Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଆଜି “ମହାକାଳୀ” ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା ଭଦ୍ରକାଳୀ…
ଭଦ୍ରକ : କାଳୀପୂଜା ପାଇଁ ଚଳଚଞ୍ଚଳ ହୋଇ ଉଠିଛି ଭଦ୍ରକ ସହର । ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠ ହୋଇଉଠିଛି ଚଳଚଞ୍ଚଳ । ସାତ ଦିନରେ ସପ୍ତମାତୃକା ବେଶରେ ଦର୍ଶନ ଦେବେ ମା’ । କିନ୍ତୁ ଏହି ପୀଠରେ ମା’ ଭଦ୍ରକାଳୀ ବର୍ଷର ଗୋଟିଏ ଦିନ ଉଗ୍ରରୂପରେ ଧାରଣ…
ମା’ ବୁଢୀ ଠାକୁରାଣୀ ମନ୍ଦିର ପୂଜକ ହତ୍ୟା ମାମଲା, ୭ ଗିରଫ…
କୋରାପୁଟ: କୋରାପୁଟ ମା ବୁଢୀ ଠାକୁରାଣୀ ମନ୍ଦିର ପୂଜକ ରମେଶ ତ୍ରିପାଠୀ ହତ୍ୟା ମାମଲା । ୨ ଯୁବତୀଙ୍କ ସହ ମୋଟ ୭ଜଣଙ୍କୁ ଗିରଫ କରିଲା ପୋଲିସ । ଲୁଟ ଉଦ୍ଦେଶ୍ୟରେ ପୂଜକଙ୍କୁ ହତ୍ୟା କରାଯାଇଥିବା ସୂଚନା ଦେଇଛି ପୋଲିସ ।
ସୂଚନା ଅନୁସାରେ, ଅଭିଯୁକ୍ତମାନଙ୍କ ମଧ୍ୟରୁ ଦୁଇ…
ଭୁବନେଶ୍ୱର ତମାଣ୍ଡୋରେ ଜଳିଗଲା ୫ ବସ୍…
ଭୁବନେଶ୍ୱର ତମାଣ୍ଡୋରେ ଘଟିଛି ଅଘଟଣ। ଦୀପାବଳି ଅବସରରେ ରାଜଧାନୀ ଭୁବନେଶ୍ୱରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ତମାଣ୍ଡୋ ଥାନା ପାତ୍ରପଡ଼ା ଛକରେ ଥିବା ଗୋଟିଏ ଗ୍ୟାରେଜରେ ନିଆଁ ଲାଗି ୫ଟି ବସ୍ ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡ ଯୋଗୁ ଗ୍ୟାରେଜରେ ଥିବା…
କାଳୀ ପୂଜା ପାଇଁ ଚଳଚଞ୍ଚଳ କଟକ, ଶ୍ରଦ୍ଧାଳୁଙ୍କ ଭିଡ…
କଟକ: କାଳୀ ପୂଜା ପାଇଁ ଚଳଚଞ୍ଚଳ କଟକ । ସହରର ପ୍ରମୁଖ କାଳୀ ମନ୍ଦିର ଗୁଡ଼ିକରେ ସକାଳୁ ଶ୍ରଦ୍ଧାଳୁଙ୍କ ଭିଡ ଲାଗି ରହିଛି। ମାଳିକା ପ୍ରସିଦ୍ଧ କାଳିଆ ଵୁଦା ଶ୍ୟାମାକାଳୀ, ଖାନନଗର ଦକ୍ଷିଣ କାଳି ଓ କାଳିଗଳିର କାଳୀ ମନ୍ଦିରରେ ହଜାର ହଜାର ଶ୍ରଦ୍ଧାଳୁ ଶ୍ରଦ୍ଧା ଓ…
ଦୀପାବଳି ପାଇଁ କ୍ୟାପିଟାଲ ହସ୍ପିଟାଲରେ ସ୍ବତନ୍ତ୍ର ବ୍ୟବସ୍ଥା, ୧୫ ଡାକ୍ତରଙ୍କ ଛୁଟି ବାତିଲ…
ଭୁବନେଶ୍ୱର: ଆଲୋକର ପର୍ବ ଦୀପାବଳିକୁ ନେଇ ଚାରିଆଡ଼େ ଉତ୍ସବର ମାହୋଲ। ତେବେ ଦୀପାବଳି ପାଇଁ କ୍ୟାପିଟାଲ ହସ୍ପିଟାଲରେ ହୋଇଛି ସ୍ବତନ୍ତ୍ର ବ୍ୟବସ୍ଥା। ଯେକୌଣସି ପରିସ୍ଥିତି ମୁକାବିଲା ନେଇ କରାଯାଇଛି ପ୍ରସ୍ତୁତ। ବାଣଫୁଟା ଜନିତ ଦୁର୍ଘଟଣା ମୁକାବିଲା ପାଇଁ…
ରେଳଧାରଣା ପାର ବେଳେ ଟ୍ରେନ ଧକ୍କାରେ ଜଣେ ବୃଦ୍ଧା ମୃତ…
ଅନୁଗୁଳ: ରେଳଧାରଣା ପାର ବେଳେ ଟ୍ରେନ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ବୃଦ୍ଧା ଜଣକ ହେଲେ ଅନୁଗୁଳ ଜିଲ୍ଲା ଜରପଡ଼ା ଥାନା ଲକ୍ଷ୍ମୀଧରପୁର ଗ୍ରାମର ସ୍ବର୍ଗତ ଶ୍ରୀକର ନାଏକଙ୍କ ପତ୍ନୀ କୁନ୍ତଳା ନାୟକ (୭୦) । ବୃଦ୍ଧାଙ୍କ ମୃତଦେହ ଉଦ୍ଧାର କରିଛି ରେଳବାଇ ପୋଲିସ…
ସାଉଥ ଆଫ୍ରିକାରେ ଫସିରହିଛନ୍ତି ୧୪ ଓଡ଼ିଆ ଶ୍ରମିକ, ଉଦ୍ଧାର ପାଇଁ ସରକାରଙ୍କୁ ଆକୁଳ ନିବେଦନ
ଭୁବନେଶ୍ୱର: ପୁଣି ବିଦେଶକୁ ଯାଇ ଫସିଗଲେ ଓଡ଼ିଆ ଶ୍ରମିକ। ଉଦ୍ଧାର ପାଇଁ ରାଜ୍ୟ ସରକାରଙ୍କୁ ଗୁହାରୀ। ସାଉଥ ଆଫ୍ରିକାର ଗାବନ୍ରେ ନିର୍ଯାତିତ ଓଡ଼ିଆ ଶ୍ରମିକ ଭିଡ଼ିଓ ବାର୍ତ୍ତାରେ ଉଦ୍ଧାର ପାଇଁ ନିବେଦନ କରିଛନ୍ତି। କେନ୍ଦ୍ରାପଡା଼ ଜିଲ୍ଲାର ୧୪ ଓଡ଼ିଆ ଶ୍ରମିକ ସାଉଥ…
ନୟାଗଡରେ କମେଣ୍ଟମରାକୁ କେନ୍ଦ୍ରକରି ବୋମାମାଡ଼, ୧୨ ଆହତ…
ନୟାଗଡ: କମେଣ୍ଟମରାକୁ କେନ୍ଦ୍ରକରି ବୋମାମାଡ଼। ନୟାଗଡ଼ ଖଣ୍ଡପଡା ଥାନା କୁମ୍ଭାରପଡା ଗାଁରେ ଏହି ଘଟଣା ଘଟିଛି। ବୋମାମାଡ଼ରେ ୧୨ ଜଣ ଆହତ ହୋଇଛନ୍ତି। ଅଭିଯୋଗ ଅନୁଯାୟୀ, ରଂଜିତ ନାୟକ ଏବଂ ପଡୋଶୀ ଦୁଃଶାସନ ନାୟକଙ୍କ ମଧ୍ୟରେ ଦୀର୍ଘଦିନ ହେବ ଶତ୍ରୁତା ଲାଗି ରହିଥିଲା। ଆଜି ସକାଳେ ଦୁଃସାସନ…
ବିଦ୍ୟୁତ୍ ଆଘାତରେ ଦନ୍ତାହାତୀ ମୃତ୍ୟୁ ଘଟଣା, ୫ ଅଭିଯୁକ୍ତଙ୍କୁ ଗିରଫ…
କେନ୍ଦୁଝର : କେନ୍ଦୁଝରରେ ବିଦ୍ୟୁତ୍ ଆଘାତରେ ଦନ୍ତାହାତୀ ମୃତ୍ୟୁ ଘଟଣାରେ ୫ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତଙ୍କୁ ଆଜି କୋର୍ଟ ଚାଲାଣ କରାଯିବ । ଦୋଷ ସ୍ୱୀକାର କରିଛନ୍ତି ଅଭିଯୁକ୍ତ । କେନ୍ଦୁଝର ତେଲକୋଇ ରେଞ୍ଜ ସଲେଇକେନାରେ ଦନ୍ତାହାତୀର…
ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା…
ବ୍ରହ୍ମଗିରି: ମଝି ଚିଲିକାରେ ଫସିଲା ଯାତ୍ରୀବାହୀ ଡଙ୍ଗା । ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମଏଁସା ଗାଁ ନିକଟରେ ଫସି ରହିଛି ଯାତ୍ରୀ ବାହି ଘାଟ ଡ଼ଙ୍ଗା ।ଡଙ୍ଗାରେ ୩୦ ଜଣ ଯାତ୍ରୀ ଥିବା ବେଳେ ୧୦ଟି ବାଇକ୍ ମଧ୍ୟ ଥିଲା ।ସାତପଡାରୁ ଜହ୍ନିକୁଦ ଅଭିମୁଖେ ଏହି ଯାତ୍ରୀବାହୀ…