Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ମନ୍ଦିରରୁ ଚୋରୀ କରିବା ସହ ଭାଙ୍ଗିଲେ ମା’ କାଳୀଙ୍କ ମୂର୍ତ୍ତି…
ସମ୍ବଲପୁର: ଆଜି ପବିତ୍ର ଦୀପାବଳି ତଥା ମା’ କାଳୀଙ୍କ ପୂଜା । ମା’ଙ୍କ ପୂଜାରେ ମା’ଙ୍କୁ ଅପମାନ । ମନ୍ଦିରରୁ ଚୋରୀ କରିବା ସହ ମା’ କାଳୀଙ୍କ ପ୍ରତୀମାକୁ ଭାଙ୍ଗିଲେ ଦୁର୍ବୃତ । ଏପରି ଅଭାବନୀୟ ଘଟଣା ଘଟିଛି ସମ୍ବଲପୁର ଜିଲ୍ଲା କୁଚିଣ୍ଡାରେ ।
ସୂଚନା ଅନୁସାରେ,…
ବେଦମାତା ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀ…
ଭଦ୍ରକ : କାଳୀପୂଜା ପାଇଁ ଚଳଚଞ୍ଚଳ ହୋଇ ଉଠିଛି ଭଦ୍ରକ ସହର । ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠ ହୋଇଉଠିଛି ଚଳଚଞ୍ଚଳ । ସାତ ଦିନରେ ସପ୍ତମାତୃକା ବେଶରେ ଦର୍ଶନ ଦେବେ ମା’ । କିନ୍ତୁ ଏହି ପୀଠରେ ମା’ ଭଦ୍ରକାଳୀ ବର୍ଷର ଗୋଟିଏ ଦିନ ଉଗ୍ରରୂପରେ ଧାରଣ…
କଡାକଡି ହେବ ମଦୁଆ ଧରା ଅଭିଯାନ: ରାଜଧାନୀ ରାଜରାସ୍ତାରେ ବିନା ୟୁନିଫର୍ମରେ ବୁଲିବେ ପୋଲିସ
ଭୁବନେଶ୍ୱର : ସାବାଡ ହେବେ ମଦୁଆ । ରାଜଧାନୀରେ କଡାକଡି ହେବ ମଦୁଆଧରା ଅଭିଯାନ । ରାଜରାସ୍ତାରେ ଆଉ ମଦୁଆଙ୍କ ପ୍ରାର୍ଦୁଭାବ ଦେଖିବାକୁ ମିଳିବନି । ଏଥର ପୋଲିସମାନେ ରାଜରାସ୍ତାରେ ବିନା ୟୁନିଫର୍ମରେ ବୁଲିବେ । ମଦ…
ପୁଅର ଜୀବନ ବଞ୍ଚାଇ ପାଣି ସୁଅରେ ବୁଡିଗଲେ ବାପା…
କଟକ : ବାପା, ଯିଏ ନିଜେ ଦୁଃଖ କଷ୍ଟରେ ରହି ନିଜ ପିଲାଙ୍କ ମୁହଁରେ ହସ ଫୁଟାଏ । ବାପା ଯିଏ ଦୁଃଖରେ ଥିଲେ ସମସ୍ତଙ୍କ ଠାରୁ ଲୁଚି କାନ୍ଦିବେ ପଛେ କିନ୍ତୁ କାହାକୁ ଦେଖାନ୍ତିନି ତାଙ୍କ ଭିତରେ ଥିବା କୋହ । ବାପା ଯିଏ ହେଲେ ନିଜ ପିଲାମାନଙ୍କର ସାହସ । ନିଜ…
ଦୀପାବଳି ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ରାଜ୍ୟପାଳ ଓ କେନ୍ଦ୍ରମନ୍ତ୍ରୀ…
ଭୁବନେଶ୍ବର: ଆଲୋକର ପର୍ବ ଦୀପାବଳି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୁଭେଚ୍ଛା ଜଣାଇଛନ୍ତି।
ପ୍ରଧାନମନ୍ତ୍ରୀ…
ଝିଅ ପ୍ରେମ ବିବାହ କରିବାରୁ ଶୁଦ୍ଧି ହେଲେ ବାପା…
ମାହାଙ୍ଗା : ବଞ୍ଚିଥିବା ଝିଅକୁ ଶୁଦ୍ଧି ହେଲେ ପରିବାର ଲୋକେ। ଏଭଳି ଏକ ଆଶ୍ଚର୍ଯ୍ୟ ଘଟଣା ଦେଖିବକୁ ମିଳିଛି କଟକ ଜିଲ୍ଲା ମାହାଙ୍ଗା ବ୍ଲକ ଉମର ଗାଁରେ । ସେହି ଗାଁର ବିଶ୍ୱଜିତ ମହାପାତ୍ରଙ୍କ ଏକମାତ୍ର ବଡ଼ ଝିଅ ୧୮ ବର୍ଷୀୟ ପାୟଲ ମହାପାତ୍ର ଉମର ଗାଁର କାଶୀନାଥ…
ଦୀପାବଳି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ…
ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୀପାବଳି ଶୁଭେଚ୍ଛା। ଆଲୋକର ପର୍ବ ଦୀପାବଳି ଅବସରରେ ରାଜ୍ୟର ସବୁ ଭାଇଭଉଣୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବିକାଶର ଆଲୋକ ସମସ୍ତଙ୍କ ଜୀବନକୁ ଆଲୋକିତ କରୁ ବୋଲି ସେ ଟ୍ୱିଟ କରି କହିଛନ୍ତି।
ସେହିପରି ଆଜିଠାରୁ ଧରାବତରଣ…
ପୁରୀରେ ମହାପ୍ରଭୂଙ୍କୁ ଦର୍ଶନ ସହ ବଡବଡୁଆ ଡାକିଲେ ଶ୍ରଦ୍ଧାଳୁ…
ପୁରୀ : ଆଜି ଆଲୋକର ପର୍ବ ଦୀପାବଳୀ । ଏଥିଲାଗି ଚଳଚଞ୍ଚଳ ହୋଇଉଠିଛି ଗାଁଠୁ ସହର । ସବୁଠି ଭକ୍ତମୟ ପରିବେଶ । ମାଆ କାଳୀଙ୍କ ଆବାହନ ଲାଗି ସବୁଠି ଚାଲିଛି ପ୍ରସ୍ତୁତି । ରଙ୍ଗୀନ ଆଲୋକମାଳାରେ ସଜେଇ ହୋଇଛି ଘରଠୁ ଅଫିସ୍ । ଆଜି ପୁରୀରେ…
ସରକାରୀ ଯୋଜନାରେ ଦଳୀୟ ଚିହ୍ନ ବ୍ୟବହାର କରାଯିବା ପ୍ରସଙ୍ଗ: ବର୍ଷିଲା ବିଜେପି, ଜବାବ୍ ରଖିଲା ବିଜେଡି
ଭୁବନେଶ୍ୱର: ସରକାରୀ ଯୋଜନାରେ ବିଜେଡି ଦଳୀୟ ଚିହ୍ନ ବ୍ୟବହାର କରାଯିବା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେପି। ଅକ୍ଟୋବର ୧୦ରୁ ମାସାଧିକ କାଳ ଦଳୀୟ ଚିହ୍ନ ଶଙ୍ଖକୁ ସରକାରୀ ଯୋଜନା ପ୍ରଚାର ପାଇଁ ବ୍ୟବହାର କରୁଛି ବିଜେଡି ସରକାର। ଏହାଦ୍ବାରା ଆଇନ ଉଲଂଘନ…
ଚାକିରି କରାଇଦେବା ନାଁରେ ଠକେଇ ଅଭିଯୋଗ, ଅଭିଯୁକ୍ତ ଗିରଫ…
ଭୁବନେଶ୍ବର: ଚାକିରି କରାଇଦେବା ନାଁରେ ବଡ଼ଧରଣର ଠକେଇ ଅଭିଯୋଗ ଆସିଛି। ଜଣେ ପୂର୍ବତନ ମନ୍ତ୍ରୀଙ୍କ ସଂପର୍କୀୟ ବୋଲି ପରିଚୟ ଦେଇ ଅଭିଯୁକ୍ତମାନେ ଲକ୍ଷାଧିକ ଟଙ୍କା ଠକିଥିବା ଜଣାପଡ଼ିଛି। ଅଭିଯୁକ୍ତମାନଙ୍କୁ କଟକ ସାଇବର ଥାନା ପୁଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲା…