଥାନରେ ବାଣ ପଡ଼ି ଶତାଧିକ ଆହତ ହୋଇଛନ୍ତି । ରାଜଧାନୀର ବିଭିନ୍ନ ସ୍ଥାନରେ ବାଣ ବିସ୍ଫୋରଣରେ ଶତାଧିକ ଆହତ ହୋଇଛନ୍ତି। କ୍ୟାପିଟାଲ ହସ୍ପିଟାଲରେ ପ୍ରାୟ ୧୦୦ରୁ ଅଧିକ ଚିକିତ୍ସିତ ହୋଇଛନ୍ତି । କାହାର ହାତ…